-+91-9937148622 |

prerana_bgr@rediffmail.com |

  Thursday 25th June 2026 |

| | | |

R.N.I. Regd No. ODIODI/2010/46693

Breaking News

ବିବାହ ବନ୍ଧନରେ ବାନ୍ଧି ହେଲେ ବିଜୟଶଙ୍କର: ପୂର୍ବରୁ ପ୍ରେମ ସମ୍ପର୍କକୁ ନେଇ ବିବାଦରେ ଥିଲେ   (25-Jun-2026)       ||      ୩୨୯ କଇଁଛ ଜବତ,୩ ଅଭିଯୁକ୍ତ ଗିରଫ    (25-Jun-2026)       ||      ଫଟାବାହାଲ ସ୍କୁଲ ପଡାରେ ବିଜୁଳି ସମସ୍ୟା♦️ ନରସିଂହଙ୍କୁ ବାଟ ଓଗାଳି ଅଭିଯୋଗ କଲେ ମହିଳା ଗୋଷ୍ଠୀ   (25-Jun-2026)       ||      ଶିଶୁ ଶ୍ରମିକ ସମ୍ବନ୍ଧୀୟ ଟାସ୍କ ଫୋର୍ସ ଦ୍ଵାରା ବିଭିନ୍ନ ସଂସ୍ଥା ଉପରେ ଚଢାଉ,୧୫ ଜଣ କିଶୋର ଓ ଜଣେ ଶିଶୁ ଶ୍ରମିକ ଉଦ୍ଧାର    (25-Jun-2026)       ||      ସୁଜନପୁର ରେ ମନ୍ଦିର ଓ ବିଗ୍ରହ ପ୍ରତିଷ୍ଠା ଉତ୍ସବ   (25-Jun-2026)       ||      ବଲାଙ୍ଗୀର ପାୟୋନିଅର ୧୯ ବର୍ଷରୁ କମ୍ ଲିଗ୍ ଓ ନକଆଉଟ କ୍ରିକେଟ ଉଦଯାପିତ   (25-Jun-2026)       ||      କଣ୍ଟାବାଞ୍ଜିରେ ବିଜେଡି ର ପ୍ରଶିକ୍ଷଣ ଶିବିର    (25-Jun-2026)       ||      ରତାଖଣ୍ଡି ପଂଚାୟତ ରେ ବିକାଶ ର ଧାରା ଓଡିଶା ସାରା କାର୍ଯ୍ୟକ୍ରମ    (25-Jun-2026)       ||      ବିନିକା ବ୍ଲକ ଅଧ୍ୟକ୍ଷାଙ୍କ ଘରକୁ ଗୁଳିମାଡ଼ ଘଟଣା : ଦୁଇଟି ବନ୍ଧୁକ ସହିତ ଜୀବନ୍ତ ଗୁଳି ଓ ଧଳା କାର ଜବତ : ୪ ଗିରଫ   (24-Jun-2026)       ||      ଝାରମୁଣ୍ଡା ପଂଚାୟତ ରେ ବିକାଶ ର ଧାରା ଓଡିଶା ସାରା କାର୍ଯ୍ୟକ୍ରମ   (24-Jun-2026)       ||      ରକ୍ତଦାତା ଦିବସ -୨୦୨୬ ରେ ସମ୍ମାନିତ ହେଲେ ରେଡ଼କ୍ରସ ସ୍ବେଛାସେବୀ - ସତ୍ୟନାରାୟଣ    (24-Jun-2026)       ||      ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ଅବସରରେ ଆଜି ସରଗାଡ଼ ପଂଚାୟତ ପରିସରରେ ପଂଚାୟତ ସ୍ତରୀୟ ସମ୍ମିଳନୀ    (24-Jun-2026)       ||      ପାଟଣାଗଡ଼ରେ ଓ ୟୁ ଜେ ର କାର୍ଯ୍ୟକାରିଣୀ ବୈଠକ   (24-Jun-2026)       ||      ବ୍ଲକ ଅଧ୍ୟକ୍ଷାଙ୍କ ଘରକୁ ଗୁଳିମାଡ଼ ଘଟଣା ୪ଗିରଫ,ଏବେ ବି ଫେରାର ଅଛନ୍ତି ୩ରୁ ୪ଦୁର୍ବୁତ୍ତ(ସାମ୍ବାଦିକ ସମ୍ମିଳନୀରେ ଏସପିଙ୍କ ସୂଚନା   (24-Jun-2026)       ||      ଆସନ୍ତାକାଲି ସୁଜାତା କାର୍ତ୍ତିକେୟନ ବିଜେଡିରେ ମିଶିବା ନେଇ ଚର୍ଚ୍ଚା   (24-Jun-2026)       ||      ଜିଲ୍ଲା ସ୍ତରୀୟ ଜନ ସମ୍ପର୍କ ଓ ନାଗରିକ ସହାଭାଗିତା କାର୍ଯ୍ୟକ୍ରମରେ ବିକାଶମୂଳକ ପ୍ରକଳ୍ପ ଉପରେ ବିସ୍ତୃତ ଆଲୋଚନା   (24-Jun-2026)       ||      ଯାଜପୁରରେ ଜିଲ୍ଲାସ୍ତରୀୟ ପ୍ରାକୃତିକ ଓ ଜୈବିକ କୃଷି କର୍ମଶାଳା ଅନୁଷ୍ଠିତ   (24-Jun-2026)       ||      ବରପାଲିରେ ଜଗଦମ୍ବା ସରସ୍ୱତୀ ମମାଙ୍କ ଶ୍ରୁତି ଦିବସ ଓ ଆନ୍ତର୍ଜାତୀୟ ମାଦକଦ୍ରବ୍ୟ ବିରୋଧୀ ଦିବସ ପାଳିତ   (24-Jun-2026)       ||      ଉଦୀୟମାନ କାରିଗର ଧର୍ମ ମେହରଙ୍କ ପରଲୋକ   (24-Jun-2026)       ||      ଉଦୀୟମାନ କାରିଗର ଧର୍ମ ମେହରଙ୍କ ପରଲୋକ   (24-Jun-2026)       ||     

