-+91-9937148622 |

prerana_bgr@rediffmail.com |

  Friday 25th September 2026 |

| | | |

R.N.I. Regd No. ODIODI/2010/46693

Breaking News

ରାଜ୍ୟରେ ସମବାୟ ବ୍ୟବସ୍ଥା ସୁଦୃଢ଼ ହେବ ♦️ ରାଜ୍ୟବ୍ୟାପୀ ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ    (25-Sep-2026)       ||      ବରପାଲି ମହାବିଦ୍ୟାଳୟର ରାଜନୀତି ବିଜ୍ଞାନ ବିଭାଗରେ ସ୍ବାଗତ ସମ୍ବର୍ଦ୍ଧନା ଉତ୍ସବ ପାଳିତ   (25-Sep-2026)       ||      ବରପାଲି ତହସିଲ ଛକ ଜୟ ଜଗଦମ୍ବା କ୍ଲବର ଦୁର୍ଗାପୂଜା ପାଇଁ ଶୁଭ ସ୍ତମ୍ଭ ସ୍ଥାପନ   (25-Sep-2026)       ||      ପ୍ରବଳ ବର୍ଷାରେ ରୋଷେଇ ଘର ଭାଙ୍ଗିଲା, ସହାୟତା ପାଇଁ ଗୁହାରି   (25-Sep-2026)       ||      *ଡାବୁଗାଁ ରେଞ୍ଜ ଗିରଲିଗୁଡା ଗ୍ରାମରେ ଭାଲୁ ସୁରକ୍ଷା ଡ୍ୟୁଟି*   (25-Sep-2026)       ||      ଜଳ ଘେରରେ ଥିବା ସାନ ଦହିଭଟା ଓ ବଡ ଦହିଭଟା ପରିଦର୍ଶନ କଲେ ଅତିରିକ୍ତ ସଚିବ, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ   (25-Sep-2026)       ||      ରାଜ୍ୟପାଳ ପୁରସ୍କାର ପାଇଁ ବିନିକା ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟର ରେଡକ୍ରସ ବିଭାଗ ମନୋନୀତ   (25-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ବିଶ୍ୱ ଆତ୍ମହତ୍ୟା ନିରୋଧ ସଚେତନତା କାର୍ଯ୍ୟକ୍ରମ   (25-Sep-2026)       ||      ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   (25-Sep-2026)       ||      ଓଡିଶା ଟି-୨୦ ଲିଗ୍‌ରେ ବଲାଙ୍ଗିର ର ତିନି ଯୁବ କ୍ରିକେଟର ସିଏମ୍ ଟ୍ରଫି ୨୦୨୬ ପାଇଁ ଦିବ୍ୟମ, ଓମ୍‌କାର ଓ ଯୋଗେଶ୍ୱର ମନୋନୀତ   (25-Sep-2026)       ||      ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଡିଏଭି ସ୍ୱୟଂ ଶାସିତ ମହାବିଦ୍ୟାଳୟକୁ ଜଳ ବିଶୋଧନ ପ୍ରକଳ୍ପ ପ୍ରଦାନ    (25-Sep-2026)       ||      ଟିଟିଲାଗଡ଼ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ନମାମି ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ   (25-Sep-2026)       ||      ଛତାମଖନା ଡ୍ୟାମ୍ କ୍ଷତି, ଜଙ୍ଗଲ ନିଆଁ, ପ୍ରବାସୀ ଶ୍ରମିକ ଓ MMDR ସଂଶୋଧନକୁ ନେଇ ସରକାରଙ୍କ ତଥ୍ୟ   (25-Sep-2026)       ||      *ବର୍ଷା ଯୋଗୁଁ ସଲଫ ଗଛ ଘର ଉପରେ ପଡିଲା, ଅଳ୍ପକେ ବର୍ତ୍ତିଲେ ୨ ଭାଇ ଭଉଣୀ*   (25-Sep-2026)       ||      ଯୁବଶକ୍ତି ଜାଗ୍ରତ ହେଲେ, ଏଡ୍‌ସ ମୁକ୍ତ ସମାଜ ଗଢ଼ି ହେବ   (25-Sep-2026)       ||      ଲଗାଣ ବର୍ଷାରେ ଧସିଲା ଜାତୀୟ ରାଜପଥ କଡରେ ଥିବା କା ଏମ ଭି ୭୬ ର ପେଟ୍ରୋଲ ପମ୍ପର ସାଇଡ କାନ୍ଥ    (25-Sep-2026)       ||      ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା   (25-Sep-2026)       ||      *ନୂଆଁଖାଇ ଭେଟଘାଟ ପାଇଁ କ୍ଷତ୍ରିୟ ଧାକଡ ସମାଜ କୋର କମିଟି ର ପ୍ରସ୍ତୁତି ବୈଠକ*   (25-Sep-2026)       ||      ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ    (24-Sep-2026)       ||      କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ    (24-Sep-2026)       ||     

HOME   ଜିଲ୍ଲା

ହରିଶଙ୍କର ମନ୍ଦିର ପରିଦର୍ଶନ ଓ ସମୀକ୍ଷା କଲେ ଫାଇଭ- ଟି  ସଚିବ

03-Feb-2021



ଖପ୍ରାଖୋଲ(ଗୋରେଖନାଥ ବରିହା): ବଲାଙ୍ଗୀର ଜିଲ୍ଲା ଖପ୍ରାଖୋଲ ବ୍ଳକର ପଶ୍ଚିମ ଓଡ଼ିଶାର  ପ୍ରସିଦ୍ଧ ହରିଶଙ୍କର ପୀଠ ର ବିଭିନ୍ନ ଉନ୍ନତିମୂଳକ କାର୍ଯ୍ୟର ସମିକ୍ଷା କରିବା ସହ ପରିଦର୍ଶନ ପାଇଁ ଓଡ଼ିଶା ମୂଖ୍ୟ ଶାସନ ସଚିବ ସୁରେନ୍ଦ୍ର ଚନ୍ଦ୍ର ମହାପାତ୍ର, ପୂର୍ବତନ ମୂଖ୍ୟ ସଚିବ ତଥା ପଶ୍ଚିମ ଓଡ଼ିଶା ବିକାଶ ପରିଷଦର ଅଧ୍ୟକ୍ଷ ଅସିତ କୁମାର ତ୍ରିପାଠୀ, ୫ଟି ସଚିବ ଭେ.କେ ପାଣ୍ଡିଏନ, ମୂଖ୍ୟମନ୍ତ୍ରୀଙ୍କ ପ୍ରମୁଖ ସଚିବ ଭିଲିନ କ୍ରିଷ୍ଣା, ଆଜି ହରିଶଙ୍କର ମନ୍ଦିର ଦର୍ଶନ କରିବା ସହ ମନ୍ଦିର ପରିସର ବୁଲି ଦେଖିଥିଲେ । ମନ୍ଦିର ର ବିକାଶ ପାଇଁ ପାପନାଶିନୀ ଝରଣା ଉନ୍ନତି ଧର୍ମଶାଳା ନିର୍ମାଣ ହରିଶଙ୍କର ପୀଠ ଠାରୁ ନୃସିଂହନାଥ ରୋପୱୋ ନିର୍ମାଣ, ଯାତ୍ରିପ୍ରତିକ୍ଷାଲୟ , ପ୍ରାକୃତିକ ପରିବେଶ ସୁରକ୍ଷା ଓ  ସୈ।ନ୍ଦର୍ଯ୍ୟକରଣ , ଚିଡ଼ିଆଖାନା ର ଆଧୁନିକ କରଣ ଆଦି କାର୍ଯ୍ୟ ଗୁଡ଼ିକ ପରିସକ୍ଷନ କରିଥିଲେ ।  ଏହି ସମସ୍ତ କାର୍ଯ୍ୟକ୍ରମରେ ବଲାଙ୍ଗୀର ଜିଲ୍ଲାପାଳ ଚଞ୍ଚଳ ରଣା ପାଟଣାଗଡ଼ 

