-+91-9937148622 |

prerana_bgr@rediffmail.com |

  Saturday 19th September 2026 |

| | | |

R.N.I. Regd No. ODIODI/2010/46693

Breaking News

"ସଂସ୍କାର,ସଂସ୍କୃତି ଓ ଜୀବନମୂଲ୍ୟ ହିଁ ଶିକ୍ଷା କୁ ସମ୍ପୂର୍ଣ୍ଣ କରିଥାଏ"   (19-Sep-2026)       ||      ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    (18-Sep-2026)       ||      ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର    (18-Sep-2026)       ||      ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   (18-Sep-2026)       ||      ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   (18-Sep-2026)       ||      କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   (18-Sep-2026)       ||      *ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   (18-Sep-2026)       ||      ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   (18-Sep-2026)       ||      ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   (18-Sep-2026)       ||      ଓଡ଼ିଶାର ପୌରପରିଷଦ, ଏନ୍‌.ଏ.ସି. ଓ ମହାନଗର ନିଗମ ସାଧାରଣ ନିର୍ବାଚନ♦️ ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପାଇଁ ସଂଶୋଧିତ କାର୍ଯ୍ୟସୂଚୀ ଜାରି*   (18-Sep-2026)       ||      ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   (18-Sep-2026)       ||      ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   (18-Sep-2026)       ||       ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   (18-Sep-2026)       ||      ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   (18-Sep-2026)       ||      ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   (18-Sep-2026)       ||      ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||      ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||     

