-+91-9937148622 |

prerana_bgr@rediffmail.com |

  Monday 21st September 2026 |

| | | |

R.N.I. Regd No. ODIODI/2010/46693

Breaking News

ଟ୍ରେନ ଧକ୍କାରେ ଯୁବକର ହାତ ଅଲଗା ହେଲା   (21-Sep-2026)       ||      ୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   (20-Sep-2026)       ||      ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   (20-Sep-2026)       ||      ୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ    (20-Sep-2026)       ||      ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   (20-Sep-2026)       ||      ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   (20-Sep-2026)       ||      ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍    (20-Sep-2026)       ||      ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   (20-Sep-2026)       ||      ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   (20-Sep-2026)       ||      ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   (20-Sep-2026)       ||      ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   (20-Sep-2026)       ||      ବାଗଡିଆରେ ବିଶ୍ୱକର୍ମା ପୂଜା ମହାସମାରୋହରେ ପାଳିତ(ନାଚ,ଗୀତ ଓ ସଂକୀର୍ତ୍ତନରେ ଭକ୍ତ ବିଭୋର)   (20-Sep-2026)       ||      ଡାବୁଗାଁ ବ୍ଲକରେ ୧୦୫ଟି ପରୀକ୍ଷା କେନ୍ଦ୍ରରେ ନବଭାରତ ସାକ୍ଷରତା ପ୍ରଥମ ଆକଳନ କାର୍ଯ୍ୟକ୍ରମ ସଫଳତାର ସହ ଅନୁଷ୍ଠିତ   (20-Sep-2026)       ||      ଗାଇ ସହ ବାଇକ୍ ଧକ୍କା ହୋଇ ବାଇକ୍ ଦୁର୍ଘଟଣା, ଜଣେ ମୃତ   (20-Sep-2026)       ||      ସୂଚନା ଓ ଲୋକସମ୍ପର୍କ ଉପନିର୍ଦ୍ଦେଶକଙ୍କ କାର୍ଯ୍ୟାଳୟ ପରିଦର୍ଶନ    (20-Sep-2026)       ||      ଭିଜିଲାନ୍ସ ଜାଲରେ ଦୁଇ ସରକାରୀ କର୍ମଚାରୀ   (20-Sep-2026)       ||      ତଳମୁଣ୍ଡଚାଷୀ ପ୍ରତାରିତ   (20-Sep-2026)       ||      *ଆସନ୍ତା ୨୩ ତାରିଖ ରୁ ସୁବର୍ଣ୍ଣପୁର ରେ ଆରମ୍ଭ ହେବ ରାଜ୍ୟ ସ୍ତରୀୟ ମର୍ଯ୍ୟାଦାପୂର୍ଣ୍ଣ ସାହାଣୀ କପ୍ ଫୁଟବଲ୍*- *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (20-Sep-2026)       ||      ଆଗଲପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରକୁ ନେଇ ଆମ୍ ଆଦମୀ ପାର୍ଟିର ଅଭିଯୋଗ   (20-Sep-2026)       ||      ଶିକ୍ଷାଠୁ ସମାଜସେବା ଯାଏଁ - ସବୁ କ୍ଷେତ୍ରରେ ଚମକିଲେ ଡକ୍ଟର ରମେଶଚନ୍ଦ୍ର ମାହାନନ୍ଦ   (20-Sep-2026)       ||     

HOME   ଜିଲ୍ଲା

ଜେଏସ୍‌ଏମ୍ କଲେଜରେ ସାଧାରଣତନ୍ତ୍ର ଦିବସ ପାଳିତ, ଗଣତନ୍ତ୍ର ର ସୁରକ୍ଷା ପାଇଁ ନିଜ ସ୍ୱର କୁ ଶାଣିତ କରନ୍ତୁ : ପ୍ରମୋଦ ମିଶ୍ର

