-+91-9937148622 |

prerana_bgr@rediffmail.com |

  Wednesday 23rd September 2026 |

| | | |

R.N.I. Regd No. ODIODI/2010/46693

Breaking News

ଯୁବ ସଂଗଠକ ସଂଜୀବ ବାବୁଙ୍କ ଅକାଳ ବିୟୋଗ    (22-Sep-2026)       ||      ଚାଉଳ, ଅଣ୍ଡା, ଡାଲି ଲୁଟିନେଲେ ପାଚିକା । ଧାରଣା ଦେଲେ ଛାତ୍ର ଛାତ୍ରୀ।   (22-Sep-2026)       ||      ବଲାଙ୍ଗୀର ଟାଉନ୍ ଥାନା ପୋଲିସର ଚଢ଼ାଉ: ୬୦ ବୋତଲ ଏସ୍କଫ୍ କଫ୍ ସିରପ୍ ଜବତ, ଯୁବକ ଗିରଫ   (22-Sep-2026)       ||      ବିଲରେ ଘାସ ବାଛୁଥିବା ବେଳେ ବିଜୁଳି ମାଡ଼ରେ ଗୀତାଞ୍ଜଳୀ ଖର୍ସେଲ ମୃତ    (22-Sep-2026)       ||      *ଜିଲ୍ଲା ଅବକାରୀ ବିଭାଗ ପକ୍ଷରୁ ୩ କ୍ଵିଣ୍ଟାଲ ଗଞ୍ଜେଇ ଜବତ*-   (22-Sep-2026)       ||      *୫ କ୍ଵିଣ୍ଟାଲ ୪୦ କେଜି , ୫ କୋଟି ମୂଲ୍ୟ ର ଗଞ୍ଜେଇ ସହ ୨ କାର,୧ ବାଇକ୍ ଜବତ; ୩ ଗିରଫ*-   (22-Sep-2026)       ||      *ଡାବୁଗାଁ ରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ଅନୁଷ୍ଠିତ*   (22-Sep-2026)       ||      ନିଶା କବଳରେ ଯୁବପିଢ଼ି - ମଦ ଗଞ୍ଜେଇ ନାମକୁ ମାତ୍ର ବଦନାମ, ନିଶା ବଟିକା ଓ କଫସିରପ ଯୋଗୁଁ ଅବାଟରେ ଦେଶର ଭବିଷ୍ୟତ   (22-Sep-2026)       ||      ନବନିର୍ମାଣ କୃଷକ ସଂଗଠନର ରାଜ୍ୟ ମୁଖ୍ୟଙ୍କ ସହ ପ୍ରମୁଖ ନେତୃତ୍ୱ ଓଜେସିରେ ସାମିଲ ଚାଷୀଙ୍କ ପାଇଁ ଲଢ଼ିବୁ, ଚାଷୀଙ୍କୁ ନେଇ ବଢ଼ିବୁ : ମହମ୍ମଦ ମୋକିମ୍ ଚାଷୀଙ୍କ ଦଳ ହେବ ଓଜେସି : ଶେଷଦେବ ନନ୍ଦ    (22-Sep-2026)       ||      ମଲମୁଣ୍ଡା ଆଞ୍ଚଳିକ ସାଧନ କେନ୍ଦ୍ରଅଞ୍ଚଳରେ ନବ ଭାରତ ସାକ୍ଷରତା ପରୀକ୍ଷା ସଫଳତାର ସହ ଅନୁଷ୍ଠିତ   (22-Sep-2026)       ||      ଓମ୍ଫେଡକୁ ମିଳିଲା ଟାଇମ୍ସ ଆଇକନ୍ ପୁରସ୍କାର-୨୦୨୬♦️ଦୁଗ୍ଧ କ୍ଷେତ୍ରରେ ଉତ୍କର୍ଷତା ଓ    (22-Sep-2026)       ||      କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (22-Sep-2026)       ||      ନବଭାରତ ସାକ୍ଷରତା ଅଭିଯାନ କାର୍ଯ୍ୟକ୍ରମ    (21-Sep-2026)       ||      ଲୋଇସିଂହା ବ୍ଳକ୍ କଳାକାର ସଂଘ ର ବୈଠକ   (21-Sep-2026)       ||      ବିକେପି ରାଜ୍ୟ ସଭାପତି କଳାହାଣ୍ଡି ଗସ୍ତ କାର୍ଯ୍ୟକ୍ରମ କୁ ନେଇ ପ୍ରସ୍ତୁତି ବୈଠକ।   (21-Sep-2026)       ||      ଡୁଙ୍ଗୁରିପାଲି ହାଇସ୍କୁଲରେ ବିଜ୍ଞାନ ନାଟକ ପ୍ରତିଯୋଗିତା ଅନୁଷ୍ଠିତ: ମାୟାବର୍ହା ହାଇସ୍କୁଲ ଜିଲ୍ଲା ସ୍ତରକୁ ମନୋନୀତ   (21-Sep-2026)       ||      *ସୁବର୍ଣ୍ଣପୁର ବରିଷ୍ଠ ନାଗରିକ ସଂଘ ର ବାର୍ଷିକ ଉତ୍ସବ ପାଳନ*-   (21-Sep-2026)       ||      ସିଲାଟିରେ ବ୍ଲକ ସ୍ତରୀୟ ଦୌଡକୁଦ ପ୍ରତିଯୋଗିତା   (21-Sep-2026)       ||      ବରପାଲି ବ୍ଲକ ସନାତନୀ ବ୍ରାହ୍ମଣ ସମାଜର ଇନ୍ଦ୍ର ପୂଜା   (21-Sep-2026)       ||      ଗ୍ରିଣ୍ଡୋଲା ଗ୍ରାମରେ ମା ଖୁଦୁରୁକୁଣି ପୂଜା ସମ୍ପନ୍ନ   (21-Sep-2026)       ||     

