-+91-9937148622 |

prerana_bgr@rediffmail.com |

  Friday 25th September 2026 |

| | | |

R.N.I. Regd No. ODIODI/2010/46693

Breaking News

ବରପାଲି ମହାବିଦ୍ୟାଳୟର ରାଜନୀତି ବିଜ୍ଞାନ ବିଭାଗରେ ସ୍ବାଗତ ସମ୍ବର୍ଦ୍ଧନା ଉତ୍ସବ ପାଳିତ   (25-Sep-2026)       ||      ବରପାଲି ତହସିଲ ଛକ ଜୟ ଜଗଦମ୍ବା କ୍ଲବର ଦୁର୍ଗାପୂଜା ପାଇଁ ଶୁଭ ସ୍ତମ୍ଭ ସ୍ଥାପନ   (25-Sep-2026)       ||      ପ୍ରବଳ ବର୍ଷାରେ ରୋଷେଇ ଘର ଭାଙ୍ଗିଲା, ସହାୟତା ପାଇଁ ଗୁହାରି   (25-Sep-2026)       ||      *ଡାବୁଗାଁ ରେଞ୍ଜ ଗିରଲିଗୁଡା ଗ୍ରାମରେ ଭାଲୁ ସୁରକ୍ଷା ଡ୍ୟୁଟି*   (25-Sep-2026)       ||      ଜଳ ଘେରରେ ଥିବା ସାନ ଦହିଭଟା ଓ ବଡ ଦହିଭଟା ପରିଦର୍ଶନ କଲେ ଅତିରିକ୍ତ ସଚିବ, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ   (25-Sep-2026)       ||      ରାଜ୍ୟପାଳ ପୁରସ୍କାର ପାଇଁ ବିନିକା ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟର ରେଡକ୍ରସ ବିଭାଗ ମନୋନୀତ   (25-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ବିଶ୍ୱ ଆତ୍ମହତ୍ୟା ନିରୋଧ ସଚେତନତା କାର୍ଯ୍ୟକ୍ରମ   (25-Sep-2026)       ||      ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   (25-Sep-2026)       ||      ଓଡିଶା ଟି-୨୦ ଲିଗ୍‌ରେ ବଲାଙ୍ଗିର ର ତିନି ଯୁବ କ୍ରିକେଟର ସିଏମ୍ ଟ୍ରଫି ୨୦୨୬ ପାଇଁ ଦିବ୍ୟମ, ଓମ୍‌କାର ଓ ଯୋଗେଶ୍ୱର ମନୋନୀତ   (25-Sep-2026)       ||      ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଡିଏଭି ସ୍ୱୟଂ ଶାସିତ ମହାବିଦ୍ୟାଳୟକୁ ଜଳ ବିଶୋଧନ ପ୍ରକଳ୍ପ ପ୍ରଦାନ    (25-Sep-2026)       ||      ଟିଟିଲାଗଡ଼ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ନମାମି ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ   (25-Sep-2026)       ||      ଛତାମଖନା ଡ୍ୟାମ୍ କ୍ଷତି, ଜଙ୍ଗଲ ନିଆଁ, ପ୍ରବାସୀ ଶ୍ରମିକ ଓ MMDR ସଂଶୋଧନକୁ ନେଇ ସରକାରଙ୍କ ତଥ୍ୟ   (25-Sep-2026)       ||      *ବର୍ଷା ଯୋଗୁଁ ସଲଫ ଗଛ ଘର ଉପରେ ପଡିଲା, ଅଳ୍ପକେ ବର୍ତ୍ତିଲେ ୨ ଭାଇ ଭଉଣୀ*   (25-Sep-2026)       ||      ଯୁବଶକ୍ତି ଜାଗ୍ରତ ହେଲେ, ଏଡ୍‌ସ ମୁକ୍ତ ସମାଜ ଗଢ଼ି ହେବ   (25-Sep-2026)       ||      ଲଗାଣ ବର୍ଷାରେ ଧସିଲା ଜାତୀୟ ରାଜପଥ କଡରେ ଥିବା କା ଏମ ଭି ୭୬ ର ପେଟ୍ରୋଲ ପମ୍ପର ସାଇଡ କାନ୍ଥ    (25-Sep-2026)       ||      ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା   (25-Sep-2026)       ||      *ନୂଆଁଖାଇ ଭେଟଘାଟ ପାଇଁ କ୍ଷତ୍ରିୟ ଧାକଡ ସମାଜ କୋର କମିଟି ର ପ୍ରସ୍ତୁତି ବୈଠକ*   (25-Sep-2026)       ||      ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ    (24-Sep-2026)       ||      କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ    (24-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   (24-Sep-2026)       ||     

