-+91-9937148622 |

prerana_bgr@rediffmail.com |

  Friday 18th September 2026 |

| | | |

R.N.I. Regd No. ODIODI/2010/46693

Breaking News

ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   (18-Sep-2026)       ||      ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   (18-Sep-2026)       ||       ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   (18-Sep-2026)       ||      ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   (18-Sep-2026)       ||      ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   (18-Sep-2026)       ||      ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||      ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||      ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   (17-Sep-2026)       ||      ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ    (17-Sep-2026)       ||      ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   (17-Sep-2026)       ||      ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   (17-Sep-2026)       ||      ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||     

HOME   ଜିଲ୍ଲା

*ବିଜୁ ପଟ୍ଟନାୟକ ମହିଳା ଉଚ୍ଚ ମାଧ୍ୟାମିକ ବିଦ୍ୟାଳୟରେ ଏନ.ଏସ.ଏସ ଶିବିର ଉଦଯାପିତ*-

23-Jan-2026



ସୋନପୁର (ମନୋରଞ୍ଜନ ତ୍ରିପାଠୀ)
 ସୋନପୁର ବିଜୁ ପଟ୍ଟନାୟକ  ମହିଳା ଉଚ୍ଚ ମାଧ୍ୟାମିକ ବିଦ୍ୟାଳୟରେ  ଏନ.ଏସ.ଏସ.ର  ସାତ ଦିନିଆ ଶୀତକାଳୀନ  ସ୍ୱତନ୍ତ୍ର ଶିବିର ଉଦଯାପିତ ହୋଇଯାଇଛି l ମହିଳା ଉଚ୍ଚ ମାଧ୍ୟାମିକ ବିଦ୍ୟାଳୟର  ଅଧକ୍ଷା ପ୍ରିତୀମୟୀ ମିଶ୍ରଙ୍କ ଅଧକ୍ଷ୍ୟତାରେ  ଏବଂ  ଏନ.ଏସ.ଏସ. କାର୍ଯ୍ୟକ୍ରମ ଅଧିକାରୀ ଅଧ୍ୟାପିକା ନିବେଦିତା ମହାପାତ୍ରଙ୍କ  ତତ୍ୱାବଧାନରେ ଏହି  ଶିବିର  ସାତଦିନ ଧରି ଚାଲିଥିଲା l  ଶିବିରରେ ସ୍ବେଛାସେବୀମାନେ ଦୈନଦିନ  ପ୍ରାତଃ କାର୍ଯ୍ୟକ୍ରମ ଯୋଗ, ପ୍ରାର୍ଥନା, ବ୍ୟାୟାମ  ଓ ପୋଷ୍ୟ ଗ୍ରାମ ନୂଆପଡାରେ ସଫେଇ କାର୍ଯ୍ୟକ୍ରମ କରିଥିଲେ l ଏହା ସହିତ ପରିବେଶ ସଚେତନତା ଶୋଭାଯାତ୍ରାରେ ସବୁଜ ଗ୍ରାମ, ପ୍ଲାଷ୍ଟିକ ବର୍ଜନ, ସ୍ୱଛତା, ପରିବେଶ ସୁରକ୍ଷା, ନାରୀ ଶିକ୍ଷା, ଯୋଗ  ବିଷୟରେ ଗ୍ରାମବାସୀଙ୍କୁ ସଚେତନ କରିଥିଲେ l  ଏହି ସାତଦିନରେ ଶିବିରରେ ଆୟୋଜିତ ହୋଇଥିବା ବିଭିନ୍ନ ପାଠ୍ୟ କାର୍ଯ୍ୟକ୍ରମରେ ସ୍ବେଛାସେବୀମାନଙ୍କର  ସାମାଜିକ, ବ୍ୟବହାରିକ ଜ୍ଞାନର  ବୃଦ୍ଧି ପାଇଁ ଏନ.ଏସ. ଏସ. ଜ଼ିଲ୍ଲା ନୋଡାଲ ଅଧିକାରୀ  ଧୀରନ୍ଦ୍ର କୁମାର ମିଶ୍ର ଶିବିରରେ ଯୋଗଦେଇ ଏନ.ଏସ. ଏସ ଲକ୍ଷ୍ୟ ଓ ବ୍ୟକ୍ତିତ୍ୱର  ବିକାଶ ଉପରେ ଆଲୋକପାତ କରିଥିଲେ ଲ

