-+91-9937148622 |

prerana_bgr@rediffmail.com |

  Saturday 19th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    (18-Sep-2026)       ||      ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର    (18-Sep-2026)       ||      ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   (18-Sep-2026)       ||      ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   (18-Sep-2026)       ||      କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   (18-Sep-2026)       ||      *ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   (18-Sep-2026)       ||      ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   (18-Sep-2026)       ||      ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   (18-Sep-2026)       ||      ଓଡ଼ିଶାର ପୌରପରିଷଦ, ଏନ୍‌.ଏ.ସି. ଓ ମହାନଗର ନିଗମ ସାଧାରଣ ନିର୍ବାଚନ♦️ ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପାଇଁ ସଂଶୋଧିତ କାର୍ଯ୍ୟସୂଚୀ ଜାରି*   (18-Sep-2026)       ||      ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   (18-Sep-2026)       ||      ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   (18-Sep-2026)       ||       ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   (18-Sep-2026)       ||      ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   (18-Sep-2026)       ||      ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   (18-Sep-2026)       ||      ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||      ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||      ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   (17-Sep-2026)       ||     

HOME   ଜିଲ୍ଲା

ପାତାଳଗଙ୍ଗା ଲୋକ ମହୋତ୍ସବ ତୃତୀୟ ସନ୍ଧ୍ଯାରେ ମନ ମୋହିଛି ଦଳଗତ ନୃତ୍ଯ

24-Jan-2026



(ରାମନାଥ ପଣ୍ଡା)ପାତାଳଗଙ୍ଗା ଲୋକ ମହୋତ୍ସବର ତୃତୀୟ ସନ୍ଧ୍ୟା କାର୍ଯ୍ୟକ୍ରମରେ  ସାସ୍କୃତିକ ବିଚିତ୍ରା ତ୍ରିବେଣି ଡାନ୍ସ ଗ୍ରୁପ ବୋଇରଗା, ରାସ, ସମ୍ପ୍ରଦା ଆମଗୁଡା, ବୁଢ଼ାରଜା ବିଜ୍ଞାନ କଲେଜର ଅପରେସନ ସିଦୂର୍ ଡାନ୍ସ, ଜ୍ଞାନ ଦୟୋ କେରପଦରର  ଗ୍ରୁପ ଡାନ୍ସ ଓ ଅନ୍ୟାନ୍ୟ ଦଳର ଡାନ୍ସ ଅନୁଷ୍ଠିତ ହୋଇଥିଲା । ଆୟୋଜକ କମିଟି ସଭାପତି ଲମ୍ବୋଦର ନିଆଲଙ୍କ ସଭାପତିତ୍ବରେ ଅନୁଷ୍ଠିତ ସଭାରେ କଣ୍ଟାବାଞ୍ଜି  ବିଧାୟକ ଲକ୍ଷ୍ମଣ ବାଗ ମୁଖ୍ୟ ଅତିଥି, ଭବାନିପାଟଣା ସାନ୍ଧ୍ୟ ଡିଗ୍ରି କଲେଜ ଅଧ୍ୟକ୍ଷ ଡ଼ଃ ପରମେଶ୍ବର ମୁଣ୍ଡ ମୁଖ୍ଯ ବକ୍ତା,  ପୂର୍ବତନ ମନ୍ତ୍ରୀ ଓ ସାଂସଦ ରମେଶ ମାଝୀ,  ଖଇରା ସରପଞ୍ଚ କୈଳାସ ଦଳ, ଖଡିଆଳ ବ୍ଲକ ଅଧ୍ୟକ୍ଷା ପୁଷ୍ପାଞ୍ଜଳି ନନ୍ଦ,ସିଡିପିଓ ଅର୍ଚ୍ଚନା ରାଉତ, ବୋଡେନ ବ୍ଲକ ଉପାଧ୍ୟକ୍ଷା  ସଙ୍ଗିତା ମାଝୀ,କମିଟି ସମ୍ପାଦକ ଗରୁଡ଼ ଧ୍ଵଜ ଦଣ୍ଡସେନା ସମ୍ମାନିତ ଅତିଥି ଭାବେ ଯୋଗଦେଇ ଥିଲେ ।  ଅତିଥି ପରିଚୟ ପ୍ରଦାନ ଓ ସ୍ବାଗତ ଭାଷଣ ମୁକେଶ ଦଣ୍ଡସେନା ଏବଂ  ଉମାକାନ୍ତ ବେହେରା ମଞ୍ଚ ପରିଚାଳନା କରିଥିଲେ । ଦ୍ଵିତୀୟ ସାସ୍କୃତିକ କାର୍ଯ୍ଯକ୍ରମ ନଟରାଜ ଗ୍ରୁପ ନୂଆପଡା, ଆଶ୍ରମ ବିଦ୍ୟାଳୟ ଫରସରା, ବଜାସାଲ ବଲାଙ୍ଗୀର, ପ୍ରାଚି ପାଣିଗ୍ରାହୀ ଗ୍ରୁପ ସମ୍ବଳପୁର, ବାପୁଜୀ ସାସ୍କୃତିକ ଉଲଭା ,ଭବାନିପାଟଣା ସିଙ୍ଗାରି ଡେନ୍ସ  କଲାହାଣ୍ଡି,  ଜ୍ଞାନଦୟୋ  କେରାପଦରର ଡାନ୍ସ ଅନୁଷ୍ଠିତ ହୋଇଥିଲା । ଆୟୋଜକ କମିଟି ଉପସଭାପତି ଯୋଗେନ୍ଦ୍ର ନାଥ  ମାଝୀ , ସହ ସମ୍ପାଦକ ରାଜୁ ହେର୍ଣ୍ଣା,କୋଷାଧ୍ୟକ୍ଷ ରୋହିତ ଦଣ୍ଡସେନା, ସଂଯୋଜକ ଫାରୁକ ମହମ୍ମଦ, ସହ ସଂଯୋଜକ  ବୈଷ୍ଣବ ଦୁରିଆ,  ସୌଦାଗର ସାହୁ,  ବେଣୁଧର ଜଗତ, ଡମବୁଢା ଗୁଆଲ,  ଭମର ବୈଠାରୁ, ଆକାଶ ଅଗ୍ରୱାଲ,  ତ୍ରିନାଥ ମାଝୀ,  ଇମ୍ରାନ ମହମ୍ମଦ, ନିତେଶ ମାଝୀ ସମେତ ଅନ୍ୟ ଦାୟୀତ୍ୱ ନିର୍ବାହ କରିଥିବା ସମସ୍ତ ବନ୍ଧୁ ସହଯୋଗ  କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    18-Sep-2026
  ଜିଲ୍ଲା  
ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର   18-Sep-2026
  ଜିଲ୍ଲା  
ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   18-Sep-2026
  ଜିଲ୍ଲା  
ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   18-Sep-2026
  ଜିଲ୍ଲା  
କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   18-Sep-2026
  ଜିଲ୍ଲା  
*ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   18-Sep-2026
  ଅପରାଧ  
ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   18-Sep-2026
  ରାଜ୍ୟ  
ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   18-Sep-2026
  ରାଜ୍ୟ  
ଓଡ଼ିଶାର ପୌରପରିଷଦ, ଏନ୍‌.ଏ.ସି. ଓ ମହାନଗର ନିଗମ ସାଧାରଣ ନିର୍ବାଚନ♦️ ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପାଇଁ ସଂଶୋଧିତ କାର୍ଯ୍ୟସୂଚୀ ଜାରି*   18-Sep-2026
  ଜିଲ୍ଲା  
ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   18-Sep-2026
  ଦେଶ ବିଦେଶ  
ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   18-Sep-2026
  ଜିଲ୍ଲା  
 ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   18-Sep-2026

You Might Also Like