-+91-9937148622 |

prerana_bgr@rediffmail.com |

  Thursday 24th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||      ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ    (23-Sep-2026)       ||      ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   (23-Sep-2026)       ||      *ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   (23-Sep-2026)       ||      କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (23-Sep-2026)       ||      ଟ୍ରେନରୁ ଖସି ପଡ଼ି ଯୁବକ ମୃତ   (23-Sep-2026)       ||      ଅବକାରୀ ବିଭାଗର ଅଜବ ନୀତି - ବିଦେଶୀ ମଦ ଦୋକାନୀକୁ ଅହେତୁକ ଅନୁକମ୍ପା! ଟିଟିଲାଗଡ଼ରେ ଚର୍ଚ୍ଚା!   (23-Sep-2026)       ||      ଦେହେଲୀ ଗ୍ରାମରେ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ    (23-Sep-2026)       ||      ଭୂମି ଅଧିକାର ଓ ଚାଲିଥିବା ବସ୍ତି ଉଛେଦ ବନ୍ଦ ଦାବିରେ ବସ୍ତି ବାସିନ୍ଦାଙ୍କ ମିଳିତ ମଞ୍ଚର ବିଶାଳ ବିକ୍ଷୋଭ*   (23-Sep-2026)       ||      ଯୁବ ସଂଗଠକ ସଂଜୀବ ବାବୁଙ୍କ ଅକାଳ ବିୟୋଗ    (22-Sep-2026)       ||      ଚାଉଳ, ଅଣ୍ଡା, ଡାଲି ଲୁଟିନେଲେ ପାଚିକା । ଧାରଣା ଦେଲେ ଛାତ୍ର ଛାତ୍ରୀ।   (22-Sep-2026)       ||      ବଲାଙ୍ଗୀର ଟାଉନ୍ ଥାନା ପୋଲିସର ଚଢ଼ାଉ: ୬୦ ବୋତଲ ଏସ୍କଫ୍ କଫ୍ ସିରପ୍ ଜବତ, ଯୁବକ ଗିରଫ   (22-Sep-2026)       ||      ବିଲରେ ଘାସ ବାଛୁଥିବା ବେଳେ ବିଜୁଳି ମାଡ଼ରେ ଗୀତାଞ୍ଜଳୀ ଖର୍ସେଲ ମୃତ    (22-Sep-2026)       ||      *ଜିଲ୍ଲା ଅବକାରୀ ବିଭାଗ ପକ୍ଷରୁ ୩ କ୍ଵିଣ୍ଟାଲ ଗଞ୍ଜେଇ ଜବତ*-   (22-Sep-2026)       ||      *୫ କ୍ଵିଣ୍ଟାଲ ୪୦ କେଜି , ୫ କୋଟି ମୂଲ୍ୟ ର ଗଞ୍ଜେଇ ସହ ୨ କାର,୧ ବାଇକ୍ ଜବତ; ୩ ଗିରଫ*-   (22-Sep-2026)       ||      *ଡାବୁଗାଁ ରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ଅନୁଷ୍ଠିତ*   (22-Sep-2026)       ||      ନିଶା କବଳରେ ଯୁବପିଢ଼ି - ମଦ ଗଞ୍ଜେଇ ନାମକୁ ମାତ୍ର ବଦନାମ, ନିଶା ବଟିକା ଓ କଫସିରପ ଯୋଗୁଁ ଅବାଟରେ ଦେଶର ଭବିଷ୍ୟତ   (22-Sep-2026)       ||     

HOME   ଜିଲ୍ଲା

ଜୟ ହିନ୍ଦ୍ ୱାରିୟର୍ସ ତରଫରୁ ୭୭ତମ ଗଣତନ୍ତ୍ର ଦିବସ ଉପଲକ୍ଷେ ବିଶେଷ ପ୍ରତିଯୋଗିତା ଏବଂ ସାଂସ୍କୃତିକ କାର୍ଯ୍ୟକ୍ରମ ଆୟୋଜିତ।

