-+91-9937148622 |

prerana_bgr@rediffmail.com |

  Tuesday 30th June 2026 |

| | | |

R.N.I. Regd No. ODIODI/2010/46693

Breaking News

ନୂତନ ଏସ୍‌ଏମ୍‌ସି ଗଠନ ପାଇଁ ସିଆରସିସିଙ୍କ ବିଦ୍ୟାଳୟ ପରିଦର୍ଶନ   (30-Jun-2026)       ||      ବରପାଲି ସ୍ଥିତ ଗଙ୍ଗାଧର ମେହର କ୍ଲବରେ ସ୍ୱର୍ଗତ ଭଗବାନସାହୁଙ୍କ ୯୬ ତମ ଜୟନ୍ତୀ ଉତ୍ସବ ପାଳିତ   (30-Jun-2026)       ||      ଅଜଣା ଗାଡ଼ି ଧକ୍କା ରେ ମୋଟରସାଇକଲ ଚାଳକ ମୃତ*   (30-Jun-2026)       ||      ପୁରୀ ଦେବ ସ୍ନାନା ପୂର୍ଣ୍ଣିମା ରେ ସେବା    (29-Jun-2026)       ||      ବିଜ୍ଞାନସମ୍ମତ ଓ ଯୁକ୍ତି ଭିତ୍ତିକ ବିଷୟବସ୍ତୁ ଥାଇ ନିର୍ଭୁଲ ପାଠ୍ୟପୁସ୍ତକ ପ୍ରସ୍ତୁତ ନହେବା ପର୍ଯ୍ୟନ୍ତ ଗତବର୍ଷର ବହିରେ ଶିକ୍ଷାଦାନ କରିବା ଦାବିରେ ଦସ୍ତଖତ ଅଭିଯାନ।   (29-Jun-2026)       ||      ବିବାହ ର ପ୍ରତିଶୃତି ଦେଇ ଯୁବତୀଙ୍କୁ ପ୍ରତାରଣା କଲା ଲମ୍ପଟ ପ୍ରେମିକ।   (29-Jun-2026)       ||      ଶିଶୁ କଲ୍ୟାଣ ସମିତିର ନୂତନ ଭବନ ଉଦଘାଟନ କଲେ ଜିଲ୍ଲାପାଳ   (29-Jun-2026)       ||      ସ୍ୱପ୍ନେଶ୍ୱରଙ୍କ ଘରେ ପହଞ୍ଚି ସ୍ଵାସ୍ଥ୍ୟ ଅବସ୍ଥା ବୁଝିଲେ ଜିଲ୍ଲାପାଳ   (29-Jun-2026)       ||      ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ POCSO Act ଉପରେ ଆଇନ ସଚେତନତା କାର୍ଯ୍ୟକ୍ରମ।   (29-Jun-2026)       ||      ମୁକ୍ତିତୀର୍ଥ ପାପକ୍ଷୟ ଘାଟରେ ଦେବସ୍ନାନ ପୂର୍ଣ୍ଣିମା   (29-Jun-2026)       ||      କଟକ ଗ୍ରାମ୍ୟ ଉନ୍ନୟନ ନିର୍ମାଣ ବିଭାଗର ମୁଖ୍ୟଯନ୍ତ୍ରୀ କାର୍ଯ୍ୟାଳୟରେ ଟେଣ୍ଡରେ ସାଙ୍ଘାତିକ ଦୁର୍ନୀତି। ଠିକାଦାର ମେଳି ହୋଇ କଲେ ଅଭିଯୋଗ। ଚାଉଳିଆଗଞ୍ଜ ଥାନାରେ ଏତଲା   (29-Jun-2026)       ||      ଜିଲ୍ଲା ଶିକ୍ଷା ବିଭାଗ ର ଅଜବ ନୀତି ଯୋଗୁଁ ଅବସର କାଳୀନ ପେନସନ ପାଇବାରୁ ବଞ୍ଚିତ ହେଉଛନ୍ତି ପ୍ରଧାନ ଶିକ୍ଷୟିତ୍ରୀ   (29-Jun-2026)       ||      ଜିଲ୍ଲା ଶିକ୍ଷା ବିଭାଗର ଅଜବ ନୀତି ଯୋଗୁଁ ଅବସର କାଳୀନ ପେନସନ ପାଇବାରୁ ବଞ୍ଚିତ ହେଉଛନ୍ତି ପ୍ରଧାନ ଶିକ୍ଷୟିତ୍ରୀ   (29-Jun-2026)       ||      ସ୍କର୍ପିଓ ଗାଡିରେ ୨୨କେଜି ଗଞ୍ଜେଇ ଚାଲାଣ, ଜଣେ ଗିରଫ   (29-Jun-2026)       ||      ବଲାଙ୍ଗୀର ଜିଲ୍ଲା ସିଭିଲ ସୋସାଇଟିର ବୈଠକ    (29-Jun-2026)       ||      ଡାବୁଗାଁ ଜଗନ୍ନାଥ ମନ୍ଦିରରେ ଦେବସ୍ନାନ ପୂର୍ଣ୍ଣିମା ପାଳିତ   (29-Jun-2026)       ||      *ମଦ ବିକ୍ରୀ ବନ୍ଦ ସହ ଗ୍ରାମ ର ବିଭିନ୍ନ ସମସ୍ୟା ନେଇ ମହିଳାଙ୍କ ବଜ୍ର ଶପଥ*   (29-Jun-2026)       ||      ବାଟରେ ଅଟକିଗଲା ଆମ୍ବୁଲାନ୍ସ, ଏକ କିଲୋମିଟର ଦୂରକୁ ଷ୍ଟ୍ରେଚରରେ ବୁହାହେଲେ ରୋଗୀ   (29-Jun-2026)       ||      ଅତାବିରାରେ କାର୍ଯ୍ୟକର୍ତ୍ତାଙ୍କ ସହ ମନ୍ କି ବାତ୍‌ର ୧୩୫ତମ ସଂସ୍କରଣ ଶୁଣିଲେ ସାଂସଦ ପ୍ରଦୀପ ପୁରୋହିତ   (29-Jun-2026)       ||      ବରପାଲି ପୋଲିସର ସଫଳତା: ଚୋରି ମାମଲାରେ ଦୁଇ ଅଭିଯୁକ୍ତ ଗିରଫ, ମୋଟରସାଇକେଲ ଉଦ୍ଧାର   (29-Jun-2026)       ||     

