-+91-9937148622 |

prerana_bgr@rediffmail.com |

  Friday 19th June 2026 |

| | | |

R.N.I. Regd No. ODIODI/2010/46693

Breaking News

ପୁରସ୍କାର ଓ ସମ୍ମାନ ପଛରେ ନାହିଁ ସାହିତ୍ୟ ପଛରେ ପଡିଛନ୍ତି ସଙ୍ଗୀତା    (19-Jun-2026)       ||      ବଲାଙ୍ଗିର ସାଜିଛି ନିଶାଖୋର ଅପରାଧୀଙ୍କ ସୁରକ୍ଷିତ ପେଣ୍ଠସ୍ଥଳୀ   (19-Jun-2026)       ||      ଭୋଟର ତାଲିକାକୁ ସ୍ୱଚ୍ଛ ଓ ତ୍ରୁଟିଶୂନ୍ୟ କରିବା ଉଦ୍ଦେଶ୍ୟରେ ବିଭିନ୍ନ ମତଦାନ କେନ୍ଦ୍ର ବୁଲିଲେ ବଲାଙ୍ଗୀର ଜିଲ୍ଲାପାଳ    (19-Jun-2026)       ||      ଓଡିଶା ସରକାର ଙ୍କ ଦୁଇ ବର୍ଷ ପୂର୍ତ୍ତି ଅବସରରେ ଆଗଲପୁର ବ୍ଲକ୍ ରେ ବ୍ଲକ୍ ସ୍ତରୀୟ କୃଷକ ସମାବେଶ    (18-Jun-2026)       ||      ଅଧିକାର ମେଳାରେ ୭୧ ଜଣ ବରିଷ୍ଠ ନାଗରିକଙ୍କୁ ସହାୟକ ଉପକରଣ ବଣ୍ଟନ   (18-Jun-2026)       ||      ପୁରୁଣାପାଣି ଶିତଳ ଷଷ୍ଠୀ ମହୋତ୍ସବ ରେ ନରସିଂହ, ଶିକ୍ଷା, ପିଇବା ପାଣି ଓ ଗମନାଗମନ ପ୍ରତି ଦୃଷ୍ଟି ଦେଉ ସରକାର - ନରସିଂହ   (18-Jun-2026)       ||      *ଡାବୁଗାଁ ଡ଼ଙ୍ଗରୀଗୁଡା ଠାରେ ପ୍ରତିଷ୍ଠା ହେଲା ମାଁ ସମଲେଇଙ୍କ ମନ୍ଦିର*   (18-Jun-2026)       ||      ବରପାଲି ୧୪୯ ତମ ଶୀତଳ ଷଷ୍ଠୀ ଯାତ୍ରା ଚତୁର୍ଥ ଦିବସରେ ବୈଦିକ ରୀତିରେ ହେଲା ଗଣ୍ଠିଆଳ ଫିଟା , ରାତ୍ରରେ ବରାନୁଗମନ ସମାପନ   (18-Jun-2026)       ||      ଦୟାନିଧି ପ୍ରତିଭା ବିକାଶ ପ୍ରତିଷ୍ଠାନ ପକ୍ଷରୁ ଭ୍ରାମ୍ୟମାଣ ସେବା   (18-Jun-2026)       ||      ଡୁଙ୍ଗୁରିପାଲିରେ ଶୀତଳ ଷଷ୍ଠୀ ଯାତ୍ରା ଆରମ୍ଭ |ମା ପାର୍ବତୀଙ୍କୁ କନ୍ୟା ରୂପେ ପାଇ ମିଶ୍ର ଦମ୍ପତି ଆନନ୍ଦିତ   (18-Jun-2026)       ||      ବରଗଡ଼ ସାଂସଦ ପ୍ରଦୀପ ପୁରୋହିତଙ୍କ ପଶ୍ଚିମବଙ୍ଗ ଗସ୍ତ : ନବ ନିର୍ବାଚିତ ମୁଖ୍ୟମନ୍ତ୍ରୀ ଶୁଭେନ୍ଦୁ ଅଧିକାରୀଙ୍କୁ ନୃସିଂହନାଥ ଧାମ ପରିଦର୍ଶନ ପାଇଁ ନିମନ୍ତ୍ରଣ    (18-Jun-2026)       ||      ଆବର୍ଜନା ଉଠାଇଲେ ଏନଏସି ଅଧ୍ୟକ୍ଷ, କାଉନସିଲର ଓ ଯୁବ ଗୋଷ୍ଠୀ, ସଫେଇ କର୍ମଚାରୀଙ୍କ ସହ ମୁହାଁ ମୁହିଁ ପରିସ୍ଥିତି ନାକେଦମ୍ ପୁଲିସ, ଦୁଇ ଘଣ୍ଟା ତୁଷୁରା - ବଲାଙ୍ଗୀର ରାସ୍ତା ଅବରୋଧ   (18-Jun-2026)       ||      ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜଙ୍କ ସାମ୍ବାଦିକ ସମ୍ମିଳନୀ ଅନୁଷ୍ଠିତ ଗତ ଦୁଇ ବର୍ଷରେ ରାଜ୍ୟ ସରକାରଙ୍କ ବିକାଶମୂଳକ ଯୋଜନା ଏବଂ ସଫଳତା ସମ୍ପର୍କରେ ଉପସ୍ଥାପନ କଲେ ମନ୍ତ୍ରୀ    (18-Jun-2026)       ||      ବଲାଙ୍ଗୀର ଜିଲ୍ଲା ଓକିଲ ସଂଘ ପକ୍ଷରୁ ସାଇବର୍ ଆଇନ ସମ୍ପର୍କିତ ଆଲୋଚନାଚକ୍ର ୨୧ ରେ    (18-Jun-2026)       ||      ବ୍ରାହ୍ମଣୀ ଗ୍ରାମରେ ମାଇକ୍ରୋ ଟୁରିଜିମ୍‌ ପ୍ରକଳ୍ପର ପରିଦର୍ଶନ କଲେ ପ୍ରଶାସନିକ ଦଳ    (18-Jun-2026)       ||      ଆନ୍ତର୍ଜାତୀୟ ଯୋଗ ଦିବସ ପାଳନ ନେଇ ପ୍ରସ୍ତୁତି ବୈଠକ   (18-Jun-2026)       ||      ଶିଶୁ ମଙ୍ଗଳ କମିଟି କୋର୍ଟ କ୍ୟାମ୍ପ: ବ୍ଲକ ସ୍ତରୀୟ ପିତୃ-ମାତୃହୀନ ଶିଶୁଙ୍କ ଉପସ୍ଥାପନା ଓ ପରାମର୍ଶ ଶିବିର   (18-Jun-2026)       ||      ମା ଜାଗୁଳାଇ ରାମଲୀଳା ସମିତି ପକ୍ଷରୁ ଦୁଇଦିନିଆ ରାମଲୀଳା ଉତ୍ସବ    (18-Jun-2026)       ||      ଆଗଲପୁର ବ୍ଲକ୍ ରେ ବିକାଶ ର ଧାରା ଓଡ଼ିଶା ସାରା କାର୍ଯକ୍ରମ   (17-Jun-2026)       ||      ବରପାଲି ୧୪୯ ତମ ଶୀତଳ ଷଷ୍ଠୀ ଯାତ୍ରାର ତୃତୀୟ ଦିବସ, ଭୈରବ ବାବାଙ୍କ ଗୁଆଗୁଣ୍ଡା ନିଉତା ସମ୍ପନ୍ନ   (17-Jun-2026)       ||     

