-+91-9937148622 |

prerana_bgr@rediffmail.com |

  Monday 21st September 2026 |

| | | |

R.N.I. Regd No. ODIODI/2010/46693

Breaking News

୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   (20-Sep-2026)       ||      ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   (20-Sep-2026)       ||      ୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ    (20-Sep-2026)       ||      ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   (20-Sep-2026)       ||      ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   (20-Sep-2026)       ||      ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍    (20-Sep-2026)       ||      ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   (20-Sep-2026)       ||      ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   (20-Sep-2026)       ||      ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   (20-Sep-2026)       ||      ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   (20-Sep-2026)       ||      ବାଗଡିଆରେ ବିଶ୍ୱକର୍ମା ପୂଜା ମହାସମାରୋହରେ ପାଳିତ(ନାଚ,ଗୀତ ଓ ସଂକୀର୍ତ୍ତନରେ ଭକ୍ତ ବିଭୋର)   (20-Sep-2026)       ||      ଡାବୁଗାଁ ବ୍ଲକରେ ୧୦୫ଟି ପରୀକ୍ଷା କେନ୍ଦ୍ରରେ ନବଭାରତ ସାକ୍ଷରତା ପ୍ରଥମ ଆକଳନ କାର୍ଯ୍ୟକ୍ରମ ସଫଳତାର ସହ ଅନୁଷ୍ଠିତ   (20-Sep-2026)       ||      ଗାଇ ସହ ବାଇକ୍ ଧକ୍କା ହୋଇ ବାଇକ୍ ଦୁର୍ଘଟଣା, ଜଣେ ମୃତ   (20-Sep-2026)       ||      ସୂଚନା ଓ ଲୋକସମ୍ପର୍କ ଉପନିର୍ଦ୍ଦେଶକଙ୍କ କାର୍ଯ୍ୟାଳୟ ପରିଦର୍ଶନ    (20-Sep-2026)       ||      ଭିଜିଲାନ୍ସ ଜାଲରେ ଦୁଇ ସରକାରୀ କର୍ମଚାରୀ   (20-Sep-2026)       ||      ତଳମୁଣ୍ଡଚାଷୀ ପ୍ରତାରିତ   (20-Sep-2026)       ||      *ଆସନ୍ତା ୨୩ ତାରିଖ ରୁ ସୁବର୍ଣ୍ଣପୁର ରେ ଆରମ୍ଭ ହେବ ରାଜ୍ୟ ସ୍ତରୀୟ ମର୍ଯ୍ୟାଦାପୂର୍ଣ୍ଣ ସାହାଣୀ କପ୍ ଫୁଟବଲ୍*- *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (20-Sep-2026)       ||      ଆଗଲପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରକୁ ନେଇ ଆମ୍ ଆଦମୀ ପାର୍ଟିର ଅଭିଯୋଗ   (20-Sep-2026)       ||      ଶିକ୍ଷାଠୁ ସମାଜସେବା ଯାଏଁ - ସବୁ କ୍ଷେତ୍ରରେ ଚମକିଲେ ଡକ୍ଟର ରମେଶଚନ୍ଦ୍ର ମାହାନନ୍ଦ   (20-Sep-2026)       ||      ସଇଁତଲାରେ ଜିଲ୍ଲାସ୍ତରୀୟ ଥାଙ୍ଗ ଟା ପ୍ରତିଯୋଗିତା   (20-Sep-2026)       ||     