HOME   ଜିଲ୍ଲା

ବେଗୁନିଆପଡା ବ୍ଲକରେ ମନରେଗାରେ ଚାରାରୋପଣ ଦୁର୍ନୀତି ଅଭିଯୋଗ : ଭିଜିଲାନ୍ସ ତଦନ୍ତ ହେଲେ ଫିଟିବ ଗୁମର

03-Feb-2021



କୋଦଳା(ଉମା ମହାରଣା): ବେଗୁନିଆପଡା ବ୍ଲକ ର ଅନେକ ପଞ୍ଚାୟତ ଗୁଡିକରେ ମନରେଗା ଯୋଜନାରେ ଗଛ ଲଗାଇବା ନାମରେ ଲକ୍ଷ ଲକ୍ଷ ଟଙ୍କା ହରିଲୁଟ କରିଦେଉଛନ୍ତି। ଯେପରିକି ଏହି ବ୍ଲକ ଅନ୍ତର୍ଗତ ନିମିନା ଗ୍ରାମରେ ମଧ୍ୟ ଠିକ ସେହି ପ୍ରକାରର ଟଙ୍କା ହଡ଼ପକୁ ନେଇ ସ୍ଥାନୀୟ ବାସିନ୍ଦାଙ୍କ ଅଭିଯୋଗ କ୍ରମେ ଜଙ୍ଗଲ ବିଭାଗ  ଘଟଣାର ତଦନ୍ତ କରିଛି।ଏପରିକି ଜନୈକ ମହିଳା ଫରେଷ୍ଟ ଗାର୍ଡ ଜଣକ ଟଙ୍କା ନଦେଲେ ପୋଲିସ ରେ ଦେବେ ବୋଲି ଧମକ ଦେଇଥିଲେ।ଏହାପରେ ସେମାନେ ଟଙ୍କା ବେଗୁନିଆପଡା ଆଇଓବି ଶାଖାରୁ ଉଠାଇ ଦେଇଥିଲେ।କିନ୍ତୁ ତାଙ୍କ ଆକାଉଣ୍ଟ କୁ ୪୦ ହଜାର ଟଙ୍କା ମଜୁରୀ ବାବଦରେ ଆସିଥିଲା ବୋଲି ତଦନ୍ତକାରୀ ଟିମ୍ ନିକଟରେ ବୟାନ ଦେଇଛନ୍ତି ବନବିହାରୀ।ଏହି ଘଟଣା ୨୦୧୭-୧୮ ରୁ ୨୦୨୦-୨୧ ଆର୍ଥିକ ବର୍ଷ ରେ ତତ୍କାଳୀନ ଖଲ୍ଲିକୋଟ ରେଞ୍ଜରଙ୍କ ସମୟରେ ହୋଇଥିବା ଅଭିଯୋଗ ହୋଇଛି।ଭିଜିଲାନ୍ସ ତଦନ୍ତ କଲେ ସମସ୍ତ ରହସ୍ୟ ଉନ୍ମୋଚିତ ହେବ ବୋଲି ସାଧାରଣରେ ପ୍ରକାଶ ପାଇଛି। କେଵଳ ଯେ ଚାରା ଦୁର୍ନୀତି ନୁହେଁ ବେଗୁନିଆପଡା ବ୍ଲକ ରେ ଅନେକ ପ୍ରକାର ଦୁର୍ନୀତି ହେଉଛି ଯାହାକି ଆବାସ ଯୋଜନା, ମଧୁବାବୁ ପେନସନ ଯୋଜନା, ମନରେଗା ରେ ଆସୁଥିବା ଅନେକ କାମ,ଶିଶୁ ପ୍ରକଳ୍ପ ଯୋଜନା ରେ ଆସୁଥିବା ଖାଦ୍ୟ ମଧ୍ୟ ହରିଲୁଟ କରୁଛନ୍ତି, ଯାହାକୁ ନେଇକି ବିଭିନ୍ନ ସମୟରେ ବିଭିନ୍ନ ଗଣମାଧ୍ୟମରେ ଖବର ମଧ୍ୟ ପ୍ରକାଶ ପାଇଛି। ତେଣୁ ଏହି ଭଳି ଦୁର୍ନୀତିକୁ କିଭଳି ଆଗକୁ ରୋକାଯାଇପାରିବ ସେ ଉପରେ ସମସ୍ତଙ୍କ ନଜର ରହିଛି।