HOME   ଜିଲ୍ଲା

ଜାତୀୟ ଶିଶୁ କନ୍ୟା ଦିବସରେ ସରକାରୀ ଶୁଖା ଉଚ୍ଚ ବିଦ୍ୟାଳୟ ଛାତ୍ରଛାତ୍ରୀ ଦ୍ୱାରା ଏକ ଅଭିନବ ନୁକ୍ଲଡ ନାଟକ ପ୍ରଦର୍ଶନ

24-Jan-2026



ଅରବିନ୍ଦ ମିଶ୍ରଙ୍କ ରିପୋର୍ଟ 

ଡୁଙ୍ଗୁରିପାଲି ବ୍ଲକ ଶୁଖା ଉଚ୍ଚ ବିଦ୍ୟାଳୟର ଛାତ୍ରୀ ମାନେ ଜାତୀୟ କନ୍ୟା ଦିବସ ଅବସରରେ ଶୁଖା ଗ୍ରାମ ପରିସରରେ ଏକ ଅଭିନବ ନୁକ୍ଲଡ଼ ନାଟକ ପ୍ରଦର୍ଶନ କରିଥିଲେ।ଉଚ୍ଚ ମାଧ୍ୟମିକ ଉଚ୍ଚ ବିଦ୍ୟାଳୟ ଦ୍ୱାରା କାର୍ଯ୍ୟକ୍ରମରେ ସଭାପତି ତଥା ବିଦ୍ୟାଳୟ ର ପ୍ରଧାନ ଶିକ୍ଷକ ସତୀଶ କୁମାର ସାହୁ ଙ୍କର ଏକ ଅଭିନବ ଭାବେ କାର୍ଯ୍ୟକ୍ରମ ପରିଚାଳନା କରାଗଲା। ଏଥିରେ ବିଦ୍ୟାଳୟ ର ଶିକ୍ଷତ୍ରୀ ଉପମା ଗୁଲେ ବାଲ୍ୟ ବିବାହ ଉପରେ ଚର୍ଚ୍ଚା କଲେ ଏବଂ ଅନ୍ୟାନ ଶିକ୍ଷକ ଅଭିମନ୍ୟୁ ନାଇକି, ତୋଫାନ ପଧାନ,ପ୍ରଫୁଲ୍ଲ ସାହୁ,ଲକ୍ଷପତି ବୁଡ଼େକ, ଟିକେଶ୍ୱର ସାହୁ,ପ୍ରସନ୍ନ ଭରାସାଗର,ଅଭିନାଶ ବାରିକ,ଅମୀୟ ମହାକୁର, ନୀଳମଣି ସାହୁ,ପଦ୍ମଲୋଚ ପଧାନ,ବାବୁଲାଲ ଦାସ, ବିଜୟଲଷ୍ମୀ ବାଗ ଏହି କାଯ୍ୟକ୍ରମରେ ସହଯୋଗ କରିଥିଲେ କାଯ୍ୟକ୍ରମ ରେ ବିଦ୍ୟାଳୟର  ଛାତ୍ରୀ ନିରୁପମା ଓ ତାଙ୍କର ଗ୍ରୁପ ଏହି ଅଭିନବ ନାଟକ ପ୍ରଦର୍ଶନ କଲେ କାର୍ଯ୍ୟକ୍ରମକୁ ବିଜ୍ଞାନ ଶିକ୍ଷକ ଆହ୍ୱାନ ପାଣ୍ଡିଆ ସଂଯୋଜନା କଲେ ଏବଂ ଧନ୍ୟବାଦ ଅର୍ପଣ କଲେ


