-+91-9937148622 |

prerana_bgr@rediffmail.com |

  Tuesday 30th June 2026 |

| | | |

R.N.I. Regd No. ODIODI/2010/46693

Breaking News

ଅଜଣା ଗାଡ଼ି ଧକ୍କା ରେ ମୋଟରସାଇକଲ ଚାଳକ ମୃତ*   (30-Jun-2026)       ||      ପୁରୀ ଦେବ ସ୍ନାନା ପୂର୍ଣ୍ଣିମା ରେ ସେବା    (29-Jun-2026)       ||      ବିଜ୍ଞାନସମ୍ମତ ଓ ଯୁକ୍ତି ଭିତ୍ତିକ ବିଷୟବସ୍ତୁ ଥାଇ ନିର୍ଭୁଲ ପାଠ୍ୟପୁସ୍ତକ ପ୍ରସ୍ତୁତ ନହେବା ପର୍ଯ୍ୟନ୍ତ ଗତବର୍ଷର ବହିରେ ଶିକ୍ଷାଦାନ କରିବା ଦାବିରେ ଦସ୍ତଖତ ଅଭିଯାନ।   (29-Jun-2026)       ||      ବିବାହ ର ପ୍ରତିଶୃତି ଦେଇ ଯୁବତୀଙ୍କୁ ପ୍ରତାରଣା କଲା ଲମ୍ପଟ ପ୍ରେମିକ।   (29-Jun-2026)       ||      ଶିଶୁ କଲ୍ୟାଣ ସମିତିର ନୂତନ ଭବନ ଉଦଘାଟନ କଲେ ଜିଲ୍ଲାପାଳ   (29-Jun-2026)       ||      ସ୍ୱପ୍ନେଶ୍ୱରଙ୍କ ଘରେ ପହଞ୍ଚି ସ୍ଵାସ୍ଥ୍ୟ ଅବସ୍ଥା ବୁଝିଲେ ଜିଲ୍ଲାପାଳ   (29-Jun-2026)       ||      ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ POCSO Act ଉପରେ ଆଇନ ସଚେତନତା କାର୍ଯ୍ୟକ୍ରମ।   (29-Jun-2026)       ||      ମୁକ୍ତିତୀର୍ଥ ପାପକ୍ଷୟ ଘାଟରେ ଦେବସ୍ନାନ ପୂର୍ଣ୍ଣିମା   (29-Jun-2026)       ||      କଟକ ଗ୍ରାମ୍ୟ ଉନ୍ନୟନ ନିର୍ମାଣ ବିଭାଗର ମୁଖ୍ୟଯନ୍ତ୍ରୀ କାର୍ଯ୍ୟାଳୟରେ ଟେଣ୍ଡରେ ସାଙ୍ଘାତିକ ଦୁର୍ନୀତି। ଠିକାଦାର ମେଳି ହୋଇ କଲେ ଅଭିଯୋଗ। ଚାଉଳିଆଗଞ୍ଜ ଥାନାରେ ଏତଲା   (29-Jun-2026)       ||      ଜିଲ୍ଲା ଶିକ୍ଷା ବିଭାଗ ର ଅଜବ ନୀତି ଯୋଗୁଁ ଅବସର କାଳୀନ ପେନସନ ପାଇବାରୁ ବଞ୍ଚିତ ହେଉଛନ୍ତି ପ୍ରଧାନ ଶିକ୍ଷୟିତ୍ରୀ   (29-Jun-2026)       ||      ଜିଲ୍ଲା ଶିକ୍ଷା ବିଭାଗର ଅଜବ ନୀତି ଯୋଗୁଁ ଅବସର କାଳୀନ ପେନସନ ପାଇବାରୁ ବଞ୍ଚିତ ହେଉଛନ୍ତି ପ୍ରଧାନ ଶିକ୍ଷୟିତ୍ରୀ   (29-Jun-2026)       ||      ସ୍କର୍ପିଓ ଗାଡିରେ ୨୨କେଜି ଗଞ୍ଜେଇ ଚାଲାଣ, ଜଣେ ଗିରଫ   (29-Jun-2026)       ||      ବଲାଙ୍ଗୀର ଜିଲ୍ଲା ସିଭିଲ ସୋସାଇଟିର ବୈଠକ    (29-Jun-2026)       ||      ଡାବୁଗାଁ ଜଗନ୍ନାଥ ମନ୍ଦିରରେ ଦେବସ୍ନାନ ପୂର୍ଣ୍ଣିମା ପାଳିତ   (29-Jun-2026)       ||      *ମଦ ବିକ୍ରୀ ବନ୍ଦ ସହ ଗ୍ରାମ ର ବିଭିନ୍ନ ସମସ୍ୟା ନେଇ ମହିଳାଙ୍କ ବଜ୍ର ଶପଥ*   (29-Jun-2026)       ||      ବାଟରେ ଅଟକିଗଲା ଆମ୍ବୁଲାନ୍ସ, ଏକ କିଲୋମିଟର ଦୂରକୁ ଷ୍ଟ୍ରେଚରରେ ବୁହାହେଲେ ରୋଗୀ   (29-Jun-2026)       ||      ଅତାବିରାରେ କାର୍ଯ୍ୟକର୍ତ୍ତାଙ୍କ ସହ ମନ୍ କି ବାତ୍‌ର ୧୩୫ତମ ସଂସ୍କରଣ ଶୁଣିଲେ ସାଂସଦ ପ୍ରଦୀପ ପୁରୋହିତ   (29-Jun-2026)       ||      ବରପାଲି ପୋଲିସର ସଫଳତା: ଚୋରି ମାମଲାରେ ଦୁଇ ଅଭିଯୁକ୍ତ ଗିରଫ, ମୋଟରସାଇକେଲ ଉଦ୍ଧାର   (29-Jun-2026)       ||      ପରିବର୍ତ୍ତନର ସ୍ୱର ଡ଼ଃ ସୋନିଆ ଗୋଲ୍ଡି ଅଗ୍ରୱାଲ   (29-Jun-2026)       ||      ବଲାଙ୍ଗୀର ସ୍ଥିତ ସାଲେପାଲି ଠାରେ "ଆମ୍ବେଦକର ଭବନ ନିର୍ମାଣ" ଉଦ୍ଦେଶ୍ୟରେ ଏକ ଉଦ୍ଘାଟନୀ ଉତ୍ସବ ପାଳିତ   (28-Jun-2026)       ||     

