-+91-9937148622 |

prerana_bgr@rediffmail.com |

  Wednesday 24th June 2026 |

| | | |

R.N.I. Regd No. ODIODI/2010/46693

Breaking News

ରକ୍ତଦାତା ଦିବସ -୨୦୨୬ ରେ ସମ୍ମାନିତ ହେଲେ ରେଡ଼କ୍ରସ ସ୍ବେଛାସେବୀ - ସତ୍ୟନାରାୟଣ    (24-Jun-2026)       ||      ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ଅବସରରେ ଆଜି ସରଗାଡ଼ ପଂଚାୟତ ପରିସରରେ ପଂଚାୟତ ସ୍ତରୀୟ ସମ୍ମିଳନୀ    (24-Jun-2026)       ||      ପାଟଣାଗଡ଼ରେ ଓ ୟୁ ଜେ ର କାର୍ଯ୍ୟକାରିଣୀ ବୈଠକ   (24-Jun-2026)       ||      ବ୍ଲକ ଅଧ୍ୟକ୍ଷାଙ୍କ ଘରକୁ ଗୁଳିମାଡ଼ ଘଟଣା ୪ଗିରଫ,ଏବେ ବି ଫେରାର ଅଛନ୍ତି ୩ରୁ ୪ଦୁର୍ବୁତ୍ତ(ସାମ୍ବାଦିକ ସମ୍ମିଳନୀରେ ଏସପିଙ୍କ ସୂଚନା   (24-Jun-2026)       ||      ଆସନ୍ତାକାଲି ସୁଜାତା କାର୍ତ୍ତିକେୟନ ବିଜେଡିରେ ମିଶିବା ନେଇ ଚର୍ଚ୍ଚା   (24-Jun-2026)       ||      ଜିଲ୍ଲା ସ୍ତରୀୟ ଜନ ସମ୍ପର୍କ ଓ ନାଗରିକ ସହାଭାଗିତା କାର୍ଯ୍ୟକ୍ରମରେ ବିକାଶମୂଳକ ପ୍ରକଳ୍ପ ଉପରେ ବିସ୍ତୃତ ଆଲୋଚନା   (24-Jun-2026)       ||      ଯାଜପୁରରେ ଜିଲ୍ଲାସ୍ତରୀୟ ପ୍ରାକୃତିକ ଓ ଜୈବିକ କୃଷି କର୍ମଶାଳା ଅନୁଷ୍ଠିତ   (24-Jun-2026)       ||      ବରପାଲିରେ ଜଗଦମ୍ବା ସରସ୍ୱତୀ ମମାଙ୍କ ଶ୍ରୁତି ଦିବସ ଓ ଆନ୍ତର୍ଜାତୀୟ ମାଦକଦ୍ରବ୍ୟ ବିରୋଧୀ ଦିବସ ପାଳିତ   (24-Jun-2026)       ||      ଉଦୀୟମାନ କାରିଗର ଧର୍ମ ମେହରଙ୍କ ପରଲୋକ   (24-Jun-2026)       ||      ଉଦୀୟମାନ କାରିଗର ଧର୍ମ ମେହରଙ୍କ ପରଲୋକ   (24-Jun-2026)       ||      କଣ୍ଟାମାଳ ଶ୍ରୀଲକ୍ଷ୍ମୀ ମୋବାଇଲ ଦୋକାନ କାନ୍ଥ ଭାଙ୍ଗି କଳାକନା ବୁଲାଇଦେଲେ ଦୁର୍ବୃତ୍ତ ♦️ସିସିଟିଭି ଆଧାରରେ ପୋଲିସର ତନାଘନା ଜାରି    (24-Jun-2026)       ||      ତୁଷୁରା କ୍ଲଷ୍ଟର ସ୍ତରୀୟ "ଶିଖର" କାର୍ଯ୍ୟକ୍ରମ ର ଶୁଭାରମ୍ଭ   (24-Jun-2026)       ||      ତୁଷୁରା କ୍ଲଷ୍ଟର ସ୍ତରୀୟ "ଶିଖର" କାର୍ଯ୍ୟକ୍ରମ ର ଶୁଭାରମ୍ଭ   (24-Jun-2026)       ||      ବାଲିଗୁଡ଼ା ଏନଏସିରେ ହେଉଥ‌ିବା ବିଭିନ୍ନ ଦୁର୍ନୀତି ଘଟଣା : ପ୍ରତିଶ୍ରୁତି ପରେ ଧାରଣାରୁ ଓହରିଲେ ଦୁଇ କାଉନ୍‌ସିଲର   (24-Jun-2026)       ||      ୰ ସମାଜସେବୀ ଗୋଲକ ବିହାରୀ ପଟେଲ ଙ୍କୁ ଶ୍ରଦ୍ଧାଞ୍ଜଳି   (24-Jun-2026)       ||      ସ୍ୱାସ୍ଥ୍ୟ ମନ୍ତ୍ରୀଙ୍କ ନିର୍ଦ୍ଦେଶରେ ଅଭିଭାବକ ଛେଉଣ୍ଡ ମେଧାବୀ ଛାତ୍ରକୁ ଉଚ୍ଚଶିକ୍ଷା ପାଇଁ ପ୍ରଶାସନର ସହାୟତା   (24-Jun-2026)       ||      ବଲାଙ୍ଗିର ଜିଲ୍ଲା ଲେଖକ ପରିଷଦର ମହାସମାବେଶ     (24-Jun-2026)       ||      ବିଦ୍ୟୁତ ଆଘାତରେ ଲାଇନମ୍ୟାନେ ମୃତ   (24-Jun-2026)       ||      ପୁଇଁତଲା ପ୍ରଗତି ଏଫ୍‌ପିସିର ଡାଲି ଓ ଧାନ ବିହନ ପ୍ରକ୍ରିୟାକରଣ କେନ୍ଦ୍ର ଉଦ୍ଘାଟିତ    (23-Jun-2026)       ||      ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ   (23-Jun-2026)       ||     

