-+91-9937148622 |

prerana_bgr@rediffmail.com |

  Thursday 24th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||      ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ    (23-Sep-2026)       ||      ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   (23-Sep-2026)       ||      *ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   (23-Sep-2026)       ||      କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (23-Sep-2026)       ||      ଟ୍ରେନରୁ ଖସି ପଡ଼ି ଯୁବକ ମୃତ   (23-Sep-2026)       ||      ଅବକାରୀ ବିଭାଗର ଅଜବ ନୀତି - ବିଦେଶୀ ମଦ ଦୋକାନୀକୁ ଅହେତୁକ ଅନୁକମ୍ପା! ଟିଟିଲାଗଡ଼ରେ ଚର୍ଚ୍ଚା!   (23-Sep-2026)       ||      ଦେହେଲୀ ଗ୍ରାମରେ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ    (23-Sep-2026)       ||      ଭୂମି ଅଧିକାର ଓ ଚାଲିଥିବା ବସ୍ତି ଉଛେଦ ବନ୍ଦ ଦାବିରେ ବସ୍ତି ବାସିନ୍ଦାଙ୍କ ମିଳିତ ମଞ୍ଚର ବିଶାଳ ବିକ୍ଷୋଭ*   (23-Sep-2026)       ||      ଯୁବ ସଂଗଠକ ସଂଜୀବ ବାବୁଙ୍କ ଅକାଳ ବିୟୋଗ    (22-Sep-2026)       ||      ଚାଉଳ, ଅଣ୍ଡା, ଡାଲି ଲୁଟିନେଲେ ପାଚିକା । ଧାରଣା ଦେଲେ ଛାତ୍ର ଛାତ୍ରୀ।   (22-Sep-2026)       ||      ବଲାଙ୍ଗୀର ଟାଉନ୍ ଥାନା ପୋଲିସର ଚଢ଼ାଉ: ୬୦ ବୋତଲ ଏସ୍କଫ୍ କଫ୍ ସିରପ୍ ଜବତ, ଯୁବକ ଗିରଫ   (22-Sep-2026)       ||      ବିଲରେ ଘାସ ବାଛୁଥିବା ବେଳେ ବିଜୁଳି ମାଡ଼ରେ ଗୀତାଞ୍ଜଳୀ ଖର୍ସେଲ ମୃତ    (22-Sep-2026)       ||      *ଜିଲ୍ଲା ଅବକାରୀ ବିଭାଗ ପକ୍ଷରୁ ୩ କ୍ଵିଣ୍ଟାଲ ଗଞ୍ଜେଇ ଜବତ*-   (22-Sep-2026)       ||      *୫ କ୍ଵିଣ୍ଟାଲ ୪୦ କେଜି , ୫ କୋଟି ମୂଲ୍ୟ ର ଗଞ୍ଜେଇ ସହ ୨ କାର,୧ ବାଇକ୍ ଜବତ; ୩ ଗିରଫ*-   (22-Sep-2026)       ||      *ଡାବୁଗାଁ ରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ଅନୁଷ୍ଠିତ*   (22-Sep-2026)       ||      ନିଶା କବଳରେ ଯୁବପିଢ଼ି - ମଦ ଗଞ୍ଜେଇ ନାମକୁ ମାତ୍ର ବଦନାମ, ନିଶା ବଟିକା ଓ କଫସିରପ ଯୋଗୁଁ ଅବାଟରେ ଦେଶର ଭବିଷ୍ୟତ   (22-Sep-2026)       ||     

HOME   ଜିଲ୍ଲା

ଆଗଲପୁର ବ୍ଲକ୍ ରେ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର ଅନୁଷ୍ଠିତ

27-Jan-2026



ଆଗଲପୁର, (ବିନୋଦ ଦୀପ) ଆଜି ଆଗଲପୁର ବ୍ଲକ୍ ପରିସର ରେ ଜିଲ୍ଲାପାଳ ଙ୍କ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର ଅନୁଷ୍ଠିତ ହୋଇଥିଲା l ଏହି ଶିବିର ରେ ବଲାଙ୍ଗୀର ଜିଲ୍ଲା ର ଜିଲ୍ଲାପାଳ ଗୌରବଶିବାଜୀ ଇସଲୱାର ଉପସ୍ଥିତ ରହି ଶିବିର କୁ ଆଗେଇ ନେଇଥିଲେ l ଗୋଷ୍ଠୀ ଉନ୍ନୟନ ଅଧିକାରୀ ମହାପାତ୍ର କୁଲଦୀପ ମହାନ୍ତି ଙ୍କ ତତ୍ତ୍ଵାବଧାନ ରେ ଉକ୍ତ ଶିବିର ପରିଚାଳିତ ହୋଇଥିଲା l

