-+91-9937148622 |

prerana_bgr@rediffmail.com |

  Saturday 19th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସଇଁତଲାରେ ବ୍ଲକସ୍ତରୀୟ ଖେଳକୁଦ ପ୍ରତିଯୋଗିତା    (19-Sep-2026)       ||      *ମଇଦଲପୁର ସେକ୍ସନ ବନପାଳ ନିଲମ୍ବିତ*   (19-Sep-2026)       ||      ମନ୍ଦିରରରେ ଦୀପ ଜାଳିଲେ ବିଜେପି ପରିବାର    (19-Sep-2026)       ||      "ସଂସ୍କାର,ସଂସ୍କୃତି ଓ ଜୀବନମୂଲ୍ୟ ହିଁ ଶିକ୍ଷା କୁ ସମ୍ପୂର୍ଣ୍ଣ କରିଥାଏ"   (19-Sep-2026)       ||      ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    (18-Sep-2026)       ||      ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର    (18-Sep-2026)       ||      ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   (18-Sep-2026)       ||      ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   (18-Sep-2026)       ||      କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   (18-Sep-2026)       ||      *ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   (18-Sep-2026)       ||      ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   (18-Sep-2026)       ||      ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   (18-Sep-2026)       ||      ଓଡ଼ିଶାର ପୌରପରିଷଦ, ଏନ୍‌.ଏ.ସି. ଓ ମହାନଗର ନିଗମ ସାଧାରଣ ନିର୍ବାଚନ♦️ ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପାଇଁ ସଂଶୋଧିତ କାର୍ଯ୍ୟସୂଚୀ ଜାରି*   (18-Sep-2026)       ||      ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   (18-Sep-2026)       ||      ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   (18-Sep-2026)       ||       ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   (18-Sep-2026)       ||      ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   (18-Sep-2026)       ||      ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   (18-Sep-2026)       ||      ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||     

HOME   ଜିଲ୍ଲା

ବାର୍ଡୋଲ କ୍ରିକେଟ ଟୁର୍ନାମେଣ୍ଟ - 2026 ର ଫାଇନାଲ ମ୍ୟାଚ ଅନୁଷ୍ଠିତ

25-Jan-2026



ଲୋଇସିଂହା, (ବିନୋଦ ଦୀପ) ଲୋଇସିଂହା ବ୍ଲକ  ହୀରାପୁର ପଂଚାୟତ ଅନ୍ତର୍ଗତ ବାର୍ଡୋଲ କ୍ରିକେଟ ଟୁର୍ନାମେଣ୍ଟ - 2026 ହୀରାପୁର ହାଇସ୍କୁଲ ଖେଳ ପଡିଆରେ ଅନୁଷ୍ଠିତ ହୋଇଥିଲା l ଆଜି ର ଫାଇନାଲ ମ୍ୟାଚ ଟି ବନ୍ଧଲିପଡା ଓ ରାମସିଂହା ମଧ୍ୟରେ ଅନୁଷ୍ଠିତ ହୋଇଥିଲା l ଏହି ଫାଇନାଲ ମ୍ୟାଚ ରେ ବନ୍ଧଲିପଡା ଦଳ ରାମସିଂହା ଦଳ କୁ 85 ରନ ରେ ହରାଇ ବିଜୟୀ ହୋଇଥିଲା l ଉକ୍ତ ମ୍ୟାଚ ରେ ମ୍ୟାନ ଅଫ ଦି ମ୍ୟାଚ ଓ ମ୍ୟାଚ ଅଫ ଦି ଟୁର୍ନାମେଣ୍ଟ ବନ୍ଧଲିପଡା ର ଲିଟୁ ବାରିକ କୁ ଦିଆଗଲା l ଏହି ଫାଇନାଲ ମ୍ୟାଚ ରେ ମୁଖ୍ୟଅତିଥି ଭାବେ ମହକ ଟିଭି ପ୍ରତିନିଧି ମହେଶ କର ଯୋଗ ଦେଇଥିବା ବେଳେ ସମାଜ ପ୍ରତିନିଧି ସାରଙ୍ଗ ଭୋଇ, ପ୍ରେରଣା ପ୍ରତିନିଧି ବିନୋଦ ଦୀପ, ବିଜେପି ପୂର୍ବତନ ହୀରାପୁର ପଂଚାୟତ ପ୍ରମୁଖ କୁମାର ପାଣ୍ଡେ, ରବୀନ୍ଦ୍ର ଗଡତିଆ, ବିଜେପି କର୍ମୀ ଫକୀର ବାରିକ ସମ୍ମାନିତ ଅତିଥି ଭାବେ ଯୋଗ ଦେଇଥିଲେ l ଉକ୍ତ କ୍ରିକେଟ ଟୁର୍ନାମେଣ୍ଟ ରେ ଆକାଶ ନାଗ, ଯୁଗଳ ସୁନା, ଖଗେଶ୍ୱର ବାରିକ, ଜିତୁ ବାରିକ, ରାହୁଲ ନାଗ, ମକରନ୍ଦ ବାରିକ, ଜିତେଶ ବାରିକ, ଲାଲୁ ବାରିକ, ପ୍ରଶାନ୍ତ ସୁନା ପ୍ରମୁଖ ଉପସ୍ଥିତ ରହି ଖେଳ ରେ ସହଯୋଗ କରିଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ସଇଁତଲାରେ ବ୍ଲକସ୍ତରୀୟ ଖେଳକୁଦ ପ୍ରତିଯୋଗିତା   19-Sep-2026
  ଜିଲ୍ଲା  
*ମଇଦଲପୁର ସେକ୍ସନ ବନପାଳ ନିଲମ୍ବିତ*   19-Sep-2026
  ଜିଲ୍ଲା  
ମନ୍ଦିରରରେ ଦୀପ ଜାଳିଲେ ବିଜେପି ପରିବାର   19-Sep-2026
  ଜିଲ୍ଲା  
"ସଂସ୍କାର,ସଂସ୍କୃତି ଓ ଜୀବନମୂଲ୍ୟ ହିଁ ଶିକ୍ଷା କୁ ସମ୍ପୂର୍ଣ୍ଣ କରିଥାଏ"   19-Sep-2026
  ଜିଲ୍ଲା  
ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    18-Sep-2026
  ଜିଲ୍ଲା  
ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର   18-Sep-2026
  ଜିଲ୍ଲା  
ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   18-Sep-2026
  ଜିଲ୍ଲା  
ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   18-Sep-2026
  ଜିଲ୍ଲା  
କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   18-Sep-2026
  ଜିଲ୍ଲା  
*ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   18-Sep-2026
  ଅପରାଧ  
ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   18-Sep-2026
  ରାଜ୍ୟ  
ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   18-Sep-2026

You Might Also Like