-+91-9937148622 |

prerana_bgr@rediffmail.com |

  Sunday 20th September 2026 |

| | | |

R.N.I. Regd No. ODIODI/2010/46693

Breaking News

ତଳମୁଣ୍ଡଚାଷୀ ପ୍ରତାରିତ   (20-Sep-2026)       ||      *ଆସନ୍ତା ୨୩ ତାରିଖ ରୁ ସୁବର୍ଣ୍ଣପୁର ରେ ଆରମ୍ଭ ହେବ ରାଜ୍ୟ ସ୍ତରୀୟ ମର୍ଯ୍ୟାଦାପୂର୍ଣ୍ଣ ସାହାଣୀ କପ୍ ଫୁଟବଲ୍*- *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (20-Sep-2026)       ||      ଆଗଲପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରକୁ ନେଇ ଆମ୍ ଆଦମୀ ପାର୍ଟିର ଅଭିଯୋଗ   (20-Sep-2026)       ||      ଶିକ୍ଷାଠୁ ସମାଜସେବା ଯାଏଁ - ସବୁ କ୍ଷେତ୍ରରେ ଚମକିଲେ ଡକ୍ଟର ରମେଶଚନ୍ଦ୍ର ମାହାନନ୍ଦ   (20-Sep-2026)       ||      ସଇଁତଲାରେ ଜିଲ୍ଲାସ୍ତରୀୟ ଥାଙ୍ଗ ଟା ପ୍ରତିଯୋଗିତା   (20-Sep-2026)       ||      ଭାରତୀୟ ଗଣତନ୍ତ୍ରରେ ଅନେକ ଦିବ୍ୟାଙ୍ଗ ବ୍ୟକ୍ତି ପ୍ରତିନିଧିତ୍ୱ କରି ରାଷ୍ଟ୍ରର ପ୍ରଗତିରେ ନିଜର ଯୋଗଦାନ ଦେଇଛନ୍ତି: ବାଚସ୍ପତି   (19-Sep-2026)       ||      ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ମନ୍ତ୍ରୀଙ୍କ ଦିନିକିଆ ସୁନ୍ଦରଗଡ଼ ଗସ୍ତ    (19-Sep-2026)       ||      ଜିଭରେ A ରୁ Z ଟାଇପ୍ କରି ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ ରେ ଦିନେଶ   (19-Sep-2026)       ||      ହିଂସା କୁ ପ୍ରଶ୍ରୟ ଦେଉଥିବା ନେତା ଲୋକ ଙ୍କ ସେବା କରି ପାରିବେନି*- *ସରୋଜ କମ୍ପ*- *ଦୀପ ଲିଭି ଲିଭି ଗଲା ବେଳେ ହୁତୁ ହୁତୁ ହୋଇ ଜଳେ* - *ନାରାୟଣ ଲୁହା*-   (19-Sep-2026)       ||      ବରପାଲିର ବିଭିନ୍ନ ପୂଜା ମଣ୍ଡପ ପରିଦର୍ଶନ କଲେ ବିଜେପୁର ବିଧାୟକ ସନତ କୁମାର ଗଡତିଆ   (19-Sep-2026)       ||      ମାଇକ୍ରୋ ସ୍କିଲ୍ ଉଦ୍ୟୋଗୀ ବିକାଶ କାର୍ଯ୍ୟକ୍ରମ (ଏମଏସଡିପି୦୮୧) ର ପ୍ରମାଣପତ୍ର ବଣ୍ଟନ ତଥା ଉଦଯାପନୀ ଉତ୍ସବକୁ ନିମନ୍ତ୍ରଣ ।   (19-Sep-2026)       ||      କଳା ସଂସ୍କୃତି ଓ ପରମ୍ପରାର ମହାମିଳନ ନୂଆଁଖାଇ ଭେଟଘାଟ୍   (19-Sep-2026)       ||      ମଦ କୋଠି ବନ୍ଦ ପାଇଁ ଗ୍ରାମବାସୀଙ୍କ ଦୃଢ଼ ନିଷ୍ପତ୍ତି ଗ୍ରାମରେ ମଦ ବିକ୍ରି ହେଲେ ଦୃଢ଼ ବିରୋଧ, ପ୍ରଶାସନର ହସ୍ତକ୍ଷେପ ଦାବି   (19-Sep-2026)       ||      ସଇଁତଲାରେ ବ୍ଲକସ୍ତରୀୟ ଖେଳକୁଦ ପ୍ରତିଯୋଗିତା    (19-Sep-2026)       ||      *ମଇଦଲପୁର ସେକ୍ସନ ବନପାଳ ନିଲମ୍ବିତ*   (19-Sep-2026)       ||      ମନ୍ଦିରରରେ ଦୀପ ଜାଳିଲେ ବିଜେପି ପରିବାର    (19-Sep-2026)       ||      "ସଂସ୍କାର,ସଂସ୍କୃତି ଓ ଜୀବନମୂଲ୍ୟ ହିଁ ଶିକ୍ଷା କୁ ସମ୍ପୂର୍ଣ୍ଣ କରିଥାଏ"   (19-Sep-2026)       ||      ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    (18-Sep-2026)       ||      ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର    (18-Sep-2026)       ||      ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   (18-Sep-2026)       ||     