HOME   ଜିଲ୍ଲା

ସାଧାରଣତନ୍ତ୍ର ଦିବସ ଅବସରରେ  ବଲାଙ୍ଗୀର ଜିଲ୍ଲା ଓକିଲ ସଂଘ ପକ୍ଷରୁ ମାଗଣା ଚକ୍ଷୁ ପରୀକ୍ଷା ଶିବିର

26-Jan-2026



ବଲାଙ୍ଗୀର (ଦେବାଶିଷ ବହିଦାର ): ଆଜିର ପଵିତ୍ର ସାଧାରଣତନ୍ତ୍ର ଦିବସ ଅବସରରେ  ବଲାଙ୍ଗୀର ଜିଲ୍ଲା ଓକିଲ ସଂଘ ପକ୍ଷରୁ ସ୍ଥାନୀୟ ସିଭିଲ କୋର୍ଟ ବାର ହଲ ଠାରେ ଏକ ମାଗଣା ଚକ୍ଷୁ ପରୀକ୍ଷା ଶିବିର ଅନୁଷ୍ଠିତ ହୋଇଥିଲା  l ପ୍ରଥମେ ବଲାଙ୍ଗୀର ଜିଲ୍ଲା ଓକିଲ ସଂଘ ପକ୍ଷରୁ କୋର୍ଟ ପରିସରରେ ଜାତୀୟ ପତାକା ଉତ୍ତୋଳନ କରାଯାଇଥିଲା l ପରେ ଅନୁଷ୍ଠିତ ଚକ୍ଷୁ ପରୀକ୍ଷା ଶିବିରରେ ପ୍ରାୟ  ୧୫୦ ଜଣ ଓକିଲଙ୍କ ସମେତ ସିଭିଲ କୋର୍ଟ ଜଜ୍ ଓ କୋର୍ଟ କର୍ମଚାରୀ ମାନେ ଆଖି ପରୀକ୍ଷା କରିବା ସହ ଆବଶ୍ୟକ ସ୍ଥଳେ ଚଷମା ନେଇଥିଲେ l ବାର୍ ଓ ଵେଞ୍ଚ୍ ର ମଳିତ ସହଯୋଗରେ ଏହି ଶିବିର ସଫଳତାର ସହ ଅନୁଷ୍ଠିତ ହୋଇଥିଲା ବୋଲି ସଂଘର ସମ୍ପାଦକ ସଂଜୟ ବଗର୍ତ୍ତୀ ସୂଚନା ଦେଇଛନ୍ତି l ବାର୍ ଏବଂ ବେଞ୍ଚ ମଧ୍ୟରେ ସମନ୍ୱୟ ରକ୍ଷା କରିବା ଆମର ଉଦ୍ଦେଶ୍ୟ ବୋଲି ସଂଘର ସଭାପତି ବାସୁଦେବ ରଥ ସୂଚନା ଦେଇଛନ୍ତି l  ଅନ୍ୟ ମାନଙ୍କ ମଧ୍ୟରେ ଜିଲ୍ଳା ଦୌରା ଜଜ୍

