-+91-9937148622 |

prerana_bgr@rediffmail.com |

  Saturday 19th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    (18-Sep-2026)       ||      ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର    (18-Sep-2026)       ||      ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   (18-Sep-2026)       ||      ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   (18-Sep-2026)       ||      କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   (18-Sep-2026)       ||      *ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   (18-Sep-2026)       ||      ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   (18-Sep-2026)       ||      ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   (18-Sep-2026)       ||      ଓଡ଼ିଶାର ପୌରପରିଷଦ, ଏନ୍‌.ଏ.ସି. ଓ ମହାନଗର ନିଗମ ସାଧାରଣ ନିର୍ବାଚନ♦️ ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପାଇଁ ସଂଶୋଧିତ କାର୍ଯ୍ୟସୂଚୀ ଜାରି*   (18-Sep-2026)       ||      ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   (18-Sep-2026)       ||      ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   (18-Sep-2026)       ||       ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   (18-Sep-2026)       ||      ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   (18-Sep-2026)       ||      ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   (18-Sep-2026)       ||      ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||      ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||      ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   (17-Sep-2026)       ||     

HOME   ଜିଲ୍ଲା

ଯୋଗୀସର୍ଡ଼l ପଂଚାୟତ ପରିସରରେ ଜଳ ଅର୍ପଣ ଦିବସ ପାଳିତ

24-Jan-2026



ଲୋଇସିଂହା, (ବିନୋଦ ଦୀପ) ଆଜି ବଲାଙ୍ଗୀର ଜିଲ୍ଲା ଲୋଇସିଂହା ବ୍ଲକ ଅନ୍ତର୍ଗତ ଯୋଗୀସର୍ଡ଼l ପଂଚାୟତ ପରିସରରେ ଜଳ ଯୋଗାଣ ଓ ପରିମଳ ବଲାଙ୍ଗୀର ଦ୍ୱାରା ଆୟୋଜିତ ଜଳ ଅର୍ପଣ ଦିବସ କାର୍ଯ୍ୟକ୍ରମ ରେ ମୁଖ୍ୟଅତିଥି ଭାବେ ଓଡିଶା ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଡ଼ ମୁକେଶ ମହାଳିଙ୍ଗ ଯୋଗ ଦେଇ ଜଳଅର୍ପଣ କରିବା ସହ ଜଳ ସଂରକ୍ଷଣ ବିଷୟରେ ଅବଗତ କରିଥିଲେ l ପୃଥିବୀ ପୃଷ୍ଠ ରେ ଥିବା 3% ଜଳ କୁ କିଭଳି ସଦ ଉପଯୋଗ କରିବା l ସ୍ୱଚ୍ଛ ଜଳ ଆଗାମୀ ପିଢ଼ି ପାଇଁ କିପରି ସଂରକ୍ଷିତ ରଖିବା l ଜଳ କୁ ସୁରକ୍ଷା ଦେବା ନଚେତ ଯଦି ଆଗାମୀ ଦିନରେ ପୃଥିବୀ ରେ ତୃତୀୟ ବିଶ୍ୱଯୁଦ୍ଧ ହୁଏ ତାହାର କାରଣ ପାଣି l

