-+91-9937148622 |

prerana_bgr@rediffmail.com |

  Wednesday 23rd September 2026 |

| | | |

R.N.I. Regd No. ODIODI/2010/46693

Breaking News

ଯୁବ ସଂଗଠକ ସଂଜୀବ ବାବୁଙ୍କ ଅକାଳ ବିୟୋଗ    (22-Sep-2026)       ||      ଚାଉଳ, ଅଣ୍ଡା, ଡାଲି ଲୁଟିନେଲେ ପାଚିକା । ଧାରଣା ଦେଲେ ଛାତ୍ର ଛାତ୍ରୀ।   (22-Sep-2026)       ||      ବଲାଙ୍ଗୀର ଟାଉନ୍ ଥାନା ପୋଲିସର ଚଢ଼ାଉ: ୬୦ ବୋତଲ ଏସ୍କଫ୍ କଫ୍ ସିରପ୍ ଜବତ, ଯୁବକ ଗିରଫ   (22-Sep-2026)       ||      ବିଲରେ ଘାସ ବାଛୁଥିବା ବେଳେ ବିଜୁଳି ମାଡ଼ରେ ଗୀତାଞ୍ଜଳୀ ଖର୍ସେଲ ମୃତ    (22-Sep-2026)       ||      *ଜିଲ୍ଲା ଅବକାରୀ ବିଭାଗ ପକ୍ଷରୁ ୩ କ୍ଵିଣ୍ଟାଲ ଗଞ୍ଜେଇ ଜବତ*-   (22-Sep-2026)       ||      *୫ କ୍ଵିଣ୍ଟାଲ ୪୦ କେଜି , ୫ କୋଟି ମୂଲ୍ୟ ର ଗଞ୍ଜେଇ ସହ ୨ କାର,୧ ବାଇକ୍ ଜବତ; ୩ ଗିରଫ*-   (22-Sep-2026)       ||      *ଡାବୁଗାଁ ରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ଅନୁଷ୍ଠିତ*   (22-Sep-2026)       ||      ନିଶା କବଳରେ ଯୁବପିଢ଼ି - ମଦ ଗଞ୍ଜେଇ ନାମକୁ ମାତ୍ର ବଦନାମ, ନିଶା ବଟିକା ଓ କଫସିରପ ଯୋଗୁଁ ଅବାଟରେ ଦେଶର ଭବିଷ୍ୟତ   (22-Sep-2026)       ||      ନବନିର୍ମାଣ କୃଷକ ସଂଗଠନର ରାଜ୍ୟ ମୁଖ୍ୟଙ୍କ ସହ ପ୍ରମୁଖ ନେତୃତ୍ୱ ଓଜେସିରେ ସାମିଲ ଚାଷୀଙ୍କ ପାଇଁ ଲଢ଼ିବୁ, ଚାଷୀଙ୍କୁ ନେଇ ବଢ଼ିବୁ : ମହମ୍ମଦ ମୋକିମ୍ ଚାଷୀଙ୍କ ଦଳ ହେବ ଓଜେସି : ଶେଷଦେବ ନନ୍ଦ    (22-Sep-2026)       ||      ମଲମୁଣ୍ଡା ଆଞ୍ଚଳିକ ସାଧନ କେନ୍ଦ୍ରଅଞ୍ଚଳରେ ନବ ଭାରତ ସାକ୍ଷରତା ପରୀକ୍ଷା ସଫଳତାର ସହ ଅନୁଷ୍ଠିତ   (22-Sep-2026)       ||      ଓମ୍ଫେଡକୁ ମିଳିଲା ଟାଇମ୍ସ ଆଇକନ୍ ପୁରସ୍କାର-୨୦୨୬♦️ଦୁଗ୍ଧ କ୍ଷେତ୍ରରେ ଉତ୍କର୍ଷତା ଓ    (22-Sep-2026)       ||      କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (22-Sep-2026)       ||      ନବଭାରତ ସାକ୍ଷରତା ଅଭିଯାନ କାର୍ଯ୍ୟକ୍ରମ    (21-Sep-2026)       ||      ଲୋଇସିଂହା ବ୍ଳକ୍ କଳାକାର ସଂଘ ର ବୈଠକ   (21-Sep-2026)       ||      ବିକେପି ରାଜ୍ୟ ସଭାପତି କଳାହାଣ୍ଡି ଗସ୍ତ କାର୍ଯ୍ୟକ୍ରମ କୁ ନେଇ ପ୍ରସ୍ତୁତି ବୈଠକ।   (21-Sep-2026)       ||      ଡୁଙ୍ଗୁରିପାଲି ହାଇସ୍କୁଲରେ ବିଜ୍ଞାନ ନାଟକ ପ୍ରତିଯୋଗିତା ଅନୁଷ୍ଠିତ: ମାୟାବର୍ହା ହାଇସ୍କୁଲ ଜିଲ୍ଲା ସ୍ତରକୁ ମନୋନୀତ   (21-Sep-2026)       ||      *ସୁବର୍ଣ୍ଣପୁର ବରିଷ୍ଠ ନାଗରିକ ସଂଘ ର ବାର୍ଷିକ ଉତ୍ସବ ପାଳନ*-   (21-Sep-2026)       ||      ସିଲାଟିରେ ବ୍ଲକ ସ୍ତରୀୟ ଦୌଡକୁଦ ପ୍ରତିଯୋଗିତା   (21-Sep-2026)       ||      ବରପାଲି ବ୍ଲକ ସନାତନୀ ବ୍ରାହ୍ମଣ ସମାଜର ଇନ୍ଦ୍ର ପୂଜା   (21-Sep-2026)       ||      ଗ୍ରିଣ୍ଡୋଲା ଗ୍ରାମରେ ମା ଖୁଦୁରୁକୁଣି ପୂଜା ସମ୍ପନ୍ନ   (21-Sep-2026)       ||     

