-+91-9937148622 |

prerana_bgr@rediffmail.com |

  Saturday 20th June 2026 |

| | | |

R.N.I. Regd No. ODIODI/2010/46693

Breaking News

ସ୍ବାବଲମ୍ବୀ ଯୁବ ସମାବେଶ ପାଇଁ ବ୍ଲକ ସ୍ତରୀୟ କର୍ମଶାଳା    (19-Jun-2026)       ||      ଲୋଇସିଂହା ବ୍ଲକ ରେ ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ, ବିଭିନ୍ନ ସରକାରୀ ଯୋଜନା ର ହିତାଧିକାରୀ ଙ୍କୁ ସୁବିଧା ପ୍ରଦାନ ଓ କାର୍ଯ୍ୟାଦେଶ ବଣ୍ଟନ    (19-Jun-2026)       ||      ତୃତୀୟ ଦିବସରେ ଶୀତଳ ଷଷ୍ଠୀ, ଆଳି ଶିବଙ୍କ ବରଯାତ୍ରୀ    (19-Jun-2026)       ||      ବାହାର ଜିଲ୍ଲାରୁ ଆସୁଛି ଧାନ !   (19-Jun-2026)       ||      *ଡାବୁଗାଁ ବ୍ଲକରେ ସମ୍ପୂର୍ଣ୍ଣତା ଅଭିଯାନ ଓ ଆକାଂକ୍ଷୀ ବ୍ଲକ କାର୍ଯ୍ୟକ୍ରମର ସମୀକ୍ଷା କଲେ ନୀତି ଆୟୋଗର କେନ୍ଦ୍ରୀୟ ପ୍ରଭାରୀ*   (19-Jun-2026)       ||      ସ୍ବାବଲମ୍ବୀ ଯୁବ ସମାବେଶ ପାଇଁ ବ୍ଲକ ସ୍ତରୀୟ କର୍ମଶାଳା    (19-Jun-2026)       ||      ବାହାରିଲେ ଆଉ ଜଣେ କୋଟିପତି ଯନ୍ତ୍ରୀ   (19-Jun-2026)       ||      ବରପାଲି ଶୀତଳ ଷଷ୍ଠୀ ଯାତ୍ରା ପଞ୍ଚମ ଦିବସରେ ଶିବ ପାର୍ବତୀଙ୍କ ବୈଦିକ ରୀତିରେ ବିବାହ ସମ୍ପୂର୍ଣ ।   (19-Jun-2026)       ||      *ଡାବୁଗାଁ ବ୍ଲକରେ ସରକାରଙ୍କ ଦୁଇ ବର୍ଷ ପୂର୍ତ୍ତି ଅବସରରେ ପାଳିତ ହେଲା ବିକାଶର ଧାରା, ଓଡିଶା ସାରା କାର୍ଯ୍ୟକ୍ରମ....