-+91-9937148622 |

prerana_bgr@rediffmail.com |

  Saturday 9th May 2026 |

| | | |

R.N.I. Regd No. ODIODI/2010/46693

Breaking News

ଜଗହଃଜ୍ଜ    (09-May-2026)       ||      ସେଣ୍ଟସ୍ ଭେଲି ହାଇସ୍କୁଲ କୃତୀ ଛାତ୍ରଛାତ୍ରୀଙ୍କୁ ସମ୍ବର୍ଦ୍ଧନା   (09-May-2026)       ||      ପଞ୍ଚାୟତ ସମିତି ବୈଠକ ରେ ତରଭା କୁ ଉପ ଖଣ୍ଡ ମାନ୍ୟତା ଦାବି ଉଠିଲା   (09-May-2026)       ||      ବଲାଙ୍ଗୀର : ଜୀବନ ସହ ଲଢ଼ୁଛନ୍ତି କୁଡ଼ସିଂହାର ଗୋପାଳ ସାହୁ   (09-May-2026)       ||      ବଲାଙ୍ଗୀର ସିଭିଲ୍ କୋର୍ଟ ଠାରେ ମାଗଣା ସ୍ବାସ୍ଥ୍ୟ ଶିବିର    (09-May-2026)       ||      ଜଗତସିଂହପୁର ଥାନାରେ ଭର୍ଚୁଆଲ ଜରିଆରେ ଯୁଭେନ୍ଟିକା ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ   (09-May-2026)       ||      ବିନା ୟୁନିଫର୍ମରେ ପିସିଆର୍‌ ମଧ୍ୟ ପିଟିଥିଲା   (09-May-2026)       ||      ବାଲିଅନ୍ତା ଘଟଣାକୁ ୪୮ ଘଣ୍ଟା ନ ପୁରୁଣୁ ବାଲି ପାଟଣାରେ ପୁଣି ମର୍ଡର    (09-May-2026)       ||      ବାଲିଅନ୍ତା ଘଟଣାକୁ ୪୮ ଘଣ୍ଟା ନ ପୁରୁଣୁ ବାଲି ପାଟଣାରେ ପୁଣି ମର୍ଡର    (09-May-2026)       ||      *ଜାମୁଗୁଡା ଠରେ ବିଶ୍ଵଶାନ୍ତି ମହାଯଜ୍ଞ ଏବଂ ଅଷ୍ଟମ ସାମ୍ବତ୍ସରିକ ନାମଯଜ୍ଞ ଅନୁଷ୍ଠିତ*   (09-May-2026)       ||      ଡ. ସଂଗୀତା ମିଶ୍ରଙ୍କୁ ଓଡିଶା ଗୌରବ ସମ୍ମାନ   (09-May-2026)       ||      ପିକେଏସ୍ ଫାଉଣ୍ଡେସନ୍ ର ବାର୍ଷିକୋତ୍ସବ♦️ ଡଃ. ମଞ୍ଜୁବାଳା ପଣ୍ଡା ଙ୍କୁ ଜୀବନବ୍ୟାପୀ ସାଧନା ସମ୍ମାନ: ସମାଜରେ ଉଦାରବାଦୀ ଲୋକଙ୍କର ଆବଶ୍ୟକତା ରହିଛି- ଲିଙ୍ଗରାଜ    (09-May-2026)       ||      *ନବରଙ୍ଗପୁର ଜିଲ୍ଲାରେ କେନ୍ଦୁପତ୍ର ଦେଉଛି ଆଦିବାସୀ ଲୋକଙ୍କୁ ରୋଜଗାର*   (09-May-2026)       ||      ଲୋକ ମାଳ ମାଳ ମଦ ପ୍ରବଳ , ଜଗତସିଂହପୁର ଥାନା କବଜାରେ ପୁଣି ବଡ଼ ମଦ ବେପାରୀ    (09-May-2026)       ||      Mm   (09-May-2026)       ||      ପଞ୍ଚାୟତ ସମିତି ବୈଠକରେ ତରଭାକୁ ଉପଖଣ୍ଡ ମାନ୍ୟତା ଦାବୀ ଉଠିଲା    (09-May-2026)       ||      ରାଜ୍ୟ ସରକାର ନିୟମକୁ ଫୁ କରି ଯନ୍ତ୍ରୀ,ଠିକାଦାର ଶ୍ରମିକଙ୍କୁ ଦ୍ୱିପ୍ରହରରେ କାମ କରାଉଛନ୍ତି ♦️ଏବେ ଶ୍ରମିକ ଛାତରୁ ପଡ଼ି ମୃତ୍ୟୁ ହେବା ପଛରେ ଦାୟୀ କିଏ ?   (09-May-2026)       ||      ବଲାଙ୍ଗିର ଜିଲ୍ଲାସ୍ତରୀୟ ବିଶ୍ୱ ରେଡକ୍ରସ ଦିବସ ପାଳିତ   (08-May-2026)       ||      ମଣ୍ଟେସୋରୀ ପବ୍ଲିକ ସ୍କୁଲରେ ରେଡ୍ କ୍ରସ ଦିବସ ପାଳିତ   (08-May-2026)       ||      ମା ଛେଲିଆପାଟ ସେବା ସଂଗଠନ ପକ୍ଷରୁ ନିଆରା ପ୍ରୟାସ, ପଶୁପକ୍ଷୀ ଙ୍କ ପାଇଁ ଜଲଛତ୍ର ର ସୁ ବ୍ୟବସ୍ଥା    (08-May-2026)       ||     

