-+91-9937148622 |

prerana_bgr@rediffmail.com |

  Tuesday 30th June 2026 |

| | | |

R.N.I. Regd No. ODIODI/2010/46693

Breaking News

କ୍ରସରର ନିର୍ଗତ ପ୍ରଦୂଷଣ ଓ ଧୂଳିଗୁଣ୍ଡ ସମସ୍ୟାକୁ ନେଇ ଭାଲୁପାଳି ଗ୍ରାମବାସୀଙ୍କ ଜିଲ୍ଲାପାଳଙ୍କୁ ଦାବିପତ୍ର(ବନ୍ଦ ନହେଲେ ଆନ୍ଦୋଳନ )   (30-Jun-2026)       ||      ଟେପରେନ ଧବଳେଶ୍ୱର କଁଟା ମାଟିକାମରେ ଦୁର୍ନୀତି ♦️ ନରସିଂହଙ୍କୁ ଅଭିଯୋଗ କଲେ ସ୍ଥାନୀୟ ବିଜେପି ନେତା   (30-Jun-2026)       ||      ତୁରେକେଲା ବ୍ଳକ ଶିକ୍ଷା କାର୍ଯ୍ୟାଳୟରେ ସମ୍ବର୍ଦ୍ଧନା ସଭା   (30-Jun-2026)       ||      ନୂତନ ଏସ୍‌ଏମ୍‌ସି ଗଠନ ପାଇଁ ସିଆରସିସିଙ୍କ ବିଦ୍ୟାଳୟ ପରିଦର୍ଶନ   (30-Jun-2026)       ||      ବରପାଲି ସ୍ଥିତ ଗଙ୍ଗାଧର ମେହର କ୍ଲବରେ ସ୍ୱର୍ଗତ ଭଗବାନସାହୁଙ୍କ ୯୬ ତମ ଜୟନ୍ତୀ ଉତ୍ସବ ପାଳିତ   (30-Jun-2026)       ||      ଅଜଣା ଗାଡ଼ି ଧକ୍କା ରେ ମୋଟରସାଇକଲ ଚାଳକ ମୃତ*   (30-Jun-2026)       ||      ପୁରୀ ଦେବ ସ୍ନାନା ପୂର୍ଣ୍ଣିମା ରେ ସେବା    (29-Jun-2026)       ||      ବିଜ୍ଞାନସମ୍ମତ ଓ ଯୁକ୍ତି ଭିତ୍ତିକ ବିଷୟବସ୍ତୁ ଥାଇ ନିର୍ଭୁଲ ପାଠ୍ୟପୁସ୍ତକ ପ୍ରସ୍ତୁତ ନହେବା ପର୍ଯ୍ୟନ୍ତ ଗତବର୍ଷର ବହିରେ ଶିକ୍ଷାଦାନ କରିବା ଦାବିରେ ଦସ୍ତଖତ ଅଭିଯାନ।   (29-Jun-2026)       ||      ବିବାହ ର ପ୍ରତିଶୃତି ଦେଇ ଯୁବତୀଙ୍କୁ ପ୍ରତାରଣା କଲା ଲମ୍ପଟ ପ୍ରେମିକ।   (29-Jun-2026)       ||      ଶିଶୁ କଲ୍ୟାଣ ସମିତିର ନୂତନ ଭବନ ଉଦଘାଟନ କଲେ ଜିଲ୍ଲାପାଳ   (29-Jun-2026)       ||      ସ୍ୱପ୍ନେଶ୍ୱରଙ୍କ ଘରେ ପହଞ୍ଚି ସ୍ଵାସ୍ଥ୍ୟ ଅବସ୍ଥା ବୁଝିଲେ ଜିଲ୍ଲାପାଳ   (29-Jun-2026)       ||      ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ POCSO Act ଉପରେ ଆଇନ ସଚେତନତା କାର୍ଯ୍ୟକ୍ରମ।   (29-Jun-2026)       ||      ମୁକ୍ତିତୀର୍ଥ ପାପକ୍ଷୟ ଘାଟରେ ଦେବସ୍ନାନ ପୂର୍ଣ୍ଣିମା   (29-Jun-2026)       ||      କଟକ ଗ୍ରାମ୍ୟ ଉନ୍ନୟନ ନିର୍ମାଣ ବିଭାଗର ମୁଖ୍ୟଯନ୍ତ୍ରୀ କାର୍ଯ୍ୟାଳୟରେ ଟେଣ୍ଡରେ ସାଙ୍ଘାତିକ ଦୁର୍ନୀତି। ଠିକାଦାର ମେଳି ହୋଇ କଲେ ଅଭିଯୋଗ। ଚାଉଳିଆଗଞ୍ଜ ଥାନାରେ ଏତଲା   (29-Jun-2026)       ||      ଜିଲ୍ଲା ଶିକ୍ଷା ବିଭାଗ ର ଅଜବ ନୀତି ଯୋଗୁଁ ଅବସର କାଳୀନ ପେନସନ ପାଇବାରୁ ବଞ୍ଚିତ ହେଉଛନ୍ତି ପ୍ରଧାନ ଶିକ୍ଷୟିତ୍ରୀ   (29-Jun-2026)       ||      ଜିଲ୍ଲା ଶିକ୍ଷା ବିଭାଗର ଅଜବ ନୀତି ଯୋଗୁଁ ଅବସର କାଳୀନ ପେନସନ ପାଇବାରୁ ବଞ୍ଚିତ ହେଉଛନ୍ତି ପ୍ରଧାନ ଶିକ୍ଷୟିତ୍ରୀ   (29-Jun-2026)       ||      ସ୍କର୍ପିଓ ଗାଡିରେ ୨୨କେଜି ଗଞ୍ଜେଇ ଚାଲାଣ, ଜଣେ ଗିରଫ   (29-Jun-2026)       ||      ବଲାଙ୍ଗୀର ଜିଲ୍ଲା ସିଭିଲ ସୋସାଇଟିର ବୈଠକ    (29-Jun-2026)       ||      ଡାବୁଗାଁ ଜଗନ୍ନାଥ ମନ୍ଦିରରେ ଦେବସ୍ନାନ ପୂର୍ଣ୍ଣିମା ପାଳିତ   (29-Jun-2026)       ||      *ମଦ ବିକ୍ରୀ ବନ୍ଦ ସହ ଗ୍ରାମ ର ବିଭିନ୍ନ ସମସ୍ୟା ନେଇ ମହିଳାଙ୍କ ବଜ୍ର ଶପଥ*   (29-Jun-2026)       ||     