ମଳୟ ରଂଜନ ଦାସ, ସିଭିଲ କୋର୍ଟ ରେଜିଷ୍ଟlର ସୁଦୀପ ମିଶ୍ର, ଫେମିଲି ଜଜ୍ ବିକ୍ରମ କେଶରୀ ପଟ୍ଟନାୟକ ପ୍ରମୁଖ ଆଖି ପରୀକ୍ଷା କରି ସମସ୍ତଙ୍କୁ ଉତ୍ସାହିତ କରିଥିଲେ l ବୀରମହାରାଜପୁରର ମହାନଦୀ ନେତ୍ର ଚକିତ୍ସାଳୟର ସହଯୋଗରେ ଆୟୋଜିତ ଏହି ଶିବିରରେ ଚକ୍ଷୁ ଡାକ୍ତର ରୋହିତ, ଅପ୍ଟିକାଲ୍ ଚନ୍ଦ୍ରଶେଖର ନନ୍ଦ, ଟେକ୍ନିସିଆନ  ପ୍ରଶାନ୍ତ କୁମାର ଦାସ, ବାବୁଲୁ  ସେଠୀ, ଡି ପି ଏ ଧର୍ମରାଜ ନାଏକ, ହିମାଂଶୁ, ମନୋଜ ସାହୁ ପ୍ରମୁଖ ଙ୍କ ଦ୍ୱାରା ଚକ୍ଷୁ ପରୀକ୍ଷା ଶିବିର ପରିଚାଳିତ ହୋଇଥିଲା


News Comment




Photo in News

Advertisment
Lastest News
  ଜିଲ୍ଲା  
ଅଜଣା ଗାଡ଼ି ଧକ୍କା ରେ ମୋଟରସାଇକଲ ଚାଳକ ମୃତ*   30-Jun-2026
  ରାଜ୍ୟ  
ପୁରୀ ଦେବ ସ୍ନାନା ପୂର୍ଣ୍ଣିମା ରେ ସେବା   29-Jun-2026
  ଜିଲ୍ଲା  
ବିଜ୍ଞାନସମ୍ମତ ଓ ଯୁକ୍ତି ଭିତ୍ତିକ ବିଷୟବସ୍ତୁ ଥାଇ ନିର୍ଭୁଲ ପାଠ୍ୟପୁସ୍ତକ ପ୍ରସ୍ତୁତ ନହେବା ପର୍ଯ୍ୟନ୍ତ ଗତବର୍ଷର ବହିରେ ଶିକ୍ଷାଦାନ କରିବା ଦାବିରେ ଦସ୍ତଖତ ଅଭିଯାନ।   29-Jun-2026
  ଜିଲ୍ଲା  
ବିବାହ ର ପ୍ରତିଶୃତି ଦେଇ ଯୁବତୀଙ୍କୁ ପ୍ରତାରଣା କଲା ଲମ୍ପଟ ପ୍ରେମିକ।   29-Jun-2026
  ଜିଲ୍ଲା  
ଶିଶୁ କଲ୍ୟାଣ ସମିତିର ନୂତନ ଭବନ ଉଦଘାଟନ କଲେ ଜିଲ୍ଲାପାଳ   29-Jun-2026
  ଜିଲ୍ଲା  
ସ୍ୱପ୍ନେଶ୍ୱରଙ୍କ ଘରେ ପହଞ୍ଚି ସ୍ଵାସ୍ଥ୍ୟ ଅବସ୍ଥା ବୁଝିଲେ ଜିଲ୍ଲାପାଳ   29-Jun-2026
  ଜିଲ୍ଲା  
ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ POCSO Act ଉପରେ ଆଇନ ସଚେତନତା କାର୍ଯ୍ୟକ୍ରମ।   29-Jun-2026
  ଜିଲ୍ଲା  
ମୁକ୍ତିତୀର୍ଥ ପାପକ୍ଷୟ ଘାଟରେ ଦେବସ୍ନାନ ପୂର୍ଣ୍ଣିମା   29-Jun-2026
  ଜିଲ୍ଲା  
କଟକ ଗ୍ରାମ୍ୟ ଉନ୍ନୟନ ନିର୍ମାଣ ବିଭାଗର ମୁଖ୍ୟଯନ୍ତ୍ରୀ କାର୍ଯ୍ୟାଳୟରେ ଟେଣ୍ଡରେ ସାଙ୍ଘାତିକ ଦୁର୍ନୀତି। ଠିକାଦାର ମେଳି ହୋଇ କଲେ ଅଭିଯୋଗ। ଚାଉଳିଆଗଞ୍ଜ ଥାନାରେ ଏତଲା   29-Jun-2026
  ଜିଲ୍ଲା  
ଜିଲ୍ଲା ଶିକ୍ଷା ବିଭାଗ ର ଅଜବ ନୀତି ଯୋଗୁଁ ଅବସର କାଳୀନ ପେନସନ ପାଇବାରୁ ବଞ୍ଚିତ ହେଉଛନ୍ତି ପ୍ରଧାନ ଶିକ୍ଷୟିତ୍ରୀ   29-Jun-2026
  ଜିଲ୍ଲା  
ଜିଲ୍ଲା ଶିକ୍ଷା ବିଭାଗର ଅଜବ ନୀତି ଯୋଗୁଁ ଅବସର କାଳୀନ ପେନସନ ପାଇବାରୁ ବଞ୍ଚିତ ହେଉଛନ୍ତି ପ୍ରଧାନ ଶିକ୍ଷୟିତ୍ରୀ   29-Jun-2026
  ଜିଲ୍ଲା  
ସ୍କର୍ପିଓ ଗାଡିରେ ୨୨କେଜି ଗଞ୍ଜେଇ ଚାଲାଣ, ଜଣେ ଗିରଫ   29-Jun-2026

You Might Also Like