HOME   ଜିଲ୍ଲା

ମଣି ବରିହା ସ୍ମାରକୀ ଫୁଟବଲ ପ୍ରତିଯୋଗିତା ଉଦଯାପିତ

25-Jan-2026



 ବଲାଙ୍ଗୀର(ପ୍ରେରଣା ଖବର): ବଲାଙ୍ଗୀର ଖୁଜେନପାଲି ଖେଳ ପଡିଆ ଠାରେ ଜନ କଲ୍ୟାଣ ଯୁବକ ସଂଘ ପକ୍ଷରୁ ଚତୁର୍ଥ ମଣୀବରିହା ସ୍ମାରକୀ ଫୁଟବଲ ପ୍ରତିଯୋଗିତା ଉଦଯାପିତ ହୋଇଯାଇଛି।

ସବୁ ବର୍ଷ ଭଲି ଏ ବର୍ଷ ମଧ୍ୟ କୋଚ୍ ମଣି ବରିହା ଙ୍କ ନାମରେ ଚତୁର୍ଥ ମଣୀବରିହା ସ୍ମାରକୀ ଫୁଟବଲ ପ୍ରତିଯୋଗିତା ଖୁଜେନପାଲି ଖେଳ ପଡିଆ ଠାରେ ଜନ କଲ୍ୟାଣ ଯୁବକ ସଂଘ, କାଲସାଏ ପାଲି ପକ୍ଷରୁ ଅନୁଷ୍ଠିତ ହୋଇଯାଇଛି। ସେମିଫାଇନାଲ ପ୍ରଥମ ମ୍ୟାଚ ଅମାମୁଣ୍ଡା ଓ କୁସମେଲ ମଧ୍ୟରେ ଅନୁଷ୍ଠିତ ହୋଇଥିଲା। ଟାଏବ ବ୍ରେକର ଜରିଆରେ ୪-୨ ଗୋଳ ରେ କୁସମେଲ ଦଳ ବିଜୟୀ ହୋଇଥିଲେ। ସେମିଫାଇନାଲ ଦ୍ବିତୀୟ ପର୍ଯ୍ୟାୟ ରେ ଏନ ଏସ ସ୍ପୋର୍ଟିଂ ଓ କାଲସାଏ ପାଲି ମଧ୍ୟ ରେ ଅନୁଷ୍ଠିତ ହୋଇଥିଲା। ଟ୍ରାଏବ ବ୍ରେକର ଜରିଆରେ ୫-୩ ଗୋଳରେ କଲସାଏ ପାଲି ବିଜୟୀ ହୋଇଥିଲେ । ଫାଇନାଲ କାଲସାଏ ପାଲି ଓ କୁସମେଲ ମଧ୍ୟ ରେ ଅନୁଷ୍ଠିତ ହୋଇଥିଲା। ଟ୍ରାଏବ ବ୍ରେକର ଜରିଆରେ ୫-୩ ଗୋଲରେ କାଲସାଏ ପାଲି ଦଳ ବିଜୟୀ ହୋଇଥିଲେ।ଆଜି ର ଏହି କାର୍ଯ୍ୟକ୍ରମରେ ଅତିଥି ଭାବରେ ପୂର୍ବତନ ବ୍ଳକ ଅଧ୍ୟକ୍ଷ ଗୋଳାପ ବାଗ, ସଂଗଠକ ବିନୋଦ କାଲସାଏ, ସମିତି ସଭ୍ୟା ଶ୍ରୀମତୀ ସୁର୍ଯ୍ୟକାନ୍ତି ସାହୁ, ସାମାଜିକ କର୍ମୀ ସତ୍ୟନାରାୟଣ ହୋତା, ପ୍ରଭାତ ବାରିକ,ଖଲିଲ ରହୁ ରେହେମାନ, ସଞ୍ଜୁ ଷାଣ୍ଡ ଉପସ୍ଥିତ ଥିଲେ। ଖେଳ କୁ ପରିଚାଳନା କରୁଥିଲେ ବିକାଶ ସେଠି,ସଞ୍ଜିବ ସାହୁ, ଶୁଶାନ୍ତ ବାଗ। ସହଯୋଗ କରିଥିଲେ ଦେବାଶିଷ କାଲସାଏ, ବୁନୁ ତାଣ୍ଡି,ଦିପକ ବରିହା,ଚନ୍ଦ୍ର କାଲସାଏ,ଦଇତାରି କାଲସାଏ,ସୁଦାମ କାଲସାଏ, ଦାଶରଥି ବିଶି,ଧରଣୀ କାଲସାଏ,କୁନା କଲସାଏ,କୁନା ବକୁଳ,କାମଦେବ ଷାଣ୍ଡ,ମିଲୁ ବାଗ,ଅଜିତ ଷାଣ୍ଡ, ଗୋପିନାଥ କାଲସାଏ, ସପନ କାଲସାଏ,ଶ୍ରୀକର କାଲସାଏ,ଗୋପ କାଲସାଏ,ଶୁଶାନ୍ତ କାଲସାଏ,ଦୈଲତ କୁଦେଇ,ଓ ଗ୍ରାମବାସୀ ବୃନ୍ଦ ଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ତଳମୁଣ୍ଡଚାଷୀ ପ୍ରତାରିତ   20-Sep-2026
