-+91-9937148622 |

prerana_bgr@rediffmail.com |

  Sunday 20th September 2026 |

| | | |

R.N.I. Regd No. ODIODI/2010/46693

Breaking News

ତଳମୁଣ୍ଡଚାଷୀ ପ୍ରତାରିତ   (20-Sep-2026)       ||      *ଆସନ୍ତା ୨୩ ତାରିଖ ରୁ ସୁବର୍ଣ୍ଣପୁର ରେ ଆରମ୍ଭ ହେବ ରାଜ୍ୟ ସ୍ତରୀୟ ମର୍ଯ୍ୟାଦାପୂର୍ଣ୍ଣ ସାହାଣୀ କପ୍ ଫୁଟବଲ୍*- *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (20-Sep-2026)       ||      ଆଗଲପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରକୁ ନେଇ ଆମ୍ ଆଦମୀ ପାର୍ଟିର ଅଭିଯୋଗ   (20-Sep-2026)       ||      ଶିକ୍ଷାଠୁ ସମାଜସେବା ଯାଏଁ - ସବୁ କ୍ଷେତ୍ରରେ ଚମକିଲେ ଡକ୍ଟର ରମେଶଚନ୍ଦ୍ର ମାହାନନ୍ଦ   (20-Sep-2026)       ||      ସଇଁତଲାରେ ଜିଲ୍ଲାସ୍ତରୀୟ ଥାଙ୍ଗ ଟା ପ୍ରତିଯୋଗିତା   (20-Sep-2026)       ||      ଭାରତୀୟ ଗଣତନ୍ତ୍ରରେ ଅନେକ ଦିବ୍ୟାଙ୍ଗ ବ୍ୟକ୍ତି ପ୍ରତିନିଧିତ୍ୱ କରି ରାଷ୍ଟ୍ରର ପ୍ରଗତିରେ ନିଜର ଯୋଗଦାନ ଦେଇଛନ୍ତି: ବାଚସ୍ପତି   (19-Sep-2026)       ||      ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ମନ୍ତ୍ରୀଙ୍କ ଦିନିକିଆ ସୁନ୍ଦରଗଡ଼ ଗସ୍ତ    (19-Sep-2026)       ||      ଜିଭରେ A ରୁ Z ଟାଇପ୍ କରି ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ ରେ ଦିନେଶ   (19-Sep-2026)       ||      ହିଂସା କୁ ପ୍ରଶ୍ରୟ ଦେଉଥିବା ନେତା ଲୋକ ଙ୍କ ସେବା କରି ପାରିବେନି*- *ସରୋଜ କମ୍ପ*- *ଦୀପ ଲିଭି ଲିଭି ଗଲା ବେଳେ ହୁତୁ ହୁତୁ ହୋଇ ଜଳେ* - *ନାରାୟଣ ଲୁହା*-   (19-Sep-2026)       ||      ବରପାଲିର ବିଭିନ୍ନ ପୂଜା ମଣ୍ଡପ ପରିଦର୍ଶନ କଲେ ବିଜେପୁର ବିଧାୟକ ସନତ କୁମାର ଗଡତିଆ   (19-Sep-2026)       ||      ମାଇକ୍ରୋ ସ୍କିଲ୍ ଉଦ୍ୟୋଗୀ ବିକାଶ କାର୍ଯ୍ୟକ୍ରମ (ଏମଏସଡିପି୦୮୧) ର ପ୍ରମାଣପତ୍ର ବଣ୍ଟନ ତଥା ଉଦଯାପନୀ ଉତ୍ସବକୁ ନିମନ୍ତ୍ରଣ ।   (19-Sep-2026)       ||      କଳା ସଂସ୍କୃତି ଓ ପରମ୍ପରାର ମହାମିଳନ ନୂଆଁଖାଇ ଭେଟଘାଟ୍   (19-Sep-2026)       ||      ମଦ କୋଠି ବନ୍ଦ ପାଇଁ ଗ୍ରାମବାସୀଙ୍କ ଦୃଢ଼ ନିଷ୍ପତ୍ତି ଗ୍ରାମରେ ମଦ ବିକ୍ରି ହେଲେ ଦୃଢ଼ ବିରୋଧ, ପ୍ରଶାସନର ହସ୍ତକ୍ଷେପ ଦାବି   (19-Sep-2026)       ||      ସଇଁତଲାରେ ବ୍ଲକସ୍ତରୀୟ ଖେଳକୁଦ ପ୍ରତିଯୋଗିତା    (19-Sep-2026)       ||      *ମଇଦଲପୁର ସେକ୍ସନ ବନପାଳ ନିଲମ୍ବିତ*   (19-Sep-2026)       ||      ମନ୍ଦିରରରେ ଦୀପ ଜାଳିଲେ ବିଜେପି ପରିବାର    (19-Sep-2026)       ||      "ସଂସ୍କାର,ସଂସ୍କୃତି ଓ ଜୀବନମୂଲ୍ୟ ହିଁ ଶିକ୍ଷା କୁ ସମ୍ପୂର୍ଣ୍ଣ କରିଥାଏ"   (19-Sep-2026)       ||      ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    (18-Sep-2026)       ||      ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର    (18-Sep-2026)       ||      ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   (18-Sep-2026)       ||     