HOME   ଜିଲ୍ଲା

ଓଡ଼ିଶା ନାରୀସେବା ସଂଘ ପକ୍ଷରୁ ଦେଶର ୭୭ ତମ ଗଣତନ୍ତ୍ରଦିବସ ପାଳିତ

27-Jan-2026



ପୂର୍ବସୁରି ମାନଙ୍କ ଅସ୍ମିତା କୁ  ସ୍ମରଣ କରି ସେମାନଙ୍କ ତ୍ୟାଗ ତିତିକ୍ଷା ଓ ବଳିଦାନ ରୁ ଆଜିର ଯୁବପିଢି ତଥା ନାରୀମାନେ ଯଦି କିଛି ପ୍ରେରଣା ପାଇ ଦେଶରୁ ଅଶିକ୍ଷା,  ଦାରିଦ୍ର୍ୟ, ରୋଗ ବ୍ୟାଧି ହିଂସା, ଇର୍ଷା ବେରୋଯଗlରି  ହଟାଇବା ପାଇଁ ଉତ୍ସସର୍ଗୀକୃତ  ହୋଇ  କର୍ମ ଜାରି ରଖିବେ ତେବେ ତାହା ହେବ ସେହି ମହାନ୍ ସ୍ଵାଧୀନତା ସଂଗ୍ରାମୀ ମାନଙ୍କ ପ୍ରତି ଆମର ପ୍ରକୃତ ଶ୍ରଦ୍ଧାଂଜଳି ଏହା ଅଜି ଦେଶର ୭୭ତମ ଗଣତନ୍ତ୍ର ଦିବସ ପାଳନ ଉପଲକ୍ଷେ ଓଡ଼ିଶା ନାରୀ ସେବା ସଙ୍ଘର ସଭାନେତ୍ରୀ ଡ. ପ୍ରତିମା ମହାପାତ୍ର ଜାତୀୟ ପତାକା ଉତ୍ତୋଳନ କରି ତାଙ୍କର ଅଭିଭାଷଣରେ କହିଥିଲେ। ସଂଗଠନ ସଂପାଦିକl ମୀରା ବେଉରା ନିଜ ଭିତରେ ଥିବା  ଭେଦଭାବ ଭୁଲି ପରସ୍ପର ଭିତରେ ସ୍ନେହ ସଦିଚ୍ଛା ରଖି ଦେଶ ପ୍ରତି ଆମର କର୍ତ୍ତବ୍ୟ ବିଷୟରେ ସଚେତନ ହେବା ଆବଶ୍ୟକ  ନ ହେଲେ କଷ୍ଟଲବ୍ଧ ସ୍ବାଧିନତା ର ସ୍ଵାଦ ଆମେ ଚାଖି ପରିବା ନାହିଁ ବୋଲି ବକ୍ତବ୍ୟ ରଖିଥିଲେ। ସହ ସମ୍ପlଦିକl ଇନ୍ଦିରା ଅରୋରା,  ହଲ୍ ସମ୍ପlଦିକl ମଞ୍ଜୁ ସିଂ, କାର୍ଯ୍ୟକାରି କମିଟି ସଭ୍ୟା ମିନାକ୍ଷୀ ମିଶ୍ର, କୋଷାଧ୍ୟକ୍ଷl ନୟନତାରl  ନନ୍ଦ,କଲ୍ୟାଣୀ ସାହୁ,  ସୁପ୍ରିତି ଦାସ୍ , ଗିତlଶ୍ରୀ ଦାସ୍ ଓ sangha କାଉନସିଲର  ସୂପର୍ଣ୍ଣl ବେହେରା ପ୍ରମୁଖ ଉପସ୍ଥିତ ଥିଲେ। ଏହି ଉତ୍ସବ ପାଳନ ଉପଲକ୍ଷେ  ବସ୍ତି ଅଞ୍ଚଳର ପିଲା ମାନଙ୍କୁ ମିଷ୍ଠlନ୍ନ ବଣ୍ଟନ କରlଯାଇଥିଲା ଛାତ୍ର ଛାତ୍ରୀ ମାନେ ଦେଶାତ୍ମବୋଧକ ସଙ୍ଗୀତ ପରିବେଷଣ କରିଥଲେ।
  


