-+91-9937148622 |

prerana_bgr@rediffmail.com |

  Monday 21st September 2026 |

| | | |

R.N.I. Regd No. ODIODI/2010/46693

Breaking News

ଟ୍ରେନ ଧକ୍କାରେ ଯୁବକର ହାତ ଅଲଗା ହେଲା   (21-Sep-2026)       ||      ୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   (20-Sep-2026)       ||      ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   (20-Sep-2026)       ||      ୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ    (20-Sep-2026)       ||      ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   (20-Sep-2026)       ||      ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   (20-Sep-2026)       ||      ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍    (20-Sep-2026)       ||      ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   (20-Sep-2026)       ||      ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   (20-Sep-2026)       ||      ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   (20-Sep-2026)       ||      ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   (20-Sep-2026)       ||      ବାଗଡିଆରେ ବିଶ୍ୱକର୍ମା ପୂଜା ମହାସମାରୋହରେ ପାଳିତ(ନାଚ,ଗୀତ ଓ ସଂକୀର୍ତ୍ତନରେ ଭକ୍ତ ବିଭୋର)   (20-Sep-2026)       ||      ଡାବୁଗାଁ ବ୍ଲକରେ ୧୦୫ଟି ପରୀକ୍ଷା କେନ୍ଦ୍ରରେ ନବଭାରତ ସାକ୍ଷରତା ପ୍ରଥମ ଆକଳନ କାର୍ଯ୍ୟକ୍ରମ ସଫଳତାର ସହ ଅନୁଷ୍ଠିତ   (20-Sep-2026)       ||      ଗାଇ ସହ ବାଇକ୍ ଧକ୍କା ହୋଇ ବାଇକ୍ ଦୁର୍ଘଟଣା, ଜଣେ ମୃତ   (20-Sep-2026)       ||      ସୂଚନା ଓ ଲୋକସମ୍ପର୍କ ଉପନିର୍ଦ୍ଦେଶକଙ୍କ କାର୍ଯ୍ୟାଳୟ ପରିଦର୍ଶନ    (20-Sep-2026)       ||      ଭିଜିଲାନ୍ସ ଜାଲରେ ଦୁଇ ସରକାରୀ କର୍ମଚାରୀ   (20-Sep-2026)       ||      ତଳମୁଣ୍ଡଚାଷୀ ପ୍ରତାରିତ   (20-Sep-2026)       ||      *ଆସନ୍ତା ୨୩ ତାରିଖ ରୁ ସୁବର୍ଣ୍ଣପୁର ରେ ଆରମ୍ଭ ହେବ ରାଜ୍ୟ ସ୍ତରୀୟ ମର୍ଯ୍ୟାଦାପୂର୍ଣ୍ଣ ସାହାଣୀ କପ୍ ଫୁଟବଲ୍*- *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (20-Sep-2026)       ||      ଆଗଲପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରକୁ ନେଇ ଆମ୍ ଆଦମୀ ପାର୍ଟିର ଅଭିଯୋଗ   (20-Sep-2026)       ||      ଶିକ୍ଷାଠୁ ସମାଜସେବା ଯାଏଁ - ସବୁ କ୍ଷେତ୍ରରେ ଚମକିଲେ ଡକ୍ଟର ରମେଶଚନ୍ଦ୍ର ମାହାନନ୍ଦ   (20-Sep-2026)       ||     

