-+91-9937148622 |

prerana_bgr@rediffmail.com |

  Monday 21st September 2026 |

| | | |

R.N.I. Regd No. ODIODI/2010/46693

Breaking News

୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   (20-Sep-2026)       ||      ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   (20-Sep-2026)       ||      ୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ    (20-Sep-2026)       ||      ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   (20-Sep-2026)       ||      ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   (20-Sep-2026)       ||      ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍    (20-Sep-2026)       ||      ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   (20-Sep-2026)       ||      ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   (20-Sep-2026)       ||      ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   (20-Sep-2026)       ||      ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   (20-Sep-2026)       ||      ବାଗଡିଆରେ ବିଶ୍ୱକର୍ମା ପୂଜା ମହାସମାରୋହରେ ପାଳିତ(ନାଚ,ଗୀତ ଓ ସଂକୀର୍ତ୍ତନରେ ଭକ୍ତ ବିଭୋର)   (20-Sep-2026)       ||      ଡାବୁଗାଁ ବ୍ଲକରେ ୧୦୫ଟି ପରୀକ୍ଷା କେନ୍ଦ୍ରରେ ନବଭାରତ ସାକ୍ଷରତା ପ୍ରଥମ ଆକଳନ କାର୍ଯ୍ୟକ୍ରମ ସଫଳତାର ସହ ଅନୁଷ୍ଠିତ   (20-Sep-2026)       ||      ଗାଇ ସହ ବାଇକ୍ ଧକ୍କା ହୋଇ ବାଇକ୍ ଦୁର୍ଘଟଣା, ଜଣେ ମୃତ   (20-Sep-2026)       ||      ସୂଚନା ଓ ଲୋକସମ୍ପର୍କ ଉପନିର୍ଦ୍ଦେଶକଙ୍କ କାର୍ଯ୍ୟାଳୟ ପରିଦର୍ଶନ    (20-Sep-2026)       ||      ଭିଜିଲାନ୍ସ ଜାଲରେ ଦୁଇ ସରକାରୀ କର୍ମଚାରୀ   (20-Sep-2026)       ||      ତଳମୁଣ୍ଡଚାଷୀ ପ୍ରତାରିତ   (20-Sep-2026)       ||      *ଆସନ୍ତା ୨୩ ତାରିଖ ରୁ ସୁବର୍ଣ୍ଣପୁର ରେ ଆରମ୍ଭ ହେବ ରାଜ୍ୟ ସ୍ତରୀୟ ମର୍ଯ୍ୟାଦାପୂର୍ଣ୍ଣ ସାହାଣୀ କପ୍ ଫୁଟବଲ୍*- *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (20-Sep-2026)       ||      ଆଗଲପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରକୁ ନେଇ ଆମ୍ ଆଦମୀ ପାର୍ଟିର ଅଭିଯୋଗ   (20-Sep-2026)       ||      ଶିକ୍ଷାଠୁ ସମାଜସେବା ଯାଏଁ - ସବୁ କ୍ଷେତ୍ରରେ ଚମକିଲେ ଡକ୍ଟର ରମେଶଚନ୍ଦ୍ର ମାହାନନ୍ଦ   (20-Sep-2026)       ||      ସଇଁତଲାରେ ଜିଲ୍ଲାସ୍ତରୀୟ ଥାଙ୍ଗ ଟା ପ୍ରତିଯୋଗିତା   (20-Sep-2026)       ||     

HOME   ଜିଲ୍ଲା

*୩୭ ତମ ସର୍ବ ଭାରତୀୟ ଲାଲ୍ ମନି କ୍ରିକଫେଷ୍ଟ - ଏମ୍ ଏମ୍ ସି ସି ସମ୍ବଲପୁର ଦଳ ଫାଇନାଲ ରେ ପ୍ରବେଶ*-

