-+91-9937148622 |

prerana_bgr@rediffmail.com |

  Thursday 17th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||      ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   (16-Sep-2026)       ||      ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ    (16-Sep-2026)       ||      ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   (16-Sep-2026)       ||      ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||     

HOME   ଜିଲ୍ଲା

ସର୍ଵ ଭାରତୀୟ ୩୭ ତମ ଲାଲ୍ ମନି କ୍ରିକେଟ ବାପୁଜୀ କ୍ଲବ୍ ସେମି ଫାଇନାଲ ରେ ପ୍ରବେଶ*- *ଆସନ୍ତା କାଲି ବଲାଙ୍ଗିର ଓ ଭୁବନେଶ୍ୱର ମଧ୍ୟରେ ସେମି ଫାଇନାଲ*-

21-Jan-2026



ସୋନପୁର (ମନୋରଞ୍ଜନ ତ୍ରିପାଠୀ)
 ସୁବର୍ଣ୍ଣପୁର ଜିଲ୍ଲା କ୍ରିକେଟ ସଂଘ ପକ୍ଷରୁ ଆୟୋଜିତ ସର୍ଵ ଭାରତୀୟ ଲାଲ୍ ମନି କ୍ରିକେଟ ର ତୃତୀୟ ଦିବସ ରେ ରକେଟ ଏକାଦଶ (ମୁମ୍ବାଇ) ଓ ବାପୁଜୀ କ୍ଲବ୍ ଭୁବନେଶ୍ୱର ମଧ୍ୟରେ ଅନୁଷ୍ଟିତ ହୋଇଥିଲା l ଟସ୍ ଜିଣି ବାପୁଜୀ କ୍ଲବ୍ ପ୍ରଥମେ ଫିଲଡିଂ ନିଷ୍ପତ୍ତି ନେଇଥିଲା l ମୁମ୍ବାଇ ଦଳ ପ୍ରଥମେ ବ୍ୟାଟିଂ କରି ୨୦ ଓଭର ରେ ୯ ୱିକେଟ୍ ହରାଇ ୧୩୯ ରନ୍ କରିଥିଲେ l ମୁମ୍ବାଇ ଦଳ ପକ୍ଷରୁ ଶିବମ କୁମାର ୩୨ ବଲ ରେ ୪୫ ରନ୍, ରିତେଶ ରାଜ ୧୭ ବଲ ରେ ୨୦ ରନ୍, ମନୀଷ ତିୱାରୀ ୧୫ ବଲ ରେ ୨୧ ରନ୍ କରିଥିଲେ l ଭୁବନେଶ୍ବର ଦଳ ପକ୍ଷରୁ ପ୍ରାୟସ ସିଂହ ସର୍ବାଧିକ ୪ ଟି ୱିକେଟ୍,  ଶୟଦ୍ ଜାକି ୨ ଟି, ଓ ନମନ୍ ଧ୍ରୁବ ୧ ଟି ୱିକେଟ୍ ହାସଲ କରିଥିଲେ l ପ୍ରତି ଉତ୍ତର ରେ ବାପୁଜୀ କ୍ଲବ୍ ଭୁବନେଶ୍ୱର ୮.୫ ଓଭର ରେ ୧ ୱିକେଟ୍ ହରାଇ ସ୍କୋର ସମାନ ବେଳେ ଛକା ମାରି ୧୪୫  ରନ୍ କରି ପ୍ରଥମ ମ୍ୟାଚ୍ ବିଜୟୀ ହୋଇ ଥିଲେ l ବିଜୟୀ ଦଳ  ପକ୍ଷରୁ ସିଦ୍ଧାନ୍ତ ଜେନା ୧୫ ବଲ ରେ ୨୫ ରନ୍, କ୍ଷମା ସାଗର ୩୫ ବଲ ରେ ୮୯ ରନ୍, ଶୁଭମ୍ ୪ ବଲ ରେ ୧୬ ରନ୍ କରିଥିଲେ l ସେହିପରି ଟି/୧୦ ଦ୍ୱିତୀୟ ମ୍ୟାଚ ରେ ମୁମ୍ବାଇ ଦଳ ବ୍ୟାଟିଂ କରି ୧୦ ଓଭର ରେ ୬ ୱିକେଟ୍ ହରାଇ ୧୦୧ ରନ୍ କରିଥିଲେ l ଦଳ ପକ୍ଷରୁ ୟସ ରାଠୋଡ଼ ୧୩ ବଲ ରେ ୨୨ ରନ୍, ୟମୁନା ଝା ୧୮ ବଲ ରେ ୩୧ ରନ୍, ଶିବମ ୮ ବଲ ରେ ୧୯ ରନ୍ କରିଥିଲେ l ଭୁବନେଶ୍ୱର ଦଳ ପକ୍ଷରୁ ପ୍ରାୟସ ସିଂହ ସର୍ବାଧିକ ୨  ଟି ୱିକେଟ୍, ସୁଶିଲ ବାରିକ, ବିକାଶ ଦୀକ୍ଷିତ, ବାସୂକି ନାଥ ପ୍ରତ୍ୟେକ ୨ ଟି ଲେଖାଏଁ ୱିକେଟ୍ ହାସଲ କରିଥିଲେ l ପ୍ରତି ଉତ୍ତର ରେ ବାପୁଜୀ କ୍ଲବ ୧ ୱିକେଟ୍ ହରାଇ ୬.