-+91-9937148622 |

prerana_bgr@rediffmail.com |

  Tuesday 30th June 2026 |

| | | |

R.N.I. Regd No. ODIODI/2010/46693

Breaking News

ବରପାଲି ସ୍ଥିତ ଗଙ୍ଗାଧର ମେହର କ୍ଲବରେ ସ୍ୱର୍ଗତ ଭଗବାନସାହୁଙ୍କ ୯୬ ତମ ଜୟନ୍ତୀ ଉତ୍ସବ ପାଳିତ   (30-Jun-2026)       ||      ଅଜଣା ଗାଡ଼ି ଧକ୍କା ରେ ମୋଟରସାଇକଲ ଚାଳକ ମୃତ*   (30-Jun-2026)       ||      ପୁରୀ ଦେବ ସ୍ନାନା ପୂର୍ଣ୍ଣିମା ରେ ସେବା    (29-Jun-2026)       ||      ବିଜ୍ଞାନସମ୍ମତ ଓ ଯୁକ୍ତି ଭିତ୍ତିକ ବିଷୟବସ୍ତୁ ଥାଇ ନିର୍ଭୁଲ ପାଠ୍ୟପୁସ୍ତକ ପ୍ରସ୍ତୁତ ନହେବା ପର୍ଯ୍ୟନ୍ତ ଗତବର୍ଷର ବହିରେ ଶିକ୍ଷାଦାନ କରିବା ଦାବିରେ ଦସ୍ତଖତ ଅଭିଯାନ।   (29-Jun-2026)       ||      ବିବାହ ର ପ୍ରତିଶୃତି ଦେଇ ଯୁବତୀଙ୍କୁ ପ୍ରତାରଣା କଲା ଲମ୍ପଟ ପ୍ରେମିକ।   (29-Jun-2026)       ||      ଶିଶୁ କଲ୍ୟାଣ ସମିତିର ନୂତନ ଭବନ ଉଦଘାଟନ କଲେ ଜିଲ୍ଲାପାଳ   (29-Jun-2026)       ||      ସ୍ୱପ୍ନେଶ୍ୱରଙ୍କ ଘରେ ପହଞ୍ଚି ସ୍ଵାସ୍ଥ୍ୟ ଅବସ୍ଥା ବୁଝିଲେ ଜିଲ୍ଲାପାଳ   (29-Jun-2026)       ||      ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ POCSO Act ଉପରେ ଆଇନ ସଚେତନତା କାର୍ଯ୍ୟକ୍ରମ।   (29-Jun-2026)       ||      ମୁକ୍ତିତୀର୍ଥ ପାପକ୍ଷୟ ଘାଟରେ ଦେବସ୍ନାନ ପୂର୍ଣ୍ଣିମା   (29-Jun-2026)       ||      କଟକ ଗ୍ରାମ୍ୟ ଉନ୍ନୟନ ନିର୍ମାଣ ବିଭାଗର ମୁଖ୍ୟଯନ୍ତ୍ରୀ କାର୍ଯ୍ୟାଳୟରେ ଟେଣ୍ଡରେ ସାଙ୍ଘାତିକ ଦୁର୍ନୀତି। ଠିକାଦାର ମେଳି ହୋଇ କଲେ ଅଭିଯୋଗ। ଚାଉଳିଆଗଞ୍ଜ ଥାନାରେ ଏତଲା   (29-Jun-2026)       ||      ଜିଲ୍ଲା ଶିକ୍ଷା ବିଭାଗ ର ଅଜବ ନୀତି ଯୋଗୁଁ ଅବସର କାଳୀନ ପେନସନ ପାଇବାରୁ ବଞ୍ଚିତ ହେଉଛନ୍ତି ପ୍ରଧାନ ଶିକ୍ଷୟିତ୍ରୀ   (29-Jun-2026)       ||      ଜିଲ୍ଲା ଶିକ୍ଷା ବିଭାଗର ଅଜବ ନୀତି ଯୋଗୁଁ ଅବସର କାଳୀନ ପେନସନ ପାଇବାରୁ ବଞ୍ଚିତ ହେଉଛନ୍ତି ପ୍ରଧାନ ଶିକ୍ଷୟିତ୍ରୀ   (29-Jun-2026)       ||      ସ୍କର୍ପିଓ ଗାଡିରେ ୨୨କେଜି ଗଞ୍ଜେଇ ଚାଲାଣ, ଜଣେ ଗିରଫ   (29-Jun-2026)       ||      ବଲାଙ୍ଗୀର ଜିଲ୍ଲା ସିଭିଲ ସୋସାଇଟିର ବୈଠକ    (29-Jun-2026)       ||      ଡାବୁଗାଁ ଜଗନ୍ନାଥ ମନ୍ଦିରରେ ଦେବସ୍ନାନ ପୂର୍ଣ୍ଣିମା ପାଳିତ   (29-Jun-2026)       ||      *ମଦ ବିକ୍ରୀ ବନ୍ଦ ସହ ଗ୍ରାମ ର ବିଭିନ୍ନ ସମସ୍ୟା ନେଇ ମହିଳାଙ୍କ ବଜ୍ର ଶପଥ*   (29-Jun-2026)       ||      ବାଟରେ ଅଟକିଗଲା ଆମ୍ବୁଲାନ୍ସ, ଏକ କିଲୋମିଟର ଦୂରକୁ ଷ୍ଟ୍ରେଚରରେ ବୁହାହେଲେ ରୋଗୀ   (29-Jun-2026)       ||      ଅତାବିରାରେ କାର୍ଯ୍ୟକର୍ତ୍ତାଙ୍କ ସହ ମନ୍ କି ବାତ୍‌ର ୧୩୫ତମ ସଂସ୍କରଣ ଶୁଣିଲେ ସାଂସଦ ପ୍ରଦୀପ ପୁରୋହିତ   (29-Jun-2026)       ||      ବରପାଲି ପୋଲିସର ସଫଳତା: ଚୋରି ମାମଲାରେ ଦୁଇ ଅଭିଯୁକ୍ତ ଗିରଫ, ମୋଟରସାଇକେଲ ଉଦ୍ଧାର   (29-Jun-2026)       ||      ପରିବର୍ତ୍ତନର ସ୍ୱର ଡ଼ଃ ସୋନିଆ ଗୋଲ୍ଡି ଅଗ୍ରୱାଲ   (29-Jun-2026)       ||     