News Comment




Photo in News

Advertisment
Lastest News
  ରାଜ୍ୟ  
ବିବାହ ବନ୍ଧନରେ ବାନ୍ଧି ହେଲେ ବିଜୟଶଙ୍କର: ପୂର୍ବରୁ ପ୍ରେମ ସମ୍ପର୍କକୁ ନେଇ ବିବାଦରେ ଥିଲେ   25-Jun-2026
  ଜିଲ୍ଲା  
୩୨୯ କଇଁଛ ଜବତ,୩ ଅଭିଯୁକ୍ତ ଗିରଫ   25-Jun-2026
  ଜିଲ୍ଲା  
ଫଟାବାହାଲ ସ୍କୁଲ ପଡାରେ ବିଜୁଳି ସମସ୍ୟା♦️ ନରସିଂହଙ୍କୁ ବାଟ ଓଗାଳି ଅଭିଯୋଗ କଲେ ମହିଳା ଗୋଷ୍ଠୀ   25-Jun-2026
  ଜିଲ୍ଲା  
ଶିଶୁ ଶ୍ରମିକ ସମ୍ବନ୍ଧୀୟ ଟାସ୍କ ଫୋର୍ସ ଦ୍ଵାରା ବିଭିନ୍ନ ସଂସ୍ଥା ଉପରେ ଚଢାଉ,୧୫ ଜଣ କିଶୋର ଓ ଜଣେ ଶିଶୁ ଶ୍ରମିକ ଉଦ୍ଧାର   25-Jun-2026
  ଜିଲ୍ଲା  
ସୁଜନପୁର ରେ ମନ୍ଦିର ଓ ବିଗ୍ରହ ପ୍ରତିଷ୍ଠା ଉତ୍ସବ   25-Jun-2026
  ରାଜ୍ୟ  
ବଲାଙ୍ଗୀର ପାୟୋନିଅର ୧୯ ବର୍ଷରୁ କମ୍ ଲିଗ୍ ଓ ନକଆଉଟ କ୍ରିକେଟ ଉଦଯାପିତ   25-Jun-2026
  ଜିଲ୍ଲା  
କଣ୍ଟାବାଞ୍ଜିରେ ବିଜେଡି ର ପ୍ରଶିକ୍ଷଣ ଶିବିର   25-Jun-2026
  ଜିଲ୍ଲା  
ରତାଖଣ୍ଡି ପଂଚାୟତ ରେ ବିକାଶ ର ଧାରା ଓଡିଶା ସାରା କାର୍ଯ୍ୟକ୍ରମ   25-Jun-2026
  ଜିଲ୍ଲା  
ବିନିକା ବ୍ଲକ ଅଧ୍ୟକ୍ଷାଙ୍କ ଘରକୁ ଗୁଳିମାଡ଼ ଘଟଣା : ଦୁଇଟି ବନ୍ଧୁକ ସହିତ ଜୀବନ୍ତ ଗୁଳି ଓ ଧଳା କାର ଜବତ : ୪ ଗିରଫ   24-Jun-2026
  ଜିଲ୍ଲା  
ଝାରମୁଣ୍ଡା ପଂଚାୟତ ରେ ବିକାଶ ର ଧାରା ଓଡିଶା ସାରା କାର୍ଯ୍ୟକ୍ରମ   24-Jun-2026
  ଜିଲ୍ଲା  
ରକ୍ତଦାତା ଦିବସ -୨୦୨୬ ରେ ସମ୍ମାନିତ ହେଲେ ରେଡ଼କ୍ରସ ସ୍ବେଛାସେବୀ - ସତ୍ୟନାରାୟଣ   24-Jun-2026
  ଜିଲ୍ଲା  
ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ଅବସରରେ ଆଜି ସରଗାଡ଼ ପଂଚାୟତ ପରିସରରେ ପଂଚାୟତ ସ୍ତରୀୟ ସମ୍ମିଳନୀ   24-Jun-2026

You Might Also Like