HOME   ଜିଲ୍ଲା

ତୁଷୁରା ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିରରେ ମା ସରସ୍ବତୀ ଙ୍କ ପୂଜା ଓ ବିଦ୍ୟାରମ୍ଭ ସଂସ୍କାର

23-Jan-2026



ତୁଷୁରା(ପଞ୍ଚାନନ ନାଏକ)  ବଲାଙ୍ଗୀର ଜିଲ୍ଲା ତୁଷୁରା  ସ୍ଥିତ ଶିଶୁ ବିଦ୍ୟାମନ୍ଦିର ସରସ୍ବତୀ ପୂଜାର୍ଚନା ପରେ ସହର ପରି କ୍ରମ ହେଇଯାଇଥିଲା ପ୍ରଧାନ ଆଚାର୍ଯ୍ୟ ସୁଶୀଲ କୁମାର ଦାସ ଓ ତାଙ୍କର ଧର୍ମ ପତ୍ନୀ ହୋମକାର୍ଯ୍ୟ ତୁଲାଇଥିଲେ, ଏହି ଅବସରରେ ମା ସାରସ୍ବତୀଙ୍କ ଉଦେଶ୍ୟରେ ପ୍ରାଚୀର ପତ୍ରିକାକୁ ବିଦ୍ୟାଳୟର ସମ୍ପାଦକ ସୌମ୍ୟରଂଜନ ଥାନାପତି ଙ୍କ ଉନ୍ମୋଚନ କରିଥିଲେ, ବିଭିନ୍ନ ସାଂସ୍କୃତିକ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା, ସେହିପରି ଉଦୟ ଶ୍ରେଣୀର ନୂତନ ଶିଶୁ ଓ ଅଭିଭାବକ ମାନଙ୍କୁ ନେଇ ବିଦ୍ୟାରମ୍ଭ ସଂସ୍କାର କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା, ଶିଶୁ ବଟିକା ବିଭାଗ ପ୍ରମୁଖ ରାଧାମାଧବ ବେହେରାଙ୍କ ପ୍ରତ୍ୟକ୍ଷ ତତ୍ୱାବଧାନରେ ଶିଶୁ ଭାଇ ଭଉଣୀ ମାନଙ୍କୁ ନେଇ ତୁଷୁରା ସହରର ଜଗନ୍ନାଥ ମନ୍ଦିର ରେ ପୂଜା କରିବାପରେ ଆଜ୍ଞାମାଳ ଆଣି ସହର ପରିକ୍ରମା କରାଯାଇ ବିଦ୍ୟାଳୟକୁ ଆସିବାପରେ ପ୍ରଧାନ ଆଚାର୍ଯ୍ୟ ସମସ୍ତ ଶିଶୁମାନଙ୍କ ପାଦ ଧୋଇ ବିଦ୍ୟାଳୟକୁ ପ୍ରବେଶ କରାଇଥିଲେ, ପରେ ବୌଦ୍ଧିକ ମଣ୍ଡପରେ ହୋମ କରାଯାଇ ନୂତନ ଶିଶୁଙ୍କୁ  ଅକ୍ଷର ଲେଖାଇ ବିଦ୍ୟl ରମ୍ଭ କରାଯାଇଥିଲା, ବିଦ୍ୟାଳୟର ସମସ୍ତ ଗୁରୁଜୀ ଗୁରୁମା ସହଯୋଗ କରିଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ରକ୍ତଦାତା ଦିବସ -୨୦୨୬ ରେ ସମ୍ମାନିତ ହେଲେ ରେଡ଼କ୍ରସ ସ୍ବେଛାସେବୀ - ସତ୍ୟନାରାୟଣ   24-Jun-2026
