-+91-9937148622 |

prerana_bgr@rediffmail.com |

  Saturday 27th June 2026 |

| | | |

R.N.I. Regd No. ODIODI/2010/46693

Breaking News

ହନୁମାନ ବାଟିକାରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଙ୍କ ଜନ୍ମଦିନ ପାଳନ    (27-Jun-2026)       ||      ଚୁଡାପାଲି ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରର ନୂତନ କୋଠା ନିର୍ମାଣ କାର୍ଯ୍ୟ ଶୀଘ୍ର ଆରମ୍ଭ ନିମନ୍ତେ ସ୍ୱାସ୍ଥ୍ୟ ମନ୍ତ୍ରୀ ଙ୍କ ସହ ଆଲୋଚନା   (26-Jun-2026)       ||      ନିଶା ନିବାରଣ ଓ ଯୁବତୀ ଚାଲାଣ ବନ୍ଦ ପାଇଁ ସଚେତନତା ସଭା    (26-Jun-2026)       ||      ନାବାର୍ଡ ସହାୟତାରେ କୁତିଣ୍ଡା ୱାଡି ପ୍ରକଳ୍ପର ୫୨୨ ଚାଷୀଙ୍କୁ ୩ ଲକ୍ଷ ଟଙ୍କାର ଲାଭାଂଶ ବଣ୍ଟନ   (26-Jun-2026)       ||      ଲୋଇସିଂହା ବ୍ଲକ ର ବିଭିନ୍ନ ପଂଚାୟତ କୁ ଗସ୍ତ କଲେ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ, ଶୁଭ ଉଦଘାଟନ କଲେ ଗୋଷ୍ଠୀ କେନ୍ଦ୍ର ସହ ଅନ୍ୟାନ୍ୟ ପ୍ରକଳ୍ପ    (26-Jun-2026)       ||      ଲୋଇସିଂହା ବ୍ଲକ ର ବିଭିନ୍ନ ପଂଚାୟତ କୁ ଗସ୍ତ କଲେ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ, ଶୁଭ ଉଦଘାଟନ କଲେ ଗୋଷ୍ଠୀ କେନ୍ଦ୍ର ସହ ଅନ୍ୟାନ୍ୟ ପ୍ରକଳ୍ପ    (26-Jun-2026)       ||      ଲୋଇସିଂହା ବ୍ଲକ ର ବିଭିନ୍ନ ପଂଚାୟତ କୁ ଗସ୍ତ କଲେ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ, ଶୁଭ ଉଦଘାଟନ କଲେ ଗୋଷ୍ଠୀ କେନ୍ଦ୍ର ସହ ଅନ୍ୟାନ୍ୟ ପ୍ରକଳ୍ପ    (26-Jun-2026)       ||      *ସୋନପୁର ରେ ଶତ ପ୍ରତିଶତ ସଫଳ ହେଲା ସ୍ୱତନ୍ତ୍ର ସଘନ ସଂଶୋଧନ (SIR ) କାର୍ଯ୍ଯ କ୍ରମ*–   (26-Jun-2026)       ||      *ହାର୍ଟ ଅପରେସନ୍ ସଫଳ ହେଲା - ସ୍ୱପ୍ନେଶ୍ୱର ଙ୍କ ସ୍ବପ୍ନ ସାକାର ହେଲା* *ଜିଲ୍ଲାପାଳ ଙ୍କୁ କୃତଜ୍ଞତା ଜଣାଇଲା ପରିବାର*-   (26-Jun-2026)       ||      ଜିଲ୍ଲାସ୍ତରୀୟ ନିଶା ଅପବ୍ୟବହାର ଓ ଅବୈଧ କାରାବାର ନିରୋଧ ଦିବସ -୨୦୨୬ ଅନୁଷ୍ଠିତ   (26-Jun-2026)       ||      *ହାର୍ଟ ଅପରେସନ୍ ସଫଳ ହେଲା - ସ୍ୱପ୍ନେଶ୍ୱର ଙ୍କ ସ୍ବପ୍ନ ସାକାର ହେଲା* *ଜିଲ୍ଲାପାଳ ଙ୍କୁ କୃତଜ୍ଞତା ଜଣାଇଲା ପରିବାର*-   (26-Jun-2026)       ||      ପିଏମ୍ ଶ୍ରୀ ହାଇସ୍କୁଲ ପରିଦର୍ଶନ କଲେ ବିଡିଓ   (26-Jun-2026)       ||      ଡୁଙ୍ଗୁରିପାଲି ଥାନା ପୋଲିସ ପକ୍ଷରୁ ବରିଷ୍ଠ ନାଗରିକଙ୍କ ପରିଚୟ ପତ୍ର ପ୍ରଦାନ ଉତ୍ସବ କାର୍ଯ୍ୟକ୍ରମ ଅନୁଷ୍ଠିତ   (26-Jun-2026)       ||      ଭାରସାମ୍ୟ ହରାଇ ଘର ଭିତରେ ପଶିଲା ଟ୍ରକ, ଅଳ୍ପକେ ବର୍ତ୍ତିଲେ ପରିବାର; ଘର ନଷ୍ଟ, ଯାତାୟାତ ବାଧାପ୍ରାପ୍ତ   (26-Jun-2026)       ||      ବରପାଲି ଗୋଷ୍ଟି ସ୍ଵାସ୍ଥ୍ୟ କେନ୍ଦ୍ରରେ ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ୫୭ ତମ ଜନ୍ମଦିବସ ଅବସରରେ ଫଳ ବଣ୍ଟନ   (26-Jun-2026)       ||      ଲୋଇସିଂହାରେ ମିଶନ ଶକ୍ତି ସୁଭଦ୍ରା ମେଳା ଅନୁଷ୍ଠିତ    (26-Jun-2026)       ||      ୨୮୦ ବ୍ୟାଗ୍ ଡିଏପି ସାର ଜବତ   (26-Jun-2026)       ||      ଅବୈଜ୍ଞାନିକ ଓ ତ୍ରୁଟିପୂର୍ଣ୍ଣ ପାଠ୍ୟପୁସ୍ତକ ସଂପୂର୍ଣ୍ଣ ପ୍ରତ୍ୟାହାର ଦାବିରେ ଏଆଇଡିଏସଓ ର ବିକ୍ଷୋଭ   (26-Jun-2026)       ||      ବିକାଶ ଧାରା ଓଡିଶା ସାରା ଅବସରରେ ଝାରମୁଣ୍ଡା ରେ ପଂଚାୟତ ସ୍ତରୀୟ ସମ୍ମିଳନୀ ତଥା ମିଶନ ଶକ୍ତି ସୁଭଦ୍ରା ମେଳା କାର୍ଯ୍ୟକ୍ରମ   (25-Jun-2026)       ||      ୧୩ବର୍ଷୀୟ ବାଳକକୁ ମାରପିଟ୍ କରି ମୋବାଇଲ୍ ଲୁଟ୍ କରିଥିବା ଯୁବକଙ୍କୁ ଗିରଫ୍ କଲା ପୋଲିସ    (25-Jun-2026)       ||     

