-+91-9937148622 |

prerana_bgr@rediffmail.com |

  Thursday 17th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   (17-Sep-2026)       ||      ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||      ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   (16-Sep-2026)       ||      ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ    (16-Sep-2026)       ||      ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   (16-Sep-2026)       ||      ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||     

HOME   ଜିଲ୍ଲା

"ଡିଜିଟାଲ ଜ୍ଞାନ ଆମକୁ ସ୍ୱାବଲମ୍ବୀ, ସୃଜନଶୀଳ ଓ ନବୋନ୍ମେଷୀ କରେ"

21-Jan-2026



ବଲାଙ୍ଗୀର(ପ୍ରେରଣା ଖବର): ସ୍ଥାନୀୟ ଗାନ୍ଧୀନଗର ପଡା ସ୍ଥିତ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ସୂଚନା ପ୍ରଯୁକ୍ତି ବିଦ୍ୟା ବିଭାଗ,ଓଡିଶା ପ୍ରୟୋଗ କେନ୍ଦ୍ର(ଓସିଏସି) ଏବଂ ବିଦ୍ୟାଳୟ ଗଣ ଶିକ୍ଷା ବିଭାଗ ସହଯୋଗ ଏବଂ ପୃଷ୍ଠପୋଷକତାରେ ଓଡିଶା ନଲେଜ କର୍ପୋରେସନ ଲିମିଟେଡ଼ (ଓକେସିଏଲ)ଦ୍ୱାରା ଏମଆର୍ଜିଂ ଟେକ୍ନୋଲୋଜି ପ୍ରଶିକ୍ଷଣ ଶିବିର ଅନୁଷ୍ଠିତ ହୋଇ ଯାଇଛି।ଜିଲ୍ଲା ଶିକ୍ଷା ଅଧିକାରୀ ପ୍ରଦୀପ କୁମାର ନାଗଙ୍କ ମାର୍ଗଦର୍ଶନରେ ତଥା  ବିଦ୍ୟାଳୟର ପ୍ରଧାନ ଶିକ୍ଷୟତ୍ରୀ ସେବାଶ୍ରୀ ଭୋଇଙ୍କ ପ୍ରତ୍ୟକ୍ଷ ତତ୍ୱାବଧାନରେ ଆୟୋଜିତ ଏହି କାର୍ଯ୍ୟକ୍ରମଟି ବିଦ୍ୟାଳୟର ଭାରପ୍ରାପ୍ତ ପ୍ରଧାନ ଶିକ୍ଷୟତ୍ରୀ ସ୍ୱରୂପା ମଞ୍ଜରୀ ସାମନ୍ତରାଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଥିଲା।ଉଦ୍ଘାଟନୀ ସଭାରେ ବଲାଙ୍ଗୀର ବ୍ଲକ ଶିକ୍ଷା ଅଧିକାରୀ ନୀଳମଣି ପଟେଲ ମୁଖ୍ୟ ଅତିଥି ଭାବେ ଯୋଗଦେଇ କାର୍ଯ୍ୟକ୍ରମକୁ ଉଦଘାଟନ କରିଥିଲେ।ମୁଖ୍ୟ ଅତିଥି ଶ୍ରୀ ପଟେଲ ନିଜ ବକ୍ତବ୍ୟରେ ଡିଜିଟାଲ ଜ୍ଞାନ ଅର୍ଜନ କରିବା ସହିତ ତାହାକୁ ସଠିକ ଭାବେ ବ୍ୟବହାର କରିବା ଶିଖିବା ଦରକାର। ତେବେ ନିଶ୍ଚିତ ଭାବେ ଆମେ ଏକ ଉଜ୍ଜ୍ଵଳ

ଭବିଷ୍ୟତ ଓ ସଫଳ କ୍ୟାରିଅର ଗଢିପାରିବା ବୋଲି ପ୍ରଶିକ୍ଷାର୍ଥୀ ମାନଙ୍କୁ କହିଥିଲେ।ଭାରପ୍ରାପ୍ତ ପ୍ରଧାନ ଶିକ୍ଷୟତ୍ରୀ ଶ୍ରୀମତୀ ସାମନ୍ତରା ନିଜ ବକ୍ତବ୍ୟରେ ଡିଜିଟାଲ ଜ୍ଞାନ ଆମକୁ ସ୍ୱାବଲମ୍ବୀ, ସୃଜନଶୀଳ ଓ ନଵୋନ୍ମେଷୀ କରେ ବୋଲି କହିଥିଲେ।ଏହି ପ୍ରଶିକ୍ଷଣ ଶିବିରରେ ୧୨୦ଜଣ ଛାତ୍ରୀ ଅଂଶଗ୍ରହଣ କରି କୃତ୍ରିମ ବୁଦ୍ଧିମତା, ଇଣ୍ଟରନେଟ ଅଫ୍ ଥିଙ୍ଗସ ରୋବୋଟିକ୍ସ, ସାଇବର ସୁରକ୍ଷା ସହ ଆଧୁନିକ ଡିଜିଟାଲ ଦକ୍ଷତା ଓ ପ୍ରଯୁକ୍ତି ବ୍ୟବହାର ପ୍ରୟୋଗ ଉପରେ ଅବଗତ ହୋଇଥିଲେ।ଟ୍ରେନର ଦେବବ୍ରତ ରଥ, ରମଣ କୁମାର ସାହୁ ଓ ସୁଶାନ୍ତ ବଘାର ପ୍ରଶିକ୍ଷଣ ଦେଇଥିଲେ।ଡିଷ୍ଟ୍ରିଟ ଲିଡ଼ କୋର୍ଡିନେଟର ସଂଜୀବ କୁମାର ପ୍ରଧାନ କାର୍ଯ୍ୟକ୍ରମର ସଂଯୋଜନା କରିଥିଲେ। ନୀଳକଣ୍ଠ ବହିଦାର,ଚୂଡ଼ାମଣି ମେହେର ଙ୍କ ସମେତ ବିଦ୍ୟାଳୟର ସମସ୍ତ ଶିକ୍ଷକ,ଶିକ୍ଷୟତ୍ରୀ ଓ ଶିକ୍ଷା କର୍ମଚାରୀ ସହଯୋଗ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   17-Sep-2026
  ଜିଲ୍ଲା  
ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   17-Sep-2026
  ଜିଲ୍ଲା  
ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   17-Sep-2026
  ରାଜ୍ୟ  
କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   17-Sep-2026
  ଜିଲ୍ଲା  
୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   17-Sep-2026
  ଜିଲ୍ଲା  
ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ   16-Sep-2026
  ଜିଲ୍ଲା  
ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ   16-Sep-2026
  ଜିଲ୍ଲା  
ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   16-Sep-2026
  ଜିଲ୍ଲା  
ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ   16-Sep-2026
  ରାଜ୍ୟ  
ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   16-Sep-2026
  ଜିଲ୍ଲା  
ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   16-Sep-2026
  ଜିଲ୍ଲା  
*ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   16-Sep-2026

You Might Also Like