HOME   ଜିଲ୍ଲା

ଦ୍ୱିଜ ଦଲପତି ପାର୍ଲିଆମେଣ୍ଟ ସଦସ୍ୟ ପାଇଁ ଆବେଦନ କଲେ

26-Jan-2026



ବଲାଙ୍ଗିର(ପ୍ରେରଣା ଖବର):ବଲାଙ୍ଗିର ଯାଦବ ଭବନ ପରିସରରେ ଦ୍ୱିଜ ଦଳପତି ଙ୍କ ଅଧ୍ୟକ୍ଷତାରେ ଏକ ସଭା ସଂଗଠିତ ହୋଇଯାଇଛି । ଦ୍ୱିଜ ଦଳପତି ପିତା ସ୍ୱର୍ଗତ ଶେବ ଦଳପତି ନି.ବଡଟିକା, ଥା- ଲୋଇସିଂହା, ଜି. ବଲାଙ୍ଗିର ଜଣେ ପୂର୍ବତନ ରେଭେନ୍ୟୁ ଅଫିସର ଥିଲେ । ତାଙ୍କର ବହୁମୁଖି ପ୍ରତିଭା ରହିଛି । ୨୦୧୯ ରେ ଏମ୍‌ଏଲ୍‌ଏ  (ସ୍ୱାଧିନ) ପଦବି ପାଇଁ  ବଲାଙ୍ଗିର ବିଧାନ ସଭା ମଣ୍ଡଳିର ପ୍ରାର୍ଥି ଥିଲେ । ଆଦିବାସି ମହାସଂଘର ସଭାପତି ୨୦୧୪ ରୁ ୨୦୨୫ ପର୍ଯ୍ୟନ୍ତ ରହିଥିଲେ । ଦେଓଗାଁ ଚିନିକଳ କ୍ରିୟାନୁଷ୍ଠାନ କମିଟିର ସଦସ୍ୟ ୨୦୧୭ ରୁ ୨୦୧୯ ପର୍ଯ୍ୟନ୍ତ ରହିଥିଲେ । ପଶ୍ଚିମ ଓଡିଶାର ବିଖ୍ୟାତ ଶୁଲିଆ ଯାତ୍ରାର ସଦସ୍ୟ ୨୦୧୬-୨୦ ଥିଲେ । ଜୟ ଶ୍ରୀରାମ ଯୁବକ ସଂଘ ବଡଟିକା ୨୦୨୧ ରୁ ୨୦୨୬ ରହିଥିଲେ । ଏସଟି, ଏସ୍‌ଟି, ମାଇନରିଟି ସେଲ ର ଜିଲ୍ଲା ସଂଯୋଜକ, ଏସଟି, ଏସ୍‌ଟି, ମାଇନରିଟ ଏକତା ପରିଷଦ ୨୦୨୫-୨୬, ସଣ୍ଡ ବଂଶୀୟ ଗଣ୍ଡ ସମାଜର ପରାମର୍ଶଦାତା ୨୦୧୭-୨୫, ଜିଲ୍ଲାର ବିଭିନ୍ନ ସମସ୍ୟା ଉପରେ କଲେକ୍ଟରେଟ ଘେରାଓ, ଲୋୟର ସୁକତେଲ ବିସ୍ଥାପିତ ଙ୍କ ସଦସ୍ୟ ଉପରେ ଗଣଧାରଣା, ସ୍ୱାସ୍ଥ୍ୟ ସମସ୍ୟା ଉପରେ ଲୋକଙ୍କୁ ଅବଗତ କରାଇବା କାର୍ଯ୍ୟକ୍ରମ ଦିର୍ଘ ଦିନ ଧରିି ଆନ୍ଦୋଳନ, ଭାରତୀୟ ସମ୍ବିଧାନ, ଆପିସି, ଏଟ୍ରୋସିଟି ଏକ୍ସ ଉପରେ ଗଭିର ଜ୍ଞାନ । ପଶ୍ଚିମ ଓଡିଶା ସେବା ସଂଘ ସଭାପତି ରାଜେଶ ବଗର୍ତ୍ତି, ମିଳିତ ନିଶା ନିବାରଣ ଅଭିଜାନ ବଲାଙ୍ଗିର ସଭାପତି ପୂର୍ଣ୍ଣଚନ୍ଦ୍ର ବିଶ୍ୱାଲ, ଆଦିବାସୀ ଅଧିକାରୀ ମହାସଂଘ ସଭାପତି ମୟ ପ୍ରଧାନୀ, ଜିଲ୍ଲା ସୂଚନା ଅଧିକାର କର୍ମୀ ନୀଳମଣି ଯୋଷୀ, କୋଶଲ ସମାଜ ବଲାଙ୍ଗିର ସଂଗଠକ କାଳିନ୍ଦ୍ରୀ ମାଝି, ଜୟ କିଶାନ ଆବାହକ ବଲାଙ୍ଗିର ସତ୍ୟ ବନଛୋର ପ୍ରମୁଖ ସମର୍ଥନ କରିଛନ୍ତି ।


News Comment




Photo in News

Advertisment
Lastest News
  ଜିଲ୍ଲା  
୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   20-Sep-2026
  ଜିଲ୍ଲା  
ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   20-Sep-2026
  ଜିଲ୍ଲା  
୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ   20-Sep-2026
  ଜିଲ୍ଲା  
ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   20-Sep-2026
  ଜିଲ୍ଲା  
ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   20-Sep-2026
  ଜିଲ୍ଲା  
ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍   20-Sep-2026
  ଜିଲ୍ଲା  
ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   20-Sep-2026
  ଜିଲ୍ଲା  
ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   20-Sep-2026
  ଜିଲ୍ଲା  
ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   20-Sep-2026
  ଜିଲ୍ଲା  
ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   20-Sep-2026
  ଜିଲ୍ଲା  
ବାଗଡିଆରେ ବିଶ୍ୱକର୍ମା ପୂଜା ମହାସମାରୋହରେ ପାଳିତ(ନାଚ,ଗୀତ ଓ ସଂକୀର୍ତ୍ତନରେ ଭକ୍ତ ବିଭୋର)   20-Sep-2026
  ଜିଲ୍ଲା  
ଡାବୁଗାଁ ବ୍ଲକରେ ୧୦୫ଟି ପରୀକ୍ଷା କେନ୍ଦ୍ରରେ ନବଭାରତ ସାକ୍ଷରତା ପ୍ରଥମ ଆକଳନ କାର୍ଯ୍ୟକ୍ରମ ସଫଳତାର ସହ ଅନୁଷ୍ଠିତ   20-Sep-2026

You Might Also Like