HOME   ଜିଲ୍ଲା

ଡାବୁଗାଁ ବ୍ଲକର ବିଭିନ୍ନ ସ୍ଥାନରେ 77 ତମ ଗଣତନ୍ତ୍ର ଦିବସ ପାଳିତ

26-Jan-2026



ନବରଙ୍ଗପୁର -(ପ୍ରିୟଦର୍ଶିନୀ ପାତ୍ର)
 ଡାବୁଗାଁ ବ୍ଲକର ବିଭିନ୍ନ ସ୍ଥାନରେ 77 ତମ ଗଣତନ୍ତ୍ର ଦିବସ ପାଳିତ ହୋଇଯାଇଛି।ଏହି ଅବସରରେ ମହାତ୍ମା ଗାନ୍ଧୀ ଙ୍କ ପ୍ରତିମୂର୍ତ୍ତି ରେ ପୁଷ୍ପମାଲ୍ୟ ପ୍ରଦାନ କରିବା ସହିତ ସ୍ୱାଧୀନତା ପାଇଁ ଶହୀଦ ହୋଇଥିବା ସ୍ୱାଧୀନତା ସଂଗ୍ରାମୀ ଙ୍କ ସ୍ମୃତି ଚାରଣ କରିବା ସହିତ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଥିଲେ।ଏହି ଅବସରରେ ବ୍ଲକ କାର୍ଯ୍ୟାଳୟ, ତହସିଲ କାର୍ଯ୍ୟା|ଳୟ, ଥାନା, ପୋଷ୍ଟ ଅଫିସ, ମହିଳା ଓ ଶିଶୁ ବିକାଶ କାର୍ଯ୍ୟଳୟ, ସାମ୍ବାଦିକ ସଂଘ,ଜୟ ଭାରତ ଅଟୋ ଉନ୍ନୟିନ,ମୋଟର ସାଇକେଲ ମେକାନିକଲ ସଙ୍ଘ ଏଵଂ ବିଭିନ୍ନ ସରକାରୀ ବେସରକାରୀ କାର୍ଯ୍ୟାଳୟ ରେ ଓ ବିଭିନ୍ନ ବିଦ୍ୟାଳୟ ଗୁଡିକରେ ସାଧାରଣତନ୍ତ୍ର ଦିବସ ପାଳିତ ହୋଇଯାଇଛି | ଏହି ଶୁଭ ଅବସରରେ ବିଭିନ୍ନ ସରକାରୀ କାର୍ଯ୍ୟାଳରେ ମଧ୍ୟ  ଦାୟିତ୍ୱରେ ଥିବା ଅଧିକାରୀମାନେ ପତକା ଉତଲନ କରିଥିଲେ।ଆଜିର କାର୍ଯ୍ୟକ୍ରମଟି ସୁରୁଖୁରୁରେ ଅନୁଷ୍ଠିତ ହେଲା।ଡାବୁଗାଁ ବିଧାୟକ ଶ୍ରୀ ମନହର ରନ୍ଧାରୀ ସ୍ଥାନିୟ ସରକାରୀ ପଞ୍ଚାୟତ ହାଇସ୍କୁଲ ରେ ବ୍ଲକସ୍ତରୀୟ ପତାକା ଉତ୍ତୋଳନ କରିଥିଲେ ତାଙ୍କ ସହ ଅନେକ ଜନ ପ୍ରତିନିଧି, ଡାବୁଗାଁ ବିଡ଼ିଓ ସମୀର କୁମାର ପାତ୍ର, ତହସିଲଦାର ଗୀତା ମୁର୍ମୁ, ଡାବୁଗାଁ ଆଇ ଆଇସି ଗୋପାଳ କୃଷ୍ଣ ଆଗୁପାତ୍ର ପ୍ରମ୍ମୁଖ ମଞ୍ଚାସିନଥିଲେ। ବିଭିନ୍ନ ପ୍ରତିଯୋଗିତା ରେ ବିଜୟୀ ହୋଇଥିବା ଛାତ୍ର ଛାତ୍ରି ମାନଙ୍କୁ ଅଥିତି ମାନଙ୍କ ଦ୍ୱାରା ପୁରସ୍କାର ବିତ୍ରଣ କରା ଯାଇଥିଲାଏବଂ ଦେଶାତ୍ମକ ସଂଗୀତରେ ବିଭିନ୍ନ ବିଦ୍ୟାଳୟ ଛାତ୍ର ଛାତି ମାନେ ନୃତ୍ୟ ପରିବେଷଣ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଟ୍ରେନ ଧକ୍କାରେ ଯୁବକର ହାତ ଅଲଗା ହେଲା   21-Sep-2026
  ଜିଲ୍ଲା  
୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   20-Sep-2026
  ଜିଲ୍ଲା  
ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   20-Sep-2026
  ଜିଲ୍ଲା  
୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ   20-Sep-2026
  ଜିଲ୍ଲା  
ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   20-Sep-2026
  ଜିଲ୍ଲା  
ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   20-Sep-2026
  ଜିଲ୍ଲା  
ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍   20-Sep-2026
  ଜିଲ୍ଲା  
ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   20-Sep-2026
  ଜିଲ୍ଲା  
ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   20-Sep-2026
  ଜିଲ୍ଲା  
ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   20-Sep-2026
  ଜିଲ୍ଲା  
ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   20-Sep-2026
  ଜିଲ୍ଲା  
ବାଗଡିଆରେ ବିଶ୍ୱକର୍ମା ପୂଜା ମହାସମାରୋହରେ ପାଳିତ(ନାଚ,ଗୀତ ଓ ସଂକୀର୍ତ୍ତନରେ ଭକ୍ତ ବିଭୋର)   20-Sep-2026

You Might Also Like