HOME   ଜିଲ୍ଲା

ଯୌତୁକ ନିର୍ଯାତନା ଅଭିଯୋଗରେ ସ୍ୱାମୀ ଗିରଫ 

26-Jan-2026



କାଲିମେଳା(ସନ୍ତୋଷ କୁମାର ପଣ୍ଡା):ଯୌତୁକ ନିର୍ଯ୍ୟାତନା ଅଭିଯୋଗ ରେ ସ୍ୱାମୀ ଗିରଫ l ଗିରଫ ଅଭିଯୁକ୍ତ ସ୍ୱାମୀ ଜଣଙ୍କ ହେଲେ ସଞ୍ଜୟ ମଣ୍ଡଳ l କାଲିମେଳା ବ୍ଲକ  ଏମଭି -୮୦ ଗ୍ରାମର ଅମିୟ ମଣ୍ଡଳଙ୍କ ଝିଅ ସପ୍ତା ମଣ୍ଡଳଙ୍କୁ ତାଙ୍କ ସ୍ବାମୀ, ଶାଶୁ, ଈଶୁର ଓ ନଣନ୍ଦ ଯୌତୁକ ନିର୍ଯାତନା ଦେଇ ଆସୁଥିବା ସପ୍ତା ଙ୍କ ମା ଦୀପାଳି ମଣ୍ଡଳ କାଲିମେଳା ଥାନାରେ ଲିଖିତ ଦେବା ପରେ ପୋଲିସ ତତ୍ପର ହୋଇ ଏକ ମାମଲା ରୁଜୁ କରି ତଦନ୍ତ ଆରମ୍ଭ କରିଦେଇଥିଲା l ଆଜି ଅଭିଯୁକ୍ତ ସ୍ୱାମୀ ସଞ୍ଜୟ ମଣ୍ଡଳ ଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି l ସୂଚନା ଅନୁଯାୟୀ, ଦୁଇ ବର୍ଷ ପୂର୍ବେ ଏମ୍‌ପିଭି -୫୨ ଗ୍ରାମର ଶଶୀଭୂଷଣ ମଣ୍ଡଳଙ୍କ ପୁଅ ସଞ୍ଜୟ ମଣ୍ଡଳ ଏମଭି - ୮୦ ଗ୍ରାମର ସପ୍ତା ମଣ୍ଡଳଙ୍କୁ ବୈଦେକ ରୀତିରେ ବିବାହ କରିଥିଲେ | ସେମାନଙ୍କର ଏକ କନ୍ୟା ସନ୍ତାନ ମଧ୍ୟ ରହିଛି। ତେବେ ବାହାଘର ବେଳକୁ ଶଶୁର ଘର ପକ୍ଷରୁ କୌଣସି ଦାବି କରି ନଥିଲେ l କିଛି ମାସ ବିତିଯିବା ପରେ ବେଳେ ବେଳେ ଗଣ୍ଡଗୋଳ ଝଗଡା ଲାଗି ରହିଥିଲା ମାନସିକ ଏବଂ ଶାରୀରିକ ଯନ୍ତ୍ରଣା ବଢ଼ି ଚାଲିଲା.ଏଥି ମଧ୍ଯରେ ଶାଶୁଘର ଲୋକେ ଅଧିକା ଯୌତୁକ ଦାବି କରି ସପ୍ତାଙ୍କୁ ମାନସିକ ଓ ଶାରୀରିକ ନିର୍ଯ୍ୟାତନା ଅଧିକ ଦେବା ସହ ଜୀବନରୁ ମାରିଦେବାକୁ ଉଦ୍ୟମ କରିଥିଲେ I କୌଶଳ କ୍ରମେ ଜୀବନ ବଞ୍ଚାଇ ସେମାନଙ୍କ କବଳରୁ ଖସିଆସି ବାପ ଘରକୁ ଖବର ଦେଇଥିଲେ | ଖବର ପାଇଁ ବାପ ଘର ଲୋକେ ଝିଅକୁ ଉଦ୍ଧାର କରି କାଲିମେଳା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଚିକିତ୍ସା କରାଇ ଥିଲେ | ସପ୍ତା ଙ୍କ ମାଆ ଏନେଇ ପୁଲିସର ଦ୍ବାରସ୍ଥ ହୋଇଥିଲେ। ଅଭିଯୋଗକୁ ଆଧାର ରେ କାଲିମେଳା ଥାନାରେ କେସ ନମ୍ବର ୧୭/୨୬ ରେ ମାମଲା ରୁଜୁ କରାଯାଇଅଭିଯୁକ୍ତ ଙ୍କୁ ଗିରଫ କରାଯାଇ ଆଜି କୋର୍ଟ ଚାଲାଣ କରାଯାଇଛି l ଏହାର ଅଧିକ ତଦନ୍ତ ତଦନ୍ତ ଜାରି ରହିଥ‌ିବା ଥାନା ପକ୍ଷରୁ ଜଣା ଯାଇଛି l


