-+91-9937148622 |

prerana_bgr@rediffmail.com |

  Wednesday 16th September 2026 |

| | | |

R.N.I. Regd No. ODIODI/2010/46693

Breaking News

ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||     

HOME   ଜିଲ୍ଲା

*ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିରରେ ମାଆଙ୍କ ଦ୍ୱରା, ମାଆଙ୍କର ଓ ମାଆଙ୍କ ପାଇଁ ସପ୍ତ ଶକ୍ତି ସାଙ୍ଗମ କାର୍ଯ୍ୟକ୍ରମ ଅନୁଷ୍ଠିତ*

20-Jan-2026



ନବରଙ୍ଗପୁର (ପ୍ରିୟଦର୍ଶିନୀ ପାତ୍ର)
ଡାବୁଗାଁ ସଦର ମହକୁମା ସ୍ଥିତ ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିରରେ ସପ୍ତ ଶକ୍ତି ସାଙ୍ଗମ କାର୍ଯ୍ୟକ୍ରମ ଅନୁଷ୍ଠିତ ହେଲା। ଏହି କାର୍ଯ୍ୟକ୍ରମ ରେ ମାଆ ମାନଙ୍କ ମଧ୍ୟରେ ଥିବା ସାତଟି ଶକ୍ତି ଯଥା :-କୀର୍ତ୍ତି, ଶ୍ରୀ, ବାକ, ସ୍ମୃତି, ମେଧା, ଧୂତି ଓ କ୍ଷମା ସମ୍ବନ୍ଧରେ ବକ୍ତା ମାନଙ୍କ ଦ୍ୱାରାଅଭିଭାଷଣ ଦିଆ ଯାଇଥିଲା। ମାତୃ ଭାରତୀର ସଦସ୍ୟ ଶ୍ରୀମତି ପ୍ରିୟଦର୍ଶିନୀ ପଟ୍ଟନାୟକ ସ୍ୱାଗତ ଭାଷଣ ଦେଇଥିଲେ। ଆଜିର ଏହି କାର୍ଯ୍ୟକ୍ରମ ରେ ମୁଖ୍ୟ ଅତିଥି ତଥା ମୁଖ୍ୟ ବକ୍ତା ଭାବରେ ଯୋଗଦେଇଥିଲେ ଡାବୁଗାଁ ବ୍ଲକ ଅଧ୍ୟକ୍ଷା ବୀଣା ମାଝୀ। ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିର ଡାବୁଗାଁ ର "ମାତୃ ଭାରତୀଙ୍କ" ଦ୍ୱରା ସମ୍ପୂର୍ଣ୍ଣ କାର୍ଯ୍ୟକ୍ରମ ପରିଚାଳନା କରାଯାଇଥିଲା।ଏହି କାର୍ଯ୍ୟକ୍ରମ ରେ ମଞ୍ଚ ପରିଚାଳନା କରିଥିଲେ ଭାଗ୍ୟ ଲକ୍ଷ୍ମୀ ଦାସ ଏବଂ ତାଙ୍କୁ ସହଯୋଗ କରିଥିଲେ ବିନିତା ପାତ୍ର। ମାତୃ ଭାରତୀର ସଭାପତି ସୁଜାତା ବାରିକ, ସୌଭାଗ୍ୟ ଲକ୍ଷ୍ମୀ ରଥ ଏବଂ ୨୦ଜଣ ଭଉଣୀ ଓ ଅନୁମପା ନେଗି ସମ୍ପୂର୍ଣ୍ଣ ସହଯୋଗ କରିଥିଲେ। ତତ ସଙ୍ଗେ  କାର୍ଯ୍ୟକ୍ରମ ରେ ସଂଯୋଜନା ଏବଂ ପରିଚାଳନା ରେ ସମ୍ପୂର୍ଣ ସହଯୋଗ କରିଥିଲେ ଶିଶୁଵିଦ୍ୟା ମନ୍ଦିର ର ସରିତା ଗୁରୁମା ଏବଂ ସୁନିତା ଗୁରୁମା।


News Comment




Photo in News

Advertisment
Lastest News
  ଜିଲ୍ଲା  
ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   15-Sep-2026
  ଜିଲ୍ଲା  
କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   15-Sep-2026
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026

You Might Also Like