-+91-9937148622 |

prerana_bgr@rediffmail.com |

  Monday 21st September 2026 |

| | | |

R.N.I. Regd No. ODIODI/2010/46693

Breaking News

୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   (20-Sep-2026)       ||      ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   (20-Sep-2026)       ||      ୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ    (20-Sep-2026)       ||      ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   (20-Sep-2026)       ||      ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   (20-Sep-2026)       ||      ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍    (20-Sep-2026)       ||      ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   (20-Sep-2026)       ||      ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   (20-Sep-2026)       ||      ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   (20-Sep-2026)       ||      ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   (20-Sep-2026)       ||      ବାଗଡିଆରେ ବିଶ୍ୱକର୍ମା ପୂଜା ମହାସମାରୋହରେ ପାଳିତ(ନାଚ,ଗୀତ ଓ ସଂକୀର୍ତ୍ତନରେ ଭକ୍ତ ବିଭୋର)   (20-Sep-2026)       ||      ଡାବୁଗାଁ ବ୍ଲକରେ ୧୦୫ଟି ପରୀକ୍ଷା କେନ୍ଦ୍ରରେ ନବଭାରତ ସାକ୍ଷରତା ପ୍ରଥମ ଆକଳନ କାର୍ଯ୍ୟକ୍ରମ ସଫଳତାର ସହ ଅନୁଷ୍ଠିତ   (20-Sep-2026)       ||      ଗାଇ ସହ ବାଇକ୍ ଧକ୍କା ହୋଇ ବାଇକ୍ ଦୁର୍ଘଟଣା, ଜଣେ ମୃତ   (20-Sep-2026)       ||      ସୂଚନା ଓ ଲୋକସମ୍ପର୍କ ଉପନିର୍ଦ୍ଦେଶକଙ୍କ କାର୍ଯ୍ୟାଳୟ ପରିଦର୍ଶନ    (20-Sep-2026)       ||      ଭିଜିଲାନ୍ସ ଜାଲରେ ଦୁଇ ସରକାରୀ କର୍ମଚାରୀ   (20-Sep-2026)       ||      ତଳମୁଣ୍ଡଚାଷୀ ପ୍ରତାରିତ   (20-Sep-2026)       ||      *ଆସନ୍ତା ୨୩ ତାରିଖ ରୁ ସୁବର୍ଣ୍ଣପୁର ରେ ଆରମ୍ଭ ହେବ ରାଜ୍ୟ ସ୍ତରୀୟ ମର୍ଯ୍ୟାଦାପୂର୍ଣ୍ଣ ସାହାଣୀ କପ୍ ଫୁଟବଲ୍*- *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (20-Sep-2026)       ||      ଆଗଲପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରକୁ ନେଇ ଆମ୍ ଆଦମୀ ପାର୍ଟିର ଅଭିଯୋଗ   (20-Sep-2026)       ||      ଶିକ୍ଷାଠୁ ସମାଜସେବା ଯାଏଁ - ସବୁ କ୍ଷେତ୍ରରେ ଚମକିଲେ ଡକ୍ଟର ରମେଶଚନ୍ଦ୍ର ମାହାନନ୍ଦ   (20-Sep-2026)       ||      ସଇଁତଲାରେ ଜିଲ୍ଲାସ୍ତରୀୟ ଥାଙ୍ଗ ଟା ପ୍ରତିଯୋଗିତା   (20-Sep-2026)       ||     