HOME   ଜିଲ୍ଲା

ଆଗଲପୁର ଥାନାରେ ସାଧାରଣତନ୍ତ୍ର ଦିବସ ପାଳିତ

26-Jan-2026



ଆଗଲପୁର, (ବିନୋଦ ଦୀପ) ଆଗଲପୁର ଥାନା ରେ 77 ତମ ଗଣତନ୍ତ୍ର ଦିବସ ପାଳିତ ହୋଇଯାଇଛି l ଆଜିର 77 ତମ ଗଣତନ୍ତ୍ର ଦିବସ ରେ ଥାନା ଅଧିକାରୀ ଅନିତା ନାଏକ ପତାକା ଉତ୍ତୋଳନ କରିଥିଲେ। ପତାକା ଉତ୍ତୋଳନ କରିବା ସହ ଭାରତ ମାତା ପ୍ରତି ସଲାମ ଜଣାଇଥିଲେ। ସାଧାରଣତନ୍ତ୍ର କାହିଁକି ପାଳନ କରାଯାଏ ଓ କେବେଠାରୁ ପାଳନ କରାଯାଉଛି ସେ ବିଷୟରେ ଆଲୋକପାତ କରିଥିଲେ l ଏହି ସାଧାରଣତନ୍ତ୍ର ଦିବସ ରେ ଥାନା ର ସମସ୍ତ କର୍ମଚାରୀ ଉପସ୍ଥିତ ଥିଲେ। ଏସ ଆଇ ମିସ ସୁଚିଶ୍ମିତା ଜେନା, ଏ ଏସ ଆଇ ଦିପ୍ତିମୟୀ ଶତପଥୀ, ଏ ଏସ୍ ଆଇ ଶ୍ରୀ ରବୀନ୍ଦ୍ର ପ୍ରସାଦ ବିଷୋୟୀ ଓ ଏସ ଆଇ ଖାମ୍ ସିଂ ମାଝୀ ଉପସ୍ଥିତ ଥିଲେ। ଏହାସହ ସମସ୍ତ କନେଷ୍ଟେବଲ, ହୋମ୍ ଗାର୍ଡ ମଧ୍ୟ ଉପସ୍ଥିତ ଥିଲା l


