-+91-9937148622 |

prerana_bgr@rediffmail.com |

  Tuesday 21st April 2026 |

| | | |

R.N.I. Regd No. ODIODI/2010/46693

Breaking News

ଭିନ୍ନକ୍ଷମ ମହିଳା ଙ୍କୁ ନିର୍ମମ ଭାବେ ହତ୍ୟା କଲା ମଦ୍ୟପ ସ୍ଵାମୀ ।   (21-Apr-2026)       ||      ଅକ୍ଷିମୁଠି ଅନୁକୂଳ କଲେ ବିଧାୟକ   (21-Apr-2026)       ||      ରାଧାମୋହନ ଉଚ୍ଚ ବିଦ୍ୟାଳୟର ନୂତନ ଗୃହ ଉଦ୍ଘାଟିତ    (21-Apr-2026)       ||      ବଦଳୁଥିବା କପଡ଼ା, ବଦଳିଥିବା ଅନ୍ଦାଜ୍ କୁ ନେଇ ଏବେ ଜୋରଦାର ଚର୍ଚ୍ଚା।ରାଜନୀତିକୁ ଫେରିବେ କି ପ୍ରଭାତ    (21-Apr-2026)       ||      ନିଖିଳ ଓଡିଶା ଆଶା କର୍ମୀ ସଂଘ, ଟିଟିଲାଗଡ଼ ସହରାଞ୍ଚଳ କମିଟି ଓ ବ୍ଲକ କମିଟିର ମିଳିତ ବୈଠକ ଅନୁଷ୍ଠିତ    (20-Apr-2026)       ||      ଉତ୍କଳ  କଲେଜ ଅଫ ନର୍ସିଂ ଆଣ୍ଡ ମେଡିକାଲ ସାଇନ୍‌ସ ର  ବାର୍ଷିକୋତ୍ସବ ଓ ଶପଥଗ୍ରହଣ   (20-Apr-2026)       ||      ବଲାଙ୍ଗୀରର ଦିବ୍ୟମ କେଜ୍ରିୱାଲ ଇତିହାସ ସୃଷ୍ଟି କଲେ♦️ ୟୁ ୧୯ରେ ତିନୋଟି ସ୍ବର୍ଣ୍ଣ ସହ ଚମ୍ପିୟାନ    (20-Apr-2026)       ||      ଟିଟିଲାଗଡ଼ରେ ସାମ୍ବାଦିକଙ୍କୁ ଧମକ, ପୁଲିସ ନିକଟରେ ଅଭିଯୋଗ   (20-Apr-2026)       ||      "ସୁବର୍ଣ୍ଣପୁର ଠାରେ ରଥ ଯାତ୍ରା ପାଇଁ ରଥ କାଠ ଅନୁକୂଳ"- "ତିନି ଠାକୁର ଙ୍କ ନୂଆଁ ରଥ ନିର୍ମାଣ କାର୍ଯ୍ୟ ଆରମ୍ଭ" "ଦୀର୍ଘ ବର୍ଷ ପରେ ଭକ୍ତ ଦର୍ଶନ କରିବେ ନୂଆଁ ରଥ" -   (20-Apr-2026)       ||      *ବାଲ୍ୟ ବିବାହ ନିରାକରଣ ପାଇଁ ବ୍ଲକ ସ୍ତରୀୟ ସ୍ୱତନ୍ତ୍ର ବୈଠକ*-   (20-Apr-2026)       ||      *କେରଣ୍ଡି ଗ୍ରାମରେ ପ୍ରତିଷ୍ଠା ହେଲା ମାଁ ଠାକୁରାଣୀଙ୍କ ଭବ୍ୟ ମନ୍ଦିର*   (20-Apr-2026)       ||      ଦଶମ ସିବିଏସଇ ବୋର୍ଡ ପରୀକ୍ଷାରେ ଓଏଭି ଓ ଭିବିଷ୍ୟ ଛାତ୍ରଛାତ୍ରୀଙ୍କ ବାଜିମାତ।   (20-Apr-2026)       ||      ଠିକାଦାର ଓ ପୂର୍ତ୍ତ ବିଭାଗ ବଳପୂର୍ବକ କାମଆରମ୍ଭ କରିବା ପ୍ରତିବାଦରେ କ୍ଷତିଗ୍ରସ୍ତ ଜମିମାଲିକମାନେ ବରୀ ତହସିଲକାର୍ଯ୍ୟାଳୟ ସମ୍ମୁଖରେ ଧାରଣା   (20-Apr-2026)       ||      ସୁଦିପ୍ତା ମହାନ୍ତିଙ୍କ ବିୟୋଗରେ ପ୍ରବାସୀ ଓଡ଼ିଆ ମହଲରେ ଶୋକର ଛାୟା   (20-Apr-2026)       ||      ଜିଲ୍ଲାସ୍ତରୀୟ କବି ଶ୍ରୀଜୟଦେବ ଜୟନ୍ତୀ ଉତ୍ସବ ପାଳିତ    (20-Apr-2026)       ||      ବଲାଙ୍ଗିରରେ ଅକ୍ଷୟ ତୃତୀୟା, କୃଷକ ଦିବସ ଓ ଅକ୍ଷିମୁଠି ଅନୁକୂଳ ପାଳନ   (20-Apr-2026)       ||      ବରପାଲି ୧୪୯ ତମ ଶୀତଳ ଷଷ୍ଠୀ ଥାଳଉଠା ସମ୍ପନ୍ନ   (20-Apr-2026)       ||      ଅଜଣା ଗାଡ଼ି ଧକ୍କା ରେ ବାଇକ ଚାଳକ ମୃତ -   (20-Apr-2026)       ||      ବରପାଲିର ବରିଷ୍ଠ ସାମ୍ୱାଦିକ ପ୍ରଭୁ ଚରଣ ମହାନ୍ତିଙ୍କ ପତ୍ନୀ ବିୟୋଗ   (20-Apr-2026)       ||      ବାଗଡିଆରେ ନାମଯଜ୍ଞ ନେଇ କଳସ ଶୋଭାଯାତ୍ରା   (20-Apr-2026)       ||     