HOME   ଜିଲ୍ଲା

*ଜାତୀୟ ଭୋଟର ଦିବସ ପାଳିତବି ଏଲ ଓ ସୁପର ଭାଇଜର ନେତୃତ୍ୱରେ ସଂକଳ୍ପ ପାଠ ସଚେତନତା ବାର୍ତ୍ତା*

25-Jan-2026



(ପ୍ରିୟଦର୍ଶିନୀ ପାତ୍ର)
ପାପଡ଼ା ହାଣ୍ଡି ବ୍ଲକ ଅନ୍ତର୍ଗତ ସେମଳା ବୁଥ ସ୍ତରୀୟ ଅଧିକାରୀଙ୍କ  ସୁପର ଭାଇଜର ବାବୁଲାଲ ସାଗର   ୨୫ ଜାନୁଆରୀ ଜାତୀୟ ଭୋଟର ଦିବସ ଅବସରରେ ଆଜି  ପୋଲିଂ ଷ୍ଟେସନରେ ବୁଥ ସ୍ତରୀୟ ଅଧିକାରୀ  ସୁପର ଭାଇଜର ବାବୁଲାଲ ସାଗର    ନେତୃତ୍ୱରେ ସଂକଳ୍ପ ପାଠ ଓ ଭୋଟର ସଚେତନତା କାର୍ଯ୍ୟକ୍ରମ ଆୟୋଜିତ ହୋଇଯାଇଛି।
କାର୍ଯ୍ୟକ୍ରମରେ ବି ଏଲ ଓ , ଭୋଟର ଓ ସାଧାରଣ ଜନତା ଅଂଶଗ୍ରହଣ କରି ଲୋକତନ୍ତ୍ରକୁ ସୁଦୃଢ଼ କରିବା, ଭୋଟର ତାଲିକାକୁ ସଠିକ୍ ଓ ତ୍ରୁଟିମୁକ୍ତ ରଖିବା ସହ ସମସ୍ତ ଯୋଗ୍ୟ ନାଗରିକଙ୍କୁ ଭୋଟ ଅଧିକାର ସୁନିଶ୍ଚିତ କରିବା ପାଇଁ ସଂକଳ୍ପ ନେଇଥିଲେ।
ଏହି ଅବସରରେ ବୁଥ ସ୍ତରୀୟ ଅଧିକାରୀ  ସୁପର ଭାଇଜର ବାବୁଲାଲ ସାଗର  ମାନେ ନିଜ ବାର୍ତ୍ତାରେ କହିଥିଲେ ଯେ, ଭୋଟ ହେଉଛି ଲୋକତନ୍ତ୍ରର ମୂଳ ଆଧାର ଏବଂ ସଚେତନ ଭୋଟର ହେଲେ ମାତ୍ର ସୁଦୃଢ଼ ଗଣତନ୍ତ୍ର ଗଢ଼ି ଉଠିପାରିବ। ନୂତନ ଭୋଟରମାନଙ୍କୁ ଉତ୍ସାହିତ କରିବା ସହ ଭୋଟ ଦାନ ପ୍ରତି ସାଧାରଣ ଲୋକଙ୍କୁ ସଚେତନ କରିବାକୁ ଆହ୍ୱାନ ଦିଆଯାଇଥିଲା।
କାର୍ଯ୍ୟକ୍ରମ ଶେଷରେ “ସଚେତନ ଭୋଟର – ସୁଦୃଢ଼ ଗଣତନ୍ତ୍ର” ସନ୍ଦେଶକୁ ଘରେଘରେ ପହଞ୍ଚାଇବାକୁ ସମସ୍ତେ ପ୍ରତିବଦ୍ଧତା ପ୍ରକାଶ କରିଥିଲେ।ସେମଳା -୧ ଓ ୨ ବୁଥର ବୁଧ ସ୍ତରୀୟ ଅଧିକାରୀ ଝରଣା କକ୍ସି ଓ ଚେତାବଳି ସା , ଭୋଟର  ଗ୍ରାମବାସୀ ସମୁହ ଆଜିର ଦିବସର ଭୋଟର ଅଧିକାର ବାବଦରେ ଜାଣିବାର ଆବଶ୍ୟକତା କୁ ଉପଲବ୍ଧି କରି ଦେଶ ଗଠନରେ ଭୋଟ ସଂକଳ୍ପ ରେ ସହଯୋଗ ସହ ଦେଶ ଗଠନ ପାଇଁ ପ୍ରକୃତ ଯୋଦ୍ଧା ଭାବେ କାର୍ଯ୍ୟ ପାଇଁ ସଜାଗ ପାଇଁ ମତ ଦେଇଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ହନୁମାନ ବାଟିକାରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଙ୍କ ଜନ୍ମଦିନ ପାଳନ   27-Jun-2026
  ଜିଲ୍ଲା  
