-+91-9937148622 |

prerana_bgr@rediffmail.com |

  Thursday 17th September 2026 |

| | | |

R.N.I. Regd No. ODIODI/2010/46693

Breaking News

କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||      ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   (16-Sep-2026)       ||      ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ    (16-Sep-2026)       ||      ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   (16-Sep-2026)       ||      ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||     

HOME   ଜିଲ୍ଲା

ଜିଲ୍ଲା ଆଇନ ସେବା ପ୍ରାଧିକରଣ ପକ୍ଷରୁ ଆଇନ ସଚେତନତା କାର୍ଯ୍ୟକ୍ରମ

21-Jan-2026



ବଲାଙ୍ଗିର(ଦେବାଶିଷ ବହିଦାର): ରାଜ୍ୟ ଆଇନ ସେବା ପ୍ରାଧିକରଣ ର ନିର୍ଦ୍ଦେଶ କ୍ରମେ ତଥା ଜିଲ୍ଲା ଆଇନ ସେବା ପ୍ରାଧିକରଣର ଭାରପ୍ରାପ୍ତ ଅଧ୍ୟକ୍ଷ ମଳୟ ରଂଜନ ଦାସ ଙ୍କ ଅନୁମତି କ୍ରମେ ବଲାଙ୍ଗିର ଜିଲ୍ଲା ଆଇନ ସେବା ପ୍ରାଧିକରଣ ପକ୍ଷରୁ ଅଦ୍ୟ ତା ୧୯ ତାରିଖ ଜିଲ୍ଲା ବାର ବୈଠକ ଗୃହ, ବଲାଙ୍ଗିର ରେ "SUBAS(AI), ITC, Hon'ble Court V.C. Rule, Mediation Rule, ADR Rule) ଉପରେ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଅଛି । ଏହି ଶିବିରରେ ଜିଲ୍ଲା ଆଇନ ସେବା ପ୍ରାଧିକରଣର ଭାରପ୍ରାପ୍ତ ଅଧ୍ୟକ୍ଷ ଶ୍ରୀଯୁକ୍ତ ଦାସ ମଧ୍ୟସ୍ଥତା ମାଧ୍ୟମରେ ମାମଲାଗୁଡିକର ସମାଧାନ କରିବା ପାଇଁ ସଚେତନତା କରିଥିଲେ । ସିଭିଲ୍ ଜଜ୍‌ (ବରିଷ୍ଠ) ଶ୍ରୀଯୁକ୍ତ ଆଶିଷ କୁମାର ସାହୁ ମଧ୍ୟସ୍ଥତା ନିୟମାବଳି ଓ ଏହାର ସୁବିଧା ଉପରେ ଆଲୋକପାତ କରିଥିଲେ । ପ୍ରଥମଶ୍ରେଣୀ ବିଚାର ବିଭାଗୀୟ ମାଜିଷ୍ଟ୍ରେଟ ଶ୍ରୀ ଏସ.କାରଜି SUVAS ମାଧ୍ୟମରେ ମାନ୍ୟବର କୋର୍ଟଙ୍କର ନିଷ୍ପତିଗୁଡିକର ଆଂଚଳିକ ଭାଷା ରେ ଅନୁବାଦ କରି ତାହାର ଉପଯୋଗ କରିବା ପାଇଁ ଉତ୍ସାହନ କରିଥିଲେ । ଜିଲ୍ଲା ଆଇନ ସେବା ପ୍ରାଧିକରଣର ସଚିବ ଶ୍ରୀଯୁକ୍ତ ପବିତ୍ରାନନ୍ଦ ପ୍ରଧାନ ମାନ୍ୟବର କୋଟଙ୍କର V.C. Rule, ADR Rule ଏବଂ ଏହାର ଉପଯୋଗିତା ଉପରେ ଗୁରୁତ୍ବାରୋପ କରିଥିଲେ । ଜିଲ୍ଲା ଓକିଲ ସଂଘର ସଭାପତି ବାସୁଦେବ ରଥ ମଧ୍ୟସ୍ଥତା ମାଧ୍ୟମରେ ମାମଲାଗୁଡିକର ସମାଧାନ କରିବା ପାଇଁ ପ୍ରୋତ୍ସାହନ କରିଥିଲେ । ଉକ୍ତ ଶିବିରରେ ଶ୍ରୀଯୁକ୍ତ ବିକ୍ରମ କେଶରୀ ପଟ୍ଟନାୟକ ଜଜ୍ ଫ୍ୟାମିଲି କୋର୍ଟ,ଶ୍ରୀଯୁକ୍ତ ସୁବ୍ରତ ପଟ୍ଟନାୟକ Spl.Judge (SC, ST), ଶ୍ରୀଯୁକ୍ତ ଶ୍ରଦିପ ମିଶ୍ର, ରେଜିଷ୍ଟର ସିଭିଲ କୋର୍ଟ, ଶ୍ରୀମତୀ ବୈଶାଳି ନାୟକ, ସିଭିଲ୍ ଜଜ୍ (ବରିଷ୍ଠ) କମରସିୟାଲ କୋଟ, ଶ୍ରୀମତୀ ଅନ୍ନପୂର୍ଣ୍ଣା ନାୟକ, ସିଭିଲ୍ ଜଜ୍ (ବରିଷ୍ଠ) , ଦିପାରାଣୀ ଜେନା,