HOME   ଜିଲ୍ଲା

ଦିଲ୍ଲୀ ସାଧାରଣତନ୍ତ୍ର ଦିବସ ସାଂସ୍କୃତିକ କାର୍ଯ୍ୟକ୍ରମରେ ଭାଗନେବାକୁ ଯାଉଛନ୍ତି ବୌଦ୍ଧରୁ ତିନି ନୃତ୍ୟଶିଳ୍ପୀ

25-Jan-2026



ବୌଦ୍ଧ(ପ୍ରେରଣା ଖବର): ପ୍ରଣାମ ନୃତ୍ୟାନୁଷ୍ଠାନ ବୌଦ୍ଧର ତିନିଜଣ  ଓଡିଶୀନୃତ୍ୟ ଶିଳ୍ପୀ ଦିଲ୍ଲୀରେ ପାଳନ ହେବାକୁଥିବା ସାଂସ୍କୃତିକ କାର୍ଯ୍ୟକ୍ରମରେ ଅଂଶଗ୍ରହଣ କରିବା ପାଇଁ ଚୟନ ହୋଇ ଦିଲ୍ଲୀଠାରେ କ୍ଷେତ୍ରୀୟ ଅଭ୍ୟାସରେ ଭାଗ ନେଉଛନ୍ତି । ସେମାନେ ହେଲେ ସ୍ନେହାରଣୀ ମିଶ୍ର  ପିତା –ସୁଶାନ୍ତ ମିଶ୍ର ଓ ମାତା – କାମିନି ମିଶ୍ର ଓ ଅନ୍ୟ ଦୁଇ ଭଉଣୀ ହଂସିକା ମନ୍ତ୍ରୀ ଓ ଆଶ୍ଳେଷା ମନ୍ତ୍ରୀ ପିତା- ବାବୁଲି ଘିବିଲା ଓ ମାତା ରୂପସୀ ସିଂହ । ଦିଲ୍ଲୀ ଠାରେ ପାଳନ ହେବାକୁ ଥିବା ଜାତୀୟ ସ୍ତରୀୟ ୭୭ ତମ ସାଧାରଣତନ୍ତ୍ର ଦିବସରେ ମହାମହିମ ରାଷ୍ଟ୍ରପତି ଶ୍ରୀମତୀ ଦ୍ରୌପଦୀ ମୁର୍ମୁ ପତାକା ଉନ୍ମୋଚନ କରିବେ । ଏହି ଅବସରରେ ରାଷ୍ଟ୍ରପତି ଭବନ ଠାରୁ ଇଣ୍ଡିଆଗେଟ ପରିବ୍ୟାପ୍ତ କର୍ତ୍ତବ୍ୟମାର୍ଗରେ ଆୟୋଜିତ ହେବାକୁ ଯାଉଥିବା ସାଂସ୍କୃତିକ କାର୍ଯ୍ୟକ୍ରମରେ ସାରା ଭାରତରୁ ୨୫୦୦୦ ବିଶିଷ୍ଠ ନୃତ୍ୟଶିଳ୍ପୀ ବିଭିନ୍ନ ନୃତ୍ୟ ପରିବେଷଣ କରିବେ ତନ୍ମଧ୍ୟରେ ଓଡ଼ିଶାର ଓଡିଶୀ ନୃତ୍ୟ  ଅନ୍ତର୍ଭୁକ୍ତ । ଏହି ତିନି ଜଣ ନୃତ୍ୟଶିଳ୍ପୀ ପ୍ରଣାମ ନୃତ୍ୟାନୁଷ୍ଠାନରେ ଗୁରୁ ପ୍ରଶାନ୍ତ କୁମାର ଭାଇନାଙ୍କ ତତ୍ୱାବଧାନରେ  ନିୟମିତ ଓଡିଶୀ ନୃତ୍ୟ ଅଭ୍ୟାସ କରୁଥିବାବେଳେ ଜାତୀୟ ଓ ରାଜ୍ୟସ୍ତରୀୟ ବିଭିନ୍ନ ସାଂସ୍କୃତିକ କାର୍ଯ୍ୟକ୍ରମରେ ଭାଗନେଇ ଅନେକ ସୁନାମ ସାଉଁଟି ଛନ୍ତି । ଉକ୍ତ ଭବ୍ୟ ଜାତୀୟ କାର୍ଯ୍ୟକ୍ରମକୁ ଦେଖିବାକୁ ସାରା ବିଶ୍ଵର ଦର୍ଶକ ଅନାଇବସିଥାନ୍ତି । ଅନ୍ତର୍ଜାତୀୟ ସ୍ତରରୁ ମଧ୍ୟ ଭାରତ ସରକାରଙ୍କ ତରଫରୁ ଅନେକ ଅତିଥିଗଣଙ୍କୁ ଏହି ଭବ୍ୟ ସାଧାରଣତନ୍ତ୍ର ଦିବସ ପାଳନ ଅବସରରେ ନିମନ୍ତ୍ରଣ କରାଯାଇଥାଏ । ଏହିପରି ଏକ ଜାତୀୟ ସ୍ତରୀୟ ଗୌରବମୟ କାର୍ଯ୍ୟ କ୍ରମରେ ଭାଗନେଉଥିବା ପ୍ରଣାମ ନୃତ୍ୟାନୁଷ୍ଠାନ, ବୌଦ୍ଧର ଏହି ତିନି ଜଣ ନୃତ୍ୟଶିଳ୍ପୀଙ୍କୁ  ନୃତ୍ୟାନୁଷ୍ଠାନର ପ୍ରତିଷ୍ଠାତା ଶ୍ରୀମତୀ ସୁକାନ୍ତି ସିଂ ଓ ସଭାପତି ଶ୍ରୀ ବସନ୍ତ କୁମାର ସାହୁ ଶୁଭେଚ୍ଛା ଜଣାଇଛନ୍ତି । କେବଳ ବୌଦ୍ଧ ନୁହେଁ ଆମ ଓଡ଼ିଶା  ପାଇଁ ଏହା ଏକ ବଡ ଗୌରବର ବିଷୟ ବୋଲି ବୁଦ୍ଧିଜୀବୀ ଓ ଜନସାଧାରଣ ମହଲରେ ଚର୍ଚ୍ଚା ହେଉଛି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ତଳମୁଣ୍ଡଚାଷୀ ପ୍ରତାରିତ   20-Sep-2026
  ଜିଲ୍ଲା  
*ଆସନ୍ତା ୨୩ ତାରିଖ ରୁ ସୁବର୍ଣ୍ଣପୁର ରେ ଆରମ୍ଭ ହେବ ରାଜ୍ୟ ସ୍ତରୀୟ ମର୍ଯ୍ୟାଦାପୂର୍ଣ୍ଣ ସାହାଣୀ କପ୍ ଫୁଟବଲ୍*- *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   20-Sep-2026
  ଜିଲ୍ଲା  
ଆଗଲପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରକୁ ନେଇ ଆମ୍ ଆଦମୀ ପାର୍ଟିର ଅଭିଯୋଗ   20-Sep-2026
  ଜିଲ୍ଲା  