News Comment




Photo in News

Advertisment
Lastest News
  ଜିଲ୍ଲା  
ବରପାଲି ମହାବିଦ୍ୟାଳୟର ରାଜନୀତି ବିଜ୍ଞାନ ବିଭାଗରେ ସ୍ବାଗତ ସମ୍ବର୍ଦ୍ଧନା ଉତ୍ସବ ପାଳିତ   25-Sep-2026
  ଜିଲ୍ଲା  
ବରପାଲି ତହସିଲ ଛକ ଜୟ ଜଗଦମ୍ବା କ୍ଲବର ଦୁର୍ଗାପୂଜା ପାଇଁ ଶୁଭ ସ୍ତମ୍ଭ ସ୍ଥାପନ   25-Sep-2026
  ଜିଲ୍ଲା  
ପ୍ରବଳ ବର୍ଷାରେ ରୋଷେଇ ଘର ଭାଙ୍ଗିଲା, ସହାୟତା ପାଇଁ ଗୁହାରି   25-Sep-2026
  ଜିଲ୍ଲା  
*ଡାବୁଗାଁ ରେଞ୍ଜ ଗିରଲିଗୁଡା ଗ୍ରାମରେ ଭାଲୁ ସୁରକ୍ଷା ଡ୍ୟୁଟି*   25-Sep-2026
  ଜିଲ୍ଲା  
ଜଳ ଘେରରେ ଥିବା ସାନ ଦହିଭଟା ଓ ବଡ ଦହିଭଟା ପରିଦର୍ଶନ କଲେ ଅତିରିକ୍ତ ସଚିବ, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ   25-Sep-2026
  ଜିଲ୍ଲା  
ରାଜ୍ୟପାଳ ପୁରସ୍କାର ପାଇଁ ବିନିକା ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟର ରେଡକ୍ରସ ବିଭାଗ ମନୋନୀତ   25-Sep-2026
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଳୟରେ ବିଶ୍ୱ ଆତ୍ମହତ୍ୟା ନିରୋଧ ସଚେତନତା କାର୍ଯ୍ୟକ୍ରମ   25-Sep-2026
  ଜିଲ୍ଲା  
ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   25-Sep-2026
  ଜିଲ୍ଲା  
ଓଡିଶା ଟି-୨୦ ଲିଗ୍‌ରେ ବଲାଙ୍ଗିର ର ତିନି ଯୁବ କ୍ରିକେଟର ସିଏମ୍ ଟ୍ରଫି ୨୦୨୬ ପାଇଁ ଦିବ୍ୟମ, ଓମ୍‌କାର ଓ ଯୋଗେଶ୍ୱର ମନୋନୀତ   25-Sep-2026
  ଜିଲ୍ଲା  
ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଡିଏଭି ସ୍ୱୟଂ ଶାସିତ ମହାବିଦ୍ୟାଳୟକୁ ଜଳ ବିଶୋଧନ ପ୍ରକଳ୍ପ ପ୍ରଦାନ   25-Sep-2026
  ଜିଲ୍ଲା  
ଟିଟିଲାଗଡ଼ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ନମାମି ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ   25-Sep-2026
  ରାଜନୀତି  
ଛତାମଖନା ଡ୍ୟାମ୍ କ୍ଷତି, ଜଙ୍ଗଲ ନିଆଁ, ପ୍ରବାସୀ ଶ୍ରମିକ ଓ MMDR ସଂଶୋଧନକୁ ନେଇ ସରକାରଙ୍କ ତଥ୍ୟ   25-Sep-2026

You Might Also Like