*   (19-Jun-2026)       ||      ପୁରସ୍କାର ଓ ସମ୍ମାନ ପଛରେ ନାହିଁ ସାହିତ୍ୟ ପଛରେ ପଡିଛନ୍ତି ସଙ୍ଗୀତା    (19-Jun-2026)       ||      ବଲାଙ୍ଗିର ସାଜିଛି ନିଶାଖୋର ଅପରାଧୀଙ୍କ ସୁରକ୍ଷିତ ପେଣ୍ଠସ୍ଥଳୀ   (19-Jun-2026)       ||      ଭୋଟର ତାଲିକାକୁ ସ୍ୱଚ୍ଛ ଓ ତ୍ରୁଟିଶୂନ୍ୟ କରିବା ଉଦ୍ଦେଶ୍ୟରେ ବିଭିନ୍ନ ମତଦାନ କେନ୍ଦ୍ର ବୁଲିଲେ ବଲାଙ୍ଗୀର ଜିଲ୍ଲାପାଳ    (19-Jun-2026)       ||      ଓଡିଶା ସରକାର ଙ୍କ ଦୁଇ ବର୍ଷ ପୂର୍ତ୍ତି ଅବସରରେ ଆଗଲପୁର ବ୍ଲକ୍ ରେ ବ୍ଲକ୍ ସ୍ତରୀୟ କୃଷକ ସମାବେଶ    (18-Jun-2026)       ||      ଅଧିକାର ମେଳାରେ ୭୧ ଜଣ ବରିଷ୍ଠ ନାଗରିକଙ୍କୁ ସହାୟକ ଉପକରଣ ବଣ୍ଟନ   (18-Jun-2026)       ||      ପୁରୁଣାପାଣି ଶିତଳ ଷଷ୍ଠୀ ମହୋତ୍ସବ ରେ ନରସିଂହ, ଶିକ୍ଷା, ପିଇବା ପାଣି ଓ ଗମନାଗମନ ପ୍ରତି ଦୃଷ୍ଟି ଦେଉ ସରକାର - ନରସିଂହ   (18-Jun-2026)       ||      *ଡାବୁଗାଁ ଡ଼ଙ୍ଗରୀଗୁଡା ଠାରେ ପ୍ରତିଷ୍ଠା ହେଲା ମାଁ ସମଲେଇଙ୍କ ମନ୍ଦିର*   (18-Jun-2026)       ||      ବରପାଲି ୧୪୯ ତମ ଶୀତଳ ଷଷ୍ଠୀ ଯାତ୍ରା ଚତୁର୍ଥ ଦିବସରେ ବୈଦିକ ରୀତିରେ ହେଲା ଗଣ୍ଠିଆଳ ଫିଟା , ରାତ୍ରରେ ବରାନୁଗମନ ସମାପନ   (18-Jun-2026)       ||      ଦୟାନିଧି ପ୍ରତିଭା ବିକାଶ ପ୍ରତିଷ୍ଠାନ ପକ୍ଷରୁ ଭ୍ରାମ୍ୟମାଣ ସେବା   (18-Jun-2026)       ||      ଡୁଙ୍ଗୁରିପାଲିରେ ଶୀତଳ ଷଷ୍ଠୀ ଯାତ୍ରା ଆରମ୍ଭ |ମା ପାର୍ବତୀଙ୍କୁ କନ୍ୟା ରୂପେ ପାଇ ମିଶ୍ର ଦମ୍ପତି ଆନନ୍ଦିତ   (18-Jun-2026)       ||      ବରଗଡ଼ ସାଂସଦ ପ୍ରଦୀପ ପୁରୋହିତଙ୍କ ପଶ୍ଚିମବଙ୍ଗ ଗସ୍ତ : ନବ ନିର୍ବାଚିତ ମୁଖ୍ୟମନ୍ତ୍ରୀ ଶୁଭେନ୍ଦୁ ଅଧିକାରୀଙ୍କୁ ନୃସିଂହନାଥ ଧାମ ପରିଦର୍ଶନ ପାଇଁ ନିମନ୍ତ୍ରଣ    (18-Jun-2026)       ||     