27-Jan-2026



କୋକସରା(ତ୍ରିନାଥ ବେଶ୍ରା)
କଳାହାଣ୍ଡି ଜିଲ୍ଲାର କୋକସରା ବ୍ଲକ ଅନ୍ତର୍ଗତ ମହିମା ପଞ୍ଚାୟତର ଡେଙ୍ଗାଗୁଡା ଗ୍ରାମସ୍ଥିତ ତେନ୍ତୁଳିପଡ଼ାରେ, ଜୟ ହିନ୍ଦ୍ ୱାରିୟର୍ସ ଯୁବ ସଂଗଠନ ପ୍ରତି ବର୍ଷ ଭଳି ଏବର୍ଷ ମଧ୍ୟ ୭୭ତମ ଗଣତନ୍ତ୍ର ଦିବସ ଉପଲକ୍ଷେ ବିଭିନ୍ନ ପ୍ରତିଯୋଗିତାମୂଳକ କାର୍ଯ୍ୟକ୍ରମ ଆୟୋଜନ କରି ଗ୍ରାମବାସୀ ଏବଂ ମହିମା ପଞ୍ଚାୟତ ଅଞ୍ଚଳର ଲୋକଙ୍କୁ ଗଣତନ୍ତ୍ର ଦିବସର ମହତ୍ତ୍ୱ ବୁଝାଇବା ସହ ଏହାର ବାର୍ତ୍ତା ପ୍ରଚାର କରିଥିଲେ l
ଉକ୍ତ କାର୍ଯ୍ୟକ୍ରମରେ ସାଧାରଣ ଜ୍ଞାନ, ବକ୍ତୃତା, ଗୀତ ଏବଂ ନୃତ୍ୟ ପ୍ରତିଯୋଗିତା ଅନୁଷ୍ଠିତ ହୋଇଥିଲା। ଏଥିରେ ୯ଟି ବିଦ୍ୟାଳୟର ଛାତ୍ରଛାତ୍ରୀମାନେ ଭାଗ ନେଇଥିଲେ ଏବଂ ବିଜେତା ଛାତ୍ରଛାତ୍ରୀଙ୍କୁ ପ୍ରମାଣପତ୍ର ସହିତ ଟ୍ରଫି ପ୍ରଦାନ କରାଯାଇଥିଲା।
ଏହି ଉତ୍ସବର ମୁଖ୍ୟ ଉଦ୍ଦେଶ୍ୟ ଥିଲା ଛାତ୍ରଛାତ୍ରୀଙ୍କୁ ପ୍ରତିଯୋଗିତା ମାଧ୍ୟମରେ ଗଣତନ୍ତ୍ର ଓ ସମ୍ବିଧାନର ମୂଲ୍ୟବୋଧର ଗୁରୁତ୍ୱ ବୁଝାଇବା ଏବଂ ଜ୍ଞାନ ଆହରଣ କରିବାର ସୁଯୋଗ ଦେବା; ପୃଷ୍ଠଭୂମିରେ ଉପସ୍ଥିତ ଗ୍ରାମବାସୀ ଓ ଅଭିଭାବକମାନେ ମଧ୍ୟ ଏହି ମୂଲ୍ୟବୋଧ ବୁଝିପାରନ୍ତି। ଜୟ ହିନ୍ଦ୍ ୱାରିୟର୍ସ ସଭାପତି ଦେବାଶିଷ ମେହେର ନିଜ ଅଭିଭାଷଣରେ ଏହି ବିଷୟ ପ୍ରକାଶ କରିଥିଲେ।
ଉକ୍ତ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବରେ କୋକସରା ବ୍ଲକ ଉପାଧ୍ୟକ୍ଷ ଶ୍ରୀଯୁକ୍ତ ରାଜୀବ ଅଗ୍ରୱାଲ ଯୋଗଦାନ କରିଥିଲେ। ସେ କହିଥିଲେ, "ଆଜିକାଲି ବିଭିନ୍ନ ଗ୍ରାମରେ ମନୋରଞ୍ଜନ କାର୍ଯ୍ୟକ୍ରମ ହେଉଛି, କିନ୍ତୁ ଏଭଳି କାର୍ଯ୍ୟକ୍ରମ ଯାହା ପ୍ରତିଯୋଗିତା ଓ ମନୋରଞ୍ଜନ ମାଧ୍ୟମରେ ଗଣତନ୍ତ୍ର ଦିବସ ଓ ସମ୍ବିଧାନର ମହତ୍ତ୍ୱ ପ୍ରଚାର କରେ, ତାହା ନିଆରା। ମହିମା ପଞ୍ଚାୟତ ଅନ୍ତର୍ଗତ ଏଭଳି ଏକ ଛୋଟ ଗ୍ରାମରେ ଏହି ଆୟୋଜନ ଅତ୍ୟନ୍ତ ପ୍ରଶଂସନୀୟ।" ଶ୍ରୀଯୁକ୍ତ ଅଗ୍ରୱାଲ ଜୟ ହିନ୍ଦ୍ ୱାରିୟର୍ସ ଯୁବ ସଂଗଠନକୁ ଭୂୟସୀ ପ୍ରଶଂସା କରିଥିଲେ।

