-+91-9937148622 |

prerana_bgr@rediffmail.com |

  Monday 27th April 2026 |

| | | |

R.N.I. Regd No. ODIODI/2010/46693

Breaking News

ବରୀ କନ୍ତକାର ସେତୁ: ବାଡ଼ା ନିର୍ମାଣ ନକରି ପଥଚାରୀଙ୍କୁ ବିପଦ ମୁହଁକୁ ଠେଲୁଛି ପୂର୍ତ୍ତ ବିଭାଗ   (26-Apr-2026)       ||      ସାଂସ୍କୃତିକ ଅନୁଷ୍ଠାନ କଳାଶ୍ରୀ ଆର୍ଟ ଏକାଡେମୀ  ଆନୁକୂଲ୍ୟରେ ଉନବିଂଶ ସର୍ବଭାରତୀୟ ଯୋଗିନୀ  ମହୋତ୍ସବ    (26-Apr-2026)       ||      ନାଇକେନସିରାରେ ପିଇବା ପାଣି ଘୋର ଅଭାବ, ନରସିଂହଙ୍କୁ ପାଣି ପାଇଁ ଜ୍ଞହାରୀ କଲେ ଲୋକେ   (26-Apr-2026)       ||      ବଙ୍ଗୋମୁଣ୍ଡା ସାମ୍ବାଦିକ ସଂଘ ର ୧୩ତମ ବାର୍ଷିକ ଉତ୍ସବ ସମାରୋହ ♦️ ସାମ୍ବାଦିକ ଙ୍କ ସୁରକ୍ଷା ସମ୍ମାନ ନିତାନ୍ତ ଜରୁରୀ    (26-Apr-2026)       ||      *ବୋଡ଼େନ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ପରିସର ମଧ୍ୟରେ ବିଶ୍ୱ ମେଳେରିଆ ଦିବସ ପାଳନ, ମେଲେରିଆ ମୁକ୍ତ ବ୍ଲକ ଗଠନ କରିବା ପାଇଁ ସଂକଳ୍ପ ନେଇଥିଲେ*   (26-Apr-2026)       ||      *ନାରୀ ଶକ୍ତି ବନ୍ଦନ ଅଧିନିୟମ କୁ ନେଇ ବିଜେପି ର ସାମ୍ୱାଦିକ ସମ୍ମିଳନୀ* *ଜନ ଆକ୍ରୋଶ ସମାବେଶ ରେ ଯୋଗ ଦେଲେ ହଜାର ହଜାର ମହିଳା*   (26-Apr-2026)       ||      କାର କୁ ବଞ୍ଚାଇବାକୁ ଯାଇ ଯାତ୍ରୀବାହୀ ବସ ଦୁର୍ଘଟଣା : ଅଳ୍ପକେ ବର୍ତିଲେ ୪୦ ରୁ ଉର୍ଦ୍ଧ ଯାତ୍ରୀ    (26-Apr-2026)       ||      ଜନ ଆକ୍ରୋଶ ମହିଳା ସମାବେଶ    (26-Apr-2026)       ||      *ସପ୍ତମ ଶ୍ରେଣୀ ଛାତ୍ରୀଙ୍କୁ ପ୍ରଧାନଶିକ୍ଷକଙ୍କ ଅସଦାଚରଣ ଅଭିଯୋଗ, ପ୍ରଧାନଶିକ୍ଷକ ନିଲମ୍ବିତ*   (26-Apr-2026)       ||      ନୂଆଁବନ୍ଧରେ ବାଇପାସ୍ ଡ୍ରେନେଜ୍ କାମ ବନ୍ଦ ଦାବୀ *ସହରରେ ନୂତନ ସ୍ୱରେଜ ବ୍ୟବସ୍ଥା ଦାବୀ*   (26-Apr-2026)       ||      ସାହସପୁର ପଞ୍ଚାୟତ ରେ ଜଳଛତ୍ର ବଣ୍ଟନ   (26-Apr-2026)       ||       ମାଟି ମୁଠେ ମଧ୍ୟ ନ ପଡ଼ି ୮ଲକ୍ଷ ଟଙ୍କାର ହୋଇଛି ବିଲ୍ ♦️ ଦାଇତ୍ୱ ଥିବା ଅଧିକାରୀଙ୍କ ବିରୋଧରେ ଉଠିଛି କାର୍ଯ୍ୟାନୁଷ୍ଠାନ ଦାବି    (26-Apr-2026)       ||      ବାଲିଗୁଡ଼ା ବନଖଣ୍ଡରୁ ପ୍ରଥମ ଥର ପାଇଁ ପୁରୀ ରଥଯାତ୍ରାରେ ରଥ ନିର୍ମାଣ ପାଇଁ କାଠ ଗଲା   (26-Apr-2026)       ||      ଶ୍ରୀରାମ ମନ୍ଦିର ବାନ୍ଧନଘୋରରେ ପବିତ୍ର ସୀତା ନବମୀ ଉତ୍ସବ ଅନୁଷ୍ଠିତ   (26-Apr-2026)       ||      ରାଜ୍ୟସ୍ତରୀୟ ଜାତୀୟ ପଞ୍ଚାୟତିରାଜ ଦିବସରେ ସୁନ୍ଦରଗଡ଼ ଜିଲ୍ଲା ପୁରସ୍କୃତ   (26-Apr-2026)       ||      କଟକରେ ବିଶ୍ୱ ପ୍ରାଣିଚିକିତ୍ସା ଦିବସ ପାଳିତ : କ୍ଲଷ୍ଟର ଆଧାରିତ ପ୍ରାଣିପାଳନ ଉପରେ ଗୁରୁତ୍ବ    (25-Apr-2026)       ||      କଂଗ୍ରେସ ବହୁପୂର୍ବରୁ ମହିଳାଙ୍କୁ ପ୍ରଧାନମନ୍ତ୍ରୀ,ବାଚସ୍ପତି ଓ ରାଷ୍ଟ୍ରପତି ପଦ ଦେଇସାରିଛି-କୁକୁସିଂ   (25-Apr-2026)       ||      କଟକରେ ଗ୍ୟାସ ସିଲିଣ୍ଡର ର ନକଲି କାରବାରର ଆଡ୍ଡା ଉପରେ ମାଡି ବସିଲା ପୋଲିସ    (25-Apr-2026)       ||      ଲାବଣ୍ୟବତୀ ଚାରିଟେବୁଲ ଟ୍ରଷ୍ଟର ୩ୟ ବାର୍ଷିକ ଉତ୍ସବ ଅନୁଷ୍ଠିତ   (25-Apr-2026)       ||      ପୂର୍ବତନ ଅଧ୍ୟକ୍ଷ ପ୍ରଶନ୍ନ ଛୋଟରାୟ ଙ୍କ ବିୟୋଗରେ ପୁରାତନ ଛାତ୍ର ସଂଘ ପକ୍ଷରୁ ଶୋକସଭା   (25-Apr-2026)       ||     