HOME   ଅପରାଧ

କ୍ରାଇମବ୍ରାଞ୍ଚ କୁ ବଡ଼ ସଫଳତା, ଠକେଇ ର ଶିକାର ବ୍ୟକ୍ତି ପାଇଲେ ଠକେଇ ହୋଇଥିବା ଲକ୍ଷାଧିକ ଟଙ୍କା

03-Feb-2021



ଭୁବନେଶ୍ୱର,(ଶୁଭାଶିଷ ନାୟକ): ସାଇବର ଅପରାଧ ରେ ବ୍ୟାପକ ବେଆଇନ ଠକେଇ ଦିନ କୁ ଦିନ ବଢ଼ି ଚାଲିବ ଏପରି କି ଲକ୍ଷ,ଲକ୍ଷ ଟଙ୍କା ସର୍ବସାନ୍ତ ହୋଇ ଚଳୁଥିବା ବେଳେ ଏବେ କ୍ରାଇମବ୍ରାଞ୍ଚ କୁ ବଡ଼ ସଫଳତା ମିଳିଛି । ସୂଚନା ଅନୁଯାୟୀ, ତିନୋଟି ସାଇବର ଠକେଇ ମାମଲାରେ କ୍ରାଇମ ବ୍ରାଞ୍ଚକୁ ମିଳିଛି ସଫଳତା । କିଛି ଦିନ ପୂର୍ବରୁ କଟକ ନୂଆ ବଜାରର ବିଷ୍ଣୁ ପ୍ରସାଦ ସାଇବର ଠକେଇ ଶୀକାର ହୋଇଥିଲେ ।  ପ୍ରାୟ ୧ ଲକ୍ଷ ୯୪ ହଜାର ଟଙ୍କା ଠକେଇ ଶୀକାର ହେବା ପରେ ଉକ୍ତ ଟଙ୍କା ଫେରିପାଇଛନ୍ତି ଠକେଇ ର ଶିକାର ହୋଇଥିବା ବ୍ୟକ୍ତି । ଏନେଇ ଓଡ଼ିଶା ପୁଲିସ ପକ୍ଷରୁ ସୂଚନା ଦିଆଯାଇଛି । ସେହିପରି  ପୁରୀ ଅଞ୍ଚଳର ବିବୁନା କୁମାର ଗିରିଙ୍କ  କିଛି ଦିନ ପୂର୍ବେ ସାଇବର ଠକେଇର ଶୀକାର ହୋଇଥିଲେ  । ତାଙ୍କ ଆକାଉଣ୍ଟରୁ ମଧ୍ୟ ୨୨, ୪୯୦ ଟଙ୍କା ଗାୟବ ହୋଇଥିଲା । ତେବେ ସେ ମଧ୍ୟ ୧୮ ହଜାର ୯୯୦ ଟଙ୍କା ଫେରି ପାଇଛନ୍ତି ।

