-+91-9937148622 |

prerana_bgr@rediffmail.com |

  Wednesday 23rd September 2026 |

| | | |

R.N.I. Regd No. ODIODI/2010/46693

Breaking News

ଯୁବ ସଂଗଠକ ସଂଜୀବ ବାବୁଙ୍କ ଅକାଳ ବିୟୋଗ    (22-Sep-2026)       ||      ଚାଉଳ, ଅଣ୍ଡା, ଡାଲି ଲୁଟିନେଲେ ପାଚିକା । ଧାରଣା ଦେଲେ ଛାତ୍ର ଛାତ୍ରୀ।   (22-Sep-2026)       ||      ବଲାଙ୍ଗୀର ଟାଉନ୍ ଥାନା ପୋଲିସର ଚଢ଼ାଉ: ୬୦ ବୋତଲ ଏସ୍କଫ୍ କଫ୍ ସିରପ୍ ଜବତ, ଯୁବକ ଗିରଫ   (22-Sep-2026)       ||      ବିଲରେ ଘାସ ବାଛୁଥିବା ବେଳେ ବିଜୁଳି ମାଡ଼ରେ ଗୀତାଞ୍ଜଳୀ ଖର୍ସେଲ ମୃତ    (22-Sep-2026)       ||      *ଜିଲ୍ଲା ଅବକାରୀ ବିଭାଗ ପକ୍ଷରୁ ୩ କ୍ଵିଣ୍ଟାଲ ଗଞ୍ଜେଇ ଜବତ*-   (22-Sep-2026)       ||      *୫ କ୍ଵିଣ୍ଟାଲ ୪୦ କେଜି , ୫ କୋଟି ମୂଲ୍ୟ ର ଗଞ୍ଜେଇ ସହ ୨ କାର,୧ ବାଇକ୍ ଜବତ; ୩ ଗିରଫ*-   (22-Sep-2026)       ||      *ଡାବୁଗାଁ ରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ଅନୁଷ୍ଠିତ*   (22-Sep-2026)       ||      ନିଶା କବଳରେ ଯୁବପିଢ଼ି - ମଦ ଗଞ୍ଜେଇ ନାମକୁ ମାତ୍ର ବଦନାମ, ନିଶା ବଟିକା ଓ କଫସିରପ ଯୋଗୁଁ ଅବାଟରେ ଦେଶର ଭବିଷ୍ୟତ   (22-Sep-2026)       ||      ନବନିର୍ମାଣ କୃଷକ ସଂଗଠନର ରାଜ୍ୟ ମୁଖ୍ୟଙ୍କ ସହ ପ୍ରମୁଖ ନେତୃତ୍ୱ ଓଜେସିରେ ସାମିଲ ଚାଷୀଙ୍କ ପାଇଁ ଲଢ଼ିବୁ, ଚାଷୀଙ୍କୁ ନେଇ ବଢ଼ିବୁ : ମହମ୍ମଦ ମୋକିମ୍ ଚାଷୀଙ୍କ ଦଳ ହେବ ଓଜେସି : ଶେଷଦେବ ନନ୍ଦ    (22-Sep-2026)       ||      ମଲମୁଣ୍ଡା ଆଞ୍ଚଳିକ ସାଧନ କେନ୍ଦ୍ରଅଞ୍ଚଳରେ ନବ ଭାରତ ସାକ୍ଷରତା ପରୀକ୍ଷା ସଫଳତାର ସହ ଅନୁଷ୍ଠିତ   (22-Sep-2026)       ||      ଓମ୍ଫେଡକୁ ମିଳିଲା ଟାଇମ୍ସ ଆଇକନ୍ ପୁରସ୍କାର-୨୦୨୬♦️ଦୁଗ୍ଧ କ୍ଷେତ୍ରରେ ଉତ୍କର୍ଷତା ଓ    (22-Sep-2026)       ||      କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (22-Sep-2026)       ||      ନବଭାରତ ସାକ୍ଷରତା ଅଭିଯାନ କାର୍ଯ୍ୟକ୍ରମ    (21-Sep-2026)       ||      ଲୋଇସିଂହା ବ୍ଳକ୍ କଳାକାର ସଂଘ ର ବୈଠକ   (21-Sep-2026)       ||      ବିକେପି ରାଜ୍ୟ ସଭାପତି କଳାହାଣ୍ଡି ଗସ୍ତ କାର୍ଯ୍ୟକ୍ରମ କୁ ନେଇ ପ୍ରସ୍ତୁତି ବୈଠକ।   (21-Sep-2026)       ||      ଡୁଙ୍ଗୁରିପାଲି ହାଇସ୍କୁଲରେ ବିଜ୍ଞାନ ନାଟକ ପ୍ରତିଯୋଗିତା ଅନୁଷ୍ଠିତ: ମାୟାବର୍ହା ହାଇସ୍କୁଲ ଜିଲ୍ଲା ସ୍ତରକୁ ମନୋନୀତ   (21-Sep-2026)       ||      *ସୁବର୍ଣ୍ଣପୁର ବରିଷ୍ଠ ନାଗରିକ ସଂଘ ର ବାର୍ଷିକ ଉତ୍ସବ ପାଳନ*-   (21-Sep-2026)       ||      ସିଲାଟିରେ ବ୍ଲକ ସ୍ତରୀୟ ଦୌଡକୁଦ ପ୍ରତିଯୋଗିତା   (21-Sep-2026)       ||      ବରପାଲି ବ୍ଲକ ସନାତନୀ ବ୍ରାହ୍ମଣ ସମାଜର ଇନ୍ଦ୍ର ପୂଜା   (21-Sep-2026)       ||      ଗ୍ରିଣ୍ଡୋଲା ଗ୍ରାମରେ ମା ଖୁଦୁରୁକୁଣି ପୂଜା ସମ୍ପନ୍ନ   (21-Sep-2026)       ||     