ଏଣୁ ଘରେ ଜଳ କୁ ସଂରକ୍ଷଣ ଓ ସଦୁପଯୋଗ କରିବା ଆମର କର୍ତବ୍ୟ ବୋଲି ମନ୍ତ୍ରୀ ଡ଼. ମହାଳିଙ୍ଗ ଉପସ୍ଥିତ ଛାତ୍ରଛାତ୍ରୀ ଓ ଜନସାଧାରଣ ଙ୍କୁ ସଚେତନ କରାଇବା ସହ ଶପଥଗ୍ରହଣ କରିଥିଲେ l ଏହାସହ ସମ୍ମାନିତ ଅତିଥି ଭାବରେ ଗଗନ କୁମାର କିସାନ କାର୍ଯ୍ୟନିର୍ବାହୀ ଅଧିକାରୀ ଜଳ ଓ ପରିମଳ ବିଭାଗ ବଲାଙ୍ଗୀର, ତରଣୀ ସୁନା ଜିଲ୍ଲା ପ୍ରକଳ୍ପ ନିର୍ଦେଶକ ବଲାଙ୍ଗୀର, ବିଡ଼ିଓ ତଥା କାର୍ଯ୍ୟନିର୍ବାହୀ ଅଧିକାରୀ ଲୋଇସିଂହା ଶ୍ରୀ ଅକ୍ଷୟପାଣି ଉଡ୍ଡୁ, ବ୍ଲକ ଅଧ୍ୟକ୍ଷ ଯତୀନ୍ଦ୍ର ପଟେଲ, ସାଂସଦ ଙ୍କ ଲୋଇସିଂହା ପ୍ରତିନିଧି ବାଲକୃଷ୍ଣ ଧରୁଆ, ଶ୍ରୀ ପ୍ରସାଦ କୁମାର ସାମନ୍ତରାଏ ଏସଡ଼ିଓ ଜଳ ଓ ପରିମଳ ବିଭାଗ ଯୋଗ ଦେଇଥିଲେ l ଏହି ପରିପ୍ରେକ୍ଷୀରେ ଛାତ୍ରଛାତ୍ରୀ ଙ୍କ ଦ୍ୱାରା ଜଳ ଅର୍ପଣ ଦିବସ କୁ ନେଇ ପଂଚାୟତ ପରିସରରେ ଏକ ଶୋଭାଯାତ୍ରା ହୋଇଥିଲା l ଜ୍ୟୋତିପ୍ରକାଶ ସାହୁ ମଞ୍ଚ ପରିଚାଳନା କରିଥିବା ବେଳେ ଲୋଇସିଂହା ଏବିଡ଼ିଓ କିଶୋରଚନ୍ଦ୍ର ମାନସିଂହ, ଆରଡବ୍ଲୁଏସଏସ ଯନ୍ତ୍ରୀ ମରିସ ରୋସନ୍ ଡୁମ୍ ଡୁମ ଓ ବିଭୂତି ଭୂଷଣ ସାମଲ, ପିଇଓ ଜିତୁ ସାହୁ, ଲୋଇସିଂହା ବିଧାୟକ ଙ୍କ ପ୍ରତିନିଧି ଗୌରାଙ୍ଗ ନାଏକ ସମେତ ଅନେକ ବିଜେପି କାର୍ଯ୍ୟକର୍ତ୍ତା ଓ ଜନସାଧାରଣ ଉପସ୍ଥିତ ରହି କାର୍ଯ୍ୟକ୍ରମ କୁ ସାଫଲ୍ୟ କରିଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    18-Sep-2026
  ଜିଲ୍ଲା  
ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର   18-Sep-2026
  ଜିଲ୍ଲା  
ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   18-Sep-2026
  ଜିଲ୍ଲା  
ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   18-Sep-2026
  ଜିଲ୍ଲା  
କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   18-Sep-2026
  ଜିଲ୍ଲା  
*ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   18-Sep-2026
  ଅପରାଧ  
ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   18-Sep-2026
  ରାଜ୍ୟ  
ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   18-Sep-2026
  ରାଜ୍ୟ  
ଓଡ଼ିଶାର ପୌରପରିଷଦ, ଏନ୍‌.ଏ.ସି. ଓ ମହାନଗର ନିଗମ ସାଧାରଣ ନିର୍ବାଚନ♦️ ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପାଇଁ ସଂଶୋଧିତ କାର୍ଯ୍ୟସୂଚୀ ଜାରି*   18-Sep-2026
  ଜିଲ୍ଲା  
ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   18-Sep-2026
  ଦେଶ ବିଦେଶ  
ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   18-Sep-2026
  ଜିଲ୍ଲା  
 ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   18-Sep-2026

You Might Also Like