-+91-9937148622 |

prerana_bgr@rediffmail.com |

  Monday 21st September 2026 |

| | | |

R.N.I. Regd No. ODIODI/2010/46693

Breaking News

୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   (20-Sep-2026)       ||      ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   (20-Sep-2026)       ||      ୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ    (20-Sep-2026)       ||      ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   (20-Sep-2026)       ||      ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   (20-Sep-2026)       ||      ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍    (20-Sep-2026)       ||      ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   (20-Sep-2026)       ||      ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   (20-Sep-2026)       ||      ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   (20-Sep-2026)       ||      ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   (20-Sep-2026)       ||      ବାଗଡିଆରେ ବିଶ୍ୱକର୍ମା ପୂଜା ମହାସମାରୋହରେ ପାଳିତ(ନାଚ,ଗୀତ ଓ ସଂକୀର୍ତ୍ତନରେ ଭକ୍ତ ବିଭୋର)   (20-Sep-2026)       ||      ଡାବୁଗାଁ ବ୍ଲକରେ ୧୦୫ଟି ପରୀକ୍ଷା କେନ୍ଦ୍ରରେ ନବଭାରତ ସାକ୍ଷରତା ପ୍ରଥମ ଆକଳନ କାର୍ଯ୍ୟକ୍ରମ ସଫଳତାର ସହ ଅନୁଷ୍ଠିତ   (20-Sep-2026)       ||      ଗାଇ ସହ ବାଇକ୍ ଧକ୍କା ହୋଇ ବାଇକ୍ ଦୁର୍ଘଟଣା, ଜଣେ ମୃତ   (20-Sep-2026)       ||      ସୂଚନା ଓ ଲୋକସମ୍ପର୍କ ଉପନିର୍ଦ୍ଦେଶକଙ୍କ କାର୍ଯ୍ୟାଳୟ ପରିଦର୍ଶନ    (20-Sep-2026)       ||      ଭିଜିଲାନ୍ସ ଜାଲରେ ଦୁଇ ସରକାରୀ କର୍ମଚାରୀ   (20-Sep-2026)       ||      ତଳମୁଣ୍ଡଚାଷୀ ପ୍ରତାରିତ   (20-Sep-2026)       ||      *ଆସନ୍ତା ୨୩ ତାରିଖ ରୁ ସୁବର୍ଣ୍ଣପୁର ରେ ଆରମ୍ଭ ହେବ ରାଜ୍ୟ ସ୍ତରୀୟ ମର୍ଯ୍ୟାଦାପୂର୍ଣ୍ଣ ସାହାଣୀ କପ୍ ଫୁଟବଲ୍*- *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (20-Sep-2026)       ||      ଆଗଲପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରକୁ ନେଇ ଆମ୍ ଆଦମୀ ପାର୍ଟିର ଅଭିଯୋଗ   (20-Sep-2026)       ||      ଶିକ୍ଷାଠୁ ସମାଜସେବା ଯାଏଁ - ସବୁ କ୍ଷେତ୍ରରେ ଚମକିଲେ ଡକ୍ଟର ରମେଶଚନ୍ଦ୍ର ମାହାନନ୍ଦ   (20-Sep-2026)       ||      ସଇଁତଲାରେ ଜିଲ୍ଲାସ୍ତରୀୟ ଥାଙ୍ଗ ଟା ପ୍ରତିଯୋଗିତା   (20-Sep-2026)       ||     

HOME   ଜିଲ୍ଲା

ଜାତୀୟ ମତଦାତା ଦିବସ ପାଳିତ

25-Jan-2026



ବଲାଙ୍ଗିର: ବଲାଙ୍ଗିର ଜିଲ୍ଲା ପ୍ରଶାସନ ଆନୁକୂଲ୍ୟରେ ଆଜି ୧୬ ତମ ଜାତୀୟ ମତଦାତା ଦିବସ ପାଳିତ ହୋଇଯାଇଛି I ଏହି ପରିପ୍ରେକ୍ଷୀରେ ସକାଳ ଘ. ୮ ମି ସମୟରେ କୋଶଳ କଳା ମଣ୍ଡଳ  ପରିସରରୁ ଏକ ସଚେତନତା ରାଲିର ଆୟୋଜନ କରାଯାଇଥିଲା I ଅତିରିକ୍ତ ଜିଲ୍ଲାପାଳ(ସାଧାରଣ) ଡ଼ ବିଜୟାନନ୍ଦ ସେଠୀ  ପତାକା ଦେଖାଇ ଆନୁଷ୍ଠାନିକ ଭାବେ ଏହି ରାଲିକୁ ଶୁଭାରମ୍ଭ କରିଥିଲେ । ବଲାଙ୍ଗିର ଉପଜିଲ୍ଲାପାଳ ଆଲୋକ କୁମାର ପଟେଲ, ନିର୍ବାହୀ ଅଧିକାରୀ, ପୌର ପରିଷଦ ସନ୍ତୋଷ ବେହେରା, ସହକାରୀ ଜିଲ୍ଲାପାଳ ଦେବସ୍ମିତ୍ ମହାପାତ୍ର, ଜିଲ୍ଲା ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ରାଜେନ୍ଦ୍ର ମାଝୀ ଏବଂ ବିଭିନ୍ନ ମହାବିଦ୍ୟାଳୟର ଛାତ୍ରଛାତ୍ରୀ, ଏନ.ସି.ସି, ରେଡ କ୍ରସ, ସିଭିଲିଆନ ଦଳର ଛାତ୍ରୀ ଏବଂ ଜନସାଧାରଣ ଏହି ରାଲିରେ ଯୋଗ ଦେଇଥିଲେ I ଉକ୍ତ ରାଲି ମହିଳା ମହାବିଦ୍ୟାଳୟଠାରେ ସମାପ୍ତ ହୋଇଥିଲା I ଏଠାରେ ଉପସ୍ଥିତ ଅତିଥିମାନେ ଛାତ୍ରଛାତ୍ରୀଙ୍କ ସହିତ ଜାତୀୟ ମତଦାତା ଦିବସ ପାଳନର ଆଭିମୁଖ୍ୟ ଓ ଭୋଟଦାନ ସମ୍ପର୍କରେ ସବିଶେଷ ଆଲୋଚନା କରିଥିଲେ । ଏହାସହ ଏକ ସଂକ୍ଷିପ୍ତ ପ୍ରଶ୍ନୋତ୍ତର ସ୍ପର୍ଦ୍ଧା ଦ୍ୱାରା ମତଦାନ ସମ୍ପର୍କିତ ଦାୟିତ୍ୱ ଓ କର୍ତ୍ତବ୍ୟ ସମ୍ପର୍କରେ ସେମାନଙ୍କୁ ସଚେତନ କରାଇବା ସହ ମତଦାନ କରିବାକୁ ଶପଥ ପାଠ କରାଇଥିଲେ I ଉକ୍ତ ଦିବସ ଉପଲକ୍ଷେ ମହିଳା ମହାବିଦ୍ୟାଳୟଠାରେ ଆୟୋଜିତ ସଭାରେ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଜିଲ୍ଲାପାଳ ଗୌରୱ ଶିୱାଜି ଇସଲୱାର କହିଥିଲେ, ଗଣତନ୍ତ୍ରର ମୁଖ୍ୟ ଉପାଦାନ ଭାବେ ନାଗରିକର