HOME   ଜିଲ୍ଲା

ଉତ୍ସାହ ଓ ଗର୍ବ ସହ ପାଳିତ ହେଲା ୭୭ତମ ସାଧାରଣତନ୍ତ୍ର ଦିବସ

27-Jan-2026



ନୂଆପଡା(ପରମେଶ୍ୱର ମେହେର):ସାରା ଦେଶ ସହିତ ନୂଆପଡା ଜିଲ୍ଲାରେ ମଧ୍ୟ ଉତ୍ସାହ ଓ ଗର୍ବର ସହ ୭୭ତମ ସାଧାରଣତନ୍ତ୍ର ଦିବସ ପାଳନ କରାଯାଇଛି। ସରକାରୀ, ବେସରକାରୀ ଅନୁଷ୍ଠାନ ସହ ଘରେଘରେ ତ୍ରିରଙ୍ଗା ପତାକା ଉଡି ଦେଶଭକ୍ତିର ପରିବେଶ ସୃଷ୍ଟି କରିଥିଲା। ସିନାପାଲି ବ୍ଲକ ଅନ୍ତର୍ଗତ ପି.ଏମ୍. ଶ୍ରୀ ଉଚ୍ଚ ବିଦ୍ୟାଳୟ ପଡିଆରେ ବ୍ଲକ ପ୍ରଶାସନର ନେତୃତ୍ୱରେ ସାଧାରଣତନ୍ତ୍ର ଦିବସ ଧୁମଧାମରେ ପାଳିତ ହୋଇଥିଲା। କାର୍ଯ୍ୟକ୍ରମର ପ୍ରାରମ୍ଭରେ ବିଡିଓ କର୍ମୀ ଓରାମ ପେରେଡରେ ଭାଗନେଇଥିବା ଛାତ୍ରଛାତ୍ରୀମାନଙ୍କ ସହ ସାକ୍ଷାତ କରି ପଡିଆ ପରିକ୍ରମା କରିଥିଲେ। ପରେ ତ୍ରିରଙ୍ଗା ପତାକା ଉତ୍ତୋଳନ କରି ପେରେଡ ଅଭିବାଦନ ଗ୍ରହଣ କରାଯାଇଥିଲା। ଏହି କାର୍ଯ୍ୟକ୍ରମରେ ଅତିଥି ଭାବରେ ବ୍ଲକ ଅଧ୍ୟକ୍ଷା ମାଧୁରୀ ମାଝୀ, ଶିକ୍ଷା ଅଧିକାରୀ ଜତୀନ୍ଦ୍ର ସେଠ, ପ୍ରଧାନ ଶିକ୍ଷକ ଲଲିତ କୁମାର ସୁନାରୀ, ସରପଞ୍ଚ ସୁନିତା ମେହେର, ପ୍ରେସକ୍ଲବ ସଭାପତି ଅଜିତ କୁମାର ଯୋଶୀ, ଜିଲ୍ଲାପରିଷଦ ସଦସ୍ୟା ଆଶା ଜୈନ, ପୂର୍ବତନ ବ୍ଲକ ଅଧ୍ୟକ୍ଷ ନିଳମଣି ମେହେର, ପୂର୍ବତନ ବିଧାୟକ ପାର୍ଥ ବୈଷମ୍ପାୟନ ମେହେର ପ୍ରମୁଖ ଉପସ୍ଥିତ ଥିଲେ।
ରକ୍ତଦାନ କରିଥିବା ବ୍ୟକ୍ତିତ୍ୱମାନଙ୍କୁ ସମ୍ମାନିତ କରାଯାଇଥିଲା। ପେରେଡରେ ସିନାପାଲି ଶିଶୁ ବିଦ୍ୟାମନ୍ଦିର ଛାତ୍ରଛାତ୍ରୀମାନେ ଉକୃଷ୍ଟ ପ୍ରଦର୍ଶନ କରି ପ୍ରଥମ ସ୍ଥାନ ଅଧିକାର କରିଥିଲେ। ଶେଷରେ ରଙ୍ଗାରଙ୍ଗ ସାଂସ୍କୃତିକ କାର୍ଯ୍ୟକ୍ରମ ଆୟୋଜିତ ହୋଇଥିଲା।
ତଥାପି, ପୂର୍ବ ପ୍ରସ୍ତୁତି ଅଭାବରୁ ପଡିଆରେ ପାଣି ଛିଞ୍ଚନ କରାଯାଇନଥିବାରୁ ପେରେଡ ସମୟରେ ଧୁଳି ଉଠିଥିଲା, ଯାହାରେ ଛାତ୍ରଛାତ୍ରୀମାନେ ଅସୁବିଧାର ସମ୍ମୁଖୀନ ହୋଇଥିଲେ। ଏହାକୁ ନେଇ ସାଧାରଣ ଜନତାଙ୍କ ମଧ୍ୟରେ ଅସନ୍ତୋଷ ପ୍ରକାଶ ପାଇଥିଲା।