26-Jan-2026



ବଲାଙ୍ଗିର(ପ୍ରେରଣା ଖବର): ଆଜି ସ୍ଥାନୀୟ ଜେଏସ୍‌ଏମ୍ ଡିଗ୍ରୀ କଲେଜ ତରଫରୁ ୭୭ତମ ସଧାରଣତନ୍ତ୍ର ଦିବସ ପାଳିତ ହୋଇଯାଇଛି । ଏଥିର ମୁଖ୍ୟ ଅତିଥି ରୂପେ ବରିଷ୍ଠ ଆଇନଜୀବୀ ତଥା କୋଶଲ ରାଜ୍ୟ ସମନ୍ୱୟ ସମିତିର ଅଧ୍ୟକ୍ଷ ପ୍ରମେlଦ ମିଶ୍ର ଯୋଗ ଦେଇ ଜାତୀୟ ପତାକା ଉତ୍ତୋଳନ କରିବା ସହ ନିଜ ବକ୍ତବ୍ୟରେ ବିଭିନ୍ନ ସ୍ୱାଧୀନତା ସଂଗ୍ରାମୀଙ୍କ ଉଦାହରଣ ଦେଇ ଛାତ୍ରଛାତ୍ରୀ ମାନଙ୍କୁ ଗଣତନ୍ତ୍ରର ସୁରକ୍ଷା ଲାଗି ନିଜର ସ୍ୱରକୁ ଶାଣିତ କରିବାକୁ ଆହ୍ୱାନ ଦେଇଥିଲେ । ମହାବିଦ୍ୟାଳୟର ମୁଖ୍ୟ ଉପଦେଷ୍ଟା ମନୋରଞ୍ଜନ ସାହୁ ରାଷ୍ଟ୍ର ନିର୍ମାଣରେ ଗଣତନ୍ତ୍ରର ମୂଲ୍ୟବୋଧ ବୁଝି ଭବିଷ୍ୟତ ଗଠନ କରିବାକୁ ପରାମର୍ଶ ଦେଇଥିଲେ । ମହାବିଦ୍ୟାଳୟର ଅଧ୍ୟକ୍ଷା ମନସ୍ମିତା ମିଶ୍ର ସ୍ୱାଗତ ଭାଷଣ ଦେଇ ଥିବା ବେଳେ ଉପାଧ୍ୟକ୍ଷା ଏବିରାମ ଲିପ୍ସା କାର୍ଯ୍ୟକ୍ରମକୁ ସଂଯୋଜନା କରିଥିଲେ  । ଏହି ଅବସରରେ ରୋଗୀ ସେବାରେ ଉଲ୍ଲେଖନୀୟ ଅବଦାନ ପାଇଁ ଚିନ୍ମୟୀ ତ୍ରିପାଠୀ ଓ ସଫେଇ କମର୍ଚାରୀ ହିମାଂଶୁ ବିଭାରଙ୍କ ମୋମେଣ୍ଟେ,l ଦେଇ ସମ୍ବର୍ଦ୍ଧିତ କରାଯାଇଥିଲା । କଲେଜର ଛାତ୍ରୀ ସୁମିତ୍ରା ଭଂଜ ସାଧାରଣତନ୍ତ୍ର ଦିବସ ଉପରେ ବକ୍ତବ୍ୟ ପ୍ରଦାନ କରିଥିଲେ । କାର୍ଯ୍ୟକ୍ରମକୁ ସଫଳ କରିବାରେ ଅନ୍ୟ ମାନଙ୍କ ମଧ୍ୟରେ କଲେଜର ପ୍ରଶାସନିକ ଅଧିକାରୀ ଶୈଲେଶ ଚନ୍ଦ୍ର ପାଲ, ଅଧ୍ୟାପକ ସୁବ୍ରତ ପଟନାୟକ , ଅଂଜଳି ରଥ, ସ୍ମୃତି ସ୍ମରଣିକା ବେଚ୍‌, ଅଭିଜିତ ଢ଼ାଲି, ସୁପ୍ରିୟା ମହାପାତ୍ର ପ୍ରମୁଖ ସହଯୋଗ କରିଥିଲେ। 
ସୁଚନାଯୋଗ୍ୟ ଯେ, ଜିଲ୍ଲାସ୍ତରୀୟ ସାଧାରଣତନ୍ତ୍ର ଦିବସରେ  କଲେଜର ଛାତ୍ର ସରୋଜ ପ୍ରଧାନ ଓଡିଆ ବକ୍ତୃତା ପ୍ରତିଯୋଗିତାରେ ପୁରସ୍କୃତ ହୋଇଥିଲେ,ତାଙ୍କୁ କଲେଜ ତରଫରୁ ଅଭିନନ୍ଦନ ଜ୍ଞାପନ କରାଯାଇଛି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଟ୍ରେନ ଧକ୍କାରେ ଯୁବକର ହାତ ଅଲଗା ହେଲା   21-Sep-2026
  ଜିଲ୍ଲା  
୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   20-Sep-2026
  ଜିଲ୍ଲା  
ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   20-Sep-2026
  ଜିଲ୍ଲା  
୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ   20-Sep-2026
  ଜିଲ୍ଲା  
ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   20-Sep-2026
  ଜିଲ୍ଲା  
ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   20-Sep-2026
  ଜିଲ୍ଲା  
ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍   20-Sep-2026
  ଜିଲ୍ଲା  
ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   20-Sep-2026
  ଜିଲ୍ଲା  
ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   20-Sep-2026
  ଜିଲ୍ଲା  
ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   20-Sep-2026
  ଜିଲ୍ଲା  
ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   20-Sep-2026
  ଜିଲ୍ଲା  
ବାଗଡିଆରେ ବିଶ୍ୱକର୍ମା ପୂଜା ମହାସମାରୋହରେ ପାଳିତ(ନାଚ,ଗୀତ ଓ ସଂକୀର୍ତ୍ତନରେ ଭକ୍ତ ବିଭୋର)   20-Sep-2026

You Might Also Like