HOME   ଜିଲ୍ଲା

ଶିକେରପାଟ୍ ଚାମ୍ପିଅନ ଟ୍ରଫି ୨୦୨୬ ରତାଖଣ୍ଡିକୁ ହରାଇ ସେମିଫାଇନାଲରେ ପ୍ରବେଶ କଲା ଲାଠିତରା

27-Jan-2026



ତୁଷୁରା (ପଞ୍ଚାନନ ନାଏକ )ବଲାଙ୍ଗିର ଜିଲ୍ଲା ଗୁଡଭେଲା:ଗୁଡଭେଲା ବ୍ଳକ ଅନ୍ତର୍ଗତ ଜାମୁଟ ହାଇସ୍କୁଲ ଖେଳପଡିଆଠାରେ ଶିକେରପାଟ୍ ୟୁଥ୍ କ୍ଳବ ଆନୁକୂଲ୍ୟରେ ଆୟୋଜିତ ଶିକେରପାଟ୍ ଚାମ୍ପିଅନ ଟ୍ରଫି ୨୦୨୬ ସଫଳତାର ସହ ଚାଲିଛି। ପ୍ରତିଯୋଗିତାର ଚତୁର୍ଥ ଦିବସର ମ୍ୟାଚଗୁଡ଼ିକ ଦର୍ଶକମାନଙ୍କ ମଧ୍ୟରେ ବେଶ ଉତ୍ସାହ ସୃଷ୍ଟି କରିଥିଲା।
ଏହି ଅବସରରେ ମୁଖ୍ୟ ଅତିଥି ଭାବରେ ଅବିଭକ୍ତ ଜାମୁଟ ଗ୍ରାମ ପଞ୍ଚାୟତର ପୂର୍ବତନ ସରପଞ୍ଚ ଶ୍ରୀ ହରି ମାଝୀ ଯୋଗଦେଇଥିବା ବେଳେ ସମ୍ମାନିତ ଅତିଥି ଭାବରେ କଳାରାମ ରଣା, ସୁରେଶ ଧରୁଆ, ପ୍ରଶାନ୍ତ ପଧାନ, ସନ୍ତୋଷ ପଟ୍ଟନାୟକ, ସଞ୍ଜୀବ କୁମ୍ଭାର, ପଞ୍ଚାନନ ସାହୁ ଓ ପଦୁଁ ବେହେରା ଉପସ୍ଥିତ ଥିଲେ।
ଚତୁର୍ଥ ଦିବସର ପ୍ରଥମ ଲିଗ୍ ମ୍ୟାଚ୍‌ରେ ତରକମୁଣ୍ଡା ଓ ରତାଖଣ୍ଡି ମଧ୍ୟରେ ମୁକାବିଲା ହୋଇଥିଲା। ଟସ୍ ଜିଣି ରତାଖଣ୍ଡି ଦଳ ପ୍ରଥମେ ବ୍ୟାଟିଂ କରି ନିର୍ଧାରିତ ୮ ଓଭରରେ ୧୧୭ ରନ୍ କରି ବିପକ୍ଷ ଦଳକୁ ଲକ୍ଷ୍ୟ ଦେଇଥିଲା। ତରକମୁଣ୍ଡା ଦଳ ୩ ଓ୍ବିକେଟ୍ ହରାଇ ୧୦୧ ରନ୍ କରି ପରାସ୍ତ ହୋଇଥିଲା।
ସେହିପରି ଦ୍ବିତୀୟ ଲିଗ୍ ମ୍ୟାଚ୍‌ରେ ଡୁଙ୍ଗିବାହାଳ ଓ ଲାଠିତରା ମଧ୍ୟରେ ହୋଇଥିବା ମ୍ୟାଚ୍‌ରେ ଡୁଙ୍ଗିବାହାଳ ଦଳ ଟସ୍ ଜିଣି ପ୍ରଥମେ ବ୍ୟାଟିଂ କରି ନିର୍ଧାରିତ ୮ ଓଭରରେ ୨ ଓ୍ବିକେଟ୍ ହରାଇ ୯୪ ରନ୍ କରିଥିଲା। ଲାଠିତରା ଦଳ ୩ ଓ୍ବିକେଟ୍ ହରାଇ ୯୭ ରନ୍ ସଂଗ୍ରହ କରି ରୋମାଞ୍ଚକର ବିଜୟ ହାସଲ କରିଥିଲା।