HOME   ଜିଲ୍ଲା

ଡାବୁଗାଁ କ୍ଷତ୍ରିୟ ଧାକଡ ସମାଜ ସଭାପତି ହେଲେ ପଦ୍ମ ସିଂହ

21-Jan-2026



(ପ୍ରିୟଦର୍ଶିନୀ ପାତ୍ର)
ଡାବୁଗାଁ ବ୍ଲକ କ୍ଷତ୍ରିୟ ଧାକଡ ସମାଜ ସଭାପତି ହେଲେ ପଦ୍ମ ସିଂହ। ଡଙ୍ଗରିଗୁଡା ରେ ଏକ ବୈଠକ ରେ ସର୍ବ ସମ୍ମତି କ୍ରମେ ପଦ୍ମ ସିଂହ  ସଭାପତି, ତ୍ରୀନାଥ ସିଂ ଉପ ସଭାପତି, ଜିତେନ୍ଦ୍ର ସିଂ ସଂପାଦକ, ଡମ୍ବରୁ ବୈଦ୍ୟ ସହ ସଂପାଦକ ଓ ନବୀନ ନାୟକ କୋଷାଧ୍ୟକ୍ଷ ଭାବେ ମନୋନୀତ ହୋଇଛନ୍ତି। ଜିଲ୍ଲା ତରଫରୁ ପର୍ଯ୍ୟବେକ୍ଷକ ଭାବେ ଜିଲ୍ଲା ସଭାପତି ଚକ୍ରଧର ସିଂହ, ସଂଗଠନ ସାଧାରଣ ସମ୍ପାଦକ ସୂର୍ଯ୍ୟବଂଶୀ ଜୟନ୍ତ ପାତ୍ର, ପୂର୍ବତନ ସଭାପତି ଦୁର୍ଯୋଧନ ନାୟକ, ଉପ ସଭାପତି ଲକ୍ଷ୍ମୀ ନାରାୟଣ ପାଣ୍ଡେ ଓ କାର୍ତ୍ତିକ ଦାସ, ବରିଷ୍ଠ ଆଇନଜୀବି ମିହିର ଶଙ୍କର ପାତ୍ର, ପ୍ରଜେକ୍ଟ ଲିଡର ତ୍ରୀନାଥ ସିଂ, ଅମର ସିଂ, ରବି ସିଂ, ସଂଗଠକ ସୁମିତ ସିଂ ଠାକୁର, ଜଳନ୍ଧର ସିଂ,  ଜଗତ ସିଂ ଏବଂ ଅନ୍ୟମାନେ ଉପସ୍ଥିତ ଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଭିନ୍ନକ୍ଷମ ମହିଳା ଙ୍କୁ ନିର୍ମମ ଭାବେ ହତ୍ୟା କଲା ମଦ୍ୟପ ସ୍ଵାମୀ ।   21-Apr-2026
  ଜିଲ୍ଲା  
ଅକ୍ଷିମୁଠି ଅନୁକୂଳ କଲେ ବିଧାୟକ   21-Apr-2026
  ଜିଲ୍ଲା  
ରାଧାମୋହନ ଉଚ୍ଚ ବିଦ୍ୟାଳୟର ନୂତନ ଗୃହ ଉଦ୍ଘାଟିତ   21-Apr-2026
  ଜିଲ୍ଲା  