HOME   ଜିଲ୍ଲା

ବ୍ଲକରେ ଅଧ୍ୟକ୍ଷା ଏବଂ ସାମୁହିକ ମିଳିତ ପ୍ୟାରେଡରେ ବି ଡି ଓ କଲେ ଅଭିବାଦନ ଗ୍ରହଣ

26-Jan-2026



(ରାମନାଥ ପଣ୍ଡା)
  ୭୭ ତମ ସାଧାରଣତନ୍ତ୍ର ଦିବସ ପାଳନ ଅବସରରେ ନୂଆପଡ଼ା ଜିଲ୍ଲା ବୋଡ଼େନ ବ୍ଲକ କାର୍ଯ୍ୟାଳୟରେ ମୁଖ୍ୟ ଅତିଥି ରୂପେ ଅଧ୍ୟକ୍ଷା ପ୍ରେମ ଶିଳା ନାଗ ଯୋଗଦାନ କରି ଜାତୀୟ ପତାକା ଉତ୍ତୋଳନ କରିଥିବାବେଳେ ସ୍ଥାନୀୟ ହାଇସ୍କୁଲ ପଡିଆ ଠାରେ ସାମୁହିକ ମିଳିତ ପ୍ୟାରେଡରେ ମୁଖ୍ୟ ଅତିଥି ରୂପେ ବି ଡି ଓ ସୁଶାନ୍ତ କୁମାର ରଣା ଯୋଗଦାନ କରି ଜାତୀୟ ପତାକା ଉତ୍ତୋଳନ କରିବା ସହିତ ମିଳିତ ପ୍ୟାରେଡର ଅଭିବାଦନ ଗ୍ରହଣ କରିଥିଲେ । ପତାକା ଉତ୍ତୋଳନ ଓ ପ୍ୟାରେଡ ପଡ଼ିଆରେ ବ୍ଲକ ଅଧ୍ୟକ୍ଷା ପ୍ରେମ ଶିଳା ନାଗ,ତହସିଲଦାର ସରିତା ଗୁପ୍ତା, ଅତିରିକ୍ତ ତହସିଲଦାର ଅନସୂୟା ବାଗଦେବୀ,ବି ଏସ ଏଫ୍ କମାଣ୍ଡେଣ୍ଟ ଏମ ଏଲ ଗୁପ୍ତା,ସମାଜ ସେବୀ ଫାରୁକ୍ ମହମ୍ମଦ,ସମାଜ ସେବୀ ରାଜ କୁମାର ନାଗ,ସମାଜ ସେବୀ ସୌଦାଗର ସାହୁ,ସହକାରୀ କାର୍ଯ୍ୟ ନିର୍ବାହୀ ଯନ୍ତ୍ରୀ କ୍ଷୀରୋଦ ନାଏକ,ଜି ପି ଡି ଓ ଭୀଷ୍ମ କୁମାର,ଏପିଓ ରବିନାରାୟଣ ରାଉତ,ବରିଷ୍ଠ ନାଗରିକ ପର୍ଶୁରାମ ସେଠି,ଅବସରପ୍ରାପ୍ତ ଶିକ୍ଷକ ଚମରୁ ମାଝୀ,ସ୍ନାତକ ମହାବିଦ୍ୟାଳୟ ଜାତୀୟ ସେବା ଯୋଜନା ଅଧିକାରୀ ଡଃ କିଶୋର କୁମାର କର୍ଣ୍ଣ,ଅଧ୍ୟାପିକା ପ୍ରୀତି ସୁଦ୍ଧା ପଣ୍ଡା,ଏସ ଏସ ଡି ହାଇ ସ୍କୁଲ ପ୍ରଧାନ ଶିକ୍ଷକ ଲିଙ୍ଗରାଜ ସା,କନିଷ୍ଠ ଯନ୍ତ୍ରୀ ଅମରେନ୍ଦ୍ର ବିଶ୍ଵାଳ, କନିଷ୍ଠ ଯନ୍ତ୍ରୀ ଧର୍ମେନ୍ଦ୍ର ସାହୁ,ଏ ବି ଏଫ୍ ରାକେଶ କୁମାର ଷଡଙ୍ଗୀ,ପ୍ରଧାନ ଆଚାର୍ଯ୍ୟ ମୁରାରି ଲାଲ ହୋତା,ଗରୁଡ଼ ଧ୍ଵଜ ଦଣ୍ଡସେନା,ନୀତେଶ ମାଝୀ,ପୋଲିସ ଅଧିକାରୀ ପ୍ରମୁଖ ମଞ୍ଚାସିନ ଥିଲେ । ଶିକ୍ଷକ ବୈଷ୍ଣବ କୁମାର ଦୁରିଆ ମଞ୍ଚ ପରିଚାଳନା କରିଥିଲେ ।ବିଭିନ୍ନ ବିଦ୍ୟାଳୟ ଓ କଲେଜର ଛାତ୍ର ଛାତ୍ରୀ,କ୍ରୀଡ଼ା ଶିକ୍ଷକ,ଶିକ୍ଷକ ଶିକ୍ଷୟତ୍ରୀ ପ୍ୟାରେଡ ରେ ଅଂଶ ଗ୍ରହଣ କରିଥିଲେ ।ସାଧାରଣ ତନ୍ତ୍ର ଦିବସ ଉପଲକ୍ଷେ ପୂର୍ବରୁ ଅନୁଷ୍ଠିତ ପ୍ରତିଯୋଗିତା ମାନଙ୍କରେ କୃତିତ୍ୱ ଲାଭ କରିଥିବା ଛାତ୍ର ଛାତ୍ରୀଙ୍କୁ ପୁରସ୍କୃତ କରାଯାଇଥିଲା ।ଏତଦ୍ ବ୍ୟତୀତ ବୋଡ଼େନ ସହରରେ ପୋଲିସ ଷ୍ଟେସନ, ତହସିଲ କାର୍ଯ୍ୟାଳୟ,ବନ ବିଭାଗ କାର୍ଯ୍ୟାଳୟ,ସମସ୍ତ ବିଦ୍ୟାଳୟ,କଲେଜ,ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ର,କୃଷି କାର୍ଯ୍ୟାଳୟ,ବିଦ୍ୟୁତ୍ କାର୍ଯ୍ୟାଳୟ, ଗୋଷ୍ଠୀ ଶିକ୍ଷା କାର୍ଯ୍ୟାଳୟ, ସି ଡି ପି ଓ ଙ୍କ କାର୍ଯ୍ୟାଳୟ,ଯୁବକ ସଂଘ,ବିଜେପି କାର୍ଯ୍ୟାଳୟ ସମେତ ଅନ୍ୟ ସ୍ଥାନ ମାନଙ୍କରେ ସାଧାରଣ ତନ୍ତ୍ର ଦିବସ ଉପଲକ୍ଷେ ଜାତୀୟ ପତାକା ଉତ୍ତୋଳନ କରାଯାଇଥିଲା ।