   ଆଉ ଗୋଟିଏ ମାମଲା ହେଉଛି ସେହି କଟକ ଅଞ୍ଚଳର  । ମାଲଗୋଦାମ ଅଞ୍ଚଳର ସୂର୍ଯ୍ୟନାରାୟଣ ମହାନ୍ତିଙ୍କ ଆକାଉଣ୍ଟରୁ ଟଙ୍କା ଗାୟବ ହୋଇଥିଲା  ।  ସୂର୍ଯ୍ୟନାରାୟଣଙ୍କ ଆକାଉଣ୍ଟରୁ ୫୩ ହଜାର ୬୬୨ ଟଙ୍କା କଟି ଯାଇଥିଲା । ସେ ମଧ୍ୟ ତାଙ୍କର ପୁରା ଟଙ୍କା ଫେରି ପାଇଛନ୍ତି  । ତେବେ ଏନେଇ ତିନି ଜଣ ବ୍ୟକ୍ତି କ୍ରାଇମବ୍ରାଞ୍ଚର ସାଇବର ଥାନାରେ ଅଭିଯୋଗ କରିଥିଲେ । ଅଭିଯୋଗ ଆଧାରରରେତଦନ୍ତ କରି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛି  ।
    ଏ ନେଇ ପ୍ରେରଣା କୁ ଫୋନ ଯୋଗେ ସାଇବର ଥାନା ଅଧିକାରୀ ସବିଶେଷ ସୂଚନା ଦେବା ସହ ଠକେଇ ର ଶିକାର ସମସ୍ତେ ତୁରନ୍ତ ଅଭିଯୋଗ କରନ୍ତୁ ବୋଲି ସୂଚନା ଦେଇଛନ୍ତି


News Comment




Photo in News

Advertisment
Lastest News
  ଜିଲ୍ଲା  
ଜଗହଃଜ୍ଜ   09-May-2026
  ଜିଲ୍ଲା  
ସେଣ୍ଟସ୍ ଭେଲି ହାଇସ୍କୁଲ କୃତୀ ଛାତ୍ରଛାତ୍ରୀଙ୍କୁ ସମ୍ବର୍ଦ୍ଧନା   09-May-2026
  ଜିଲ୍ଲା  
ପଞ୍ଚାୟତ ସମିତି ବୈଠକ ରେ ତରଭା କୁ ଉପ ଖଣ୍ଡ ମାନ୍ୟତା ଦାବି ଉଠିଲା   09-May-2026
  ଜିଲ୍ଲା  
ବଲାଙ୍ଗୀର : ଜୀବନ ସହ ଲଢ଼ୁଛନ୍ତି କୁଡ଼ସିଂହାର ଗୋପାଳ ସାହୁ   09-May-2026
  ଜିଲ୍ଲା  
ବଲାଙ୍ଗୀର ସିଭିଲ୍ କୋର୍ଟ ଠାରେ ମାଗଣା ସ୍ବାସ୍ଥ୍ୟ ଶିବିର   09-May-2026
  ରାଜ୍ୟ  
ଜଗତସିଂହପୁର ଥାନାରେ ଭର୍ଚୁଆଲ ଜରିଆରେ ଯୁଭେନ୍ଟିକା ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ   09-May-2026
  ଅପରାଧ  
ବିନା ୟୁନିଫର୍ମରେ ପିସିଆର୍‌ ମଧ୍ୟ ପିଟିଥିଲା   09-May-2026
  ଜିଲ୍ଲା  
ବାଲିଅନ୍ତା ଘଟଣାକୁ ୪୮ ଘଣ୍ଟା ନ ପୁରୁଣୁ ବାଲି ପାଟଣାରେ ପୁଣି ମର୍ଡର   09-May-2026
  ଜିଲ୍ଲା  
ବାଲିଅନ୍ତା ଘଟଣାକୁ ୪୮ ଘଣ୍ଟା ନ ପୁରୁଣୁ ବାଲି ପାଟଣାରେ ପୁଣି ମର୍ଡର   09-May-2026
  ଜିଲ୍ଲା  
*ଜାମୁଗୁଡା ଠରେ ବିଶ୍ଵଶାନ୍ତି ମହାଯଜ୍ଞ ଏବଂ ଅଷ୍ଟମ ସାମ୍ବତ୍ସରିକ ନାମଯଜ୍ଞ ଅନୁଷ୍ଠିତ*   09-May-2026
  ଜିଲ୍ଲା  
ଡ. ସଂଗୀତା ମିଶ୍ରଙ୍କୁ ଓଡିଶା ଗୌରବ ସମ୍ମାନ   09-May-2026
  ଜିଲ୍ଲା  
ପିକେଏସ୍ ଫାଉଣ୍ଡେସନ୍ ର ବାର୍ଷିକୋତ୍ସବ♦️ ଡଃ. ମଞ୍ଜୁବାଳା ପଣ୍ଡା ଙ୍କୁ ଜୀବନବ୍ୟାପୀ ସାଧନା ସମ୍ମାନ: ସମାଜରେ ଉଦାରବାଦୀ ଲୋକଙ୍କର ଆବଶ୍ୟକତା ରହିଛି- ଲିଙ୍ଗରାଜ   09-May-2026

You Might Also Like