ଏହାସହ ପ୍ରକଳ୍ପ ନିର୍ଦ୍ଦେଶକ ବଲାଙ୍ଗୀର ତରଣିସେନ୍ ସୁନା, ଏସ୍ଡ଼ିପିଓ ସରୋଜ କୁମାର ଉପାଧ୍ୟାୟ, ଉପ ଜିଲ୍ଲାପାଳ ଆଲୋକ ପଟେଲ୍, ସି ଏସ ଓ ରଞ୍ଜନ ପଣ୍ଡା, ଡି ଏସ ଓ ସୁଷମା ମହାପାତ୍ର, ଡି ପି ଓ ସରୋଜ ମେହେର ଓ ଗୋଷ୍ଠୀ ଉନ୍ନୟନ ଅଧିକାରୀ ଶ୍ରୀ ମହାପାତ୍ର କୁଲଦୀପ ମହାନ୍ତି ଉପସ୍ଥିତ ରହି ପ୍ରତ୍ୟେକ୍ଷ ଭାବରେ ଜନ୍ ଶୁଣାଣୀ ଶିବିର ରେ ସହଯୋଗ କରିଥିଲେ। ତାଙ୍କ ସହିତ ଜିଲ୍ଲାର ପ୍ରତ୍ୟେକ ବିଭାଗ ର ମୁଖ୍ୟ ଅଧିକାରୀ ମଧ୍ୟ ଉପସ୍ଥିତ ରହି ନିଜ ନିଜ ବିଭାଗର ଅଭିଯୋଗ କୁ ଗୁରୁତ୍ୱ ଦେଇ ଏହାର ସମାଧାନ ପାଇଁ ପ୍ରୟାସ କରିଥିଲେ। ଏହାସହ ବ୍ଲକ୍ ର ସମସ୍ତ ବିଭାଗୀୟ ଅଧିକାରୀ, ସମସ୍ତ ଯନ୍ତ୍ରୀ, ଓ ସମସ୍ତ କର୍ମଚାରୀ ଉପସ୍ଥିତ ରହି ଶିବିରକୁ ପୂର୍ଣ୍ଣ ସହଯୋଗ କରିଥିଲେ। ଆଜିର ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର ରେ ସର୍ବମୋଟ 42 ଟି ଅଭିଯୋଗ ପଞ୍ଜିକରଣ ହୋଇଥିବା ବିଭାଗୀୟ ଅଧିକାରୀ ସୂଚନା ଦେଇଛନ୍ତି। ବିଶେଷ କରି ଜଙ୍ଗଲ ଜମିକୁ କିଛି ଅସାମାଜିକ ବ୍ୟକ୍ତି ନିଜ ନାମରେ ପଟ୍ଟା କରିନେଇଥିବା ନେଇ ଅଭିଯୋଗ ଆସିଥିବା ସହ  ଶିକ୍ଷା, ସ୍ବାସ୍ଥ୍ୟ, ପାନୀୟ ଜଳ, ରାସ୍ତା ଉଦ୍ୟାନ, କୃଷି, ଜମି ଉନ୍ନତି କରଣ, ଭତ୍ତା, ଇତ୍ୟାଦି ଉପରେ ଅଭିଯୋଗ ଆସିଥିବାର ଦେଖିବାକୁ ମିଳିଥିଲା। ସମସ୍ତ ଅଭିଯୋଗ କୁ ଗ୍ରହଣ କରି ତା ଉପରେ ତଦନ୍ତ କରାଯାଇ ଉଚିତ୍ ପଦକ୍ଷେପ ନିଆଯିବ ବୋଲି ଜିଲ୍ଲାପାଳ ଶ୍ରୀ ଇସଲୱାର ପ୍ରକାଶ କରିଛନ୍ତି l


News Comment




Photo in News

Advertisment
Lastest News
  ଜିଲ୍ଲା  
ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   23-Sep-2026
  ଜିଲ୍ଲା  
ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   23-Sep-2026
  ଜିଲ୍ଲା  
ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   23-Sep-2026
  ଜିଲ୍ଲା  
ଜିଲ୍ଲା ବ୍ରାହ୍ମଣ ମହାସଭା   23-Sep-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ   23-Sep-2026
  ଜିଲ୍ଲା  
ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   23-Sep-2026
  ଜିଲ୍ଲା  
*ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   23-Sep-2026
  ଜିଲ୍ଲା  
କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   23-Sep-2026
  ଜିଲ୍ଲା  
ଟ୍ରେନରୁ ଖସି ପଡ଼ି ଯୁବକ ମୃତ   23-Sep-2026
  ଜିଲ୍ଲା  
ଅବକାରୀ ବିଭାଗର ଅଜବ ନୀତି - ବିଦେଶୀ ମଦ ଦୋକାନୀକୁ ଅହେତୁକ ଅନୁକମ୍ପା! ଟିଟିଲାଗଡ଼ରେ ଚର୍ଚ୍ଚା!   23-Sep-2026
  ଜିଲ୍ଲା  
ଦେହେଲୀ ଗ୍ରାମରେ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   23-Sep-2026
  ଜିଲ୍ଲା  
ଭୂମି ଅଧିକାର ଓ ଚାଲିଥିବା ବସ୍ତି ଉଛେଦ ବନ୍ଦ ଦାବିରେ ବସ୍ତି ବାସିନ୍ଦାଙ୍କ ମିଳିତ ମଞ୍ଚର ବିଶାଳ ବିକ୍ଷୋଭ*   23-Sep-2026

You Might Also Like