-+91-9937148622 |

prerana_bgr@rediffmail.com |

  Friday 18th September 2026 |

| | | |

R.N.I. Regd No. ODIODI/2010/46693

Breaking News

 ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   (18-Sep-2026)       ||      ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   (18-Sep-2026)       ||      ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   (18-Sep-2026)       ||      ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||      ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||      ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   (17-Sep-2026)       ||      ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ    (17-Sep-2026)       ||      ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   (17-Sep-2026)       ||      ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   (17-Sep-2026)       ||      ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||     

HOME   ଜିଲ୍ଲା

ଜାନୁଆରୀ ୨୮ରେ ୧୨ଘଣ୍ଟିଆ ଓଡିଶା ପାଇଁ ପ୍ରସ୍ତୁତି ବୈଠକ

23-Jan-2026



ବଲାଙ୍ଗିର (ଦେବାଶିଷ ବହିଦାର): ଆସନ୍ତା ଜାନୁଆରୀ ୨୮ରେ ୧୨ଘଣ୍ଟିଆ ଓଡିଶା ବନ୍ଦ ପାଳନ ନେଇ ପାଟଣାଗଡ଼ ସ୍ଥାନୀୟ ଭୁଲିଆ ସମାଜ ଧର୍ମଶାଳା ଠାରେ ବିଭିନ୍ନ ସାମାଜିକ ସଂଗଠନ, ବିଭିନ୍ନ କୃଷକ ସଂଗଠନ, ଶ୍ରମିକ ସଂଗଠନ, ବ୍ୟବସାୟୀ ପ୍ରତିଷ୍ଠାନ ମାନଙ୍କ ମିଳିତ ଉଦ୍ୟମରେ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି | ପ୍ରଥମରେ ରାଜ୍ୟ ସରକାର ଚାଷୀ ମାନଙ୍କୁ ସବୁ କ୍ଷେତ୍ରରେ ଅବହେଳା କରୁଛି, ଖରିଫ ଋତୁରେ ଚାଷୀ ମାନଙ୍କ ଅମଳ ଧାନ ଆଜି ଯାଏଁ ସରକାର କିଣିବାରେ ଫେଲ ମାରିଛି, ଟୋକନ ବଣ୍ଟନରେ ଅବ୍ୟବସ୍ଥା, ବାହାନା ଦେଖେଇ କଟନୀ ଛଟଣି କରିବା , ଆଜି ପର୍ଯ୍ୟନ୍ତ ମଣ୍ଡିରେ ହଜାର ହଜାର କ୍ୟୁଣ୍ଟାଲ ଧାନ ପଡ଼ି ରହିବା, ପାଉଣା ପାଇବାରେ ବିଳମ୍ବ, ଚଳିତ ବିଶ୍ୱ ପ୍ରସିଦ୍ଧ ବରଗଡ଼ ଧନୁଯାତ୍ରା ମଞ୍ଚରେ ସମଗ୍ର ଚାଷୀ ସମାଜକୁ ନୌଟଙ୍କି କହି ଅସମ୍ମାନ ଅପମାନ କରି ନିଜେ ପାଟଣାଗଡ଼ ବିଧାୟକ, କୃଷିମନ୍ତ୍ରୀ ତଥା ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂଦେଓ ଖୁସି ହେବା, ପବିତ୍ର ବିଶ୍ୱ ପ୍ରସିଦ୍ଧ ପବିତ୍ର ଧନୁଯାତ୍ରା ମଞ୍ଚକୁ ନୌଟଙ୍କି ମଞ୍ଚ କହି ଧନୁଯାତ୍ରାକୁ ଅସମ୍ମାନ ଅପମାନ କରିବା, ସୋନପୁର ମହିମା ଉତ୍ସବରେ ଜଣେ ଯୁବ ଚାଷୀଙ୍କୁ ଆରକ୍ଷୀ ଅଧିକ୍ଷକଙ୍କ ଉପସ୍ଥିତରେ ଶାସକ ଦଳର କର୍ମୀ ମାନେ ମାଡ଼ ମାରିବା ଏଂବ ନିଜେ ଆରକ୍ଷୀ ଅଧିକ୍ଷକ ସେହି ଯୁବ ଚାଷୀଙ୍କ ବେକରେ ଗାମୁଛା ଗୁଡ଼େଇ ଘିଚି ଘିଚି ନେବା, ସଂଗ୍ରାମୀ ମାନଙ୍କୁ ଆକ୍ରୋଶ ମନୋଭାବ ରଖି ଆକ୍ରମଣ କରିବା ଘଟଣାକୁ ଦୃଢ଼ ନିନ୍ଦା କରିଥିଲେ | ଦ୍ଵିତୀୟରେ ରାଜ୍ୟରେ ବିଜେପି ସରକାର ସମସ୍ତଙ୍କୁ ବିଦ୍ୟୁତ ବିଲ ସମ୍ପୂର୍ଣ ଛାଡ଼ କରିବାକୁ ନିଜ ନିର୍ବାଚନ ଇସ୍ତାହାରରେ ଦେଇ ଆଜି ସମସ୍ତ ବିଦ୍ୟୁତ ଉପଭୋକ୍ତାଙ୍କୁ ସ୍ମାର୍ଟ ମିଟର