HOME   ଜିଲ୍ଲା

ବିନିକ ହାଇସ୍କୁଲ ରେ ସ୍କାଉଟ ଗାଇଡ ର ରାଜ୍ୟ ପୁରସ୍କାର

21-Jan-2026



ସୁବର୍ଣ୍ଣପୁର ଜିଲ୍ଲା ଭାରତ ସ୍କାଉଟ୍ସ ଓ ଗାଇଡ୍ସ୍ ର ରାଜ୍ୟ ପୁରସ୍କାର ପରୀକ୍ଷା ଅନୁଷ୍ଠିତ।
  ବିନିକା , ତା ୨୧/୧ ବ ସୁବର୍ଣ୍ଣପୁର ଜିଲ୍ଲା ଭାରତ ସ୍କାଉଟ୍ସ ଓ ଗାଇଡସ ର ରଜ୍ୟପୁରସ୍ଖାର ପରୀକ୍ଷା ୨୦୨୫-୨୬ ଗତ ଦୁଇ ଦିନ ଧରି ବିନିକା ବାଳକ ଉଚ୍ଚ ବିଦ୍ୟାଳୟ ଠାରେ ଅନୁଷ୍ଠିତ ହୋଇଯାଇଛି। ବିଦ୍ୟାଳୟର ପ୍ରଧାନ ଶିକ୍ଷକ କୃଷ୍ଣଚନ୍ଦ୍ର ମହକୁରଙ୍କ ସଭାପତିତ୍ବରେ ଅନୁଷ୍ଠିତ ସଭାରେ ଜିଲ୍ଲା ସ୍କାଉଟ ଓ ଗାଇଡ ସମ୍ପାଦକ ବାଲାଜୀ ବିଶ୍ଵନାଥ ମୁଖ୍ୟ ଅତିଥି, ପୂର୍ବତନ ଜିଲ୍ଲା କମିଶନର ନୀଳାଚଳ ମେହେର  ଓ ପୂର୍ବତନ ସହ ଜିଲ୍ଲା କମିଶନର ପ୍ରମୋଦ କୁମାର ପଣ୍ଡା ସମ୍ମାନିତ ଅତିଥି ଭାବରେ ଯୋଗଦାନ କରି ସାଉଟ ସଂସ୍ଥାର  ବିଶ୍ଵ ବ୍ୟାପି କାର୍ଯ୍ୟକ୍ରମ ର ଭୂୟସୀ ପ୍ରଶଂସା କରିଥିଲେ। ଏହି ଅବସରରେ ଜିଲ୍ଲା ର ୨୩ ଗୋଟି ବିଦ୍ୟାଳୟରୁ ୧୬୪ ଜଣ ସ୍କାଉଟ୍ ଓ ୬୦ ଜଣ  ଗାଇଡ ପରୀକ୍ଷା ଦେବା ପାଇଁ ଶିବିରରେ ପଞ୍ଜୀକୃତ କରିଥିଲେ। ପରୀକ୍ଷା ପରିଚାଳନା କରିବା ପାଇଁ ଓଡ଼ିଶା ରାଜ୍ୟ ଭାରତ ସ୍କାଉଟ ଓ ଗାଇଡ ସଂସ୍ଥା ତରଫରୁ କାର୍ଯ୍ୟକାରୀ ସହାୟକ ଅବିନାଶ ଗଡ଼ନାୟକ ଓ ହିସବରକ୍ଷକ୍  ସୁନିଲ ସାହୁ ରାଜ୍ୟ ମୁଖ୍ୟ କମିଶନର ଶ୍ରୀଯୁକ୍ତ  କ।ଲି ପ୍ରସାଦ ମିଶ୍ରଙ୍କ ନିର୍ଦ୍ଦେଶ କ୍ରମେ ପରୀକ୍ଷକ ଭାବରେ ଯୋଗଦାନ କରିଥିଲେ। ଏହି ଅବସରରେ ଲଗ୍ ବୁକ୍ , ରେକର୍ଡ ବୁକ୍, ଟେଷ୍ଟ କାର୍ଡ ନିରୀକ୍ଷଣ ସହ ଗଣ୍ଠି ପରୀକ୍ଷା, ପ୍ରାଥମିକ ଚିକିତ୍ସା,ସ୍ତ୍ରେଚର ,ସେଲ୍ଟର ତିଆରି, ସହ ସଡକ ସୁରକ୍ଷା ସଚେତନତା ଶୋଭାଯାତ୍ରା ପରି କାର୍ଯ୍ୟକ୍ରମ ଅନୁଷ୍ଠିତ କରାଯାଇଥିଲା। କାର୍ଯ୍ୟକ୍ରମ କୁ ଜିଲ୍ଲା ସଂଗଠନ କମିଶନର ଅନନ୍ତରମ୍ ମେନ୍ଦେଲି ଓ ପଦ୍ମିନୀ ସାହୁ, ସହ ସମ୍ପାଦକ ଗଙ୍ଗାଧର ପ୍ରଧାନ ,ସ୍କାଉଟ ମାଷ୍ଟର  ହରିଶ୍ଚନ୍ଦ୍ର ମଝି, ଯଶୋବନ୍ତ ପଟେଲ, ମିତେନ୍ଦ୍ର ନାୟକ, ଚିନ୍ମୟ ଦାସ, କାହୁଁ ଚରଣ ପୂଜାରୀ, ଗାଇଡ କ୍ୟାପଟେନ ସ୍ମିତା ନାୟକ, ରଜେସ୍ୱରି  ନାୟକ ପ୍ରଭୁତି ସହଯୋଗ କରିଥିଲେ। ଅତିରିକ୍ତ ଜିଲ୍ଲା କମିଶନର ତଥା ଅତିରିକ୍ତ ଜିଲ୍ଲା ଶିକ୍ଷା ଅଧିକାରୀ ଘନଶ୍ୟାମ ମେହେର, ଜିଲ୍ଲା ତାଲିମ କମିଶନର ଦୀନବନ୍ଧୁ ପ୍ରଧାନ ଜୁନିଅର ରେଡକ୍ରସ ଅଫିସର ରବିଚନ୍ଦ୍ର ପଶାୟତ ପ୍ରଭୁତି ପରୀକ୍ଷାର୍ଥୀଙ୍କ ସଫଳତା କାମନା କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ସ୍ବାବଲମ୍ବୀ ଯୁବ ସମାବେଶ ପାଇଁ ବ୍ଲକ ସ୍ତରୀୟ କର୍ମଶାଳା   19-Jun-2026
  ଜିଲ୍ଲା  
ଲୋଇସିଂହା ବ୍ଲକ ରେ ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ, ବିଭିନ୍ନ ସରକାରୀ ଯୋଜନା ର ହିତାଧିକାରୀ ଙ୍କୁ ସୁବିଧା ପ୍ରଦାନ ଓ କାର୍ଯ୍ୟାଦେଶ ବଣ୍ଟନ   19-Jun-2026
  ଜିଲ୍ଲା  
ତୃତୀୟ ଦିବସରେ ଶୀତଳ ଷଷ୍ଠୀ, ଆଳି ଶିବଙ୍କ ବରଯାତ୍ରୀ   19-Jun-2026
  ଜିଲ୍ଲା  
ବାହାର ଜିଲ୍ଲାରୁ ଆସୁଛି ଧାନ !   19-Jun-2026
  ଜିଲ୍ଲା  
*ଡାବୁଗାଁ ବ୍ଲକରେ ସମ୍ପୂର୍ଣ୍ଣତା ଅଭିଯାନ ଓ ଆକାଂକ୍ଷୀ ବ୍ଲକ କାର୍ଯ୍ୟକ୍ରମର ସମୀକ୍ଷା କଲେ ନୀତି ଆୟୋଗର କେନ୍ଦ୍ରୀୟ ପ୍ରଭାରୀ*   19-Jun-2026
  ଜିଲ୍ଲା  
ସ୍ବାବଲମ୍ବୀ ଯୁବ ସମାବେଶ ପାଇଁ ବ୍ଲକ ସ୍ତରୀୟ କର୍ମଶାଳା   19-Jun-2026
  ଜିଲ୍ଲା  
ବାହାରିଲେ ଆଉ ଜଣେ କୋଟିପତି ଯନ୍ତ୍ରୀ   19-Jun-2026
  ଜିଲ୍ଲା  
ବରପାଲି ଶୀତଳ ଷଷ୍ଠୀ ଯାତ୍ରା ପଞ୍ଚମ ଦିବସରେ ଶିବ ପାର୍ବତୀଙ୍କ ବୈଦିକ ରୀତିରେ ବିବାହ ସମ୍ପୂର୍ଣ ।   19-Jun-2026
  ଜିଲ୍ଲା  
*ଡାବୁଗାଁ ବ୍ଲକରେ ସରକାରଙ୍କ ଦୁଇ ବର୍ଷ ପୂର୍ତ୍ତି ଅବସରରେ ପାଳିତ ହେଲା ବିକାଶର ଧାରା, ଓଡିଶା ସାରା କାର୍ଯ୍ୟକ୍ରମ....*   19-Jun-2026
  ଜିଲ୍ଲା  
ପୁରସ୍କାର ଓ ସମ୍ମାନ ପଛରେ ନାହିଁ ସାହିତ୍ୟ ପଛରେ ପଡିଛନ୍ତି ସଙ୍ଗୀତା   19-Jun-2026
  ଅପରାଧ  
ବଲାଙ୍ଗିର ସାଜିଛି ନିଶାଖୋର ଅପରାଧୀଙ୍କ ସୁରକ୍ଷିତ ପେଣ୍ଠସ୍ଥଳୀ   19-Jun-2026
  ଜିଲ୍ଲା  
ଭୋଟର ତାଲିକାକୁ ସ୍ୱଚ୍ଛ ଓ ତ୍ରୁଟିଶୂନ୍ୟ କରିବା ଉଦ୍ଦେଶ୍ୟରେ ବିଭିନ୍ନ ମତଦାନ କେନ୍ଦ୍ର ବୁଲିଲେ ବଲାଙ୍ଗୀର ଜିଲ୍ଲାପାଳ   19-Jun-2026

You Might Also Like