News Comment




Photo in News

Advertisment
Lastest News
  ଜିଲ୍ଲା  
କ୍ରସରର ନିର୍ଗତ ପ୍ରଦୂଷଣ ଓ ଧୂଳିଗୁଣ୍ଡ ସମସ୍ୟାକୁ ନେଇ ଭାଲୁପାଳି ଗ୍ରାମବାସୀଙ୍କ ଜିଲ୍ଲାପାଳଙ୍କୁ ଦାବିପତ୍ର(ବନ୍ଦ ନହେଲେ ଆନ୍ଦୋଳନ )   30-Jun-2026
  ରାଜ୍ୟ  
ଟେପରେନ ଧବଳେଶ୍ୱର କଁଟା ମାଟିକାମରେ ଦୁର୍ନୀତି ♦️ ନରସିଂହଙ୍କୁ ଅଭିଯୋଗ କଲେ ସ୍ଥାନୀୟ ବିଜେପି ନେତା   30-Jun-2026
  ଜିଲ୍ଲା  
ତୁରେକେଲା ବ୍ଳକ ଶିକ୍ଷା କାର୍ଯ୍ୟାଳୟରେ ସମ୍ବର୍ଦ୍ଧନା ସଭା   30-Jun-2026
  ଜିଲ୍ଲା  
ନୂତନ ଏସ୍‌ଏମ୍‌ସି ଗଠନ ପାଇଁ ସିଆରସିସିଙ୍କ ବିଦ୍ୟାଳୟ ପରିଦର୍ଶନ   30-Jun-2026
  ଜିଲ୍ଲା  
ବରପାଲି ସ୍ଥିତ ଗଙ୍ଗାଧର ମେହର କ୍ଲବରେ ସ୍ୱର୍ଗତ ଭଗବାନସାହୁଙ୍କ ୯୬ ତମ ଜୟନ୍ତୀ ଉତ୍ସବ ପାଳିତ   30-Jun-2026
  ଜିଲ୍ଲା  
ଅଜଣା ଗାଡ଼ି ଧକ୍କା ରେ ମୋଟରସାଇକଲ ଚାଳକ ମୃତ*   30-Jun-2026
  ରାଜ୍ୟ  
ପୁରୀ ଦେବ ସ୍ନାନା ପୂର୍ଣ୍ଣିମା ରେ ସେବା   29-Jun-2026
  ଜିଲ୍ଲା  
ବିଜ୍ଞାନସମ୍ମତ ଓ ଯୁକ୍ତି ଭିତ୍ତିକ ବିଷୟବସ୍ତୁ ଥାଇ ନିର୍ଭୁଲ ପାଠ୍ୟପୁସ୍ତକ ପ୍ରସ୍ତୁତ ନହେବା ପର୍ଯ୍ୟନ୍ତ ଗତବର୍ଷର ବହିରେ ଶିକ୍ଷାଦାନ କରିବା ଦାବିରେ ଦସ୍ତଖତ ଅଭିଯାନ।   29-Jun-2026
  ଜିଲ୍ଲା  
ବିବାହ ର ପ୍ରତିଶୃତି ଦେଇ ଯୁବତୀଙ୍କୁ ପ୍ରତାରଣା କଲା ଲମ୍ପଟ ପ୍ରେମିକ।   29-Jun-2026
  ଜିଲ୍ଲା  
ଶିଶୁ କଲ୍ୟାଣ ସମିତିର ନୂତନ ଭବନ ଉଦଘାଟନ କଲେ ଜିଲ୍ଲାପାଳ   29-Jun-2026
  ଜିଲ୍ଲା  
ସ୍ୱପ୍ନେଶ୍ୱରଙ୍କ ଘରେ ପହଞ୍ଚି ସ୍ଵାସ୍ଥ୍ୟ ଅବସ୍ଥା ବୁଝିଲେ ଜିଲ୍ଲାପାଳ   29-Jun-2026
  ଜିଲ୍ଲା  
ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ POCSO Act ଉପରେ ଆଇନ ସଚେତନତା କାର୍ଯ୍ୟକ୍ରମ।   29-Jun-2026

You Might Also Like