-+91-9937148622 |
prerana_bgr@rediffmail.com |
Wednesday 13th May 2026 |
R.N.I. Regd No. ODIODI/2010/46693
Breaking News
03-Feb-2021
ସୁବର୍ଣ୍ଣପୁର (ପ୍ରେରଣା ଖବର) : ସୁବର୍ଣ୍ଣପୁର ଜିଲ୍ଲା ବିନିକା ରେଞ୍ଜ ଫରେଷ୍ଟର ଜଗବନ୍ଧୁ ବାରିକଙ୍କ ଘରେ ଓ ଅଫିସରେ ଭିଜିଲାନ୍ସର ରେଡ । ଆୟ ବହିର୍ଭୁତ ସମ୍ପତି ଠୁଳ ଅଭିଯୋଗରେ ସୋନପୁର ଓ ସମ୍ବଲପୁର ଭିଜିଲାନ୍ସ ଟିମ୍ ର ରେଡ ।