25-Jan-2026



ସୋନପୁର (ମନୋରଞ୍ଜନ ତ୍ରିପାଠୀ)
ସର୍ଵ ଭାରତୀୟ ଲାଲ୍ ମନି କ୍ରିକେଟ ର ଦ୍ୱିତୀୟ ସେମି ଫାଇନାଲ ମ୍ୟାଚ ଏମ୍ ଏମ୍ ସି ସି ସମ୍ୱଲପୁର ଦଳ ଓ ନବଜୀବନ ସୁନ୍ଦର ଗଡ ଦଳ ମଧ୍ୟରେ ଅନୁଷ୍ଟିତ ହୋଇଥିଲା l ସମ୍ବଲପୁର ପ୍ରଥମେ ଟସ୍ ଜିଣି ପ୍ରଥମେ ବ୍ୟାଟିଂ କରି ୮ ୱିକେଟ୍ ହରାଇ ୨୦ ଓଭର ରେ ୧୯୪ ରନ କରିଥିଲେ l ଦଳ ପକ୍ଷରୁ ମନୀଷ ଶେରା ୱତ ୪୦ ବଲ ରେ ୭୬ ରନ, ମୁନୂ ଶୁକ୍ଳା ୨୫ ବଲ ରେ ୩୯ ରନ, ଅଶ୍ଵିନୀ ଚିଲ୍ଲର ୮ ବଲ ରେ ୧୮ ରନ, ନବନିତ ଖା ୧୫ ବଲ ରେ ୧୭ ରନ କରିଥିଲେ l ସୁନ୍ଦର୍ ଗଡ଼ ଦଳ ପକ୍ଷରୁ ଆମୋଦ ଯାଦବ ଓ ଦେବାଶିଷ ବାଗ ୩ ଟି ଲେଖାଏଁ ୱିକେଟ୍ ହାସଲ କରିଥିଲେ l ଓ ଗୌତମ ସୁନା ୨ ଟି ୱିକେଟ୍ ହାସଲ କରିଥିଲେ l ପ୍ରତି ଉତ୍ତର ରେ ସୁନ୍ଦର ଗଡ ଦଳ ସମସ୍ତ ୱିକେଟ୍ ହରାଇ ୧୯.୪ ଓଭର ରେ ୧୭୬ ରନ କରି ପାରିଥିଲେ l ଦଳ ପକ୍ଷରୁ ପ୍ରଦୀପ ଲୁହା ୩୧ ବଲ ରେ ୪୬ ରନ , ଆମୋଦ ୧୪ ବଲ ରେ ୨୩ ରନ୍, ଆଦିତ୍ୟ ଆନନ୍ଦ ୧୮ ବଲ ରେ ୧୯ ରନ୍, ଗୌତମ ସୁନା ୧୧ ବଲ ରେ ୧୫ ରନ୍ କରିଥିଲେ l ସମ୍ୱଲପୁର ଦଳ ପକ୍ଷରୁ ମନୀଷ ସେରାବତ ସର୍ବାଧିକ ୪ ଟି ୱିକେଟ୍, ଯଶ ମିତ ୩ ଟି ୱିକେଟ୍ , ପ୍ରଦୀପ ଯୋଗେଶ ୧ ଟି ଲେଖାଏଁ ୱିକେଟ୍ ହାସଲ କରିଥିଲେ l ଟି ଟେନ୍ ମ୍ୟାଚ ରେ ସମ୍ୱଲପୁର ଦଳ ପ୍ରଥମେ ବ୍ୟାଟିଂ କରି ୧୦ ଓଭର ରେ ୪ ୱିକେଟ୍ ହରାଇ ୧୫୭ ରନ କରିଥିଲେ l ଅଶ୍ଵିନୀ ଚିଲ୍ଲର ୨୭ ବଲ ରେ ୬୨ ରନ୍, ଜସ ମିତ ୧୨ ବଲ ରେ ୩୪ ରନ ଓ ୟସ୍ ଶର୍ମା ୯ ବଲ ରେ ୨୨ ରନ୍ କରିଥିଲେ l ସୁନ୍ଦର୍ ଗଡ଼ ଦଳ ପକ୍ଷରୁ ଆମୋଦ, ଅଙ୍କିତ, ଯଶ ୱାଲ, ଗୌତମ, ଦେବାଶିଷ ପ୍ରତ୍ୟେକ ୧ ଟି ଲେଖାଏଁ ୱିକେଟ୍ ହାସଲ କରିଥିଲେ l ପ୍ରତି ଉତ୍ତର ରେ ସୁନ୍ଦର ଗଡ ଦଳ ୧୦ ଓଭର ରେ ୭ ୱିକେଟ୍ ହରାଇ ମାତ୍ର ୧୦୮ ରନ କରିଥିଲେ l ସମ୍ବଲପୁର ଦଳ ପକ୍ଷରୁ ଜସ୍ ମିତ ୨ ଟି ୱିକେଟ୍, ଅନ୍ମୋଲ ୨ ଟି ୱିକେଟ୍, ଓ ନବନିତ ୧  ଟି ୱିକେଟ୍ ହାସଲ କରିଥିଲେ l ଆଜି ଗୁନ୍ଦୁ ଲିଆ ସରପଞ୍ଚ ଧବଳେ ଶ୍ୱର ସିଂହ, ପ୍ରଜ୍ଞା ଭାରତୀ ଆବାସିକ ବିଦ୍ୟାଳୟ ର ନିର୍ଦେଶକ ସନ୍ତୋଷ ପୁଝାରୀ, ବର ଗୋଛl ସରପଞ୍ଚ ଶାନ୍ତନୁ ଥାଟି, ଓ ଆଇନ୍ ଯିବୀ ସୁରେଶ ଷlଣ୍ଢ, ଓ ଡାକ୍ତର ଆକାଶ ଅଗ୍ରୱାଲ ଅତିଥି ଭାବେ ଯୋଗ ଦେଇ ଅତିଥି ଭାବେ ଯୋଗ ଦେଇ ଖେଳ କୁ ଉଦ୍ଘାଟନ କରିଥିଲେ l ସମ୍ୱଲପୁର ଦଳ ର ମନୀଷ ଶେରାୱତ ଙ୍କୁ ମ୍ୟାନ ଅଫ ଦି ମ୍ୟାଚ ପୁରସ୍କାର ପ୍ରଦାନ କରିଥିଲେ ଆଜିର ଅତିଥି ଜଗଦମ୍ବା ଜ୍ୱେଲର୍ସ ଏମ୍ ଡି ହିମାଂଶୁ ମେହେର l ଶ୍ୟାମ ସୁନ୍ଦର ପଣ୍ଡା ଓ ସତ୍ୟ ପ୍ରସାଦ ରଥ ଖେଳ ପରିଚାଳନା କରିଥିଲେ l ସନ୍ତୋଷ ନାୟାର, ବି ଏସ ରାଓ, ପାର୍ଥ ସାରଥୀ ଦାଶ, ବିନୋଦ ମହାକୁଡ ଖେଳ ର ଧାରା ବିବରଣୀ ପ୍ରଦାନ କରିଥିଲେ l ପ୍ରଦୀପ ସେଠି ସ୍କୋରର ଭାବେ ଓ ଦିନେଶ ଘିବିଲା ଅନ୍ ଲାଇନ୍ ସ୍କୋରର ଭାବେ ଦାୟିତ୍ଵ ଗ୍ରହଣ କରିଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   20-Sep-2026
  ଜିଲ୍ଲା  
ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   20-Sep-2026
  ଜିଲ୍ଲା  
୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ   20-Sep-2026
  ଜିଲ୍ଲା  
ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   20-Sep-2026
  ଜିଲ୍ଲା  
ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   20-Sep-2026
  ଜିଲ୍ଲା  
ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍   20-Sep-2026
  ଜିଲ୍ଲା  
ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   20-Sep-2026
  ଜିଲ୍ଲା  
ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   20-Sep-2026
  ଜିଲ୍ଲା  
ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   20-Sep-2026
  ଜିଲ୍ଲା  
ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   20-Sep-2026
  ଜିଲ୍ଲା  
ବାଗଡିଆରେ ବିଶ୍ୱକର୍ମା ପୂଜା ମହାସମାରୋହରେ ପାଳିତ(ନାଚ,ଗୀତ ଓ ସଂକୀର୍ତ୍ତନରେ ଭକ୍ତ ବିଭୋର)   20-Sep-2026
  ଜିଲ୍ଲା  
ଡାବୁଗାଁ ବ୍ଲକରେ ୧୦୫ଟି ପରୀକ୍ଷା କେନ୍ଦ୍ରରେ ନବଭାରତ ସାକ୍ଷରତା ପ୍ରଥମ ଆକଳନ କାର୍ଯ୍ୟକ୍ରମ ସଫଳତାର ସହ ଅନୁଷ୍ଠିତ   20-Sep-2026

You Might Also Like