-+91-9937148622 |

prerana_bgr@rediffmail.com |

  Sunday 20th September 2026 |

| | | |

R.N.I. Regd No. ODIODI/2010/46693

Breaking News

୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   (20-Sep-2026)       ||      ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   (20-Sep-2026)       ||      ୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ    (20-Sep-2026)       ||      ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   (20-Sep-2026)       ||      ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   (20-Sep-2026)       ||      ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍    (20-Sep-2026)       ||      ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   (20-Sep-2026)       ||      ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   (20-Sep-2026)       ||      ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   (20-Sep-2026)       ||      ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   (20-Sep-2026)       ||      ବାଗଡିଆରେ ବିଶ୍ୱକର୍ମା ପୂଜା ମହାସମାରୋହରେ ପାଳିତ(ନାଚ,ଗୀତ ଓ ସଂକୀର୍ତ୍ତନରେ ଭକ୍ତ ବିଭୋର)   (20-Sep-2026)       ||      ଡାବୁଗାଁ ବ୍ଲକରେ ୧୦୫ଟି ପରୀକ୍ଷା କେନ୍ଦ୍ରରେ ନବଭାରତ ସାକ୍ଷରତା ପ୍ରଥମ ଆକଳନ କାର୍ଯ୍ୟକ୍ରମ ସଫଳତାର ସହ ଅନୁଷ୍ଠିତ   (20-Sep-2026)       ||      ଗାଇ ସହ ବାଇକ୍ ଧକ୍କା ହୋଇ ବାଇକ୍ ଦୁର୍ଘଟଣା, ଜଣେ ମୃତ   (20-Sep-2026)       ||      ସୂଚନା ଓ ଲୋକସମ୍ପର୍କ ଉପନିର୍ଦ୍ଦେଶକଙ୍କ କାର୍ଯ୍ୟାଳୟ ପରିଦର୍ଶନ    (20-Sep-2026)       ||      ଭିଜିଲାନ୍ସ ଜାଲରେ ଦୁଇ ସରକାରୀ କର୍ମଚାରୀ   (20-Sep-2026)       ||      ତଳମୁଣ୍ଡଚାଷୀ ପ୍ରତାରିତ   (20-Sep-2026)       ||      *ଆସନ୍ତା ୨୩ ତାରିଖ ରୁ ସୁବର୍ଣ୍ଣପୁର ରେ ଆରମ୍ଭ ହେବ ରାଜ୍ୟ ସ୍ତରୀୟ ମର୍ଯ୍ୟାଦାପୂର୍ଣ୍ଣ ସାହାଣୀ କପ୍ ଫୁଟବଲ୍*- *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (20-Sep-2026)       ||      ଆଗଲପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରକୁ ନେଇ ଆମ୍ ଆଦମୀ ପାର୍ଟିର ଅଭିଯୋଗ   (20-Sep-2026)       ||      ଶିକ୍ଷାଠୁ ସମାଜସେବା ଯାଏଁ - ସବୁ କ୍ଷେତ୍ରରେ ଚମକିଲେ ଡକ୍ଟର ରମେଶଚନ୍ଦ୍ର ମାହାନନ୍ଦ   (20-Sep-2026)       ||      ସଇଁତଲାରେ ଜିଲ୍ଲାସ୍ତରୀୟ ଥାଙ୍ଗ ଟା ପ୍ରତିଯୋଗିତା   (20-Sep-2026)       ||     