HOME   ଜିଲ୍ଲା

ଗଣତନ୍ତ୍ର ଦିବସ ପ୍ୟାରେଡ଼ ରେ ଦ୍ଵିତୀୟ ସ୍ଥାନରେ ଅଭ୍ୟୁଦୟ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ 

26-Jan-2026



ବୌଦ୍ଧ:-ବୌଦ୍ଧ ସହର ଐତିହାସିକ ସହର ଭାବେ ପରିଗଣିତ। ସୁନ୍ଦର ସହର।ସହରକୁ ଲାଗି କୁଳୁକୁଳୁ ନାଦରେ ବୋହିଯାଉଛି ମହାନଦୀ।ପାହାଡ ଜଙ୍ଗଲ ପରିବେଷ୍ଟନୀ ତଥା ପ୍ରାକୃତିକ ସୌନ୍ଦର୍ଯ୍ୟ ଘେରା ବୌଦ୍ଧ ଜିଲ୍ଲାରେ ଉଚ୍ଚ ଶିକ୍ଷାର ବିକାଶ ପାଇଁ ଅଭ୍ୟୁଦୟ ଇନଷ୍ଟିଚ୍ୟୁଟ ଅଫ ବେସିକ ସାଇନ୍ସ ନାମରେ ଏକ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଖୋଲି ଛାତ୍ର ଛାତ୍ରୀ ମାନଙ୍କୁ ଶିକ୍ଷା ଜଗତର ଉଜ୍ଜ୍ବଳ ତାରକା ଭାବେ ଗଢି ତୋଳିବାର ପ୍ରୟାସ ଜାରି ରଖିଛନ୍ତି। ମାତ୍ର ଗୋଟିଏ ବର୍ଷ ପୂର୍ଣ୍ଣ କରିଥିବା ନବସ୍ଥାପିତ ଅଭ୍ୟୁଦୟ ଇନଷ୍ଟିଚ୍ୟୁଟ ଅଫ ବେସିକ ସାଇନ୍ସ ଉଚ୍ଚମାଧ୍ୟମିକ ବିଦ୍ୟାଳୟ 

ବୌଦ୍ଧ ଠାରେ ଅନୁଷ୍ଠିତ ଜିଲ୍ଲସ୍ତରୀୟ ୭୭ତମ ଗଣତନ୍ତ୍ର ଦିବସ ପେରେଡରେ ପ୍ରଥମ ଥର ଅଂଶଗ୍ରହଣ କରି ଦ୍ଵିତୀୟ ସ୍ଥାନ ଅଧିକାର କରିଛି। ଛାତ୍ର ଛାତ୍ରୀ ମାନେ ତାଙ୍କର କ୍ଷମତା,ନେତୃତ୍ୱ ଓ କଠିନ ପ୍ରଶିକ୍ଷଣ ବଳରେ ସଫଳତା ପାଇଛନ୍ତି, ଯାହା 

 ପ୍ରତିଷ୍ଠାନ ଓ ଶିକ୍ଷା ପରିବେଶ ପ୍ରତି ସମ୍ମାନ ଓ ଉତ୍ସାହ ବୃଦ୍ଧି କରିଛି।ଏହି ସଫଳ ପ୍ୟାରେଡ଼ ପ୍ରଦର୍ଶନ ରେ କମାଣ୍ଡର ଭାବେ ଆୟୁଶୀ ମହାକୁଲ ଏବଂ ଧ୍ଵଜା ନାୟିକା ଭାବେ ଅଂଶିକା ଦେହୁରୀ ଅଂଶଗ୍ରହଣ କରିଥିଲେ।ଆଜିର ପ୍ୟାରେଡ଼ ରେ ଦ୍ଵିତୀୟ ସ୍ଥାନ ଅଧିକାର କରି ଅଭ୍ୟୁଦୟ ଶିକ୍ଷା ଅନୁଷ୍ଠାନ ପାଇଁ ଗୌରବ ଜନକ ଉପଲବ୍ଧି ସୃଷ୍ଟି କରିଥିବାରୁ ଅନୁଷ୍ଠାନ ତରଫରୁ ପ୍ରଶଂସା କରାଯାଇଛି।


