-+91-9937148622 |

prerana_bgr@rediffmail.com |

  Friday 18th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||      ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||      ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   (17-Sep-2026)       ||      ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ    (17-Sep-2026)       ||      ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   (17-Sep-2026)       ||      ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   (17-Sep-2026)       ||      ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||     

HOME   ଜିଲ୍ଲା

କୋଶଳ କଳା ମଣ୍ଡଳ ପଡିଆରେ ପ୍ରବଳ ଜନସମାଗମ, ଲୋକ ଉତ୍ସବ ର କାଲି ହେଉଛି ଅନ୍ତିମ ଦିବସ

22-Jan-2026



ବଲାଙ୍ଗିର(ଦେବାଶିଷ ବହିଦାର): ସ୍ଥାନୀୟ କୋଶଳ କଳା ମଣ୍ଡପରେ ଆୟୋଜିତ ତ୍ରୟୋବିଂଶତମ ବଲାଙ୍ଗିର ଲୋକ ଉତ୍ସବର ଚତୁର୍ଥ  ସନ୍ଧ୍ୟା ଖୁବ୍ ସୁନ୍ଦର ଭାବେ ଆୟୋଜିତ ହୋଇଥିଲା। 
ଆଜି ସକାଳେ ଜୟଦେବ କଳାସଂସଦ, ବଲାଙ୍ଗିର ଦ୍ଵାରା ନୂତନ ମଞ୍ଚଠାରେ ଭକ୍ତିସଂଗୀତ କାର୍ଯ୍ୟକ୍ରମ ଆୟୋଜିତ ହୋଇଥିଲା। ପୁରୁଣା ମଞ୍ଚରେ ଜିଲ୍ଲାସ୍ତରୀୟ ଲୋକ ନୃତ୍ୟ ପ୍ରତିଯୋଗିତା ଅନୁଷ୍ଠିତ ହୋଇଥିଲା। ଏହି ପ୍ରତିଯୋଗିତାରେ ବିଚାରକ ଭାବେ ଧନେଶ୍ଵର ତାଣ୍ଡି, ଚୈତନ୍ୟ ମଟାରୀ ଏବଂ ଶାନ୍ତାନୁ ବେହେରା ପ୍ରମୁଖ ଉପସ୍ଥିତ ଥିଲେ। 

ଜିଲ୍ଲାସ୍ତରୀୟ ଦଳୀୟ ପ୍ରତିଯୋଗିତାରେ ଘୁଙ୍ଗୁରୁ କଳାପରିଷଦ, ପୁଇଁନ୍ତଲା, ବୁଢାଦେଓ, କରମଶାନୀ ଦଳ, ବଲାଙ୍ଗିର, ମାହେଶ୍ବରୀ ନଚନିଆଦ, ଦେଓଗାଁ, କରମା ଦଳ, ବୁରୋମାଲ, କୃଷ୍ଣଗୁରୁ ଦଳ ସଲେପାଲି, କଳଙ୍ଗା ନୃତ୍ୟ, ପତରାପାଲି, ମାଁ ହରଚଣ୍ଡୀ ଢାପ ବଙ୍ଗୋମୁଣ୍ଡା, ଚଣ୍ଡୀ ସମଲାଇ ଗଉଡ ବାଡି, ଟିଟିଲାଗଡ ପ୍ରତିଯୋଗୀ ଭାବେ ଅଂଶଗ୍ରହଣ କରିଥିଲେ।  ସନ୍ଧ୍ୟା କାର୍ଯ୍ୟକ୍ରମରେ ଲୋକଉତ୍ସବ ସାଂସ୍କୃତିକ କମିଟି ଆନୁକୂଲରେ ଆକାଶବାଣୀ କଳାକାରଙ୍କ ଦ୍ଵାରା ଲୋକ ସଂଗୀତ ବିଚିତ୍ରା ନୂତନ ମଞ୍ଚରେ ଅନୁଷ୍ଠିତ ହୋଇଥିଲା।
ଶ୍ରୀ ତରଣି ସୁନା,  ବଲାଙ୍ଗିର ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ, ଜିଲ୍ଲା ପରିଷଦଙ୍କ ସଭାପତିତ୍ଵରେ ଆଜିର କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା।
ମୁଖ୍ୟ ଅତିଥି ଭାବେ କଣ୍ଟାବାଞ୍ଜି ବିଧାୟକ ଲକ୍ଷ୍ମଣ ବାଗ ଯୋଗ ଦେଇ ଏହି ଲୋକଉତ୍ସବ ପଶ୍ଚିମ ଓଡ଼ିଶାର ସବୁଠୁ ବଡ ଉତ୍ସବ, ଏହା କେବଳ କଳା ପ୍ରଦର୍ଶନର ମଞ୍ଚ ନୁହଁ ବରଂ ବଲାଙ୍ଗିର ଜିଲ୍ଲାର ଆତ୍ମା ବୋଲି ବକ୍ତବ୍ୟ ପ୍ରଦାନ କରିଥିଲେ l

