-+91-9937148622 |

prerana_bgr@rediffmail.com |

  Friday 18th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||      ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||      ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   (17-Sep-2026)       ||      ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ    (17-Sep-2026)       ||      ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   (17-Sep-2026)       ||      ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   (17-Sep-2026)       ||      ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||     

HOME   ଜିଲ୍ଲା

ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ଅନୁଷ୍ଠିତ

22-Jan-2026



ଆଗଲପୁର, (ବିନୋଦ ଦୀପ) ବଲାଙ୍ଗୀର ଜିଲ୍ଲା ଆଗଲପୁର ବ୍ଲକ କାର୍ଯ୍ୟାଳୟ ପରିସରରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ଅନୁଷ୍ଠିତ ହୋଇଯାଇଛି l ଏହି ଶିବିର ଟି ବିଏସଏସଓ ସୁଶାନ୍ତ ମହାକୁର ଙ୍କ ତତ୍ୱାବଧାନ ରେ  ଅନୁଷ୍ଠିତ ହୋଇଥିଲା l ଉକ୍ତ ଶିବିର କାର୍ଯ୍ୟକ୍ରମ ରେ ମୁଖ୍ୟଅତିଥି ଭାବେ ବ୍ଲକ ଅଧ୍ୟକ୍ଷା ଗୀତାଞ୍ଜଳି ଦାସ ଯୋଗ ଦେଇଥିବା ବେଳେ ସମ୍ମାନନୀୟ ଅତିଥି ଭାବେ ବ୍ଲକ ଉପାଧ୍ୟକ୍ଷା ନିରୁପମା ପଧାନ, ଏବିଡ଼ିଓ ରୁଦ୍ରପ୍ରତାପ ସୁନା, ଜିଲ୍ଲାପରିଷଦ ସଭ୍ୟା ଜୋନ ୨ ବୀଣାପାଣି ଦାସ ଯୋଗ ଦେଇଥିଲେ l ପ୍ରଥମେ ଭୀମଭୋଇ ଙ୍କ ଫଟୋ ଚିତ୍ରରେ ମାଲ୍ୟାର୍ପଣ ତଥା ପୂଜାର୍ଚ୍ଚନା କରି କାର୍ଯକ୍ରମ ଆରମ୍ଭ କରାଗଲା l ଆଜିର ଏହି ସାମର୍ଥ୍ୟ ଶିବିର ରେ ହୋଇଥିବା ସଭା କୁ ପରିଚାଳନା କରିଥିଲେ ଓ ଏଲ୍ ଏମ ଶ୍ରୀ ଜ୍ଞାନରଂଜନ ସା l ଅତିଥି ଙ୍କ ଦ୍ୱାରା ୨ ଜଣ ଭିନ୍ନକ୍ଷମ ଙ୍କୁ ହୁଇଲ ଚେୟାର ପ୍ରଦାନ କରାଗଲା l ଭିନ୍ନକ୍ଷମ ଭତ୍ତା, ଭିନ୍ନକ୍ଷମ ଙ୍କ ପାଇଁ ବସ ଓ ଟ୍ରେନ ରେ ଯାତ୍ରା ପାଇଁ ପାସ୍, ମଧୁବାବୁ ଭତ୍ତା, ଭିନ୍ନକ୍ଷମ ବିବାହ ପ୍ରୋତ୍ସାହନ, ଭିନ୍ନକ୍ଷମ ସ୍ଵୟଂ ସହାୟକ ଗୋଷ୍ଠୀ ଗଠନ, ଛାତ୍ର ବୃତ୍ତି, ଦୃଷ୍ଟିବାଧିତ ଭିନ୍ନକ୍ଷମ ପାସ ତଥା ଭିନ୍ନକ୍ଷମ ଉପକରଣ ପାଇଁ ଅନେକ ପଞ୍ଜିକରଣ କେନ୍ଦ୍ର ଖୋଲାଯାଇ ସମୁଦାୟ ୨୬୬ ଜଣଙ୍କର ନାମ ପଞ୍ଜିକରଣ କରା ଯାଇଥିଲା। ଏହାସହ ବଲାଙ୍ଗୀର ର ସ୍ବେଚ୍ଛାସେବୀ ଅନୁଷ୍ଠାନ ଯାହାର ନାମ ହେଉଛି ନିରନ୍ତର ସେବା ଟ୍ରଷ୍ଟ ଦ୍ଵାରା ମଧ୍ୟ ବିଭିନ୍ନ ଉପକରଣ ଯୋଗାଇବା ପାଇଁ ଏକ ପଞ୍ଜୀକରଣ କେନ୍ଦ୍ର ଖୋଲି ନାମ ପଞ୍ଜିକରଣ କରିଥିଲେ l ଆଜିର ଏହି ଭିନ୍ନକ୍ଷମ ସାମର୍ଥ୍ୟ ଶିବିର କୁ ବହୁ ଭିନ୍ନକ୍ଷମ ବ୍ୟକ୍ତି ଆସିଥିଲେ। ଏହି ଭିନ୍ନକ୍ଷମ ଶିବିରରେ ଭିନ୍ନକ୍ଷମ ପ୍ରମାଣ ପାଇଁ ଅନେକ ଭିନ୍ନକ୍ଷମ ବ୍ୟକ୍ତି ଆସି ନିରାଶ ହୋଇ ଫେରି ଯିବାର ଦେଖିବାକୁ ମିଳିଥିଲା। ଭିନ୍ନକ୍ଷମ ପ୍ରମାଣ ପତ୍ର ପାଇଁ  ଚିହ୍ନଟ କରିବାର କୌଣସି ପ୍ରକାର ବ୍ୟବସ୍ଥା କରା ନ ହେବା ଫଳରେ ଭିନ୍ନକ୍ଷମ ବ୍ୟକ୍ତିମାନେ ଅସନ୍ତୋଷ ପ୍ରକାଶ କରି ଥିବାର ଦେଖିବାକୁ ମିଳିଥିଲା l


News Comment




Photo in News

Advertisment
Lastest News
  ଜିଲ୍ଲା  
ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   17-Sep-2026
  ଜିଲ୍ଲା  
ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   17-Sep-2026
  ଜିଲ୍ଲା  
ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   17-Sep-2026
  ଜିଲ୍ଲା  
ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   17-Sep-2026
  ଜିଲ୍ଲା  
ନବଜାତ ଶିଶୁ କନ୍ୟା ଉଦ୍ଧାର   17-Sep-2026
  ଜିଲ୍ଲା  
ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   17-Sep-2026
  ଜିଲ୍ଲା  
ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ   17-Sep-2026
  ଜିଲ୍ଲା  
ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   17-Sep-2026
  ଜିଲ୍ଲା  
ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   17-Sep-2026
  ଜିଲ୍ଲା  
ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   17-Sep-2026
  ଜିଲ୍ଲା  
ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   17-Sep-2026
  ରାଜ୍ୟ  
କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   17-Sep-2026

You Might Also Like