-+91-9937148622 |

prerana_bgr@rediffmail.com |

  Saturday 19th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    (18-Sep-2026)       ||      ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର    (18-Sep-2026)       ||      ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   (18-Sep-2026)       ||      ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   (18-Sep-2026)       ||      କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   (18-Sep-2026)       ||      *ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   (18-Sep-2026)       ||      ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   (18-Sep-2026)       ||      ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   (18-Sep-2026)       ||      ଓଡ଼ିଶାର ପୌରପରିଷଦ, ଏନ୍‌.ଏ.ସି. ଓ ମହାନଗର ନିଗମ ସାଧାରଣ ନିର୍ବାଚନ♦️ ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପାଇଁ ସଂଶୋଧିତ କାର୍ଯ୍ୟସୂଚୀ ଜାରି*   (18-Sep-2026)       ||      ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   (18-Sep-2026)       ||      ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   (18-Sep-2026)       ||       ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   (18-Sep-2026)       ||      ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   (18-Sep-2026)       ||      ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   (18-Sep-2026)       ||      ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||      ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||      ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   (17-Sep-2026)       ||     

HOME   ଜିଲ୍ଲା

ସ୍ଥାନାନ୍ତରିତ ହେଲା ସୋନପୁର ବସଷ୍ଟାଣ୍ଡ; ସହରରେ ଖୁସିର ମାହୋଲ

24-Jan-2026



ସୁବର୍ଣ୍ଣପୁର (ମନୋରଞ୍ଜନ ତ୍ରିପାଠୀ)ସୋନପୁର ସହରରେ ଥିବା ପୁରୁଣା ବସଷ୍ଟାଣ୍ଡ କୁ ସମଲେଶ୍ଵରୀ ମନ୍ଦିର ପାଖରେ ଥିବା ମ୍ୟୁନିସିପାଲଟି କଲ୍ୟାଣ ମଣ୍ଡପ ପାର୍ଶ୍ଵକୁ ସ୍ଥାନାନ୍ତରିତ କରାଯାଇଛି। ପୁରୁଣା ବସଷ୍ଟାଣ୍ଡ ଥିବା ସ୍ଥାନରେ ରାଜ୍ୟ ସରକାରଙ୍କ ପକ୍ଷରୁ ନୂତନ୍ ଭାବରେ ବସଷ୍ଟାଣ୍ଡ ନିର୍ମାଣ ହେବା ନେଇ ଟେଣ୍ଡର ପ୍ରକ୍ରିୟା ସରିଥିବା ବେଳେ ଦୀର୍ଘ ଦିନ ହେଲା ନିର୍ମାଣକାରୀ ସଂସ୍ଥା ଅସ୍ଥାୟୀ କ୍ୟାମ୍ପ କରି ରହିଛି । ନୂତନ ବସଷ୍ଟାଣ୍ଡ ନିର୍ମାଣ ପାଇଁ ଗତବର୍ଷ ଅକ୍ଟୋବର ୨ ତାରିଖ ଦିନ ଉପ ମୁଖ୍ୟମନ୍ତ୍ରୀ ଏବଂ ବଲାଙ୍ଗୀର ସାଂସଦ ଭିତ୍ତପ୍ରସ୍ତର ସ୍ଥାପନ କରିଥିଲେ। ଅସ୍ଥାୟୀ ବସଷ୍ଟାଣ୍ଡ ପାଇଁ ଜିଲ୍ଲାପାଳଙ୍କ ବାରମ୍ବାର ଉଦ୍ୟମ, ପ୍ରଚେଷ୍ଟା ଏବଂ ମାରାଥନ ଗସ୍ତ ଲାଗି ରହିଥିବା ବେଳେ ଆଜି ବାସ୍ତବ ରୂପ ନେଇଛି ବସଷ୍ଟାଣ୍ଡ । ସେପଟେ କିଛି କୁଚକ୍ରୀ ଗୋଷ୍ଠୀ ବାଧା ସୃଷ୍ଟି କରୁଥିବା ଏବଂ ଏହାଯୋଗୁଁ ନୂତନ ବସଷ୍ଟାଣ୍ଡ ନିର୍ମାଣ ନେଇ ସହର ରେ ବେଶ୍ ଚର୍ଚ୍ଚା ହେଉଥିଲା। ଶେଷରେ ଆଜି ପବିତ୍ର ଶ୍ରୀପଞ୍ଚମୀ ଦିନ ଅସ୍ଥାୟୀ ବସଷ୍ଟାଣ୍ଡ କୁ କାର୍ଯ୍ୟକ୍ଷମ କରାଯାଇଥିବା ବେଳେ ନୂତନ ବସଷ୍ଟାଣ୍ଡ ନିର୍ମାଣର ପଥ ସୁଗମ୍ୟ ହୋଇଥିବାରୁ ସହର ରେ ଖୁସି ର ଲହରୀ ଖେଳି ଯାଇଛି । ନୂତନ ବସଷ୍ଟାଣ୍ଡ ର ଭିତ୍ତିପ୍ରସ୍ତର ସ୍ଥାପନ କରିଥିବା ଓଡ଼ିଶାର ଉପ ମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂଦେଓ ଓ ସାଂସଦ ସଙ୍ଗୀତ କୁମାରୀ ସିଂଦେଓ ଙ୍କୁ ମଧ୍ୟ ସହର ର ବୁଦ୍ଧିଜୀବି, ବସ ମାଲିକ ସଂଘ ତଥା ଜନସାଧାରଣ ଧନ୍ୟବାଦ୍ ଜ୍ଞାପନ କରିଛନ୍ତି। ବର୍ତ୍ତମାନ ପାଇଁ ୫୮ କୋଟି ୩୬ ଲକ୍ଷ ଟଙ୍କା ମଞ୍ଜୁର ହୋଇଥିବା ଏହି ମେଗା ପ୍ରକଳ୍ପ କୁ ଓବିସିସି କମ୍ପାନୀ ହାତ କୁ ନେଇଥିବା ବେଳେ ପ୍ରକଳ୍ପ ପୁରା ହେବା ଯାଏ ସମୁଦାୟ ୮୦ କୋଟି ଟଙ୍କା ବଜେଟରେ ବ୍ୟୟ ମଞ୍ଜୁର ହେବ ବୋଲି ବିଶ୍ଵସ୍ଥ ସୂତ୍ରରୁ ସୂଚନା ମିଳିଛି l


News Comment




Photo in News

Advertisment
Lastest News
  ଜିଲ୍ଲା  
ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    18-Sep-2026
  ଜିଲ୍ଲା  
ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର   18-Sep-2026
  ଜିଲ୍ଲା  
ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   18-Sep-2026
  ଜିଲ୍ଲା  
ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   18-Sep-2026
  ଜିଲ୍ଲା  
କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   18-Sep-2026
  ଜିଲ୍ଲା  
*ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   18-Sep-2026
  ଅପରାଧ  
ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   18-Sep-2026
  ରାଜ୍ୟ  
ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   18-Sep-2026
  ରାଜ୍ୟ  
ଓଡ଼ିଶାର ପୌରପରିଷଦ, ଏନ୍‌.ଏ.ସି. ଓ ମହାନଗର ନିଗମ ସାଧାରଣ ନିର୍ବାଚନ♦️ ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପାଇଁ ସଂଶୋଧିତ କାର୍ଯ୍ୟସୂଚୀ ଜାରି*   18-Sep-2026
  ଜିଲ୍ଲା  
ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   18-Sep-2026
  ଦେଶ ବିଦେଶ  
ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   18-Sep-2026
  ଜିଲ୍ଲା  
 ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   18-Sep-2026

You Might Also Like