News Comment




Photo in News

Advertisment
Lastest News
  ଜିଲ୍ଲା  
ନୂତନ ଏସ୍‌ଏମ୍‌ସି ଗଠନ ପାଇଁ ସିଆରସିସିଙ୍କ ବିଦ୍ୟାଳୟ ପରିଦର୍ଶନ   30-Jun-2026
  ଜିଲ୍ଲା  
ବରପାଲି ସ୍ଥିତ ଗଙ୍ଗାଧର ମେହର କ୍ଲବରେ ସ୍ୱର୍ଗତ ଭଗବାନସାହୁଙ୍କ ୯୬ ତମ ଜୟନ୍ତୀ ଉତ୍ସବ ପାଳିତ   30-Jun-2026
  ଜିଲ୍ଲା  
ଅଜଣା ଗାଡ଼ି ଧକ୍କା ରେ ମୋଟରସାଇକଲ ଚାଳକ ମୃତ*   30-Jun-2026
  ରାଜ୍ୟ  
ପୁରୀ ଦେବ ସ୍ନାନା ପୂର୍ଣ୍ଣିମା ରେ ସେବା   29-Jun-2026
  ଜିଲ୍ଲା  
ବିଜ୍ଞାନସମ୍ମତ ଓ ଯୁକ୍ତି ଭିତ୍ତିକ ବିଷୟବସ୍ତୁ ଥାଇ ନିର୍ଭୁଲ ପାଠ୍ୟପୁସ୍ତକ ପ୍ରସ୍ତୁତ ନହେବା ପର୍ଯ୍ୟନ୍ତ ଗତବର୍ଷର ବହିରେ ଶିକ୍ଷାଦାନ କରିବା ଦାବିରେ ଦସ୍ତଖତ ଅଭିଯାନ।   29-Jun-2026
  ଜିଲ୍ଲା  
ବିବାହ ର ପ୍ରତିଶୃତି ଦେଇ ଯୁବତୀଙ୍କୁ ପ୍ରତାରଣା କଲା ଲମ୍ପଟ ପ୍ରେମିକ।   29-Jun-2026
  ଜିଲ୍ଲା  
ଶିଶୁ କଲ୍ୟାଣ ସମିତିର ନୂତନ ଭବନ ଉଦଘାଟନ କଲେ ଜିଲ୍ଲାପାଳ   29-Jun-2026
  ଜିଲ୍ଲା  
ସ୍ୱପ୍ନେଶ୍ୱରଙ୍କ ଘରେ ପହଞ୍ଚି ସ୍ଵାସ୍ଥ୍ୟ ଅବସ୍ଥା ବୁଝିଲେ ଜିଲ୍ଲାପାଳ   29-Jun-2026
  ଜିଲ୍ଲା  
ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ POCSO Act ଉପରେ ଆଇନ ସଚେତନତା କାର୍ଯ୍ୟକ୍ରମ।   29-Jun-2026
  ଜିଲ୍ଲା  
ମୁକ୍ତିତୀର୍ଥ ପାପକ୍ଷୟ ଘାଟରେ ଦେବସ୍ନାନ ପୂର୍ଣ୍ଣିମା   29-Jun-2026
  ଜିଲ୍ଲା  
କଟକ ଗ୍ରାମ୍ୟ ଉନ୍ନୟନ ନିର୍ମାଣ ବିଭାଗର ମୁଖ୍ୟଯନ୍ତ୍ରୀ କାର୍ଯ୍ୟାଳୟରେ ଟେଣ୍ଡରେ ସାଙ୍ଘାତିକ ଦୁର୍ନୀତି। ଠିକାଦାର ମେଳି ହୋଇ କଲେ ଅଭିଯୋଗ। ଚାଉଳିଆଗଞ୍ଜ ଥାନାରେ ଏତଲା   29-Jun-2026
  ଜିଲ୍ଲା  
ଜିଲ୍ଲା ଶିକ୍ଷା ବିଭାଗ ର ଅଜବ ନୀତି ଯୋଗୁଁ ଅବସର କାଳୀନ ପେନସନ ପାଇବାରୁ ବଞ୍ଚିତ ହେଉଛନ୍ତି ପ୍ରଧାନ ଶିକ୍ଷୟିତ୍ରୀ   29-Jun-2026

You Might Also Like