HOME   ଜିଲ୍ଲା

ଶିକେରପାଟ୍ ଚାମ୍ପିଅନ ଟ୍ରଫି ୨୦୨୬ ରହେନମାଳକୁ ହରାଇ ସେମିଫାଇନାଲ୍‌ରେ ଦୁହେଲ

26-Jan-2026



ତୁଷୁରା (ପଞ୍ଚାନନ ନାଏକ )ଗୁଡଭେଲା ବ୍ଳକ ଅନ୍ତର୍ଗତ ଜାମୁଟ ହାଇସ୍କୁଲ ଖେଳପଡିଆଠାରେ ଶିକେରପାଟ୍ ୟୁଥ୍ କ୍ଳବର ଆନୁକୂଲ୍ୟରେ ଆୟୋଜିତ ଶିକେରପାଟ୍ ଚାମ୍ପିଅନ ଟ୍ରଫି ୨୦୨୬ ଦିନକୁ ଦିନ ଅଧିକ ରୋମାଞ୍ଚକର ହୋଇଉଠୁଛି । ତୃତୀୟ ଦିବସରେ ଖେଳପଡିଆରେ ଦର୍ଶକଙ୍କ ଭିଡ଼ ଓ ଖେଳାଳିଙ୍କ ଉତ୍ସାହ ମ୍ୟାଚ୍‌ଗୁଡିକୁ ଅଧିକ ଆକର୍ଷଣୀୟ କରିଥିଲା ।ଏହି ଦିନରେ ମୁଖ୍ୟ ଅତିଥି ଭାବରେ ଯୁବନେତା ଭିକୁ କମ୍ପ ଉପସ୍ଥିତ ଥିବାବେଳେ, ସମ୍ମାନିତ ଅତିଥି ଭାବରେ ଟିକେବତ ନାହାକ, ବିରଞ୍ଚି ସାହୁ, ସତ୍ୟନାରାୟଣ କର୍ମୀ, ମନୋଜ ହରପାଲ,ହେମାନନ୍ଦ ଜାଲ, ଶତୃଘନ ବେହେରା ଓ ମନିଷ ଅଗ୍ରଓ୍ବାଲ ଉପସ୍ଥିତ ରହି ଖେଳାଳିମାନଙ୍କୁ ଉତ୍ସାହିତ କରିଥିଲେ ।
ତୃତୀୟ ଦିବସର ପ୍ରଥମ ଲିଗ୍ ମ୍ୟାଚ୍‌ରେ ଟପର୍ଣ୍ଣା ଓ ରହେନମାଳ ମଧ୍ୟରେ ରୋମାଞ୍ଚକର ମୁକାବିଲା ହୋଇଥିଲା । ଟସ୍ ଜିତି ରହେନମାଳ ଦଳ ପ୍ରଥମେ ବୋଲିଂ କରିବାକୁ ନିଷ୍ପତ୍ତି ନେଇଥିଲା । ଟପର୍ଣ୍ଣା ଦଳ ନିର୍ଧାରିତ ୮ ଓଭର୍‌ରେ ୬୫ ରନ୍ ସଂଗ୍ରହ କରି ବିପକ୍ଷ ଦଳକୁ ଲକ୍ଷ୍ୟ ଦେଇଥିଲା । ଜବାବରେ ରହେନମାଳ ଦଳ ୫ ଓ୍ବିକେଟ୍ ବିନିମୟରେ ୬୬ ରନ୍ ସଂଗ୍ରହ କରି ସଫଳତାର ସହିତ ମ୍ୟାଚ୍ ଜିତିଥିଲା ।
ସେହିପରି ଦ୍ୱିତୀୟ ଲିଗ୍ ମ୍ୟାଚ୍‌ରେ ଦୁହେଲ ଓ ଜାମୁଟ ମଧ୍ୟରେ ହୋଇଥିବା ମ୍ୟାଚ୍‌ଟି ମଧ୍ୟ ବହୁତ ରୋମାଞ୍ଚକର ଥିଲା । ଟସ୍ ଜିତି ଜାମୁଟ ଦଳ ବୋଲିଂ କରିବାକୁ ନିଷ୍ପତ୍ତି ନେଇଥିଲା । ଦୁହେଲ ଦଳ ନିର୍ଧାରିତ ୮ ଓଭର୍‌ରେ ୭ ଓ୍ବିକେଟ୍ ବିନିମୟରେ ୧୨୩ ରନ୍ ସଂଗ୍ରହ କରି ଜାମୁଟ ଦଳକୁ ଭାରୀ ଲକ୍ଷ୍ୟ ଦେଇଥିଲେ । ଜାମୁଟ ଦଳ ୩ ଓ୍ବିକେଟ୍ ହରାଇ ୮୭ ରନ୍ କରି ପରାଜିତ ହୋଇଥିଲା ।
ଏହାପରେ ହୋଇଥିବା କ୍ୱାର୍ଟର ଫାଇନାଲ୍ ମ୍ୟାଚ୍‌ରେ ରହେନମାଳ ଓ ଦୁହେଲ ମଧ୍ୟରେ ହାଇଭୋଲ୍ଟେଜ୍ ମୁକାବିଲା ଦେଖିବାକୁ ମିଳିଥିଲା । ଟସ୍ ଜିତି ଦୁହେଲ ଦଳ ପ୍ରଥମେ ବ୍ୟାଟିଂ କରି ନିର୍ଧାରିତ ୬ ଓଭର୍‌ରେ ୭୧ ରନ୍ ସଂଗ୍ରହ କରିଥିଲେ । ଜବାବରେ ରହେନମାଳ ଦଳ ୫ ଓ୍ବିକେଟ୍ ବିନିମୟରେ କେବଳ ୩୮ ରନ୍ କରି ପରାଜିତ ହୋଇଥିଲା । ଏହି ବିଜୟ ସହ ଦୁହେଲ ଦଳ ସେମିଫାଇନାଲ୍‌କୁ ଉତ୍ତୀର୍ଣ୍ଣ ହୋଇ ନିଜର ଦୃଢ଼ ପ୍ରଦର୍ଶନର ପରିଚୟ ଦେଇଥିଲା ।
ମ୍ୟାଚ୍‌ଗୁଡିକୁ ସୁଚାରୁ ଭାବରେ ପରିଚାଳନା କରିବା ପାଇଁ ଅମ୍ପିଆର୍ ଭାବରେ ଯାଦବ ବେହେରା ଓ ଓ୍ବାରଫ ଖାଁ ଦାୟିତ୍ୱ ନିର୍ବାହ କରିଥିବାବେଳେ, ମହେନ୍ଦ୍ର ନନ୍ଦ ଓ ହିତେଶ ମଲ୍ଲିକ ଖେଳର ଧାରାବିବରଣୀ ଦେଇ ଦର୍ଶକଙ୍କୁ ମ୍ୟାଚ୍‌ ସହ ଯୋଡି ରଖିଥିଲେ । ନାରାୟଣ ଦାସ ସ୍କୋରର୍ ଭାବରେ ଦାୟିତ୍ୱ ସଫଳତାର ସହିତ ପାଳନ କରିଥିଲେ ।
ଏହି ସମଗ୍ର କ୍ରୀଡା ମହୋତ୍ସବକୁ ସଫଳ କରିବାରେ ଶିକେରପାଟ୍ ୟୁଥ୍ କ୍ଳବର ସମସ୍ତ ସଦସ୍ୟ ନିଷ୍ଠା ଓ ଦେଶଭାବନା ସହିତ ସକ୍ରିୟ ଭାବେ ସହଯୋଗ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   20-Sep-2026
  ଜିଲ୍ଲା  
ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   20-Sep-2026
  ଜିଲ୍ଲା  
୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ   20-Sep-2026
  ଜିଲ୍ଲା  
ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   20-Sep-2026
  ଜିଲ୍ଲା  
ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   20-Sep-2026
  ଜିଲ୍ଲା  
ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍   20-Sep-2026
  ଜିଲ୍ଲା  
ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   20-Sep-2026
  ଜିଲ୍ଲା  
ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   20-Sep-2026
  ଜିଲ୍ଲା  
ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   20-Sep-2026
  ଜିଲ୍ଲା  
ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   20-Sep-2026
  ଜିଲ୍ଲା  
ବାଗଡିଆରେ ବିଶ୍ୱକର୍ମା ପୂଜା ମହାସମାରୋହରେ ପାଳିତ(ନାଚ,ଗୀତ ଓ ସଂକୀର୍ତ୍ତନରେ ଭକ୍ତ ବିଭୋର)   20-Sep-2026
  ଜିଲ୍ଲା  
ଡାବୁଗାଁ ବ୍ଲକରେ ୧୦୫ଟି ପରୀକ୍ଷା କେନ୍ଦ୍ରରେ ନବଭାରତ ସାକ୍ଷରତା ପ୍ରଥମ ଆକଳନ କାର୍ଯ୍ୟକ୍ରମ ସଫଳତାର ସହ ଅନୁଷ୍ଠିତ   20-Sep-2026

You Might Also Like