-+91-9937148622 |

prerana_bgr@rediffmail.com |

  Saturday 19th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସଇଁତଲାରେ ବ୍ଲକସ୍ତରୀୟ ଖେଳକୁଦ ପ୍ରତିଯୋଗିତା    (19-Sep-2026)       ||      *ମଇଦଲପୁର ସେକ୍ସନ ବନପାଳ ନିଲମ୍ବିତ*   (19-Sep-2026)       ||      ମନ୍ଦିରରରେ ଦୀପ ଜାଳିଲେ ବିଜେପି ପରିବାର    (19-Sep-2026)       ||      "ସଂସ୍କାର,ସଂସ୍କୃତି ଓ ଜୀବନମୂଲ୍ୟ ହିଁ ଶିକ୍ଷା କୁ ସମ୍ପୂର୍ଣ୍ଣ କରିଥାଏ"   (19-Sep-2026)       ||      ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    (18-Sep-2026)       ||      ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର    (18-Sep-2026)       ||      ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   (18-Sep-2026)       ||      ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   (18-Sep-2026)       ||      କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   (18-Sep-2026)       ||      *ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   (18-Sep-2026)       ||      ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   (18-Sep-2026)       ||      ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   (18-Sep-2026)       ||      ଓଡ଼ିଶାର ପୌରପରିଷଦ, ଏନ୍‌.ଏ.ସି. ଓ ମହାନଗର ନିଗମ ସାଧାରଣ ନିର୍ବାଚନ♦️ ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପାଇଁ ସଂଶୋଧିତ କାର୍ଯ୍ୟସୂଚୀ ଜାରି*   (18-Sep-2026)       ||      ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   (18-Sep-2026)       ||      ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   (18-Sep-2026)       ||       ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   (18-Sep-2026)       ||      ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   (18-Sep-2026)       ||      ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   (18-Sep-2026)       ||      ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||     