ଆଇ.ଟି ଅଧ୍ୟାପକ ଦେବାଶିଷ ମିଶ୍ର ଯୁବ ରାଷ୍ଟ୍ର ନିର୍ମାଣ, ମହିଳା ଡିଗ୍ରୀ କଲେଜର  ଅଧ୍ୟାପିକା ସଞ୍ଜୁରାଣୀ ସିଂ  ନାରୀ ଶିକ୍ଷାର ଗୁରୁତ୍ୱ, ପତଞ୍ଜଳି ଯୋଗର ମହିଳା ପ୍ରଭାରୀ ଭଗବତୀ  ରାଏଗୁରୁ ଯୋଗର  ଉପକାରିତା, ସୋନପୁର  ସ୍ଵଛ ଭାରତ ସଂଗଠନର ସଂଯୋଜକ ପରିବେଶ ସୁରକ୍ଷା, ପରିଷ୍କାର ପରିଚ୍ଛନତା ଉପେର ଆଲୋକପlତ  କରିଥିଲେ l 
ଏନ.ଏସ.ଏସ.ର  ସାତ ଦିନିଆ ଶୀତକାଳୀନ  ସ୍ୱତନ୍ତ୍ର ଶିବିରରେ ସ୍ବେଛାସେବୀମାନଙ୍କ ମଧ୍ୟରେ ବିଭିନ୍ନ ପ୍ରତିଯୋଗିତl   ଆୟୋଜିତ ହୋଇଥିଲା ଯଥା ସଂଗୀତ, ନୃତ୍ୟ, ରଚନା, ବକୃତା, କୁଇଜ ପ୍ରତିଯୋଗିତlରେ କୃତିତ୍ୱ ଅର୍ଜନ କରିଥିବା ସ୍ବେଛାସେବୀମାନଙ୍କୁ ପ୍ରମାଣପତ୍ର ଓ ପୁରସ୍କାର ପ୍ରଦାନ କରାଯାଇଥିଲା l ଉଦଯାପନୀ ସଭାରେ ଅତିଥିଭାବେ ଏନ.ଏସ. ଏସ. ଜ଼ିଲ୍ଲା ନୋଡାଲ ଅଧିକାରୀ  ଧୀରନ୍ଦ୍ର କୁମାର ମିଶ୍ର, ସମାଜସେବୀ ମନୋରଞ୍ଜନ ତ୍ରିପାଠୀ,ମହିଳା ଉଚ୍ଚ ମାଧ୍ୟାମିକ ବିଦ୍ୟାଳୟର  ଅଧକ୍ଷା ପ୍ରିତୀମୟୀ ମିଶ୍ର ଯୋଗଦେଇ ସ୍ବେଛାସେବୀମାନଙ୍କ କର୍ତ୍ତବ୍ୟ ଏବଂ ଏନ.ଏସ. ଏସ.ର  ଗୁରୁତ୍ୱ ସମ୍ପର୍କରେ ଆଲୋକପାତ କରି  କାର୍ଯ୍ୟକ୍ରମର  ସଫଳତା ପାଇଁ ଉଚ୍ଚ ପ୍ରଶଂସା କରିଥିଲେ l ଏନ.ଏସ.ଏସ. କାର୍ଯ୍ୟକ୍ରମ ଅଧିକାରୀ ଅଧ୍ୟାପିକା ନିବେଦିତା ମହାପାତ୍ର ଧନ୍ୟବାଦ ଅର୍ପଣ କରିଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   18-Sep-2026
  ଦେଶ ବିଦେଶ  
ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   18-Sep-2026
  ଜିଲ୍ଲା  
 ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   18-Sep-2026
  ରାଜ୍ୟ  
ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   18-Sep-2026
  ଜିଲ୍ଲା  
ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   18-Sep-2026
  ଜିଲ୍ଲା  
ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   17-Sep-2026
  ଜିଲ୍ଲା  
ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   17-Sep-2026
  ଜିଲ୍ଲା  
ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   17-Sep-2026
  ଜିଲ୍ଲା  
ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   17-Sep-2026
  ଜିଲ୍ଲା  
ନବଜାତ ଶିଶୁ କନ୍ୟା ଉଦ୍ଧାର   17-Sep-2026
  ଜିଲ୍ଲା  
ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   17-Sep-2026
  ଜିଲ୍ଲା  
ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ   17-Sep-2026

You Might Also Like