♦️♦️♦️♦️♦️♦️♦️♦️♦️♦️


News Comment




Photo in News

Advertisment
Lastest News
  ଜିଲ୍ଲା  
ଯୁବ ସଂଗଠକ ସଂଜୀବ ବାବୁଙ୍କ ଅକାଳ ବିୟୋଗ   22-Sep-2026
  ଜିଲ୍ଲା  
ଚାଉଳ, ଅଣ୍ଡା, ଡାଲି ଲୁଟିନେଲେ ପାଚିକା । ଧାରଣା ଦେଲେ ଛାତ୍ର ଛାତ୍ରୀ।   22-Sep-2026
  ରାଜ୍ୟ  
ବଲାଙ୍ଗୀର ଟାଉନ୍ ଥାନା ପୋଲିସର ଚଢ଼ାଉ: ୬୦ ବୋତଲ ଏସ୍କଫ୍ କଫ୍ ସିରପ୍ ଜବତ, ଯୁବକ ଗିରଫ   22-Sep-2026
  ଜିଲ୍ଲା  
ବିଲରେ ଘାସ ବାଛୁଥିବା ବେଳେ ବିଜୁଳି ମାଡ଼ରେ ଗୀତାଞ୍ଜଳୀ ଖର୍ସେଲ ମୃତ   22-Sep-2026
  ଜିଲ୍ଲା  
*ଜିଲ୍ଲା ଅବକାରୀ ବିଭାଗ ପକ୍ଷରୁ ୩ କ୍ଵିଣ୍ଟାଲ ଗଞ୍ଜେଇ ଜବତ*-   22-Sep-2026
  ଜିଲ୍ଲା  
*୫ କ୍ଵିଣ୍ଟାଲ ୪୦ କେଜି , ୫ କୋଟି ମୂଲ୍ୟ ର ଗଞ୍ଜେଇ ସହ ୨ କାର,୧ ବାଇକ୍ ଜବତ; ୩ ଗିରଫ*-   22-Sep-2026
  ଜିଲ୍ଲା  
*ଡାବୁଗାଁ ରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ଅନୁଷ୍ଠିତ*   22-Sep-2026
  ଜିଲ୍ଲା  
ନିଶା କବଳରେ ଯୁବପିଢ଼ି - ମଦ ଗଞ୍ଜେଇ ନାମକୁ ମାତ୍ର ବଦନାମ, ନିଶା ବଟିକା ଓ କଫସିରପ ଯୋଗୁଁ ଅବାଟରେ ଦେଶର ଭବିଷ୍ୟତ   22-Sep-2026
  ରାଜ୍ୟ  
ନବନିର୍ମାଣ କୃଷକ ସଂଗଠନର ରାଜ୍ୟ ମୁଖ୍ୟଙ୍କ ସହ ପ୍ରମୁଖ ନେତୃତ୍ୱ ଓଜେସିରେ ସାମିଲ ଚାଷୀଙ୍କ ପାଇଁ ଲଢ଼ିବୁ, ଚାଷୀଙ୍କୁ ନେଇ ବଢ଼ିବୁ : ମହମ୍ମଦ ମୋକିମ୍ ଚାଷୀଙ୍କ ଦଳ ହେବ ଓଜେସି : ଶେଷଦେବ ନନ୍ଦ   22-Sep-2026
  ଜିଲ୍ଲା  
ମଲମୁଣ୍ଡା ଆଞ୍ଚଳିକ ସାଧନ କେନ୍ଦ୍ରଅଞ୍ଚଳରେ ନବ ଭାରତ ସାକ୍ଷରତା ପରୀକ୍ଷା ସଫଳତାର ସହ ଅନୁଷ୍ଠିତ   22-Sep-2026
  ଜିଲ୍ଲା  
ଓମ୍ଫେଡକୁ ମିଳିଲା ଟାଇମ୍ସ ଆଇକନ୍ ପୁରସ୍କାର-୨୦୨୬♦️ଦୁଗ୍ଧ କ୍ଷେତ୍ରରେ ଉତ୍କର୍ଷତା ଓ   22-Sep-2026
  ଜିଲ୍ଲା  
କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   22-Sep-2026

You Might Also Like