ଏସ.ଡି.ଜି.ଏମ.,ସାସ୍ଵତୀ ମହାପାତ୍ର,ସିଭିଲ୍ ଜଜ୍ (କନିଷ୍ଠ), ମିସ ଦିପାଳି ଦାସ ଯେ.ମ.ଫ.ସି, ବଲାଙ୍ଗିର, ଶ୍ରୀଯୁକ୍ତ ଶିଶିର କୁମାର ଭୋଇ ଗ୍ରାମ ନ୍ୟାୟଧିକାରୀ ଶିଶିର, ଅର୍ଦ୍ଧରୂପା ମିଶ୍ର, ଯେ.ମ.ଫ.ସି ବଲାଙ୍ଗିର ଯୋଗ ଦେଇଥିଲେ । ତତସହିତ ଜିଲ୍ଲା ବାର ଆସୋସିଏସନର ଅନେକ ସଭ୍ୟ ଯୋଗଦାନ ଦେଇଥିଲେ । ସର୍ବଶେଷରେ ରାଷ୍ଟ୍ରୀୟ ମଧ୍ୟସ୍ଥତା ଅଭିଯାନ-ଦ୍ୱିତିୟ ପର୍ଯ୍ୟାୟର ସଫଳ ଅଭିଯାନ ପାଇଁ ସମସ୍ତଙ୍କର ସହୋଯୋଗ କାମନା କରାଯାଇଥିଲା ଏବଂ ବାର ସେକ୍ରେଟାରୀ ସଂଜୟ କୁମାର ବଗତି ଧନ୍ୟବାଦ ଅର୍ପଣ କରିଥିଲେ ।


News Comment




Photo in News

Advertisment
Lastest News
  ରାଜ୍ୟ  
କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   17-Sep-2026
  ଜିଲ୍ଲା  
୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   17-Sep-2026
  ଜିଲ୍ଲା  
ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ   16-Sep-2026
  ଜିଲ୍ଲା  
ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ   16-Sep-2026
  ଜିଲ୍ଲା  
ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   16-Sep-2026
  ଜିଲ୍ଲା  
ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ   16-Sep-2026
  ରାଜ୍ୟ  
ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   16-Sep-2026
  ଜିଲ୍ଲା  
ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   16-Sep-2026
  ଜିଲ୍ଲା  
*ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   16-Sep-2026
  ରାଜ୍ୟ  
ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   16-Sep-2026
  ଜିଲ୍ଲା  
ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ   16-Sep-2026
  ଜିଲ୍ଲା  
ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   16-Sep-2026

You Might Also Like