News Comment




Photo in News

Advertisment
Lastest News
  ଜିଲ୍ଲା  
ବରପାଲି ସ୍ଥିତ ଗଙ୍ଗାଧର ମେହର କ୍ଲବରେ ସ୍ୱର୍ଗତ ଭଗବାନସାହୁଙ୍କ ୯୬ ତମ ଜୟନ୍ତୀ ଉତ୍ସବ ପାଳିତ   30-Jun-2026
  ଜିଲ୍ଲା  
ଅଜଣା ଗାଡ଼ି ଧକ୍କା ରେ ମୋଟରସାଇକଲ ଚାଳକ ମୃତ*   30-Jun-2026
  ରାଜ୍ୟ  
ପୁରୀ ଦେବ ସ୍ନାନା ପୂର୍ଣ୍ଣିମା ରେ ସେବା   29-Jun-2026
  ଜିଲ୍ଲା  
ବିଜ୍ଞାନସମ୍ମତ ଓ ଯୁକ୍ତି ଭିତ୍ତିକ ବିଷୟବସ୍ତୁ ଥାଇ ନିର୍ଭୁଲ ପାଠ୍ୟପୁସ୍ତକ ପ୍ରସ୍ତୁତ ନହେବା ପର୍ଯ୍ୟନ୍ତ ଗତବର୍ଷର ବହିରେ ଶିକ୍ଷାଦାନ କରିବା ଦାବିରେ ଦସ୍ତଖତ ଅଭିଯାନ।   29-Jun-2026
  ଜିଲ୍ଲା  
ବିବାହ ର ପ୍ରତିଶୃତି ଦେଇ ଯୁବତୀଙ୍କୁ ପ୍ରତାରଣା କଲା ଲମ୍ପଟ ପ୍ରେମିକ।   29-Jun-2026
  ଜିଲ୍ଲା  
ଶିଶୁ କଲ୍ୟାଣ ସମିତିର ନୂତନ ଭବନ ଉଦଘାଟନ କଲେ ଜିଲ୍ଲାପାଳ   29-Jun-2026
  ଜିଲ୍ଲା  
ସ୍ୱପ୍ନେଶ୍ୱରଙ୍କ ଘରେ ପହଞ୍ଚି ସ୍ଵାସ୍ଥ୍ୟ ଅବସ୍ଥା ବୁଝିଲେ ଜିଲ୍ଲାପାଳ   29-Jun-2026
  ଜିଲ୍ଲା  
ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ POCSO Act ଉପରେ ଆଇନ ସଚେତନତା କାର୍ଯ୍ୟକ୍ରମ।   29-Jun-2026
  ଜିଲ୍ଲା  
ମୁକ୍ତିତୀର୍ଥ ପାପକ୍ଷୟ ଘାଟରେ ଦେବସ୍ନାନ ପୂର୍ଣ୍ଣିମା   29-Jun-2026
  ଜିଲ୍ଲା  
କଟକ ଗ୍ରାମ୍ୟ ଉନ୍ନୟନ ନିର୍ମାଣ ବିଭାଗର ମୁଖ୍ୟଯନ୍ତ୍ରୀ କାର୍ଯ୍ୟାଳୟରେ ଟେଣ୍ଡରେ ସାଙ୍ଘାତିକ ଦୁର୍ନୀତି। ଠିକାଦାର ମେଳି ହୋଇ କଲେ ଅଭିଯୋଗ। ଚାଉଳିଆଗଞ୍ଜ ଥାନାରେ ଏତଲା   29-Jun-2026
  ଜିଲ୍ଲା  
ଜିଲ୍ଲା ଶିକ୍ଷା ବିଭାଗ ର ଅଜବ ନୀତି ଯୋଗୁଁ ଅବସର କାଳୀନ ପେନସନ ପାଇବାରୁ ବଞ୍ଚିତ ହେଉଛନ୍ତି ପ୍ରଧାନ ଶିକ୍ଷୟିତ୍ରୀ   29-Jun-2026
  ଜିଲ୍ଲା  
ଜିଲ୍ଲା ଶିକ୍ଷା ବିଭାଗର ଅଜବ ନୀତି ଯୋଗୁଁ ଅବସର କାଳୀନ ପେନସନ ପାଇବାରୁ ବଞ୍ଚିତ ହେଉଛନ୍ତି ପ୍ରଧାନ ଶିକ୍ଷୟିତ୍ରୀ   29-Jun-2026

You Might Also Like