-+91-9937148622 |

prerana_bgr@rediffmail.com |

  Friday 18th September 2026 |

| | | |

R.N.I. Regd No. ODIODI/2010/46693

Breaking News

ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   (18-Sep-2026)       ||      ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||      ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||      ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   (17-Sep-2026)       ||      ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ    (17-Sep-2026)       ||      ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   (17-Sep-2026)       ||      ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   (17-Sep-2026)       ||      ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||     

HOME   ଜିଲ୍ଲା

*ବ୍ଲକ ସ୍ତରୀୟ ଉଦ୍ୟାନ କୃଷି କର୍ମଶାଳା ଉଦଯାପିତ*

23-Jan-2026



ନବରଙ୍ଗପୁର(ପ୍ରିୟଦର୍ଶିନୀ ପାତ୍ର)
ଡାବୁଗାଁ ବ୍ଲକ ସଦର ମହକୁମା ସ୍ଥିତ ନର୍ସରୀସ ଉଦ୍ୟାନ ବିଭାଗ କାର୍ଯ୍ୟ|ଳୟ ଠାରେ ଉଦ୍ୟାନ କୃଷି ବିଭାଗ ପକ୍ଷରୁ ଦକ୍ଷତା ବିକାଶ ଓ ପ୍ରଶିକ୍ଷଣ ଯୋଜନା ମାଧ୍ୟମରେ ୨ ଦିନିଆ ବ୍ଲକ ସ୍ତରୀୟ ଉଦ୍ୟାନ କୃଷି କର୍ମଶାଳା  ଗୁରୁବାର ଉଦଯାପିତ ହୋଇଯାଇଛି | ଏଥିରେ ଡାବୁଗାଁ ସହକାରୀ ଉଦ୍ୟାନ କୃଷି ଅଧିକାରୀ ରବି ଶଙ୍କର ପଣ୍ଡାଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କର୍ମଶାଳାରେ ମୁଖ୍ୟ ଅତିଥି ଭାବେ ବ୍ଲକ ବିଜେଡି ସଭାପତି ସୁରେନ୍ଦ୍ର କୁମାର ମିଶ୍ର, ବ୍ଲକ କଂଗ୍ରେସ ସଭାପତି ଜି. ସାଇ ରାଜୁ, ବ୍ଲକ ଭାଜପା କୃଷକ ମୋର୍ଚ୍ଚା ସଭାପତି ଜି. କିରଣ କୁମାର, ଗୋଷ୍ଠୀ କୃଷି ଅଧିକାରୀଣୀ ସୁଦେଷ୍ଣା ଧଳ,  ମୃତ୍ତିକା ସଂରକ୍ଷଣ ଅଧିଦର୍ଶକ ନିରୋଜ ମଲ୍ଲିକ, ଉଦ୍ୟାନ ଅଧିଦର୍ଶକ ପ୍ରମୋଦ ଗୌଡ ଓ ହର୍ଷା ଟ୍ରଷ୍ଟ ଗୋଷ୍ଠୀ କାର୍ଯ୍ୟକ୍ରମ ନେତୃତ୍ୱ ନେବା ବ୍ୟକ୍ତି ଭୀମସେନ ମାଳୀ ପ୍ରମୁଖ ଯୋଗ ଦେଇଥିଲେ | ଏଥିରେ ଛତୁ ଚାଷ ମିଶନ, ଫୁଲ ଚାଷ ମିଶନରେ ସାମିଲ ହେବା, ବିଶେଷ କରି ମସଲା ଉନ୍ନୟନ, ଉଦ୍ୟାନ କୃଷି କ୍ଷେତ୍ରରେ ମହିଳା ମାନଙ୍କୁ ଅଧିକ ସଶକ୍ତି କରଣ କରିବା ପାଇଁ ସେମାନଙ୍କୁ ଯୋଜନା ମାଧ୍ୟମରେ ଲଙ୍କା ଚାଷ, ଧନିଆ ଚାଷ, ଅଦା ଓ ହଳଦୀ ଚାଷ, ମେଥି ଚାଷ ଉପରେ ଗୁରୁତ୍ଵାରୋପ କରାଯାଇଥିଲା | ଉକ୍ତ କାର୍ଯ୍ୟକ୍ରମରେ ଉଦ୍ୟାନ ବିଭାଗ ବ୍ୟତୀତ କୃଷି ବିଭାଗ ଓ ମୃତ୍ତିକା ସଂରକ୍ଷଣ ବିଭାଗର ବିଭିନ୍ନ ଯୋଜନା ସମ୍ପର୍କରେ ବିଭାଗୀୟ ଅଧିକାରୀ ମାନେ ଚାଷୀ ମାନଙ୍କୁ ନିଜ ବିଭାଗରେ ଥିବା ସରକାରୀ ଯୋଜନା ଗୁଡିକ ରେ ମିଳୁଥିବା ସହାୟତା ଉପରେ ବୁଝାଇଥିଲେ | ଏହି କାର୍ଯ୍ୟକ୍ରମରେ ବିଭିନ୍ନ ପଞ୍ଚାୟତରୁ ମୋଟ ୧୫୦ ଜଣ ସ୍ଵୟଂ ସହାୟକ ଗୋଷ୍ଠୀର ସଦସ୍ୟା ଓ ଚାଷୀ ମାନେ ଯୋଗ ଦେଇଥିଲେ |


News Comment




Photo in News

Advertisment
Lastest News
  ଜିଲ୍ଲା  
ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   18-Sep-2026
  ଜିଲ୍ଲା  
ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   17-Sep-2026
  ଜିଲ୍ଲା  
ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   17-Sep-2026
  ଜିଲ୍ଲା  
ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   17-Sep-2026
  ଜିଲ୍ଲା  
ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   17-Sep-2026
  ଜିଲ୍ଲା  
ନବଜାତ ଶିଶୁ କନ୍ୟା ଉଦ୍ଧାର   17-Sep-2026
  ଜିଲ୍ଲା  
ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   17-Sep-2026
  ଜିଲ୍ଲା  
ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ   17-Sep-2026
  ଜିଲ୍ଲା  
ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   17-Sep-2026
  ଜିଲ୍ଲା  
ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   17-Sep-2026
  ଜିଲ୍ଲା  
ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   17-Sep-2026
  ଜିଲ୍ଲା  
ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   17-Sep-2026

You Might Also Like