-+91-9937148622 |

prerana_bgr@rediffmail.com |

  Thursday 17th September 2026 |

| | | |

R.N.I. Regd No. ODIODI/2010/46693

Breaking News

କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||      ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   (16-Sep-2026)       ||      ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ    (16-Sep-2026)       ||      ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   (16-Sep-2026)       ||      ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||     

HOME   ଜିଲ୍ଲା

କେନ୍ଦୁପାଲି ସ୍କୁଲରେ ବାର୍ଷିକ "ସରଗମ " ମହୋତ୍ସବ

21-Jan-2026



ବୀରମହାରାଜପୁର ,  (ବିନୋଦ ପାଣ୍ଡେ): ସୁବର୍ଣ୍ଣପୁର ଜିଲ୍ଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ  କେନ୍ଦୁପାଲି ସରକାରୀ ଉଚ୍ଚ ବିଦ୍ୟାଳୟ ରେ ବିଦ୍ୟାଳୟ ର ବାର୍ଷିକ  ଉତ୍ସବ "ସରଗମ" ମହାସମାରୋହରେ ପାଳନ ହୋଇଯାଇଛି ।ବିଦ୍ୟାଳୟ ର ପ୍ରଧାନ ଶିକ୍ଷୟତ୍ରୀ ଇନ୍ଦିରା ମିଶ୍ର ଙ୍କ ପୌରହିତ୍ୟ ରେ ଅନୁଷ୍ଠିତ ଉଦଘାଟନୀ ସଭାରେ ମୁଖ୍ୟ ଅତିଥି ରୂପେ ବୀରମହାରାଜପୁର ର ବିଧାୟକ ଇଂ ରଘୁନାଥ ଜଗଦଲା ମୁଖ୍ୟ ଅତିଥି ,ମୁଖ୍ୟ ବକ୍ତା ଭାବେ ଓଡ଼ିଆ ଅଧ୍ୟାପକ ପ୍ରକାଶ ସେଠ୍ ,ସ୍ଵତନ୍ତ୍ର ଅତିଥି ଭାବେ କଣ୍ଠଶିଳ୍ପୀ ଓ ସଙ୍ଗୀତ ନିର୍ଦ୍ଦେଶକ ଶତ୍ରୁଘ୍ନ ଲୁହା, ସମ୍ମାନିତ ଅତିଥି ରୂପେ ପୂର୍ବତନ ସରପଞ୍ଚ ତଥା ସାମ୍ବାଦିକ ରାଧାକାନ୍ତ ବାଘ,ଆତ୍ମା ର ଅଧ୍ୟକ୍ଷ ଏକଲବ୍ୟ ବେହେରା ,ବିଧାୟକ ଙ୍କ ପ୍ରତିନିଧି ପଦାର୍ଥ ଜଗଦଲା ,ବିଦ୍ୟାଳୟ ପରିଚାଳନା କମିଟି ସଭାପତି ତ୍ରିଲୋଚନ ମେହେର ଓ ପଞ୍ଚସଖା ଶିକ୍ଷା ସେତୁ ସଭାପତି ଧର୍ମେନ୍ଦ୍ର କୁମାର ମେହେର ପ୍ରମୁଖ ମଞ୍ଚାସୀନ ଥିଲେ। ବିଦ୍ୟାଳୟ ର ଛାତ୍ରୀ ମନେ ପ୍ରଥମେ ସ୍ଵାଗତ ସଙ୍ଗୀତ ଓ ପରେ ସ୍ଵାଗତ ନୃତ୍ୟ ମାଧ୍ୟମ ରେ ଅତିଥି ମାନଙ୍କୁ ସ୍ଵାଗତ କରିଥିଲେ। ବିଧାୟକ ମହୋଦୟ କେନ୍ଦୁପାଲି ଏକ ଐତିହ୍ୟ ଗ୍ରାମ ଓ ବିଦ୍ୟାଳୟ ର ବିଭିନ୍ନ  ସମସ୍ୟା ପ୍ରତି ଦୃଷ୍ଟି ଦେଇ ତାକୁ ସମାଧାନ କରାଯିବ ବୋଲି ପ୍ରତିଶ୍ରୁତି ଦେଇଥିଲେ। ମୁଖ୍ୟ ବକ୍ତା ସେଠ୍ ସିବିଏସି ପାଠ୍ୟକ୍ରମ ଓ ଓଡ଼ିଆ ମାଧ୍ୟମ ବିଦ୍ୟାଳୟ ର ପାଠ୍ୟକ୍ରମ ର ଏକ ତୁଳନାତ୍ମକ ଚିତ୍ର ନିଜ ର ବକ୍ତବ୍ୟ ରେ ରଖିଥିଲେ ଓ ଶିକ୍ଷକ ଙ୍କ ଭୂମିକା ଉପରେ ଆଲୋକପାତ କରିଥିଲେ। ଶ୍ରେଷ୍ଠ ଛାତ୍ରୀ ଭାବେ ଦଶମ ଶ୍ରେଣୀର ନନ୍ଦିନୀ ମେହେର , ଷ୍ଟୁଡେଣ୍ଟ୍ ଅଫ ଦ ଇୟର ଭାବେ ହେମାଞ୍ଜଳି ମେହେର , ଶ୍ରୁଖଳିତ ଛାତ୍ର ଓ ଛାତ୍ରୀ ଭାବେ ଅନିଲ କୁମାର ଶତପଥୀ ଓ ସ୍ଵସ୍ତି ସୌଜନ୍ୟା ମେହେର , ସମୟାନୁବର୍ତ୍ତୀ ଛାତ୍ରୀ ଭାବେ ଶିବାନୀ ମେହେର ଓ ସର୍ବଦକ୍ଷ ଛାତ୍ରୀ ଭାବେ ଲିସା ମେହେର ପୁରସ୍କୃତ ହୋଇଥିଲେ।ଶ୍ରେଷ୍ଠ ସ୍ବେଚ୍ଛାସେବୀ ଭାବେ ଜୁନିଅର ରେଡକ୍ରସ ଦଳ କୁ ପୁରସ୍କୃତ କରା ଯାଇଥିଲା।ଛାତ୍ର ଛାତ୍ରୀ ମାନଙ୍କ ଦ୍ଵାରା ରଙ୍ଗାରଙ୍ଗ ସାଂସ୍କୃତିକ କାର୍ଯ୍ୟକ୍ରମ ପ୍ରଦର୍ଶନ ହୋଇଥିଲା ।


News Comment




Photo in News

Advertisment
Lastest News
  ରାଜ୍ୟ  
କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   17-Sep-2026
  ଜିଲ୍ଲା  
୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   17-Sep-2026
  ଜିଲ୍ଲା  
ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ   16-Sep-2026
  ଜିଲ୍ଲା  
ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ   16-Sep-2026
  ଜିଲ୍ଲା  
ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   16-Sep-2026
  ଜିଲ୍ଲା  
ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ   16-Sep-2026
  ରାଜ୍ୟ  
ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   16-Sep-2026
  ଜିଲ୍ଲା  
ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   16-Sep-2026
  ଜିଲ୍ଲା  
*ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   16-Sep-2026
  ରାଜ୍ୟ  
ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   16-Sep-2026
  ଜିଲ୍ଲା  
ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ   16-Sep-2026
  ଜିଲ୍ଲା  
ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   16-Sep-2026

You Might Also Like