-+91-9937148622 |

prerana_bgr@rediffmail.com |

  Wednesday 16th September 2026 |

| | | |

R.N.I. Regd No. ODIODI/2010/46693

Breaking News

ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||     

HOME   ଜିଲ୍ଲା

ସୁବର୍ଣ୍ଣପୁରରେ ଚାଞ୍ଚଲ୍ୟ; ଯୁବ କଂଗ୍ରେସ ନେତା ଙ୍କ ଗୁଳିବିଦ୍ଧ ଶରୀର ଉଦ୍ଧାର - ସମ୍ବଲପୁର ସାଇଣ୍ଟିଫିକ ଟିମ୍ ର ତଦନ୍ତ ଜାରି

21-Jan-2026



ସୁବର୍ଣ୍ଣପୁର  (ମନୋରଞ୍ଜନ ତ୍ରିପାଠୀ)
 ସୋନପୁର ସହର ର ବଡ଼ବଜାର ଭଗବତୀ ପ୍ଲଟ୍ ନିବାସୀ ତଥା ଜିଲ୍ଲା କଂଗ୍ରେସ କୋଷାଧ୍ୟକ୍ଷ ରାଜା ମିଶ୍ର ଙ୍କ ଗୁଳିବିଦ୍ଧ ଶରୀର ତାଙ୍କ ଘରୁ ଉଦ୍ଧାର ହୋଇଛି । ସୋନପୁର ର ପୂର୍ବତନ ବିଧାୟକ ବିନୋଦ ପାତ୍ର ଙ୍କ ଅତି ବିଶ୍ଵସ୍ଥ,ଖାସ ସହଯୋଗୀ ତଥା ଜିଲ୍ଲା କଂଗ୍ରେସ ର କୋଷାଧ୍ୟକ୍ଷ ରାଜେଶ ମିଶ୍ର (ରାଜା) ଜଣେ କଂଗ୍ରେସ ର ଶୃଙ୍ଖଳିତ ସଦସ୍ୟ  ଟାଣୁଆ ଯୁବ ନେତା ଭାବରେ ସହର ରେ ବେଶ ଭଲଭାବରେ ଜଣାଶୁଣା ଥିଲେ l  ଖୁବ୍ ଶାନ୍ତ  ମେଳାପି ଓ ସହର ର ପ୍ରିୟ ଭାଜନ ଥିଲେ ସେ l ଏହି ଘଟଣା ବିଳମ୍ବିତ ରାତ୍ରୀ ରେ ପ୍ରାୟ ୧୨ ଟା ରୁ ଗୋଟାଏ ଭିତରେ ଘଟିଥିବା ସୂଚନା ମିଳିଛି। ଘଟଣା ସ୍ଥଳରେ ସୁବର୍ଣ୍ଣପୁର ଡିଏସପି ରେଣୁକା ସୁନା ପୋଲିସ ଟିମ୍ ସହ ପ୍ରଥମେ ପହଞ୍ଚି ତଦନ୍ତ ଆରମ୍ଭ କରିଥିବା ବେଳେ ପରେ ବଲାଙ୍ଗୀର ରୁ ସାଇଣ୍ଟିଫିକ ଟିମ୍ ପହଞ୍ଚି ଘଟଣାର ଛାନଭିନ୍ କରୁଛି। ପ୍ରାଥମିକ ତଦନ୍ତରୁ ଯାହା ଜଣାପଡିଛି ସେ ନିଜ ଲାଇସେନ୍ସ ପ୍ରାପ୍ତ ବନ୍ଧୁକ ରୁ ନିଜକୁ ମୁଣ୍ଡରେ ୨/୩ ରାଉଣ୍ଡ ଗୁଳି କରିଥିବା ପୋଲିସ ଅନୁମାନ କରୁଛି। ସକାଳୁ ସକାଳୁ ଏହି ଘଟଣା ଜଣାପଡିବା ପରେ ଘଟଣା ସ୍ଥଳରେ ପୂର୍ବତନ ବିଧାୟକ ବିନୋଦ ପାତ୍ର, ସୁଧୀର ପଣ୍ଡା, ପ୍ରିୟବ୍ରତ ସାହୁ ଙ୍କ ସହ କଂଗ୍ରେସ ଦଳ ର କର୍ମକର୍ତ୍ତା ତଥା ଜିଲ୍ଲା ବିଜେପି ଓ ବିଜେଡିର ଅନେକ ନେତୃବୃନ୍ଦ, ମାନ୍ୟ ଗଣ୍ୟ ବ୍ୟକ୍ତି ପହଞ୍ଚି ଥିବା ବେଳେ ତାଙ୍କ ବାସଭବନ ଆଗରେ ଲୋକାରଣ୍ୟ ହୋଇପଡିଛି । ସେ ଶୃଙ୍ଖଳିତ ବ୍ୟକ୍ତିତ୍ଵ ର ହୋଇଥିବା ବେଳେ ଏହି ଘଟଣା କୁ ଲୋକେ ସହଜ ରେ ବିଶ୍ୱାସ କରି ପାରୁନାହାଁନ୍ତି । ସମ୍ବଲପୁର ରୁ ଏକ ସ୍ଵତନ୍ତ୍ର ସାଇଣ୍ଟିଫିକ୍ ଟିମ୍  ପହଞ୍ଚି ପୂର୍ବାହ୍ନ ୧୧ ଟାରୁ ଏ ଘଟଣା ର ଅଧିକ ତଦନ୍ତ ଜାରି ରଖିଥିବା ବିଷୟ ସୁବର୍ଣ୍ଣପୁର  ଡିଏସପି ରେଣୁକା ସୁନା ସୂଚନା ଦେଇଛନ୍ତି।


News Comment




Photo in News

Advertisment
Lastest News
  ଜିଲ୍ଲା  
ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   15-Sep-2026
  ଜିଲ୍ଲା  
କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   15-Sep-2026
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026

You Might Also Like