News Comment




Photo in News

Advertisment
Lastest News
  ଜିଲ୍ଲା  
ଯୁବ ସଂଗଠକ ସଂଜୀବ ବାବୁଙ୍କ ଅକାଳ ବିୟୋଗ   22-Sep-2026
  ଜିଲ୍ଲା  
ଚାଉଳ, ଅଣ୍ଡା, ଡାଲି ଲୁଟିନେଲେ ପାଚିକା । ଧାରଣା ଦେଲେ ଛାତ୍ର ଛାତ୍ରୀ।   22-Sep-2026
  ରାଜ୍ୟ  
ବଲାଙ୍ଗୀର ଟାଉନ୍ ଥାନା ପୋଲିସର ଚଢ଼ାଉ: ୬୦ ବୋତଲ ଏସ୍କଫ୍ କଫ୍ ସିରପ୍ ଜବତ, ଯୁବକ ଗିରଫ   22-Sep-2026
  ଜିଲ୍ଲା  
ବିଲରେ ଘାସ ବାଛୁଥିବା ବେଳେ ବିଜୁଳି ମାଡ଼ରେ ଗୀତାଞ୍ଜଳୀ ଖର୍ସେଲ ମୃତ   22-Sep-2026
  ଜିଲ୍ଲା  
*ଜିଲ୍ଲା ଅବକାରୀ ବିଭାଗ ପକ୍ଷରୁ ୩ କ୍ଵିଣ୍ଟାଲ ଗଞ୍ଜେଇ ଜବତ*-   22-Sep-2026
  ଜିଲ୍ଲା  
*୫ କ୍ଵିଣ୍ଟାଲ ୪୦ କେଜି , ୫ କୋଟି ମୂଲ୍ୟ ର ଗଞ୍ଜେଇ ସହ ୨ କାର,୧ ବାଇକ୍ ଜବତ; ୩ ଗିରଫ*-   22-Sep-2026
  ଜିଲ୍ଲା  
*ଡାବୁଗାଁ ରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ଅନୁଷ୍ଠିତ*   22-Sep-2026
  ଜିଲ୍ଲା  
ନିଶା କବଳରେ ଯୁବପିଢ଼ି - ମଦ ଗଞ୍ଜେଇ ନାମକୁ ମାତ୍ର ବଦନାମ, ନିଶା ବଟିକା ଓ କଫସିରପ ଯୋଗୁଁ ଅବାଟରେ ଦେଶର ଭବିଷ୍ୟତ   22-Sep-2026
  ରାଜ୍ୟ  
ନବନିର୍ମାଣ କୃଷକ ସଂଗଠନର ରାଜ୍ୟ ମୁଖ୍ୟଙ୍କ ସହ ପ୍ରମୁଖ ନେତୃତ୍ୱ ଓଜେସିରେ ସାମିଲ ଚାଷୀଙ୍କ ପାଇଁ ଲଢ଼ିବୁ, ଚାଷୀଙ୍କୁ ନେଇ ବଢ଼ିବୁ : ମହମ୍ମଦ ମୋକିମ୍ ଚାଷୀଙ୍କ ଦଳ ହେବ ଓଜେସି : ଶେଷଦେବ ନନ୍ଦ   22-Sep-2026
  ଜିଲ୍ଲା  
ମଲମୁଣ୍ଡା ଆଞ୍ଚଳିକ ସାଧନ କେନ୍ଦ୍ରଅଞ୍ଚଳରେ ନବ ଭାରତ ସାକ୍ଷରତା ପରୀକ୍ଷା ସଫଳତାର ସହ ଅନୁଷ୍ଠିତ   22-Sep-2026
  ଜିଲ୍ଲା  
ଓମ୍ଫେଡକୁ ମିଳିଲା ଟାଇମ୍ସ ଆଇକନ୍ ପୁରସ୍କାର-୨୦୨୬♦️ଦୁଗ୍ଧ କ୍ଷେତ୍ରରେ ଉତ୍କର୍ଷତା ଓ   22-Sep-2026
  ଜିଲ୍ଲା  
କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   22-Sep-2026

You Might Also Like