News Comment




Photo in News

Advertisment
Lastest News
  ଜିଲ୍ଲା  
ବରୀ କନ୍ତକାର ସେତୁ: ବାଡ଼ା ନିର୍ମାଣ ନକରି ପଥଚାରୀଙ୍କୁ ବିପଦ ମୁହଁକୁ ଠେଲୁଛି ପୂର୍ତ୍ତ ବିଭାଗ   26-Apr-2026
  ଜିଲ୍ଲା  
ସାଂସ୍କୃତିକ ଅନୁଷ୍ଠାନ କଳାଶ୍ରୀ ଆର୍ଟ ଏକାଡେମୀ  ଆନୁକୂଲ୍ୟରେ ଉନବିଂଶ ସର୍ବଭାରତୀୟ ଯୋଗିନୀ  ମହୋତ୍ସବ   26-Apr-2026
  ଜିଲ୍ଲା  
ନାଇକେନସିରାରେ ପିଇବା ପାଣି ଘୋର ଅଭାବ, ନରସିଂହଙ୍କୁ ପାଣି ପାଇଁ ଜ୍ଞହାରୀ କଲେ ଲୋକେ   26-Apr-2026
  ଜିଲ୍ଲା  
ବଙ୍ଗୋମୁଣ୍ଡା ସାମ୍ବାଦିକ ସଂଘ ର ୧୩ତମ ବାର୍ଷିକ ଉତ୍ସବ ସମାରୋହ ♦️ ସାମ୍ବାଦିକ ଙ୍କ ସୁରକ୍ଷା ସମ୍ମାନ ନିତାନ୍ତ ଜରୁରୀ   26-Apr-2026
  ଜିଲ୍ଲା  
*ବୋଡ଼େନ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ପରିସର ମଧ୍ୟରେ ବିଶ୍ୱ ମେଳେରିଆ ଦିବସ ପାଳନ, ମେଲେରିଆ ମୁକ୍ତ ବ୍ଲକ ଗଠନ କରିବା ପାଇଁ ସଂକଳ୍ପ ନେଇଥିଲେ*   26-Apr-2026
  ଜିଲ୍ଲା  
*ନାରୀ ଶକ୍ତି ବନ୍ଦନ ଅଧିନିୟମ କୁ ନେଇ ବିଜେପି ର ସାମ୍ୱାଦିକ ସମ୍ମିଳନୀ* *ଜନ ଆକ୍ରୋଶ ସମାବେଶ ରେ ଯୋଗ ଦେଲେ ହଜାର ହଜାର ମହିଳା*   26-Apr-2026
  ଜିଲ୍ଲା  
କାର କୁ ବଞ୍ଚାଇବାକୁ ଯାଇ ଯାତ୍ରୀବାହୀ ବସ ଦୁର୍ଘଟଣା : ଅଳ୍ପକେ ବର୍ତିଲେ ୪୦ ରୁ ଉର୍ଦ୍ଧ ଯାତ୍ରୀ   26-Apr-2026
  ଜିଲ୍ଲା  
ଜନ ଆକ୍ରୋଶ ମହିଳା ସମାବେଶ   26-Apr-2026
  ଜିଲ୍ଲା  
*ସପ୍ତମ ଶ୍ରେଣୀ ଛାତ୍ରୀଙ୍କୁ ପ୍ରଧାନଶିକ୍ଷକଙ୍କ ଅସଦାଚରଣ ଅଭିଯୋଗ, ପ୍ରଧାନଶିକ୍ଷକ ନିଲମ୍ବିତ*   26-Apr-2026
  ଜିଲ୍ଲା  
ନୂଆଁବନ୍ଧରେ ବାଇପାସ୍ ଡ୍ରେନେଜ୍ କାମ ବନ୍ଦ ଦାବୀ *ସହରରେ ନୂତନ ସ୍ୱରେଜ ବ୍ୟବସ୍ଥା ଦାବୀ*   26-Apr-2026
  ଜିଲ୍ଲା  
ସାହସପୁର ପଞ୍ଚାୟତ ରେ ଜଳଛତ୍ର ବଣ୍ଟନ   26-Apr-2026
  ରାଜ୍ୟ  
 ମାଟି ମୁଠେ ମଧ୍ୟ ନ ପଡ଼ି ୮ଲକ୍ଷ ଟଙ୍କାର ହୋଇଛି ବିଲ୍ ♦️ ଦାଇତ୍ୱ ଥିବା ଅଧିକାରୀଙ୍କ ବିରୋଧରେ ଉଠିଛି କାର୍ଯ୍ୟାନୁଷ୍ଠାନ ଦାବି    26-Apr-2026

You Might Also Like