କ୍ବାର୍ଟର ଫାଇନାଲ୍ ମ୍ୟାଚ୍‌ରେ ଲାଠିତରା ଓ ରତାଖଣ୍ଡି ମଧ୍ୟରେ ହୋଇଥିବା ମୁକାବିଲାରେ ରତାଖଣ୍ଡି ଦଳ ଟସ୍ ଜିଣି ପ୍ରଥମେ ବ୍ୟାଟିଂ କରି ନିର୍ଧାରିତ ୬ ଓଭରରେ ୬୩ ରନ୍ କରିଥିଲା। ଲାଠିତରା ଦଳ ୨ ଓ୍ବିକେଟ୍ ହରାଇ ୬୪ ରନ୍ କରି ସହଜ ବିଜୟ ହାସଲ କରି ସେମିଫାଇନାଲକୁ ଉତ୍ତୀର୍ଣ୍ଣ ହୋଇଥିଲା।
ଏହି ମ୍ୟାଚ୍‌ରେ ଶ୍ରୀକାନ୍ତ ମହାନନ୍ଦଙ୍କୁ ମ୍ୟାନ ଅଫ୍ ଦି ମ୍ୟାଚ୍ ଟ୍ରଫି ପ୍ରଦାନ କରି ସମ୍ମାନିତ କରାଯାଇଥିଲା।
ଅମ୍ପାୟାର ଭାବରେ ଯାଦବ ବେହେରା ଓ କୁନା ମାଝୀ ଦାୟିତ୍ୱ ପାଳନ କରିଥିବା ବେଳେ, ମହେନ୍ଦ୍ର ନନ୍ଦ ଖେଳର ଧାରାବିବରଣୀ ପ୍ରଦାନ କରିଥିଲେ ଓ ନାରାୟଣ ଦାସ ସ୍କୋରର୍ ଭାବେ ଦାୟିତ୍ୱ ନିର୍ବାହ କରିଥିଲେ।
ଆସନ୍ତାକାଲି ପ୍ରଥମ ସେମିଫାଇନାଲ୍ ମ୍ୟାଚ୍ ଲାଠିତରା ଓ ଫଟାମୁଣ୍ଡା ମଧ୍ୟରେ ଏବଂ ଦ୍ବିତୀୟ ସେମିଫାଇନାଲ୍ ମ୍ୟାଚ୍ ବିରାମୁଣ୍ଡା ଓ ଦୁହେଲ ଦଳ ମଧ୍ୟରେ ଅନୁଷ୍ଠିତ ହେବ।
ଆଜିର କାର୍ଯ୍ୟକ୍ରମକୁ ସଫଳ କରିବାରେ ଶିକେରପାଟ୍ ୟୁଥ୍ କ୍ଳବର ସମସ୍ତ ସଦସ୍ୟ ଗୁରୁତ୍ୱପୂର୍ଣ୍ଣ ସହଯୋଗ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଯୁବ ସଂଗଠକ ସଂଜୀବ ବାବୁଙ୍କ ଅକାଳ ବିୟୋଗ   22-Sep-2026
  ଜିଲ୍ଲା  
ଚାଉଳ, ଅଣ୍ଡା, ଡାଲି ଲୁଟିନେଲେ ପାଚିକା । ଧାରଣା ଦେଲେ ଛାତ୍ର ଛାତ୍ରୀ।   22-Sep-2026
  ରାଜ୍ୟ  