HOME   ଜିଲ୍ଲା

ସମରା ସରକାରୀ ଉଚ୍ଚ ବିଦ୍ୟାଳୟର ବାର୍ଷିକ ଉତ୍ସବ ଅନୁଷ୍ଠିତ

25-Jan-2026



ତୁଷୁରା (ପଞ୍ଚାନନ ନାଏକ)ବଲାଙ୍ଗୀର ଜିଲ୍ଲା ଗୁଡଭେଲା ବ୍ଲକ ଅନ୍ତର୍ଗତ ସମରା ସରକାରୀ ଉଚ୍ଚ  ବିଦ୍ୟାଳୟ ପରିସର ଶନିବାର ଦିନ ମାନସିକତାକୁ ମୋହିତ କରୁଥିବା ଆଲୋକ, ରଙ୍ଗ, ଗୀତ, ନୃତ୍ୟ ଓ ଯୁବ ଉତ୍ସାହରେ ଜୀବନ୍ତ ହୋଇଉଠିଲା । ଉକ୍ତ ବିଦ୍ୟାଳୟର ଆୟୋଜନାରେ ଗରିମାମୟ ଉପସ୍ଥିତି ସହିତ ଅନୁଷ୍ଠିତ ହୋଇଥିଲା ।ବିଦ୍ୟାଳୟର  ପ୍ରଧାନ ଶିକ୍ଷୟତ୍ରୀ  ଶ୍ରୀମତୀ ଜୟନ୍ତୀ ମଞ୍ଜୁରୀ କାଲୋ ଙ୍କ ସଭାପତିତ୍ୱରେ ଆରମ୍ଭ ହୋଇଥିବା ଏହି ଉତ୍ସବକୁ ମୁଖ୍ୟ ଅତିଥି ଭାବରେ ପୂର୍ଵ ତନ ପ୍ରଧାନ ଶିକ୍ଷକ ସମରା ହାଇସ୍କୁଲ ଶ୍ରୀ ରମେଶ ମେହେର ଅଲଙ୍କୃତ କରିଥିଲେ । ସେ ନିଜ ଭାଷଣରେ କହିଥିଲେ —
“ଏପରି ଉତ୍ସବ ଛାତ୍ରଛାତ୍ରୀଙ୍କ ଲୁକ୍କାଇଥିବା ପ୍ରତିଭାକୁ ପୋଷଣ କରି ଭବିଷ୍ୟତ ଆକାଂକ୍ଷାଙ୍କ ଦିଗରେ ତାଙ୍କୁ ଦୃଢ଼ତାର ସହ ଗତି କରାଏ ।” ମୁଖ୍ୟବକ୍ତା   ଭାବେ ପୂର୍ଵତନ ପ୍ରଧାନ ଶିକ୍ଷକ ବୁଢାବାହାଲ ହାଇସ୍କୁଲ  ଶ୍ରୀ ବରୁଣ ସାହୁ ସମ୍ମାନିତ ଅତିଥି ଭାବେ କପସିଲା କ୍ଲଷ୍ଟର ସି ଆର ସି ସି ଶ୍ରୀ ସୁଧାଂଶୁ ପୁଟା,  ଏବଂ ସି ଏମ ସି ସଭାପତି ସୁବିଜ୍ଞ ସାହୁ 
ସାମର୍ଥ୍ୟ ଉପସ୍ଥିତ ଥିଲେ । ଅତିଥିମାନେ ଅବଦାନ ଓ ସଫଳତା ବିଶିଷ୍ଟ ଛାତ୍ରଛାତ୍ରୀଙ୍କୁ ପ୍ରମାଣପତ୍ର ସହ ପୁରସ୍କାର ପ୍ରଦାନ କରି ତାଙ୍କୁ ଉତ୍ସାହିତ କରିଥିଲେ ।
ପ୍ରାରମ୍ଭରେ ଚାଲିଥିବା ଶିଶୁ ଦଳର ସ୍ଫୁରିତ ନୃତ୍ୟ ମଞ୍ଚକୁ ଉଷ୍ମତା ଦେଇଥିଲା । ପରବର୍ତ୍ତୀରେ ବିଦ୍ୟାଳୟ   ଶିକ୍ଷକ ରମେଶ ଚନ୍ଦ୍ର ରଣା ଦ୍ୱାରା ବାର୍ଷିକ କାର୍ଯ୍ୟଯୋଜନା ଓ ଉପଲବ୍ଧି ରିପୋର୍ଟ ପଠନ କରାଯାଇଥିଲା ।
ଓଡିଆ ଭାଷା, ସାହିତ୍ୟ ଓ ସଂସ୍କୃତିକ ଲୋକସଙ୍ଗୀତର ମାଧ୍ୟମରେ ଗାଁ ଘରା ମାଟିର ସୁଗନ୍ଧ ଛଟାଇଥିଲା । ଏଥିରେ ଛାତ୍ରଛାତ୍ରୀଙ୍କ ଦ୍ବାରା  ଗୀତ, ନାଚ ଓ ସମ୍ବଲପୁରୀ ନାଟକ ମଞ୍ଚସ୍ଥ ହୋଇଥିଲା ଯାହା ଦର୍ଶକଙ୍କୁ ଆକୃଷ୍ଟ ଓ ଚିନ୍ତନଶୀଳ କରିଥିଲା ।
ସାଂସ୍କୃତିକ ସଭାକୁ ସଂଜୀବ କୁମ୍ଭାରଙ୍କ ଦ୍ବାରା କୌଶଳପୁର୍ଣ୍ଣ ଭାବେ ସଞ୍ଚାଳିତ ହୋଇଥିଲା ଓ ଶେଷରେ ଧନ୍ୟବାଦ ଜଣାଇଥିଲେ ନିହାରିକା ଗୁରୁ।  ବିଦ୍ୟାଳୟର ସମସ୍ତ ଶିକ୍ଷକ, ଶିକ୍ଷୟିତ୍ରୀ ଓ କର୍ମଚାରୀ ଏହି ଉତ୍ସବକୁ ସଫଳ କରିବାରେ ସକ୍ରିୟ ଭୂମିକା ଗ୍ରହଣ କରିଥିଲେ ।
ଜନସ୍ଥଳୀର ସଂସ୍କୃତି, ସ୍ୱପ୍ନ ଓ ଆଶାର ଫୁଲରେ ସୁସଜ୍ଜିତ ଏହି ବାର୍ଷିକ ଉତ୍ସବ ବର୍ଣ୍ଣାଳୀ ନିଶ୍ଚୟ ଭାବେ ଛାତ୍ରଛାତ୍ରୀଙ୍କ ମନ, ମଞ୍ଚ ଓ ଭବିଷ୍ୟକୁ ରଙ୍ଗିତ କରି ଦୀର୍ଘ ସ୍ମୃତି ରେଖି ଯାଇଛି ।