 ମଞ୍ଚାସୀନ ଥିଲେ । ସମ୍ମାନିତ ଅତିଥି ଭାବେ ବଲାଙ୍ଗିର ଅତିରିକ୍ତ ଜିଲ୍ଲାପାଳ ଡକ୍ଟର ବିଜୟାନନ୍ଦ ସେଠୀ, ସେମିନାର କମିଟି ଅଧ୍ଯକ୍ଷ  ପରାଶର ବାଗ,  ଖାଦ୍ୟ ଓ ଆବାସ କମିଟି ସହ ଅଧ୍ଯକ୍ଷ ଶ୍ରୀ ସୋମନାଥ ମିଶ୍ର, ଅର୍ଥ କମିଟି ସହ ଅଧ୍ଯକ୍ଷ ଶ୍ରୀ ଗୋପାଳଜୀ ପାଣିଗ୍ରାହୀ ମଞ୍ଚାସୀନ ଥିଲେ। ଅତିଥିମାନଙ୍କ ଦ୍ବାରା ଦୀପ ପ୍ରଜ୍ଜଳନ ସହ ଚତୁର୍ଥ ଦିବସର ଶୁଭ ଉଦଘାଟନ କରାଯାଇଥିଲା । ଟିଟିଲାଗଡ ଲିମପଡ଼ାର ବରିଷ୍ଠ କଳାକାର ଶ୍ରୀ ସୁଦର୍ଶନ ଭୋଇଙ୍କୁ ସମ୍ବର୍ଦ୍ଧିତ କରାଯାଇଥିଲା।
ମଞ୍ଚ ପରିଚାଳନା ଓ ଅତିଥି ପରିଚୟ ପ୍ରଦାନ ଶ୍ରୀ ସୋମନାଥ ମିଶ୍ରଙ୍କ ଦ୍ବାରା ହୋଇଥିବାବେଳେ 

ଅର୍ଥ କମିଟି ସହ ଅଧ୍ଯକ୍ଷ ଶ୍ରୀ ଗୋପାଳଜୀ ପାଣିଗ୍ରାହୀ ସ୍ବାଗତ ସମ୍ଭାଷଣ ଦେଇଥିଲେ ।   ସେମିନାର କମିଟି ଅଧ୍ଯକ୍ଷ ପରାଶର ବାଗଙ୍କ ଦ୍ବାରା ଧନ୍ୟବାଦ ଅର୍ପଣ କରାଯାଇଥିଲା । ଆଜିର ସନ୍ଧ୍ୟା ସାଂସ୍କୃତିକ ବିଚିତ୍ରା କାର୍ଯ୍ୟକ୍ରମରେ ମହାରାଷ୍ଟ୍ରର ଲାବଣି , ହରିୟଣାର ଘୁମର, ପଶ୍ଚିମବଙ୍ଗର ପୁରୁଲିଆ ଛଉ, ଉମରକୋଟର ମୋହିନୀ ନାଟ୍ୟମ, କାଶ୍ମୀରର ବଛାନାଗମ, ବଲାଙ୍ଗିରର ପଞ୍ଚମ, ପାଟଣାଗଡ଼ର ଅଭିଲା କଳାପରିଷଦ, ବଲାଙ୍ଗିରର ରାଧାରାଣୀ ସଂସ୍କୃତି ସାଂସଦ, ଝାଡ଼ଖଣ୍ଡର ସରାଇକେଲା ଛଉ, ଟିଟଲାଗଡର ପାୟଲ ନୃତ୍ୟ ଦଳ ପ୍ରମୁଖ ସାଂସ୍କୃତିକ ଦଳ ଲୋକ ଉତ୍ସବର ଚତୁର୍ଥ ରଜନୀରେ ଅଂଶଗ୍ରହଣ କରି ଦର୍ଶକଙ୍କୁ ବିମୋହିତ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   17-Sep-2026
  ଜିଲ୍ଲା  
ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   17-Sep-2026
  ଜିଲ୍ଲା  
ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   17-Sep-2026
  ଜିଲ୍ଲା  
ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   17-Sep-2026
  ଜିଲ୍ଲା  
ନବଜାତ ଶିଶୁ କନ୍ୟା ଉଦ୍ଧାର   17-Sep-2026
  ଜିଲ୍ଲା  
ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   17-Sep-2026
  ଜିଲ୍ଲା  
ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ   17-Sep-2026
  ଜିଲ୍ଲା  
ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   17-Sep-2026
  ଜିଲ୍ଲା  
ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   17-Sep-2026
  ଜିଲ୍ଲା  
ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   17-Sep-2026
  ଜିଲ୍ଲା  
ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   17-Sep-2026
  ରାଜ୍ୟ  
କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   17-Sep-2026

You Might Also Like