-+91-9937148622 |

prerana_bgr@rediffmail.com |

  Thursday 17th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||      ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   (17-Sep-2026)       ||      ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ    (17-Sep-2026)       ||      ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   (17-Sep-2026)       ||      ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   (17-Sep-2026)       ||      ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||      ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   (16-Sep-2026)       ||      ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ    (16-Sep-2026)       ||     

HOME   ଜିଲ୍ଲା

ରାମପୁର ହାଇସ୍କୁଲରେ ଏନର୍ଜି କ୍ଲବ ର ପ୍ରକଳ୍ପ ପ୍ରଦର୍ଶନୀ

22-Jan-2026



ଡୁଙ୍ଗୁରିପାଲି, ତା - ୨୧/୧ (ପ୍ରେରଣା ଖବର ): ଜିଲ୍ଲା ଡୁଙ୍ଗୁରିପାଲି ବ୍ଲକ ଅନ୍ତର୍ଗତ ରାମପୁର ଉଚ୍ଚ ବିଦ୍ୟାଳୟ ଠାରେ ବ୍ଲକ ସ୍ତରୀୟ ସ୍ଥାୟୀ ଜୀବନ ଶୈଲି  ଉପରେ ସେଣ୍ଟର୍ ଫର୍ ଏନଭାୟୋରନମେଣ୍ଟ।ଲ ଏଜୁକେଶନ ତରଫରୁ ଏକ ପ୍ରଦର୍ଶନୀ ଅନୁଷ୍ଠିତ ହୋଇ ଯାଇଛି। ଉଦଘାଟନ ସଭାରେ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ବିଶ୍ଵନାଥ ମେହେର ସଭାପତିତ୍ବ କରିଥିଲେ। ଏହି ଅବସରରେ ବ୍ଲକ ଶିକ୍ଷା ଅଧିକାରୀ ଗଣେଶ କିଶନ ମୁଖ୍ୟ ଅତିଥି ଭାବରେ ଯୋଗଦେଇ ବର୍ତ୍ତମାନର ଜୀବନ ଶୈଳୀ ପରିବେଶ ଉପରେ ପ୍ରତିକୂଳ ପ୍ରଭାବ ପକାଉଥିବାରୁ ଚିନ୍ତା ପ୍ରକଟ କରିଥିଲେ। ବ୍ଲକ ବିଜ୍ଞାନ ସଂଯୋଜକ ଉମାକାନ୍ତ ତ୍ରିପାଠୀ, ରାମପୁର କ୍ଲଷ୍ଟର ସଂଯୋଜକ ପ୍ରଦୀପ ଦାସ ମଞ୍ଚଷିନ ହୋଇ କୁନି ବୈଜ୍ଞାନିକ ମାନଙ୍କୁ ଉତ୍ସାହିତ କରିଥିଲେ। ଏହି ପ୍ରଦର୍ଶନୀକୁ  ବିଭିନ୍ନ ବିଦ୍ୟାଳୟରୁ ୨୪ ଗୋଟି ପ୍ରକଳ୍ପ ପ୍ରଦର୍ଶିତ ହୋଇ ୧୦ ଗୋଟି ପ୍ରକଳ୍ପ ଜିଲ୍ଲା ସ୍ତରକୁ ମୋନୋନିତ ହୋଇ ଥିଲା। ସମଲେଇଚୁଆଁ ଉଚ୍ଚ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ଲୋକନାଥ ମେହେର,ବେହେରାମାଲ ଉଚ୍ଚ ବିଦ୍ୟାଳୟର ବିଜ୍ଞାନ ଶିକ୍ଷକ ହୃଷୀକେଶ ଭୋଇ ଓ ଗଜବନ୍ଧ ଉଚ୍ଚ ବିଦ୍ୟାଳୟର ବିଜ୍ଞାନ ଶିକ୍ଷକ ଯୁଧିଷ୍ଠିର ରଣା ବିଚାରକ ଭାବରେ ଯୋଗଦେଇଥିଲେ।ବିଦ୍ୟାଳୟର ଶିକ୍ଷକ ବିଶ୍ଵସମ୍ର।ଟ ଭୋଇ ସଭା ପରିଚାଳନା କରିଥିବା  ବେଳେ ହିନ୍ଦୀ ଶିକ୍ଷକ ବଳଦେବ ସାହୁ ଧନ୍ୟବାଦ୍ ଅର୍ପଣ କରିଥିଲେ। ବ୍ଲକ ବିଜ୍ଞାନ ସମ୍ପାଦକ ଦୀନବନ୍ଧୁ ପ୍ରଧାନ , ବିଦ୍ୟାଳୟର ବିଜ୍ଞାନ ଶିକ୍ଷୟିତ୍ରୀ ଇତିଶ୍ରୀ ପାଣ୍ଡେ, ବରିଷ୍ଠ ଶିକ୍ଷୟିତ୍ରୀ ବିଦ୍ୟୁତ୍ ପ୍ରଭା ପୂଜାରୀ କାର୍ଯ୍ୟକ୍ରମକୁ ପରିଚାଳନା କରିଥିବାବେଲେ ମାୟାବର୍ହ୍। ହାଇସ୍କୁଲ ପ୍ରଧାନ ଶିକ୍ଷକ ରବିଚନ୍ଦ୍ର ପଶାୟତ, ବଦକର୍ଲେ ହାଇସ୍କୁଲର ପ୍ରଧାନ ଶିକ୍ଷକ ରମାକାନ୍ତ ପ୍ରଧାନ , ସି ଆର,ସି,ସି, ନରେନ୍ଦ୍ର ପୁରୋହିତ ଯୋଗଦେଇ ପ୍ରତିଯୋଗୀଙ୍କୁ ଉତ୍ସାହିତ କରିଥିଲେ।ପ୍ରଧାନ ଶିକ୍ଷକ ବିଶ୍ଵନାଥ ମେହେରଙ୍କ ସଭାପତିତ୍ୱରେ ଅନୁଷ୍ଠିତ ଉଦଯାପନୀ ସଭାରେ ଶ୍ରେଷ୍ଟ ୧୦ ଗୋଟି ପ୍ରକଳ୍ପକୁ ଅତିଥିମାନେ ପୁରସ୍କୃତ କରିଥିଲେ।କାର୍ଯ୍ୟକ୍ରମକୁ ଶିକ୍ଷକ ବିଶ୍ଵନାଥ ଭୋଇ, ସୂର୍ଯ୍ୟନାରାୟଣ ପଟ୍ଟନାୟକ ସହିତ ସମସ୍ତ କର୍ମଚାରୀ ସହଯୋଗ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   17-Sep-2026
  ଜିଲ୍ଲା  
ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   17-Sep-2026
  ଜିଲ୍ଲା  
ନବଜାତ ଶିଶୁ କନ୍ୟା ଉଦ୍ଧାର   17-Sep-2026
  ଜିଲ୍ଲା  
ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   17-Sep-2026
  ଜିଲ୍ଲା  
ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ   17-Sep-2026
  ଜିଲ୍ଲା  
ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   17-Sep-2026
  ଜିଲ୍ଲା  
ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   17-Sep-2026
  ଜିଲ୍ଲା  
ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   17-Sep-2026
  ଜିଲ୍ଲା  
ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   17-Sep-2026
  ରାଜ୍ୟ  
କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   17-Sep-2026
  ଜିଲ୍ଲା  
୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   17-Sep-2026
  ଜିଲ୍ଲା  
ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ   16-Sep-2026

You Might Also Like