ମତଦାନ ଅଧିକାର ସାବ୍ୟସ୍ତ ସହ ନିରପେକ୍ଷ ଓ ସ୍ୱଚ୍ଛ ନିର୍ବାଚନ କରାଇବା ଉଦ୍ଦେଶ୍ୟରେ ଆଜିର ଏହି ଦିବସ ପାଳନ କରା ଯାଉଛି I ନାଗରିକଙ୍କୁ ମିଳିଥିବା ମତଦାନର ଅଧିକାର ବ୍ୟବହାର ସହ ଭୋଟ ହାର ବୃଦ୍ଧି କରିବା ପାଇଁ ସମସ୍ତଙ୍କୁ ଆହ୍ୱାନ ଦେଇଥିଲେ I ତତ୍ସହିତ ନୂତନ ଯୁବ ଭୋଟରଙ୍କୁ ଭୋଟଦାନ କରିବା ପାଇଁ ପ୍ରୋତ୍ସାହିତ କରିଥିଲେ I ଏହା ସହ ଜାତୀୟ ମତଦାତା ଦିବସ ପାଳନର ଯଥାର୍ଥତା ସମ୍ପର୍କରେ ଆଲୋଚନା କରିଥିଲେ I ଜାତୀୟ ମତଦାତା ଦିବସ ଉପଲକ୍ଷେ ପୂର୍ବରୁ ଅନୁଷ୍ଠିତ ବିଭିନ୍ନ ପ୍ରତିଯୋଗିତା ଯଥା; ବକ୍ତୃତା, କୁଇଜ଼, ରିଲ୍ ଆଦିର କୃତୀ ପ୍ରତିଯୋଗୀଙ୍କୁ ଅତିଥିମାନେ ପୁରସ୍କୃତ କରି ଥିଲେ I ଏହା ସହିତ ଜିଲ୍ଲାର ବିଭିନ୍ନ ନିର୍ବାଚନୀ ମଣ୍ଡଳରେ ନିର୍ବାଚନ ପ୍ରସ୍ତୁତିରେ ଉଲ୍ଲେଖନୀୟ ପ୍ରଦର୍ଶନ କରିଥିବା ଅଧିକାରୀ ମାନଙ୍କୁ ପୁରସ୍କୃତ କରାଯାଇଥିଲା ।


News Comment




Photo in News

Advertisment
Lastest News
  ଜିଲ୍ଲା  
୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   20-Sep-2026
  ଜିଲ୍ଲା  
ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   20-Sep-2026
  ଜିଲ୍ଲା  
୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ   20-Sep-2026
  ଜିଲ୍ଲା  
ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   20-Sep-2026
  ଜିଲ୍ଲା  
ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   20-Sep-2026
  ଜିଲ୍ଲା  
ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍   20-Sep-2026
  ଜିଲ୍ଲା  
ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   20-Sep-2026
  ଜିଲ୍ଲା  
ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   20-Sep-2026
  ଜିଲ୍ଲା  
ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   20-Sep-2026
  ଜିଲ୍ଲା  
ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   20-Sep-2026
  ଜିଲ୍ଲା  
ବାଗଡିଆରେ ବିଶ୍ୱକର୍ମା ପୂଜା ମହାସମାରୋହରେ ପାଳିତ(ନାଚ,ଗୀତ ଓ ସଂକୀର୍ତ୍ତନରେ ଭକ୍ତ ବିଭୋର)   20-Sep-2026
  ଜିଲ୍ଲା  
ଡାବୁଗାଁ ବ୍ଲକରେ ୧୦୫ଟି ପରୀକ୍ଷା କେନ୍ଦ୍ରରେ ନବଭାରତ ସାକ୍ଷରତା ପ୍ରଥମ ଆକଳନ କାର୍ଯ୍ୟକ୍ରମ ସଫଳତାର ସହ ଅନୁଷ୍ଠିତ   20-Sep-2026

You Might Also Like