ବଦଳୁଥିବା କପଡ଼ା, ବଦଳିଥିବା ଅନ୍ଦାଜ୍ କୁ ନେଇ ଏବେ ଜୋରଦାର ଚର୍ଚ୍ଚା।ରାଜନୀତିକୁ ଫେରିବେ କି ପ୍ରଭାତ   21-Apr-2026
  ଜିଲ୍ଲା  
ନିଖିଳ ଓଡିଶା ଆଶା କର୍ମୀ ସଂଘ, ଟିଟିଲାଗଡ଼ ସହରାଞ୍ଚଳ କମିଟି ଓ ବ୍ଲକ କମିଟିର ମିଳିତ ବୈଠକ ଅନୁଷ୍ଠିତ   20-Apr-2026
  ଜିଲ୍ଲା  
ଉତ୍କଳ  କଲେଜ ଅଫ ନର୍ସିଂ ଆଣ୍ଡ ମେଡିକାଲ ସାଇନ୍‌ସ ର  ବାର୍ଷିକୋତ୍ସବ ଓ ଶପଥଗ୍ରହଣ   20-Apr-2026
  ରାଜ୍ୟ  
ବଲାଙ୍ଗୀରର ଦିବ୍ୟମ କେଜ୍ରିୱାଲ ଇତିହାସ ସୃଷ୍ଟି କଲେ♦️ ୟୁ ୧୯ରେ ତିନୋଟି ସ୍ବର୍ଣ୍ଣ ସହ ଚମ୍ପିୟାନ   20-Apr-2026
  ଜିଲ୍ଲା  
ଟିଟିଲାଗଡ଼ରେ ସାମ୍ବାଦିକଙ୍କୁ ଧମକ, ପୁଲିସ ନିକଟରେ ଅଭିଯୋଗ   20-Apr-2026
  ଜିଲ୍ଲା  
"ସୁବର୍ଣ୍ଣପୁର ଠାରେ ରଥ ଯାତ୍ରା ପାଇଁ ରଥ କାଠ ଅନୁକୂଳ"- "ତିନି ଠାକୁର ଙ୍କ ନୂଆଁ ରଥ ନିର୍ମାଣ କାର୍ଯ୍ୟ ଆରମ୍ଭ" "ଦୀର୍ଘ ବର୍ଷ ପରେ ଭକ୍ତ ଦର୍ଶନ କରିବେ ନୂଆଁ ରଥ" -   20-Apr-2026
  ଜିଲ୍ଲା  
*ବାଲ୍ୟ ବିବାହ ନିରାକରଣ ପାଇଁ ବ୍ଲକ ସ୍ତରୀୟ ସ୍ୱତନ୍ତ୍ର ବୈଠକ*-   20-Apr-2026
  ଜିଲ୍ଲା  
*କେରଣ୍ଡି ଗ୍ରାମରେ ପ୍ରତିଷ୍ଠା ହେଲା ମାଁ ଠାକୁରାଣୀଙ୍କ ଭବ୍ୟ ମନ୍ଦିର*   20-Apr-2026
  ଜିଲ୍ଲା  
ଦଶମ ସିବିଏସଇ ବୋର୍ଡ ପରୀକ୍ଷାରେ ଓଏଭି ଓ ଭିବିଷ୍ୟ ଛାତ୍ରଛାତ୍ରୀଙ୍କ ବାଜିମାତ।   20-Apr-2026

You Might Also Like