-+91-9937148622 |

prerana_bgr@rediffmail.com |

  Friday 18th September 2026 |

| | | |

R.N.I. Regd No. ODIODI/2010/46693

Breaking News

ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   (18-Sep-2026)       ||      ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   (18-Sep-2026)       ||       ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   (18-Sep-2026)       ||      ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   (18-Sep-2026)       ||      ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   (18-Sep-2026)       ||      ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||      ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||      ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   (17-Sep-2026)       ||      ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ    (17-Sep-2026)       ||      ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   (17-Sep-2026)       ||      ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   (17-Sep-2026)       ||      ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||     

HOME   ଜିଲ୍ଲା

*ଆଲୁମିନୀ ସଂଘ ପକ୍ଷରୁ ରାଜେଶ ମିଶ୍ରଙ୍କ ଶ୍ରଦ୍ଧାଞ୍ଜଳୀ ସଭା ଅନୁଷ୍ଠିତ*

23-Jan-2026



ସୁବର୍ଣ୍ଣପୁର (ମନୋରଞ୍ଜନ ତ୍ରିପାଠୀ)
 ସୋନପୁରର ଯୁବ କଂଗ୍ରେସ ନେତା ରାଜେଶ ମିଶ୍ର(ରାଜା)ଙ୍କ ବିୟୋଗରେ ଆଜି ସୋନପୁର କଲେଜ ଆଲୁମିନୀ ସଂଘ ପକ୍ଷରୁ ସ୍ଥାନୀୟ ପଞ୍ଚରଥ ମନ୍ଦିର ଠାରେ ଏକ ଶ୍ରଦ୍ଧାଞ୍ଜଳୀ ସଭା ଅୟୋଜନ କରା ଯାଇଥିଲା । ସଂଘର ଉପଦେଷ୍ଟା ଡ଼. ପ୍ରଫୁଲ୍ଲ ରଥ ଙ୍କ ଅଧ୍ୟକ୍ଷତା ରେ ଅନୁଷ୍ଟିତ ଏହି ସଭାରେ କଲେଜ୍ ର ବହୁ ପୁରାତନ ଛାତ୍ର ଓ ସହରର ବିଶିଷ୍ଟ ବ୍ୟକ୍ତି ଯୋଗ ଦେଇ ସ୍ଵର୍ଗତ ରାଜା ମିଶ୍ରଙ୍କ ଫଟୋ ଚିତ୍ରରେ ଧୂପଦୀପ ପୁଷ୍ପ ପ୍ରଦାନ ପୂର୍ବକ ଶ୍ରଦ୍ଧାଞ୍ଜଳୀ ଅର୍ପଣ କରିଥିଲେ । ସଭା ପୁର୍ବରୁ ପ୍ରଥମେ ସ୍ୱର୍ଗୀୟ ରାଜା ଙ୍କ ଅମର ଆତ୍ମା ଶାନ୍ତି ସଦଗତି ଲାଗି ନୀରବ ପ୍ରାର୍ଥନା କରାଯାଇଥିଲା । ସଂଘ ସଭାପତି ପ୍ରଫୁଲ୍ଲ ରଥ ଓ ସମ୍ପାଦକ ଭରତ ଭୂଷଣ ଦାଶ ଙ୍କ ଅଧ୍ୟକ୍ଷତା ରେ ଆହୁତ ଶ୍ରଦ୍ଧାଞ୍ଜଳୀ ସଭାରେ ଗତିକୃଷ୍ଣ ମିଶ୍ର , ଶ୍ୟମାଓଁ ପ୍ରସାଦ ମିଶ୍ର, ବିନୋଦ ପାତ୍ର, ଗୁପ୍ତ ପ୍ରସାଦ ମିଶ୍ର,ସୁଧୀର ପଣ୍ଡା, ଦୀପକ କୁମାର ମହାପାତ୍ର, ଶାଶ୍ଵତ କୁମାର ମିଶ୍ର, ବିଶ୍ବରଂଜନ ପୁଝାରୀ, ପ୍ଲାବନ ମହାପାତ୍ର, ବିଶ୍ୱବିର ମିଶ୍ର, ସରୋଜ ପ୍ରଧାନ, ନିଶାନ୍ତ ମହାନ୍ତି, ରାମଶଙ୍କର ଭୋଇ, ଜ୍ୟୋତିର୍ମୟ ମିଶ୍ର, ରଞ୍ଜିତ ଦାଶ, ସୁଦାମ ଚରଣ ମିଶ୍ର, ଶ୍ରୀବତ୍ସ ମଲ୍ଲିକ, ଶାନ୍ତନୁ ଆଚାର୍ଯ୍ୟ, ଦେବ ରଞ୍ଜନ ମିଶ୍ର, ପ୍ରସନ୍ନ କର୍ଣ୍ଣ, ବିନୋଦ ମେହେର, ନରେନ୍ଦ୍ର ଖେତି,କୃଷ୍ଣଚନ୍ଦ୍ର ରାଓତ, ରମଜିଲାଲ ନେଗି, ପଠାଣ ପଣ୍ଡା, ମୁରଲୀ ହୋତା, ରୁଦ୍ରାକ୍ଷ ସାହୁ ଆଲୁମିନା ଗ୍ରୁପ୍ ର ସମସ୍ତ ବରିଷ୍ଠ ଓ କନିଷ୍ଠ ସଦସ୍ୟ ଉପସ୍ଥିତ ଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   18-Sep-2026
  ଦେଶ ବିଦେଶ  
ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   18-Sep-2026
  ଜିଲ୍ଲା  
 ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   18-Sep-2026
  ରାଜ୍ୟ  
ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   18-Sep-2026
  ଜିଲ୍ଲା  
ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   18-Sep-2026
  ଜିଲ୍ଲା  
ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   17-Sep-2026
  ଜିଲ୍ଲା  
ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   17-Sep-2026
  ଜିଲ୍ଲା  
ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   17-Sep-2026
  ଜିଲ୍ଲା  
ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   17-Sep-2026
  ଜିଲ୍ଲା  
ନବଜାତ ଶିଶୁ କନ୍ୟା ଉଦ୍ଧାର   17-Sep-2026
  ଜିଲ୍ଲା  
ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   17-Sep-2026
  ଜିଲ୍ଲା  
ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ   17-Sep-2026

You Might Also Like