HOME   ଜିଲ୍ଲା

*ସୋନପୁର ଟାଉନ ହଲ ଠାରେ "ବନ୍ଦେ ମାତରମ ରାଷ୍ଟ୍ରୀୟ ଗୀତ ର ୧୫୦ ବର୍ଷ ପୂର୍ତ୍ତି ପାଳନ* -

20-Jan-2026



ସୋନପୁର  (ମନୋରଞ୍ଜନ ତ୍ରିପାଠୀ)
ସୋନପୁର ଟାଉନ ହଲ ଠାରେ "ବନ୍ଦେ ମାତରମ ରାଷ୍ଟ୍ରୀୟ ଗୀତ ୧୫୦ ବର୍ଷ ପୂର୍ତ୍ତି ଉପଲକ୍ଷେ ସାମୁହିକ ଗାନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା। ଏହି ସାମୁହିକ ଗାନ କାର୍ଯ୍ୟକ୍ରମରେ ଜିଲ୍ଲାପାଳ, ସୁବର୍ଣ୍ଣପୁର, ଡ଼ ନୃପରାଜ ସାହୁ, ଉପ ଜିଲ୍ଲାପାଳ, ସୁବର୍ଣ୍ଣପୁର, ଡ଼ ସୌମ୍ୟାରୂପା ରଥ, ଅଧ୍ୟକ୍ଷା, ସୋନପୁର ପୌର ପରିଷଦ, ସୋନପୁର, ଶ୍ରୀମତି ତାମସୀ ତାମସ୍ମିତା  ନାୟକ, ନିର୍ବାହୀ ଅଧିକାରୀ, ସୋନପୁର ପୌର ପରିଷଦ, ସୁବର୍ଣ୍ଣପୁର, ଶ୍ରୀ ଋଷି ମାଝୀ, ଜିଲ୍ଲା ମଙ୍ଗଳ ଅଧିକାରୀ,ସୁବର୍ଣ୍ଣପୁର, ଶ୍ରୀ ଅଚ୍ୟୁତାନନ୍ଦ ସିଂହ, ଜିଲ୍ଲା କ୍ରୀଡ଼ା ଅଧିକାରୀ, ସୁବର୍ଣ୍ଣପୁର, ଶ୍ରୀ ଚିତ୍ତରଞ୍ଜନ ମିଶ୍ର, ଜିଲ୍ଲା ପଞ୍ଚାୟତ ଅଧିକାରୀ ତଥା ଜିଲ୍ଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ, ସୁବର୍ଣ୍ଣପୁର ଶ୍ରୀ ଅର୍ଜୁନ ମାଝୀ, ସୋନପୁର ପୌର  ପରିଷଦର କାଉନସିଲର ମାନଙ୍କ ସମେତ ସୋନପୁର ସହରର ବିଭିନ୍ନ ବିଦ୍ୟାଳୟ, ଓ ମହାବିଦ୍ୟାଳୟର ଛାତ୍ର ଛାତ୍ରୀ ମାନେ ଅଂଶଗ୍ରହଣ କରି ବନ୍ଦେ ମାତରମ ରାଷ୍ଟ୍ରୀୟ ଗୀତ କୁ ସାମୁହିକ ଗାନ କରାଯାଇଥିଲା। ଏହି କାର୍ଯ୍ୟକ୍ରମ କୁ ଶ୍ରୀ ମଦନ ସୁନ୍ଦର କ୍ଷେତି, ଅଧ୍ୟାପକ, ଇଂରାଜୀ ବିଭାଗ, ବିଜୁ ପଟ୍ଟନାୟକ ମହିଳା ଡିଗ୍ରୀ ମହାବିଦ୍ୟାଳୟ, ଶ୍ରୀ ଚୌଧୁରୀ ବିଭାର ସହିତ ସୋନପୁର ମ୍ୟୁନିସିପାଲଟି ର କର୍ମଚାରୀ ମାନେ ସହଯୋଗ କରିଥିଲେ। ଏହି ଅବସରରେ ବନ୍ଦେ ମାତରମ୍ ରାଷ୍ଟ୍ରୀୟ ଗୀତ ର ୧୫୦ ବର୍ଷ ପୂର୍ତ୍ତି ଅବସରରେ  ସୋନପୁର ସହରର ବିଦ୍ୟାଳୟ ଓ ମହାବିଦ୍ୟାଳୟ ର ଛାତ୍ର ଛାତ୍ରୀ ମାନଙ୍କ ମଧ୍ୟରେ  ବକ୍ତୃତା, ରଚନା ଓ ଅନ୍ୟ ବିଷୟରେ ଅନୁଷ୍ଠିତ ହୋଇଥିବା ପ୍ରତିଯୋଗିତାରେ କୃତକାର୍ଯ୍ୟ ହୋଇଥିବା ଛାତ୍ର ଛାତ୍ରୀ ମାନଙ୍କୁ ଏହି ଅବସରରେ ଅତିଥି ମାନଙ୍କ ଦ୍ଵାରା ପୁରସ୍କୃତ ଓ ସମ୍ବର୍ଦ୍ଧିତ କରାଯାଇଥିଲା ଏହି କାର୍ଯ୍ୟକ୍ରମ ଅବସରରେ ଏହି ରାଷ୍ଟ୍ରୀୟ ଗୀତ କୁ କିଭଳି ଗାନ କରାଯିବ, ସେ ବିଷୟରେ  ଶ୍ରୀ କ୍ଷେଟି ଓ ଶ୍ରୀ ବିଭାର ଓ ଅନ୍ୟ ଅତିଥି ମାନେ ଛାତ୍ର ଛାତ୍ରୀ ମାନଙ୍କୁ ବିଶଦ ଭାବେ ତାଲିମ ପ୍ରଦାନ କରିଥିଲେ । ନିର୍ବାହୀ ଅଧିକାରୀ, ସୋନପୁର ପୌର ପରିଷଦ ରାଷ୍ଟ୍ରୀୟ ଗୀତ ଉପରେ ତାଙ୍କର ବକ୍ତବ୍ୟ ଉପସ୍ଥାପନ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ପୁରସ୍କାର ଓ ସମ୍ମାନ ପଛରେ ନାହିଁ ସାହିତ୍ୟ ପଛରେ ପଡିଛନ୍ତି ସଙ୍ଗୀତା   19-Jun-2026
  ଅପରାଧ  
ବଲାଙ୍ଗିର ସାଜିଛି ନିଶାଖୋର ଅପରାଧୀଙ୍କ ସୁରକ୍ଷିତ ପେଣ୍ଠସ୍ଥଳୀ   19-Jun-2026
  ଜିଲ୍ଲା  
ଭୋଟର ତାଲିକାକୁ ସ୍ୱଚ୍ଛ ଓ ତ୍ରୁଟିଶୂନ୍ୟ କରିବା ଉଦ୍ଦେଶ୍ୟରେ ବିଭିନ୍ନ ମତଦାନ କେନ୍ଦ୍ର ବୁଲିଲେ ବଲାଙ୍ଗୀର ଜିଲ୍ଲାପାଳ   19-Jun-2026
  ଜିଲ୍ଲା  
ଓଡିଶା ସରକାର ଙ୍କ ଦୁଇ ବର୍ଷ ପୂର୍ତ୍ତି ଅବସରରେ ଆଗଲପୁର ବ୍ଲକ୍ ରେ ବ୍ଲକ୍ ସ୍ତରୀୟ କୃଷକ ସମାବେଶ   18-Jun-2026
  ଜିଲ୍ଲା  
ଅଧିକାର ମେଳାରେ ୭୧ ଜଣ ବରିଷ୍ଠ ନାଗରିକଙ୍କୁ ସହାୟକ ଉପକରଣ ବଣ୍ଟନ   18-Jun-2026
  ଜିଲ୍ଲା  
ପୁରୁଣାପାଣି ଶିତଳ ଷଷ୍ଠୀ ମହୋତ୍ସବ ରେ ନରସିଂହ, ଶିକ୍ଷା, ପିଇବା ପାଣି ଓ ଗମନାଗମନ ପ୍ରତି ଦୃଷ୍ଟି ଦେଉ ସରକାର - ନରସିଂହ   18-Jun-2026
  ଜିଲ୍ଲା  
*ଡାବୁଗାଁ ଡ଼ଙ୍ଗରୀଗୁଡା ଠାରେ ପ୍ରତିଷ୍ଠା ହେଲା ମାଁ ସମଲେଇଙ୍କ ମନ୍ଦିର*   18-Jun-2026
  ଜିଲ୍ଲା  
ବରପାଲି ୧୪୯ ତମ ଶୀତଳ ଷଷ୍ଠୀ ଯାତ୍ରା ଚତୁର୍ଥ ଦିବସରେ ବୈଦିକ ରୀତିରେ ହେଲା ଗଣ୍ଠିଆଳ ଫିଟା , ରାତ୍ରରେ ବରାନୁଗମନ ସମାପନ   18-Jun-2026
  ଜିଲ୍ଲା  
ଦୟାନିଧି ପ୍ରତିଭା ବିକାଶ ପ୍ରତିଷ୍ଠାନ ପକ୍ଷରୁ ଭ୍ରାମ୍ୟମାଣ ସେବା   18-Jun-2026
  ଜିଲ୍ଲା  
ଡୁଙ୍ଗୁରିପାଲିରେ ଶୀତଳ ଷଷ୍ଠୀ ଯାତ୍ରା ଆରମ୍ଭ |ମା ପାର୍ବତୀଙ୍କୁ କନ୍ୟା ରୂପେ ପାଇ ମିଶ୍ର ଦମ୍ପତି ଆନନ୍ଦିତ   18-Jun-2026
  ଜିଲ୍ଲା  
ବରଗଡ଼ ସାଂସଦ ପ୍ରଦୀପ ପୁରୋହିତଙ୍କ ପଶ୍ଚିମବଙ୍ଗ ଗସ୍ତ : ନବ ନିର୍ବାଚିତ ମୁଖ୍ୟମନ୍ତ୍ରୀ ଶୁଭେନ୍ଦୁ ଅଧିକାରୀଙ୍କୁ ନୃସିଂହନାଥ ଧାମ ପରିଦର୍ଶନ ପାଇଁ ନିମନ୍ତ୍ରଣ   18-Jun-2026
  ଜିଲ୍ଲା  
ଆବର୍ଜନା ଉଠାଇଲେ ଏନଏସି ଅଧ୍ୟକ୍ଷ, କାଉନସିଲର ଓ ଯୁବ ଗୋଷ୍ଠୀ, ସଫେଇ କର୍ମଚାରୀଙ୍କ ସହ ମୁହାଁ ମୁହିଁ ପରିସ୍ଥିତି ନାକେଦମ୍ ପୁଲିସ, ଦୁଇ ଘଣ୍ଟା ତୁଷୁରା - ବଲାଙ୍ଗୀର ରାସ୍ତା ଅବରୋଧ   18-Jun-2026

You Might Also Like