ଦେଇ ଶୋଷଣ କରୁଛି | ତୃତୀୟରେ ପ୍ରଦୂଷଣ ପ୍ରମାଣ ପତ୍ର ନାଁରେ ପ୍ରଦୂଷଣକୁ ମୋହରା ବନେଇ ରାଜ୍ୟବାସୀଙ୍କୁ ଲୁଟୁଛି ଏହି ସରକାର ବୋଲି ଚାଷୀ ନେତାମାନେ ସରକାରକୁ ଜୋର ବର୍ଷୀଥିଲେ | କୃଷିମନ୍ତ୍ରୀ ତଥା ଉପମୁଖ୍ୟମନ୍ତ୍ରୀ ନୈତିକତା ଦୃଷ୍ଟିରୁ ନିଜେ ଇସ୍ତଫା ଦିଅନ୍ତୁ ନତୁବା ରାଜ୍ୟ ସରକାର ମନ୍ତ୍ରୀ ପଦରୁ ବହିଷ୍କାର କରିବାକୁ ଦାବୀ କରିଛନ୍ତି | ଚାଷୀ ସମସ୍ୟା, ସ୍ମାର୍ଟ ମିଟର, ପଲ୍ୟୁସନ ଟେଷ୍ଟ ଓ ଉପମୁଖ୍ୟଙ୍କ ଇସ୍ତଫା ଦାବୀରେ ଆସନ୍ତା 28 ଜାନୁଆରୀ ଓଡିଶା ବନ୍ଦକୁ ଜାତି, ଧର୍ମ, ବର୍ଣ, ରାଜନୀତିର ଉର୍ଦ୍ଧରେ ପୁର୍ଣ ସମର୍ଥନ କରିବାକୁ ସମସ୍ତଙ୍କୁ ଆହ୍ୱାନ କରିଥିଲେ | ଉକ୍ତ ଦିନ ଜରୁରୀକାଳୀନ ସେବା, ବିବାହ କାର୍ଯ୍ୟକୁ ଛାଡ଼ି ସମସ୍ତ ଦୋକାନ ବଜାର, ସ୍କୁଲ କଲେଜ, ସରକାରୀ ବେସରକାରୀ କାର୍ଯ୍ୟାଳୟ, କୋର୍ଟ କଚେରୀ, ଦୁଇ ଚକିଆ ମୋଟର ଯାନ ଠାରୁ ଆରମ୍ଭ କରି ସମସ୍ତ ଭାରୀଯାନ ଚଳାଚଳ ମଧ୍ୟ ବନ୍ଦ ରହିବ ବୋଲି ସୂଚନା ଦେଇଛନ୍ତି | ଆଜିର ସାମ୍ବାଦିକ ସମ୍ମିଳନୀରେ ଜିଲ୍ଲା କୃଷକ ମହାସଂଘ,ଜିଲ୍ଲା ଆଦିବାସୀ କଲ୍ୟାଣ ସଂଘ, ଲକ୍ଷେ ଘର ଗଣ୍ଡା ସମାଜ, ବଣିକ ସଂଘ, ଜନମ ମାଏଟ ବଚାଓ ସଂଘର୍ଷ ସମିତି, ବିଜୁ ଜନତା ଦଳ, ଭାରତୀୟ ଜାତୀୟ କଂଗ୍ରେସ, ଡ୍ରାଇଭର ମହାସଂଘ, ଡ୍ରାଇଭର ସଂଘ, ମୋଟର ଯାନ ମାଲିକ ସଂଘ, ଜୈ ମାତାଦୀ ମିଠା ବ୍ୟବସାୟୀ ସଂଘ ଏବଂ ବିଭିନ୍ନ ସାମାଜିକ ସଂଗଠନ, ଶ୍ରମିକ ସଂଗଠନ ପୁର୍ଣ ସମର୍ଥନ ଦେଇଛନ୍ତି | ସାମ୍ବାଦିକ ସମ୍ମିଳନୀରେ କୃଷ୍ଣଚନ୍ଦ୍ର ବନଛୋର, ପ୍ରମୋଦ ମେହେର, ଗିରିରାଜ ଭୋଇ, ଅଜିତ କୁମାର ପୁରୋହିତ,ଜନସନ ନାଗ, ପ୍ରକାଶ ସାହୁ, ଲକ୍ଷ୍ମଣ କୁମାର ବାଗ,ଜଗନ ମେହେର,ଅଭିଳାଷ ଭୋଇ,ଯୋଗେଶ୍ୱର ଭୋଇ, ଦୁର୍ୟୋଧନ ଭୋଇ,ବିନୋଦ ମେହେର, ସୁଶୀଲ ରଣା,ମୌସମ ମେହେର,ସୁକୁମାର ବାରିକ ପ୍ରମୁଖ ଉପସ୍ଥିତ ଥିଲେ |


News Comment




Photo in News

Advertisment
Lastest News
  ଜିଲ୍ଲା  
 ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   18-Sep-2026
  ରାଜ୍ୟ  
ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   18-Sep-2026
  ଜିଲ୍ଲା  
ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   18-Sep-2026
  ଜିଲ୍ଲା  
ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   17-Sep-2026
  ଜିଲ୍ଲା  
ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   17-Sep-2026
  ଜିଲ୍ଲା  
ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   17-Sep-2026
  ଜିଲ୍ଲା  
ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   17-Sep-2026
  ଜିଲ୍ଲା  
ନବଜାତ ଶିଶୁ କନ୍ୟା ଉଦ୍ଧାର   17-Sep-2026
  ଜିଲ୍ଲା  
ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   17-Sep-2026
  ଜିଲ୍ଲା  
ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ   17-Sep-2026
  ଜିଲ୍ଲା  
ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   17-Sep-2026
  ଜିଲ୍ଲା  
ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   17-Sep-2026

You Might Also Like