  ଜିଲ୍ଲା  
*ଆସନ୍ତା ୨୩ ତାରିଖ ରୁ ସୁବର୍ଣ୍ଣପୁର ରେ ଆରମ୍ଭ ହେବ ରାଜ୍ୟ ସ୍ତରୀୟ ମର୍ଯ୍ୟାଦାପୂର୍ଣ୍ଣ ସାହାଣୀ କପ୍ ଫୁଟବଲ୍*- *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   20-Sep-2026
  ଜିଲ୍ଲା  
ଆଗଲପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରକୁ ନେଇ ଆମ୍ ଆଦମୀ ପାର୍ଟିର ଅଭିଯୋଗ   20-Sep-2026
  ଜିଲ୍ଲା  
ଶିକ୍ଷାଠୁ ସମାଜସେବା ଯାଏଁ - ସବୁ କ୍ଷେତ୍ରରେ ଚମକିଲେ ଡକ୍ଟର ରମେଶଚନ୍ଦ୍ର ମାହାନନ୍ଦ   20-Sep-2026
  ଜିଲ୍ଲା  
ସଇଁତଲାରେ ଜିଲ୍ଲାସ୍ତରୀୟ ଥାଙ୍ଗ ଟା ପ୍ରତିଯୋଗିତା   20-Sep-2026
  ଜିଲ୍ଲା  
ଭାରତୀୟ ଗଣତନ୍ତ୍ରରେ ଅନେକ ଦିବ୍ୟାଙ୍ଗ ବ୍ୟକ୍ତି ପ୍ରତିନିଧିତ୍ୱ କରି ରାଷ୍ଟ୍ରର ପ୍ରଗତିରେ ନିଜର ଯୋଗଦାନ ଦେଇଛନ୍ତି: ବାଚସ୍ପତି   19-Sep-2026
  ଜିଲ୍ଲା  
ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ମନ୍ତ୍ରୀଙ୍କ ଦିନିକିଆ ସୁନ୍ଦରଗଡ଼ ଗସ୍ତ   19-Sep-2026
  ଜିଲ୍ଲା  
ଜିଭରେ A ରୁ Z ଟାଇପ୍ କରି ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ ରେ ଦିନେଶ   19-Sep-2026
  ଜିଲ୍ଲା  
ହିଂସା କୁ ପ୍ରଶ୍ରୟ ଦେଉଥିବା ନେତା ଲୋକ ଙ୍କ ସେବା କରି ପାରିବେନି*- *ସରୋଜ କମ୍ପ*- *ଦୀପ ଲିଭି ଲିଭି ଗଲା ବେଳେ ହୁତୁ ହୁତୁ ହୋଇ ଜଳେ* - *ନାରାୟଣ ଲୁହା*-   19-Sep-2026
  ଜିଲ୍ଲା  
ବରପାଲିର ବିଭିନ୍ନ ପୂଜା ମଣ୍ଡପ ପରିଦର୍ଶନ କଲେ ବିଜେପୁର ବିଧାୟକ ସନତ କୁମାର ଗଡତିଆ   19-Sep-2026
  ଜିଲ୍ଲା  
ମାଇକ୍ରୋ ସ୍କିଲ୍ ଉଦ୍ୟୋଗୀ ବିକାଶ କାର୍ଯ୍ୟକ୍ରମ (ଏମଏସଡିପି୦୮୧) ର ପ୍ରମାଣପତ୍ର ବଣ୍ଟନ ତଥା ଉଦଯାପନୀ ଉତ୍ସବକୁ ନିମନ୍ତ୍ରଣ ।   19-Sep-2026
  ଜିଲ୍ଲା  
କଳା ସଂସ୍କୃତି ଓ ପରମ୍ପରାର ମହାମିଳନ ନୂଆଁଖାଇ ଭେଟଘାଟ୍   19-Sep-2026

You Might Also Like