HOME   ଜିଲ୍ଲା

ଗାନ୍ଧୀଜୀ ଓ ନେତାଜୀଙ୍କ ବୈଚାରିକ ବିଭେଦକୁ ବ୍ୟକ୍ତିଗତ ବିବାଦର ରୂପ ଦିଆଯାଉଛି

24-Jan-2026



ନେତାଜୀ ହିଁ ସର୍ବପ୍ରଥମେ ଗାନ୍ଧୀଜୀଙ୍କୁ ‘ଜାତିର ଜନକ’ କହିଥିଲେ

 ବୀର ସୁରେନ୍ଦ୍ର ସାଏଙ୍କ ଜାତୀ ପ୍ରେମର ପଟାନ୍ତର ନାହିଁ 

ଭୁବନେଶ୍ୱର(ପ୍ରେରଣା ଖବର): : ସୁଭାଷ ଚନ୍ଦ୍ର ବୋଷ ଏମିତିରେ ହିଁ ଜଣେ ପ୍ରଚଣ୍ଡ ମେଧାବୀ, ପରାକ୍ରମୀ ଓ ଅପ୍ରତିଦ୍ୱନ୍ଦ୍ୱୀ ରାଷ୍ଟ୍ରନାୟକ ଥିଲେ । ତାଙ୍କୁ ମହାନ୍ କହିବାକୁ ହେଲେ ଗାନ୍ଧୀଜୀଙ୍କୁ ଛୋଟ କରି ଦେଖାଇବାର ଆବଶ୍ୟକତା ନାହିଁ । ଭାରତୀୟ ଜାତୀୟ କଂଗ୍ରେସ ଭଳି ଧର୍ମନିରପେକ୍ଷ ଦଳର ଏକଦା ଦୁଇଥର ସଭାପତି ନିର୍ବାଚିତ ହୋଇଥିବା ନେତାଜୀ ଭାରତୀୟ ଜନମାନସରେ ଏତେ ଉଚ୍ଚ ସ୍ଥାନରେ ଅଧିଷ୍ଠିତ ଯେ ତାଙ୍କ ଖାତିରରେ ମିଛର ସାହାଯ୍ୟ ନେବା ଦରକାର ନାହିଁ । ତେବେ ସାମାଜିକ ଗଣମାଧ୍ୟମରେ ଏହାକୁ ନେଇ ରାଷ୍ଟ୍ରପିତାଙ୍କ ବିରୋଧରେ ଅଯଥା ବ୍ୟାଖ୍ୟାନ ସୃଷ୍ଟି କରିବାରେ ବିଜେପି ଲାଗିପଡିଛି । ଶୁକ୍ରବାର ସନ୍ଧ୍ୟାରେ ବଲାଙ୍ଗିର କଲେଜ ଛକ କୋଶଳ ନଗର ଠାରେ ଆୟୋଜିତ ଏକ ସ୍ମୃତି ସଭାରେ ଯୋଗଦେଇ ପିସିସି ମିଡ଼ିଆ ଅଧ୍ୟକ୍ଷ ଅରବିନ୍ଦ ଦାସ କହିଛନ୍ତି । ଭାରତୀୟ ଜାତୀୟ କଂଗ୍ରେସ ଉଭୟ ଶୀର୍ଷ ନେତାଙ୍କ ମଧ୍ୟରେ ସବୁବେଳେ ପାରସ୍ପରିକ ସମ୍ମାନ ରହି ଆସିଥିବା ବେଳେ ସେମାନଙ୍କ ସମ୍ପର୍କକୁ କଦର୍ଥ କରିବା ଚେଷ୍ଟା ନିନ୍ଦନୀୟ । ନେତାଜୀ ହିଁ ଯେ ଗାନ୍ଧୀଜୀଙ୍କୁ ସର୍ବପ୍ରଥମେ ‘ରାଷ୍ଟ୍ରପିତା’ ସମ୍ବୋଧନ କରିଥିଲେ, ଏହା ଉକ୍ତ କୁତ୍ସାରଟନାକାରୀ ମାନେ ଏହା କହନ୍ତି ନାହିଁ କାହିଁକି? ନେତାଜୀ ଓ ବୀର ସୁରେନ୍ଦ୍ର ସାଏଙ୍କ ଜୟନ୍ତୀ ଅବସରରେ କଲେଜ ଛକ ଅଞ୍ଚଳର ବନ୍ଧୁମାନଙ୍କୁ ନେଇ ଆୟୋଜିତ ଏକ ବୈଠକରେ ଶ୍ରୀ ଦାସ ବୀର ସୁରେନ୍ଦ୍ର ସାଏଙ୍କ ବୀରତ୍ୱର ଗାଥା ସ୍ମରଣ କରାଇ ଦେଇଥିଲେ । ନବଗଠିତ ବଲାଙ୍ଗିର ଡିସିସିର ଅନ୍ୟତମ ଉପସଭାପତି ଓ ସମ୍ପାଦକ ଭାବେ ଯଥାକ୍ରମେ  ଭଞ୍ଜକିଶୋର ନାଗ  ଓ ନିଶାରକାନ୍ତ ନାଗଙ୍କୁ ସମ୍ବର୍ଦ୍ଧନା ଦିଆଯାଇଥିଲା । ରୁପେଶ କୁମାର ନାଗଙ୍କ ସଂଯୋଜନାରେ ଆୟୋଜିତ ଏହି ବୈଠକରେ ହୁସେନ ନାଗ, ସରୋଜ ଛତ୍ରିଆ, ବିଜୟ ତାଣ୍ଡି, ସୁଜିତ ନାଗ (ମଜନୁ), ଜ୍ୟୋତିରାଜ ନାଗ ଓ ସୁବନ ବାଗ ପ୍ରମୁଖ ମଞ୍ଚାସୀନ ହେବା ସହ କାର୍ଯ୍ୟକ୍ରମ ଆୟୋଜନରେ ସହଯୋଗ କରିଥିଲେ । 

 


News Comment




Photo in News

Advertisment
Lastest News
  ଜିଲ୍ଲା  
"ସଂସ୍କାର,ସଂସ୍କୃତି ଓ ଜୀବନମୂଲ୍ୟ ହିଁ ଶିକ୍ଷା କୁ ସମ୍ପୂର୍ଣ୍ଣ କରିଥାଏ"   19-Sep-2026
  ଜିଲ୍ଲା  
ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    18-Sep-2026
  ଜିଲ୍ଲା  
ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର   18-Sep-2026
  ଜିଲ୍ଲା  
ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   18-Sep-2026
  ଜିଲ୍ଲା  
ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   18-Sep-2026
  ଜିଲ୍ଲା  
କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   18-Sep-2026
  ଜିଲ୍ଲା  
*ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   18-Sep-2026
  ଅପରାଧ  
ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   18-Sep-2026
  ରାଜ୍ୟ  
ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   18-Sep-2026
  ରାଜ୍ୟ  
ଓଡ଼ିଶାର ପୌରପରିଷଦ, ଏନ୍‌.ଏ.ସି. ଓ ମହାନଗର ନିଗମ ସାଧାରଣ ନିର୍ବାଚନ♦️ ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପାଇଁ ସଂଶୋଧିତ କାର୍ଯ୍ୟସୂଚୀ ଜାରି*   18-Sep-2026
  ଜିଲ୍ଲା  
ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   18-Sep-2026
  ଦେଶ ବିଦେଶ  
ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   18-Sep-2026

You Might Also Like