-+91-9937148622 |

prerana_bgr@rediffmail.com |

  Monday 21st September 2026 |

| | | |

R.N.I. Regd No. ODIODI/2010/46693

Breaking News

*ସୁବର୍ଣ୍ଣପୁର ବରିଷ୍ଠ ନାଗରିକ ସଂଘ ର ବାର୍ଷିକ ଉତ୍ସବ ପାଳନ*-   (21-Sep-2026)       ||      ସିଲାଟିରେ ବ୍ଲକ ସ୍ତରୀୟ ଦୌଡକୁଦ ପ୍ରତିଯୋଗିତା   (21-Sep-2026)       ||      ବରପାଲି ବ୍ଲକ ସନାତନୀ ବ୍ରାହ୍ମଣ ସମାଜର ଇନ୍ଦ୍ର ପୂଜା   (21-Sep-2026)       ||      ଗ୍ରିଣ୍ଡୋଲା ଗ୍ରାମରେ ମା ଖୁଦୁରୁକୁଣି ପୂଜା ସମ୍ପନ୍ନ   (21-Sep-2026)       ||      ଟ୍ରେନ ଧକ୍କାରେ ଯୁବକର ହାତ ଅଲଗା ହେଲା   (21-Sep-2026)       ||      ୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   (20-Sep-2026)       ||      ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   (20-Sep-2026)       ||      ୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ    (20-Sep-2026)       ||      ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   (20-Sep-2026)       ||      ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   (20-Sep-2026)       ||      ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍    (20-Sep-2026)       ||      ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   (20-Sep-2026)       ||      ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   (20-Sep-2026)       ||      ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   (20-Sep-2026)       ||      ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   (20-Sep-2026)       ||      ବାଗଡିଆରେ ବିଶ୍ୱକର୍ମା ପୂଜା ମହାସମାରୋହରେ ପାଳିତ(ନାଚ,ଗୀତ ଓ ସଂକୀର୍ତ୍ତନରେ ଭକ୍ତ ବିଭୋର)   (20-Sep-2026)       ||      ଡାବୁଗାଁ ବ୍ଲକରେ ୧୦୫ଟି ପରୀକ୍ଷା କେନ୍ଦ୍ରରେ ନବଭାରତ ସାକ୍ଷରତା ପ୍ରଥମ ଆକଳନ କାର୍ଯ୍ୟକ୍ରମ ସଫଳତାର ସହ ଅନୁଷ୍ଠିତ   (20-Sep-2026)       ||      ଗାଇ ସହ ବାଇକ୍ ଧକ୍କା ହୋଇ ବାଇକ୍ ଦୁର୍ଘଟଣା, ଜଣେ ମୃତ   (20-Sep-2026)       ||      ସୂଚନା ଓ ଲୋକସମ୍ପର୍କ ଉପନିର୍ଦ୍ଦେଶକଙ୍କ କାର୍ଯ୍ୟାଳୟ ପରିଦର୍ଶନ    (20-Sep-2026)       ||      ଭିଜିଲାନ୍ସ ଜାଲରେ ଦୁଇ ସରକାରୀ କର୍ମଚାରୀ   (20-Sep-2026)       ||     

HOME   ଜିଲ୍ଲା

ମାଁ କଣ୍ଟାଝୁଲାଣୀ ଏକ ଦିବସିୟ କ୍ରିକେଟ ଟୁର୍ଣ୍ଣାମେଣ୍ଟ ୨୦୨୬ ସାଲେଭଟା ହେଲା ଚ୍ୟାମ୍ପିୟନ, ରୋମାଞ୍ଚକର ଫାଇନାଲରେ ବାଦୀ ବାହାଲ ୪ ରନରେ ପରାସ୍ତ

27-Jan-2026



ସିନାପାଲି (ଚିନ୍ତାମଣି ନେତାମ) ନୂଆପଡା ଜିଲ୍ଲା ସିନାପାଲି ବ୍ଲକ ଘୁଚାଗୁଡା ଖେଳ ପଡିଆରେ ସାଲେଭଟା –ବାଦୀ ବାହାଲ ସ୍ପୋର୍ଟସ୍ ଏସୋସିଏସନ୍ ଆନୁକୁଳ୍ୟରେ ଆୟୋଜିତ ମାଁ କଣ୍ଟା ଝୁଲିଆଣି କ୍ରିକେଟ ଟୁର୍ଣ୍ଣାମେଣ୍ଟ ୨୦୨୬ ର ଫାଇନାଲ ମ୍ୟାଚ ଭୟଙ୍କର ରୋମାଞ୍ଚକର ହୋଇଥିଲା। ଶେଷରେ ସାଲେଭଟା କ୍ରିକେଟ ଦଳ ଐତିହାସିକ ବିଜୟ ହାସଲ କରି ଚ୍ୟାମ୍ପିୟନ ହୋଇଥିଲା। ୬ ଓଭର ବିଶିଷ୍ଟ ଫାଇନାଲ ମ୍ୟାଚରେ ବାଦୀ ବାହାଲ ଟସ୍ ଜିତି ପ୍ରଥମେ ବେଟିଂ କରିଥିଲା। ବାଦୀ ବାହାଲ ପ୍ରଥମେ ବ୍ୟାଟିଂ କରି ନିର୍ଦ୍ଧାରିତ ୬  ଓଭରରେ ୧ ଉଇକେଟ୍ ହରାଇ ୫୮ ରନ ସଂଗ୍ରହ କରିଥିଲା ଓ ବିପକ୍ଷକୁ ୬୨  ରନର ଲକ୍ଷ୍ୟ ଦେଇଥିଲା। ଶତାଧିକ ଖେଳପ୍ରେମୀ ଉପସ୍ଥିତ ହୋଇ ଦୁଇ ଦଳର ଖେଳାଳିମାନଙ୍କୁ ଉତ୍ସାହିତ କରିଥିଲେ। ଅମ୍ପାୟାର ଭାବେ  ଅରକ୍ଷିତ ପ୍ରଧାନ, ଭୁବିନ୍ଦ୍ର ନାଏକ,ସ୍କୋରବୋର୍ଡରେ  ପିଣ୍ଟୁ ନାଏକ  ଦାୟିତ୍ୱ ନିଭାଇଥିଲେ। ୭୭ତମ ସାଧାରଣତନ୍ତ୍ର ଦିବସ (୨୬–୦୧–୨୦୨୬) ଦିନ ସାଲେଭଟା ଦଳ ଏହି ବିଜୟ ହାସଲ କରିବାରୁ ଅବସରଟି ଅଧିକ ସ୍ମରଣୀୟ ହୋଇଥିଲା।  କମିଟି ର  ସଭାପତି ଶ୍ରୀଯୁକ୍ତ  ଶୁଶାନ୍ତ ନାଏକ, ଉପସଭାପତି  ଭୋଜୁରାମ ପ୍ରଧାନ, ସମ୍ପାଦକ  ପ୍ରେମ ପ୍ରଧାନ, କୋଷାଧକ୍ଷ ବିକୁ ପ୍ରଧାନ,କୁମନ କଟା, ହିମାଂଶୁ ନାଏକ, ପ୍ରକାଶ ନାଏକ, ରାଜା ନାଏକ, ଶୁଭା ବଣ୍ଟା ନାଏକ, କ୍ରିଷ୍ଣ, ରିଙ୍କୁ ନାଏକ, ବିଜୁ ନାଏକ, ଅଜୟ ନାଏକ, ପ୍ରଭାସ ନାଏକ, ଆଦିତ୍ୟ ପ୍ରଧାନ ପ୍ରମୁଖ  ସହଯୋଗ କରିଥିଲେ  l ଏହି ଟୁର୍ଣ୍ଣାମେଣ୍ଟ କେବଳ ଖେଳ ନୁହେଁ, ବରଂ ଯୁବପିଢିର ପ୍ରତିଭା, କ୍ରୀଡାମନୋଭାବ ଓ ଅଞ୍ଚଳୀୟ ଏକତାର ଉତ୍ସବ ବୋଲି ଅତିଥିମାନେ ମତପ୍ରକାଶ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
*ସୁବର୍ଣ୍ଣପୁର ବରିଷ୍ଠ ନାଗରିକ ସଂଘ ର ବାର୍ଷିକ ଉତ୍ସବ ପାଳନ*-   21-Sep-2026
  ଜିଲ୍ଲା  
ସିଲାଟିରେ ବ୍ଲକ ସ୍ତରୀୟ ଦୌଡକୁଦ ପ୍ରତିଯୋଗିତା   21-Sep-2026
  ଜିଲ୍ଲା  
ବରପାଲି ବ୍ଲକ ସନାତନୀ ବ୍ରାହ୍ମଣ ସମାଜର ଇନ୍ଦ୍ର ପୂଜା   21-Sep-2026
  ଜିଲ୍ଲା  
ଗ୍ରିଣ୍ଡୋଲା ଗ୍ରାମରେ ମା ଖୁଦୁରୁକୁଣି ପୂଜା ସମ୍ପନ୍ନ   21-Sep-2026
  ଜିଲ୍ଲା  
ଟ୍ରେନ ଧକ୍କାରେ ଯୁବକର ହାତ ଅଲଗା ହେଲା   21-Sep-2026
  ଜିଲ୍ଲା  
୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   20-Sep-2026
  ଜିଲ୍ଲା  
ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   20-Sep-2026
  ଜିଲ୍ଲା  
୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ   20-Sep-2026
  ଜିଲ୍ଲା  
ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   20-Sep-2026
  ଜିଲ୍ଲା  
ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   20-Sep-2026
  ଜିଲ୍ଲା  
ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍   20-Sep-2026
  ଜିଲ୍ଲା  
ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   20-Sep-2026

You Might Also Like