News Comment




Photo in News

Advertisment
Lastest News
  ଜିଲ୍ଲା  
୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   20-Sep-2026
  ଜିଲ୍ଲା  
ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   20-Sep-2026
  ଜିଲ୍ଲା  
୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ   20-Sep-2026
  ଜିଲ୍ଲା  
ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   20-Sep-2026
  ଜିଲ୍ଲା  
ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   20-Sep-2026
  ଜିଲ୍ଲା  
ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍   20-Sep-2026
  ଜିଲ୍ଲା  
ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   20-Sep-2026
  ଜିଲ୍ଲା  
ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   20-Sep-2026
  ଜିଲ୍ଲା  
ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   20-Sep-2026
  ଜିଲ୍ଲା  
ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   20-Sep-2026
  ଜିଲ୍ଲା  
ବାଗଡିଆରେ ବିଶ୍ୱକର୍ମା ପୂଜା ମହାସମାରୋହରେ ପାଳିତ(ନାଚ,ଗୀତ ଓ ସଂକୀର୍ତ୍ତନରେ ଭକ୍ତ ବିଭୋର)   20-Sep-2026
  ଜିଲ୍ଲା  
ଡାବୁଗାଁ ବ୍ଲକରେ ୧୦୫ଟି ପରୀକ୍ଷା କେନ୍ଦ୍ରରେ ନବଭାରତ ସାକ୍ଷରତା ପ୍ରଥମ ଆକଳନ କାର୍ଯ୍ୟକ୍ରମ ସଫଳତାର ସହ ଅନୁଷ୍ଠିତ   20-Sep-2026

You Might Also Like