HOME   ଜିଲ୍ଲା

ଡାକ୍ତର ପୂର୍ଣ୍ଣଚନ୍ଦ୍ର ଦାଶ ଜେରିଆଟ୍ରିକ୍ ସୋସାଇଟି ଅଫ୍ ଇଣ୍ଡିଆର ସଭାପତି

25-Jan-2026



ବାଲିଗୁଡା(ସୁଶୀଳ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ କ.ନୂଆଗାଁ ସ୍ଥିତ ସରକାରୀ ଉଚ୍ଚ ବିଦ୍ୟାଳୟର ପୁରାତନ ଛାତ୍ର ତଥା ସ୍ଥାନୀୟ ବାସିନ୍ଦା ସ୍ବର୍ଗତ ଡାକ୍ତର ବୃନ୍ଦାବନ ଚନ୍ଦ୍ର ଦାଶଙ୍କ ପୁଅ ବରିଷ୍ଠ ଭେଷଜ ବିଶେଷଜ୍ଞ ପ୍ରଫେସର ଡା.ପୂର୍ଣ୍ଣଚନ୍ଦ୍ର ଦାଶ ଜେରିଆଟ୍ରିକ୍ ସୋସାଇଟି ଅଫ୍ ଇଣ୍ଡିଆର ଜାତୀୟ ସଭାପତି ଭାବେ ନିର୍ବାଚିତ ହୋଇଛନ୍ତି। ଜାତୀୟ ମୁଖ୍ୟାଳୟରେ ଅନୁଷ୍ଠିତ ଏକ ବୈଠକରେ ସମସ୍ତ କାର୍ଯ୍ୟନିର୍ବାହୀ କମିଟି ସଦସ୍ୟଙ୍କ ସର୍ବ ସମ୍ମତି କ୍ରମେ ଡାକ୍ତର ଦାଶଙ୍କ ନାମ ଅନୁମୋଦନ ଲାଭ କରିଛି। ସେ ଏସ୍‌ସିବି ମେଡିକାଲ୍ କଲେଜ ଓ ହସ୍ପିଟାଲ୍‌ର ମେଡିସିନ୍ ବିଭାଗର ପୂର୍ବତନ ବିଭାଗୀୟ ମୁଖ୍ୟ ଭାବେ ଅବସର ନେଇଥିବା ବେଳେ ଦୀର୍ଘ ୪୨ ବର୍ଷ ହେଲା ରୋଗୀଙ୍କ ସେବା ଓ ଡାକ୍ତରୀ ଶିକ୍ଷା ଦାନ
କାର୍ଯ୍ୟରେ ନିୟୋଜିତ ହୋଇ ଉଚ୍ଚ ପ୍ରଶଂସିତ ହେବା ସହ ହାଇଟେକ୍ ଅଧ୍ଯକ୍ଷ ଭାବେ ମଧ୍ୟ କାର୍ଯ୍ୟ କରିଛନ୍ତି। ୧୯୯୯ ମସିହାରୁ ଜେରିଆଟ୍ରିକ୍ ସୋସାଇଟି ଅଫ୍ ଇଣ୍ଡିଆରେ ବିଭିନ୍ନ ପଦବିରେ ସେ କାର୍ଯ୍ୟ କରି ଆସୁଛନ୍ତି । ବର୍ତ୍ତମାନ ସେ ପୂର୍ବାଞ୍ଚଳ ଶାଖାର ଅଧ୍ୟକ୍ଷ ଏବଂ ଓଡ଼ିଶା ରାଜ୍ୟ ଶାଖାର ଅଧ୍ଯକ୍ଷ ଦାୟିତ୍ବରେ ମଧ୍ଯ ରହିଛନ୍ତି। ପ୍ରଥମ ଓଡ଼ିଆ ବିଶେଷଜ୍ଞ ଭାବେ ଡାକ୍ତର ଦାଶ ଜେରିଆଟ୍ରିକ୍ ସୋସାଇଟି ଅଫ୍ ଇଣ୍ଡିଆର ଜାତୀୟ ସଭାପତି ଭାବେ ନିର୍ବାଚିତ ହୋଇ ଥିବାରୁ ସବୁ ମହଲରୁ ଶୁଭେଚ୍ଛାର ସୁଅ ଛୁଟି ଥୂବା ବେଳେ ଏହି ଅଞ୍ଚଳ ପାଇଁ ଗୌରବ ଆଣି ଦେଇଥିବାରୁ ହାଇସ୍କୁଲ ପ୍ରଧାନ ଶିକ୍ଷକ ମନୋଜ କୁମାର ରଥଙ୍କ ସମେତ ବହୁ ବୁଦ୍ଧିଜୀବୀ ଶୁଭେଚ୍ଛା ଓ ଅଭିନନ୍ଦନ ଜଣାଇଛନ୍ତି।


News Comment




Photo in News

Advertisment
Lastest News
  ଜିଲ୍ଲା  
ସଇଁତଲାରେ ବ୍ଲକସ୍ତରୀୟ ଖେଳକୁଦ ପ୍ରତିଯୋଗିତା   19-Sep-2026
  ଜିଲ୍ଲା  
*ମଇଦଲପୁର ସେକ୍ସନ ବନପାଳ ନିଲମ୍ବିତ*   19-Sep-2026
  ଜିଲ୍ଲା  
ମନ୍ଦିରରରେ ଦୀପ ଜାଳିଲେ ବିଜେପି ପରିବାର   19-Sep-2026
  ଜିଲ୍ଲା  
"ସଂସ୍କାର,ସଂସ୍କୃତି ଓ ଜୀବନମୂଲ୍ୟ ହିଁ ଶିକ୍ଷା କୁ ସମ୍ପୂର୍ଣ୍ଣ କରିଥାଏ"   19-Sep-2026
  ଜିଲ୍ଲା  
ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    18-Sep-2026
  ଜିଲ୍ଲା  
ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର   18-Sep-2026
  ଜିଲ୍ଲା  
ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   18-Sep-2026
  ଜିଲ୍ଲା  
ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   18-Sep-2026
  ଜିଲ୍ଲା  
କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   18-Sep-2026
  ଜିଲ୍ଲା  
*ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   18-Sep-2026
  ଅପରାଧ  
ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   18-Sep-2026
  ରାଜ୍ୟ  
ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   18-Sep-2026

You Might Also Like