ଉପଜିଲ୍ଲାପାଳ ସୋମନାଥ ପ୍ରଧାନଙ୍କ ସମେତ ଉଚ୍ଚ ପଦାଧିକାରୀ, ବଲାଙ୍ଗୀର ପୋଲିସ ଆରକ୍ଷୀ ଅଧିକ୍ଷକ ନିତିଶ କୋଶଳକର , ହରିଶଙ୍କର ଥାନା ଅଧିକାରୀ, ଖପ୍ରାଖୋଲ ଥାନା ଅଧିକାରୀ, ହରିଶଙ୍କର ମନ୍ଦିର ମ୍ୟାନେଜର ଗୁପ୍ତେଶ୍ୱର କୁଅଁର, ମୂଖ୍ୟ ପୂଜକ ନରସିଂହ ପୂଝାରୀ, ସବ୍ କମିଟିର ସଭ୍ୟ ତଥା ଜିଲ୍ଲାପରିଷଦ ସଦସ୍ୟ ବିପ୍ର ବିଶି ,ଅଭୟ ତ୍ରିପାଠୀ ପ୍ରମୁଖ ଉପସ୍ଥିତ ଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ରାଜ୍ୟରେ ସମବାୟ ବ୍ୟବସ୍ଥା ସୁଦୃଢ଼ ହେବ ♦️ ରାଜ୍ୟବ୍ୟାପୀ ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ   25-Sep-2026
  ଜିଲ୍ଲା  
ବରପାଲି ମହାବିଦ୍ୟାଳୟର ରାଜନୀତି ବିଜ୍ଞାନ ବିଭାଗରେ ସ୍ବାଗତ ସମ୍ବର୍ଦ୍ଧନା ଉତ୍ସବ ପାଳିତ   25-Sep-2026
  ଜିଲ୍ଲା  
ବରପାଲି ତହସିଲ ଛକ ଜୟ ଜଗଦମ୍ବା କ୍ଲବର ଦୁର୍ଗାପୂଜା ପାଇଁ ଶୁଭ ସ୍ତମ୍ଭ ସ୍ଥାପନ   25-Sep-2026
  ଜିଲ୍ଲା  
ପ୍ରବଳ ବର୍ଷାରେ ରୋଷେଇ ଘର ଭାଙ୍ଗିଲା, ସହାୟତା ପାଇଁ ଗୁହାରି   25-Sep-2026
  ଜିଲ୍ଲା  
*ଡାବୁଗାଁ ରେଞ୍ଜ ଗିରଲିଗୁଡା ଗ୍ରାମରେ ଭାଲୁ ସୁରକ୍ଷା ଡ୍ୟୁଟି*   25-Sep-2026
  ଜିଲ୍ଲା  
ଜଳ ଘେରରେ ଥିବା ସାନ ଦହିଭଟା ଓ ବଡ ଦହିଭଟା ପରିଦର୍ଶନ କଲେ ଅତିରିକ୍ତ ସଚିବ, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ   25-Sep-2026
  ଜିଲ୍ଲା  
ରାଜ୍ୟପାଳ ପୁରସ୍କାର ପାଇଁ ବିନିକା ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟର ରେଡକ୍ରସ ବିଭାଗ ମନୋନୀତ   25-Sep-2026
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଳୟରେ ବିଶ୍ୱ ଆତ୍ମହତ୍ୟା ନିରୋଧ ସଚେତନତା କାର୍ଯ୍ୟକ୍ରମ   25-Sep-2026
  ଜିଲ୍ଲା  
ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   25-Sep-2026
  ଜିଲ୍ଲା  
ଓଡିଶା ଟି-୨୦ ଲିଗ୍‌ରେ ବଲାଙ୍ଗିର ର ତିନି ଯୁବ କ୍ରିକେଟର ସିଏମ୍ ଟ୍ରଫି ୨୦୨୬ ପାଇଁ ଦିବ୍ୟମ, ଓମ୍‌କାର ଓ ଯୋଗେଶ୍ୱର ମନୋନୀତ   25-Sep-2026
  ଜିଲ୍ଲା  
ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଡିଏଭି ସ୍ୱୟଂ ଶାସିତ ମହାବିଦ୍ୟାଳୟକୁ ଜଳ ବିଶୋଧନ ପ୍ରକଳ୍ପ ପ୍ରଦାନ   25-Sep-2026
  ଜିଲ୍ଲା  
ଟିଟିଲାଗଡ଼ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ନମାମି ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ   25-Sep-2026

You Might Also Like