୨ ଓଭର ରେ ୧୦୨ ରନ୍ କରି ବିଜୟ ଲକ୍ଷ୍ୟ ହାସଲ କରିଥିଲେ l ଦଳ ପକ୍ଷରୁ କ୍ଷମା ସାଗର ବଳ ୧୮ ବଲ ରେ ଅପରାଜିତ ୪୩ ରନ୍ କରିଥିଲେ l ଶୁଭମ ସତ୍ରୁଜିତ୍ ୧୯ ବଲ ରେ ୩୯ ରନ୍ କରିଥିଲେ l ବାପୁଜୀ କ୍ଲବ୍ ର କ୍ଷମା ସାଗର ବଳ ଙ୍କୁ ମ୍ୟାନ ଅଫ ଦି ମ୍ୟାଚ ଭାବେ ଘୋଷଣା କରା ଯାଇଥିଲା l ସମାଜ ସେବୀ ଶ୍ରୀବତ୍ସ ମଲ୍ଲିକ, ଏଚ୍ ଡି ଏଫ୍ ସି ବ୍ୟାଙ୍କ୍ ର ବ୍ରାଞ୍ଚ ମ୍ୟାନେଜର ଦେବାଶିଷ ପାଣିଗ୍ରାହୀ ଅତିଥି ଭାବେ ଯୋଗ ଦେଇ ଆଜି ରମ୍ୟାଚ୍ କୁ ଉଦ୍ଘାଟନ କରିଥିବା ବେଳେ କଣ୍ଟ୍ରାକ୍ଟର ତଥା ସମାଜସେବୀ ଶ୍ରିବନ୍ତ ମିଶ୍ର ଓ ସୁଦାମ ସୁନା ପୁରସ୍କାର ବିତରଣ ଉତ୍ସବ ରେ ଯୋଗ ଦେଇ ଶ୍ରୀ ବଳ ଙ୍କୁ ମ୍ୟାନ ଅଫ ଦି ମ୍ୟାଚ ପୁରସ୍କାର ପ୍ରଦାନ କରିଥିଲେ ଅମ୍ପାୟର ସତ୍ୟ ପ୍ରାସାଦ ରଥ ଓ ଶ୍ୟାମ ସୁନ୍ଦର ପଣ୍ଡା ଆଜିର ଖେଳ ପରିଚାଳନା କରିଥିବା ବେଳେ ସ୍କୋରର୍ ଭାବେ ବିନୋଦ ପାତ୍ର, ଅନ୍ ଲାଇନ୍ ସ୍କୋରିଂ ରେ ଦିନେଶ ଘିବିଲା ଓ ହିମାଂଶୁ ପଧାନ ଦାୟିତ୍ବ ତୁଲାଇ ଥିଲେ l ବି ଏସ ରାଓ,  ସଞ୍ଜୀବ ମିଶ୍ର, ପାର୍ଥ ସାରଥୀ ଦାଶ, ଓ ବିନୋଦ ମହାକୁର ଖେଳ ର ପ୍ରତ୍ୟକ୍ଷ ଧାରା ବିବରଣୀ ପ୍ରଦାନ କରିଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   17-Sep-2026
  ଜିଲ୍ଲା  
ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   17-Sep-2026
  ରାଜ୍ୟ  
କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   17-Sep-2026
  ଜିଲ୍ଲା  
୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   17-Sep-2026
  ଜିଲ୍ଲା  
ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ   16-Sep-2026
  ଜିଲ୍ଲା  
ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ   16-Sep-2026
  ଜିଲ୍ଲା  
ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   16-Sep-2026
  ଜିଲ୍ଲା  
ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ   16-Sep-2026
  ରାଜ୍ୟ  
ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   16-Sep-2026
  ଜିଲ୍ଲା  
ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   16-Sep-2026
  ଜିଲ୍ଲା  
*ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   16-Sep-2026
  ରାଜ୍ୟ  
ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   16-Sep-2026

You Might Also Like