ଶିକ୍ଷାଠୁ ସମାଜସେବା ଯାଏଁ - ସବୁ କ୍ଷେତ୍ରରେ ଚମକିଲେ ଡକ୍ଟର ରମେଶଚନ୍ଦ୍ର ମାହାନନ୍ଦ   20-Sep-2026
  ଜିଲ୍ଲା  
ସଇଁତଲାରେ ଜିଲ୍ଲାସ୍ତରୀୟ ଥାଙ୍ଗ ଟା ପ୍ରତିଯୋଗିତା   20-Sep-2026
  ଜିଲ୍ଲା  
ଭାରତୀୟ ଗଣତନ୍ତ୍ରରେ ଅନେକ ଦିବ୍ୟାଙ୍ଗ ବ୍ୟକ୍ତି ପ୍ରତିନିଧିତ୍ୱ କରି ରାଷ୍ଟ୍ରର ପ୍ରଗତିରେ ନିଜର ଯୋଗଦାନ ଦେଇଛନ୍ତି: ବାଚସ୍ପତି   19-Sep-2026
  ଜିଲ୍ଲା  
ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ମନ୍ତ୍ରୀଙ୍କ ଦିନିକିଆ ସୁନ୍ଦରଗଡ଼ ଗସ୍ତ   19-Sep-2026
  ଜିଲ୍ଲା  
ଜିଭରେ A ରୁ Z ଟାଇପ୍ କରି ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ ରେ ଦିନେଶ   19-Sep-2026
  ଜିଲ୍ଲା  
ହିଂସା କୁ ପ୍ରଶ୍ରୟ ଦେଉଥିବା ନେତା ଲୋକ ଙ୍କ ସେବା କରି ପାରିବେନି*- *ସରୋଜ କମ୍ପ*- *ଦୀପ ଲିଭି ଲିଭି ଗଲା ବେଳେ ହୁତୁ ହୁତୁ ହୋଇ ଜଳେ* - *ନାରାୟଣ ଲୁହା*-   19-Sep-2026
  ଜିଲ୍ଲା  
ବରପାଲିର ବିଭିନ୍ନ ପୂଜା ମଣ୍ଡପ ପରିଦର୍ଶନ କଲେ ବିଜେପୁର ବିଧାୟକ ସନତ କୁମାର ଗଡତିଆ   19-Sep-2026
  ଜିଲ୍ଲା  
ମାଇକ୍ରୋ ସ୍କିଲ୍ ଉଦ୍ୟୋଗୀ ବିକାଶ କାର୍ଯ୍ୟକ୍ରମ (ଏମଏସଡିପି୦୮୧) ର ପ୍ରମାଣପତ୍ର ବଣ୍ଟନ ତଥା ଉଦଯାପନୀ ଉତ୍ସବକୁ ନିମନ୍ତ୍ରଣ ।   19-Sep-2026
  ଜିଲ୍ଲା  
କଳା ସଂସ୍କୃତି ଓ ପରମ୍ପରାର ମହାମିଳନ ନୂଆଁଖାଇ ଭେଟଘାଟ୍   19-Sep-2026

You Might Also Like