ଏହି କାର୍ଯ୍ୟକ୍ରମରେ ପୂର୍ବତନ ସରପଞ୍ଚ, କୋକସରା ବ୍ଲକ ଉପାଧ୍ୟକ୍ଷ ରାଜୀବ ଅଗ୍ରୱାଲ, ମହିମା ସରପଞ୍ଚ ଇଶ୍ଵରାମ କୋଲଥିଆ, ସମିତି ସଭ୍ୟ ଘନଶ୍ୟାମ ନାଏକ, ନାଏବ ସରପଞ୍ଚ ସୁମତି ବାଗ, ଡୁଡୁକାଠେଙ୍ଗା ନାଏବ ସରପଞ୍ଚ ଖଗେଶ୍ଵର ବାଣୁଆ, ମୋଟେର ବିଜେପି ମଣ୍ଡଳ ସଭାପତି ଧର୍ମବ୍ରତ ପଣ୍ଡା, ଆମପାଣି ବିଜେପି ମଣ୍ଡଳ ସଭାପତି ମଧୁବନ ପାତ୍ର, ନକୁଳ ନାଏକ, ମକରନ୍ଦ ବାଗ, ସନାତନ ସୁନାନୀ, ସମାଜ ସେବୀ ରାମସିଂ ମାଝୀ,  ଶମ୍ଭୁଶ୍ଵର ନାଗ ଏବଂ ବିଭିନ୍ନ ବିଦ୍ୟାଳୟର ଶିକ୍ଷକବୃନ୍ଦ ଯୋଗଦାନ କରି ଏଭଳି କାର୍ଯ୍ୟକ୍ରମ ଆୟୋଜନ କରିଥିବାରୁ ଜୟ ହିନ୍ଦ୍ ୱାରିୟର୍ସ ଯୁବ ସଂଗଠନର କର୍ମକର୍ତ୍ତାମାନଙ୍କୁ ପ୍ରଶଂସା ଓ ଧନ୍ୟବାଦ ଜଣାଇଥିଲେ।
ଉକ୍ତ କାର୍ଯ୍ୟକ୍ରମକୁ ଜୟ ହିନ୍ଦ୍ ୱାରିୟର୍ସ ସଭାପତି ଦେବାଶିଷ ମେହେର, ସମ୍ପାଦକ ଉପେନ୍ଦ୍ର ସୁନାନୀ, କାର୍ଯ୍ୟକାରୀ ସଭାପତି ଦୁରାନ୍ତସୁନାନୀ, ପବିତ୍ର ବାଣୁଆ, ଶୋଭା ମେହେର, ମର୍ଦ୍ଦରାଜ ବାଣୁଆ, ସୁବାସ ମେହେର ଆଦି ସହିତ ସଂଗଠନର ସମସ୍ତ ସଦସ୍ୟ ଉପସ୍ଥିତ ରହି କାର୍ଯ୍ୟକ୍ରମକୁ ସଫଳତାର ସହିତ ସମ୍ପନ୍ନ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   23-Sep-2026
  ଜିଲ୍ଲା  
ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   23-Sep-2026
  ଜିଲ୍ଲା  
ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   23-Sep-2026
  ଜିଲ୍ଲା  
ଜିଲ୍ଲା ବ୍ରାହ୍ମଣ ମହାସଭା   23-Sep-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ   23-Sep-2026
  ଜିଲ୍ଲା  
ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   23-Sep-2026
  ଜିଲ୍ଲା  
*ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   23-Sep-2026
  ଜିଲ୍ଲା  
କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   23-Sep-2026
  ଜିଲ୍ଲା  
ଟ୍ରେନରୁ ଖସି ପଡ଼ି ଯୁବକ ମୃତ   23-Sep-2026
  ଜିଲ୍ଲା  
ଅବକାରୀ ବିଭାଗର ଅଜବ ନୀତି - ବିଦେଶୀ ମଦ ଦୋକାନୀକୁ ଅହେତୁକ ଅନୁକମ୍ପା! ଟିଟିଲାଗଡ଼ରେ ଚର୍ଚ୍ଚା!   23-Sep-2026
  ଜିଲ୍ଲା  
ଦେହେଲୀ ଗ୍ରାମରେ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   23-Sep-2026
  ଜିଲ୍ଲା  
ଭୂମି ଅଧିକାର ଓ ଚାଲିଥିବା ବସ୍ତି ଉଛେଦ ବନ୍ଦ ଦାବିରେ ବସ୍ତି ବାସିନ୍ଦାଙ୍କ ମିଳିତ ମଞ୍ଚର ବିଶାଳ ବିକ୍ଷୋଭ*   23-Sep-2026

You Might Also Like