ବଲାଙ୍ଗୀର ଟାଉନ୍ ଥାନା ପୋଲିସର ଚଢ଼ାଉ: ୬୦ ବୋତଲ ଏସ୍କଫ୍ କଫ୍ ସିରପ୍ ଜବତ, ଯୁବକ ଗିରଫ   22-Sep-2026
  ଜିଲ୍ଲା  
ବିଲରେ ଘାସ ବାଛୁଥିବା ବେଳେ ବିଜୁଳି ମାଡ଼ରେ ଗୀତାଞ୍ଜଳୀ ଖର୍ସେଲ ମୃତ   22-Sep-2026
  ଜିଲ୍ଲା  
*ଜିଲ୍ଲା ଅବକାରୀ ବିଭାଗ ପକ୍ଷରୁ ୩ କ୍ଵିଣ୍ଟାଲ ଗଞ୍ଜେଇ ଜବତ*-   22-Sep-2026
  ଜିଲ୍ଲା  
*୫ କ୍ଵିଣ୍ଟାଲ ୪୦ କେଜି , ୫ କୋଟି ମୂଲ୍ୟ ର ଗଞ୍ଜେଇ ସହ ୨ କାର,୧ ବାଇକ୍ ଜବତ; ୩ ଗିରଫ*-   22-Sep-2026
  ଜିଲ୍ଲା  
*ଡାବୁଗାଁ ରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ଅନୁଷ୍ଠିତ*   22-Sep-2026
  ଜିଲ୍ଲା  
ନିଶା କବଳରେ ଯୁବପିଢ଼ି - ମଦ ଗଞ୍ଜେଇ ନାମକୁ ମାତ୍ର ବଦନାମ, ନିଶା ବଟିକା ଓ କଫସିରପ ଯୋଗୁଁ ଅବାଟରେ ଦେଶର ଭବିଷ୍ୟତ   22-Sep-2026
  ରାଜ୍ୟ  
ନବନିର୍ମାଣ କୃଷକ ସଂଗଠନର ରାଜ୍ୟ ମୁଖ୍ୟଙ୍କ ସହ ପ୍ରମୁଖ ନେତୃତ୍ୱ ଓଜେସିରେ ସାମିଲ ଚାଷୀଙ୍କ ପାଇଁ ଲଢ଼ିବୁ, ଚାଷୀଙ୍କୁ ନେଇ ବଢ଼ିବୁ : ମହମ୍ମଦ ମୋକିମ୍ ଚାଷୀଙ୍କ ଦଳ ହେବ ଓଜେସି : ଶେଷଦେବ ନନ୍ଦ   22-Sep-2026
  ଜିଲ୍ଲା  
ମଲମୁଣ୍ଡା ଆଞ୍ଚଳିକ ସାଧନ କେନ୍ଦ୍ରଅଞ୍ଚଳରେ ନବ ଭାରତ ସାକ୍ଷରତା ପରୀକ୍ଷା ସଫଳତାର ସହ ଅନୁଷ୍ଠିତ   22-Sep-2026
  ଜିଲ୍ଲା  
ଓମ୍ଫେଡକୁ ମିଳିଲା ଟାଇମ୍ସ ଆଇକନ୍ ପୁରସ୍କାର-୨୦୨୬♦️ଦୁଗ୍ଧ କ୍ଷେତ୍ରରେ ଉତ୍କର୍ଷତା ଓ   22-Sep-2026
  ଜିଲ୍ଲା  
କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   22-Sep-2026

You Might Also Like