  ଜିଲ୍ଲା  
ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ଅବସରରେ ଆଜି ସରଗାଡ଼ ପଂଚାୟତ ପରିସରରେ ପଂଚାୟତ ସ୍ତରୀୟ ସମ୍ମିଳନୀ   24-Jun-2026
  ରାଜ୍ୟ  
ପାଟଣାଗଡ଼ରେ ଓ ୟୁ ଜେ ର କାର୍ଯ୍ୟକାରିଣୀ ବୈଠକ   24-Jun-2026
  ଜିଲ୍ଲା  
ବ୍ଲକ ଅଧ୍ୟକ୍ଷାଙ୍କ ଘରକୁ ଗୁଳିମାଡ଼ ଘଟଣା ୪ଗିରଫ,ଏବେ ବି ଫେରାର ଅଛନ୍ତି ୩ରୁ ୪ଦୁର୍ବୁତ୍ତ(ସାମ୍ବାଦିକ ସମ୍ମିଳନୀରେ ଏସପିଙ୍କ ସୂଚନା   24-Jun-2026
  ଜିଲ୍ଲା  
ଆସନ୍ତାକାଲି ସୁଜାତା କାର୍ତ୍ତିକେୟନ ବିଜେଡିରେ ମିଶିବା ନେଇ ଚର୍ଚ୍ଚା   24-Jun-2026
  ଜିଲ୍ଲା  
ଜିଲ୍ଲା ସ୍ତରୀୟ ଜନ ସମ୍ପର୍କ ଓ ନାଗରିକ ସହାଭାଗିତା କାର୍ଯ୍ୟକ୍ରମରେ ବିକାଶମୂଳକ ପ୍ରକଳ୍ପ ଉପରେ ବିସ୍ତୃତ ଆଲୋଚନା   24-Jun-2026
  ରାଜ୍ୟ  
ଯାଜପୁରରେ ଜିଲ୍ଲାସ୍ତରୀୟ ପ୍ରାକୃତିକ ଓ ଜୈବିକ କୃଷି କର୍ମଶାଳା ଅନୁଷ୍ଠିତ   24-Jun-2026
  ଜିଲ୍ଲା  
ବରପାଲିରେ ଜଗଦମ୍ବା ସରସ୍ୱତୀ ମମାଙ୍କ ଶ୍ରୁତି ଦିବସ ଓ ଆନ୍ତର୍ଜାତୀୟ ମାଦକଦ୍ରବ୍ୟ ବିରୋଧୀ ଦିବସ ପାଳିତ   24-Jun-2026
  ଜିଲ୍ଲା  
ଉଦୀୟମାନ କାରିଗର ଧର୍ମ ମେହରଙ୍କ ପରଲୋକ   24-Jun-2026
  ଜିଲ୍ଲା  
ଉଦୀୟମାନ କାରିଗର ଧର୍ମ ମେହରଙ୍କ ପରଲୋକ   24-Jun-2026
  ଜିଲ୍ଲା  
କଣ୍ଟାମାଳ ଶ୍ରୀଲକ୍ଷ୍ମୀ ମୋବାଇଲ ଦୋକାନ କାନ୍ଥ ଭାଙ୍ଗି କଳାକନା ବୁଲାଇଦେଲେ ଦୁର୍ବୃତ୍ତ ♦️ସିସିଟିଭି ଆଧାରରେ ପୋଲିସର ତନାଘନା ଜାରି   24-Jun-2026
  ଜିଲ୍ଲା  
ତୁଷୁରା କ୍ଲଷ୍ଟର ସ୍ତରୀୟ "ଶିଖର" କାର୍ଯ୍ୟକ୍ରମ ର ଶୁଭାରମ୍ଭ   24-Jun-2026

You Might Also Like