-+91-9937148622 |

prerana_bgr@rediffmail.com |

  Friday 18th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||      ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||      ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   (17-Sep-2026)       ||      ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ    (17-Sep-2026)       ||      ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   (17-Sep-2026)       ||      ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   (17-Sep-2026)       ||      ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||     

HOME   ଜିଲ୍ଲା

ଚମକିଲା ପାତାଳ ଗଙ୍ଗା ମହୋତ୍ସବ

22-Jan-2026



ନୂଆପଡ଼ା  (ରାମନାଥ ପଣ୍ଡା)
ବହୁ ପ୍ରତିକ୍ଷିତ ନୂଆପଡ଼ା ଜିଲ୍ଲା ବୋଡ଼େନ ବ୍ଲକରେ ପାତାଳଗଙ୍ଗା ଲୋକ ମହୋତ୍ସବ ଉଦଘାଟିତ ହୋଇଯାଇଛି। ମାଁ ଦ୍ବାରଶନୀ ପୀଠରୁ ମଶାଳ ଶୋଭାଯାତ୍ରା  ବାହାରି  ହାଇସ୍କୁଲ ପଡିଆରେ ପହଞ୍ଚି ବୋଡେନ ବସ୍ତି ପରିକ୍ରମା କରିଥିଲେ । ରାମ କାଠି,ଘୁମୁରା,କିର୍ତ୍ତନ ସହ ମଶାଲ ଶୋଭାଯାତ୍ରା ହାଇସ୍କୁଲ ପଡିଆରେ ପହଞ୍ଚି ଥିଲେ ।  ସନ୍ଧ୍ଯା  କାର୍ଯ୍ୟକ୍ରମରେ  ମାଁ ଦ୍ବାରଶନୀଙ୍କୁ  ଝାଙ୍କର ମୋହନ ସିଂ  ମାଝୀ ପୂଜାର୍ଚ୍ଚନା କରିଥିଲେ । ଆୟୋଜକ କମିଟି ସଭାପତି ଲମ୍ବୋଦର ନିଆଲଙ୍କ ସଭାପତିତ୍ବରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ଡିଏଭି କଲେଜ ଟିଟିଲାଗଡ଼ ପୂର୍ବତନ ଅଧ୍ୟକ୍ଷ ଛାୟାକାନ୍ତ ଷଡଙ୍ଗୀ ମୁଖ୍ଯ ବକ୍ତା, ନୂଆପଡା ବିଧାୟକ ଜୟ ଢୋଲକିଆ, ନୂଆପଡା ଜିଲ୍ଲା ପରିଷଦ ସଭାପତି ଡଲି ମାଝୀ,ବୋଡ଼େନ ବ୍ଲକ ଅଧ୍ୟକ୍ଷା ପ୍ରେମ ଶିଳା ନାଗ, ଖଡିଆଳ ପୂର୍ବତନ ବିଧାୟକ ହିତେଶ କୁମାର ବଗର୍ତ୍ତୀ, ଜିଲ୍ଲା ପରିଷଦ ସଭ୍ୟା ସ୍କୃତି ସିଂ  ମାଝୀ ସମ୍ମାନିତ ଅତିଥି ଭାବେ ଯୋଗଦେଇ ଥିଲେ । ଉମାକାନ୍ତ ବେହେରା ଓ ମୁକେଶ ଦଣ୍ଡସେନା ଅତିଥି ପରିଚୟ, ସ୍ବାଗତ ସମ୍ଭାଷଣ ଓ ମଞ୍ଚ ପରିଚାଳନା କରିଥିଲେ । ସାସ୍କୃତିକ କାର୍ଯ୍ଯକ୍ରମ ସ୍ବରଝଙ୍କାର ଓଡିଶୀ,ଅମଲତା ଡେନ୍ସ ଗ୍ରୁପ ନୂଆପଡା, ସୈାରଭ ବଘେଲ ଡାନ୍ସ ଗ୍ରୁପ ଡୁଆଝର,ପନଥୀ ଖଡିଆଳ, ସ୍ବରଝଙ୍କାର ଫୋକ୍ ଡେନ୍ସ ଖଡିଆଳ, ରମେଶ ଗୁର୍ତ୍ତା ପଦ୍ମପୁର ,ଗ୍ଯାନଦୟୋ କେରାପଦର  ଆଦିଙ୍କ କାର୍ଯ୍ଯକ୍ରମ ଅନୁଷ୍ଠିତ ହୋଇଥିଲା ।

ଲୋକଙ୍କ ମନକୁ ଆହୁରି ଆକୃଷ୍ଟ କରୁଥିଲା ମିନା ବଜାର ସହ ଅନେକ ଷ୍ଟଲ । ଉପସଭାପତି ଯୋଗେନ୍ଦ୍ର ନାଥ ମାଝୀ,  ସମ୍ପାଦକ ଗରୁଡଧ୍ଵଜ  ଦଣ୍ଡସେନା, ସହ ସମ୍ପାଦକ ରାଜୁ ହେର୍ଣ୍ଣା , କୋଷାଧ୍ୟକ୍ଷ ରୋହିତ ଦଣ୍ଡସେନା, ସଂଯୋଜକ ଫାରୁକ ମହମ୍ମଦ, ସହ ସଂଯୋଜକ ବୈଷ୍ଣବ ଦୁରିଆ , କମିଟି ସଦସ୍ୟ  ଲୋକନାଥ ଛତ୍ରିଆ, ଡମବୁଢା ଗୁଆଲ, ସୌଦାଗର ସାହୁ, ବେଣୁଧର ଜଗତ, ଭରତ ବୈଠାରୁ, ଜ୍ଯୋତି ରାଜ ଦଣ୍ଡସେନା, ସୁନା ଚରଣ ମାଝୀ, ହୃଷିକେଶ ବିଶ୍ବାଲ, ଇନ୍ଦ୍ରମଣୀ ମାଝୀ, ଓଙ୍କାର ମାଝୀ,  ନିତେଶ ମାଝୀଙ୍କ ସମେତ ଯାହାଙ୍କୁ ଯେଉଁ ଦାୟୀତ୍ୱ ପ୍ରଦାନ କରାଯାଇଛି ସେମାନେ ପରିଚାଳନାରେ ସହଯୋଗ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   17-Sep-2026
  ଜିଲ୍ଲା  
ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   17-Sep-2026
  ଜିଲ୍ଲା  
ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   17-Sep-2026
  ଜିଲ୍ଲା  
ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   17-Sep-2026
  ଜିଲ୍ଲା  
ନବଜାତ ଶିଶୁ କନ୍ୟା ଉଦ୍ଧାର   17-Sep-2026
  ଜିଲ୍ଲା  
ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   17-Sep-2026
  ଜିଲ୍ଲା  
ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ   17-Sep-2026
  ଜିଲ୍ଲା  
ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   17-Sep-2026
  ଜିଲ୍ଲା  
ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   17-Sep-2026
  ଜିଲ୍ଲା  
ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   17-Sep-2026
  ଜିଲ୍ଲା  
ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   17-Sep-2026
  ରାଜ୍ୟ  
କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   17-Sep-2026

You Might Also Like