ଚୁଡାପାଲି ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରର ନୂତନ କୋଠା ନିର୍ମାଣ କାର୍ଯ୍ୟ ଶୀଘ୍ର ଆରମ୍ଭ ନିମନ୍ତେ ସ୍ୱାସ୍ଥ୍ୟ ମନ୍ତ୍ରୀ ଙ୍କ ସହ ଆଲୋଚନା   26-Jun-2026
  ଜିଲ୍ଲା  
ନିଶା ନିବାରଣ ଓ ଯୁବତୀ ଚାଲାଣ ବନ୍ଦ ପାଇଁ ସଚେତନତା ସଭା   26-Jun-2026
  ଜିଲ୍ଲା  
ନାବାର୍ଡ ସହାୟତାରେ କୁତିଣ୍ଡା ୱାଡି ପ୍ରକଳ୍ପର ୫୨୨ ଚାଷୀଙ୍କୁ ୩ ଲକ୍ଷ ଟଙ୍କାର ଲାଭାଂଶ ବଣ୍ଟନ   26-Jun-2026
  ଜିଲ୍ଲା  
ଲୋଇସିଂହା ବ୍ଲକ ର ବିଭିନ୍ନ ପଂଚାୟତ କୁ ଗସ୍ତ କଲେ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ, ଶୁଭ ଉଦଘାଟନ କଲେ ଗୋଷ୍ଠୀ କେନ୍ଦ୍ର ସହ ଅନ୍ୟାନ୍ୟ ପ୍ରକଳ୍ପ   26-Jun-2026
  ଜିଲ୍ଲା  
ଲୋଇସିଂହା ବ୍ଲକ ର ବିଭିନ୍ନ ପଂଚାୟତ କୁ ଗସ୍ତ କଲେ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ, ଶୁଭ ଉଦଘାଟନ କଲେ ଗୋଷ୍ଠୀ କେନ୍ଦ୍ର ସହ ଅନ୍ୟାନ୍ୟ ପ୍ରକଳ୍ପ   26-Jun-2026
  ଜିଲ୍ଲା  
ଲୋଇସିଂହା ବ୍ଲକ ର ବିଭିନ୍ନ ପଂଚାୟତ କୁ ଗସ୍ତ କଲେ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ, ଶୁଭ ଉଦଘାଟନ କଲେ ଗୋଷ୍ଠୀ କେନ୍ଦ୍ର ସହ ଅନ୍ୟାନ୍ୟ ପ୍ରକଳ୍ପ   26-Jun-2026
  ଜିଲ୍ଲା  
*ସୋନପୁର ରେ ଶତ ପ୍ରତିଶତ ସଫଳ ହେଲା ସ୍ୱତନ୍ତ୍ର ସଘନ ସଂଶୋଧନ (SIR ) କାର୍ଯ୍ଯ କ୍ରମ*–   26-Jun-2026
  ଜିଲ୍ଲା  
*ହାର୍ଟ ଅପରେସନ୍ ସଫଳ ହେଲା - ସ୍ୱପ୍ନେଶ୍ୱର ଙ୍କ ସ୍ବପ୍ନ ସାକାର ହେଲା* *ଜିଲ୍ଲାପାଳ ଙ୍କୁ କୃତଜ୍ଞତା ଜଣାଇଲା ପରିବାର*-   26-Jun-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ନିଶା ଅପବ୍ୟବହାର ଓ ଅବୈଧ କାରାବାର ନିରୋଧ ଦିବସ -୨୦୨୬ ଅନୁଷ୍ଠିତ   26-Jun-2026
  ଜିଲ୍ଲା  
*ହାର୍ଟ ଅପରେସନ୍ ସଫଳ ହେଲା - ସ୍ୱପ୍ନେଶ୍ୱର ଙ୍କ ସ୍ବପ୍ନ ସାକାର ହେଲା* *ଜିଲ୍ଲାପାଳ ଙ୍କୁ କୃତଜ୍ଞତା ଜଣାଇଲା ପରିବାର*-   26-Jun-2026
  ଜିଲ୍ଲା  
ପିଏମ୍ ଶ୍ରୀ ହାଇସ୍କୁଲ ପରିଦର୍ଶନ କଲେ ବିଡିଓ   26-Jun-2026

You Might Also Like